କଟକ

ରେଭେନ୍ସା ନାଁ ବଦଳିବା ଦରକାର, କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୩୧ା୮: ରେଭେନ୍ସା ନାଁ ବଦଳିବା ଦରକାର ବୋଲି ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳନ ଉତ୍ସବରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ କହିଛନ୍ତି, ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି। ଯେଉଁ ରେଭେନ୍ସାଙ୍କ ନାଁରେ ଏହା…

ବନ୍ୟାସ୍ରୋତରେ ମହାନଦୀପଠାରୁ ଅତଡ଼ା ଧସୁଛି

ରଘୁନାଥପୁର, ୩୦।୮(ରାଜେନ୍ଦ୍ର ନାରାୟଣ ସିଂହ): ମହାନଦୀ ସାଉଥ୍‌ ଜଳସମ୍ପଦ ବିଭାଗ ତଥା ମଣିଜଙ୍ଗା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଅଧୀନରେ ଥିବା ରଘୁନାଥପୁର ତହସିଲ ଅନ୍ତର୍ଗତ ତାରପୁର, ଗୋକୁଳପୁର ଓ ହରିଶପୁରଠାରେ ମହାନଦୀ ପଠା ବନ୍ୟାସ୍ରୋତରେ ନଦୀଗର୍ଭରେ ଲୀନ ହେବାକୁ ଲାଗିଛି। ଧୀରେ…

ଦଶମ ପାସ୍‌ ନକଲି ଡାକ୍ତର ଗିରଫ

ଭୁବନେଶ୍ୱର,୨୯ା୮(ସତ୍ୟଜିତ୍‌ ରାଉତ): ଶିକ୍ଷାଗତ ଯୋଗ୍ୟତା ଦଶମ, ହେଲେ କାମ ଥିଲା ଅତି ଚତୁର। ନିଜକୁ ଡାକ୍ତର ପରିଚୟ ଦେଇ ଘର ଘର ବୁଲି ସ୍ବାସ୍ଥ୍ୟ ସମସ୍ୟା ପଚାରି ବୁଝୁଥିଲେ। କର୍କଟଠୁ ଆରମ୍ଭ କରି କିଡ୍‌ନୀ, ଡାଇବେଟିସ୍‌, ଗ୍ୟାସ୍‌ ଭଳି ବହୁ ରୋଗ…

ଭାଜପା ଏମ୍‌ପିଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

କଟକ,୨୮ା୮ (କାର୍ତ୍ତିକ ସାହୁ):ଯାଜପୁର ଏମ୍‌ପି ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ହାଇକୋର୍ଟ ମଙ୍ଗଳବାର ନୋଟିସ ଜାରି କରିଛନ୍ତି। ତାଙ୍କ ବିରୋଧରେ ଆଗତ ନିର୍ବାଚନୀ ଅନିୟମିତତା ମାମଲାକୁ ବିଚାର ପାଇଁ ଗ୍ରହଣ କରି ହାଇକୋର୍ଟ ଜବାବ ଦାଖଲ ନିମନ୍ତେ ଆଦେଶ ଦେଇଛନ୍ତି। ଆସନ୍ତା ସେପ୍ଟେମ୍ବର…

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ: ଏଥର ପାସ୍‌ ହାର ରହିଛି…

କଟକ,୨୩।୮: ୨୦୨୪ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥର ମୋଟ ୭୯୬ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୪୪୧ ଛାତ୍ରୀଛାତ୍ର ପାସ କରିଛନ୍ତି। ପାସ୍‌ ହାର ୫୫.୪% ରହିଛି। ସେହିପରି ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ…

୨ ସପ୍ତାହ ସମୟ ନେଲେ ରାଜ୍ୟ ସରକାର

କଟକ,୨୨ା୮ (କାର୍ତ୍ତିକ ସାହୁ):ଯାଜପୁର ଜିଲାର ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ଶିକ୍ଷୟିତ୍ରୀ ଉଠ୍‌ବସ୍‌ କରାଇବା ହେତୁ ତାଙ୍କର ମୃତ୍ୟୁ ଘଟିବା ନେଇ ରୁଜୁ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଛି। ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ଶାରୀରିକ ଦଣ୍ଡ ଦିଆ ନ ଯିବା ଉପରେ…

ଜାଲରେ ପଡ଼ିଲା ବିରଳ କଇଁଛ

କଟକ,୨୧।୮(ଶିଳ୍ପା ପ୍ରିୟଦର୍ଶିନୀ):ମହାନଦୀରେ ଜାଲରେ ପଡ଼ିଛି ବିରଳ କଇଁଛ। ତାହାକୁ ସ୍ଥାନୀୟ ବ୍ୟକ୍ତି ନେଉଥିବା ଦୃଶ୍ୟ ସାମ୍ନାକୁ ଆସିଛି। ଏନେଇ ଅଭିଯୋଗ ହେବା ପରେ ମଙ୍ଗଳବାର ସହରାଞ୍ଚଳ ବନ ବିଭାଗ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୂଚନାନୁଯାୟୀ, ସୋମବାର ଜଣେ ବ୍ୟକ୍ତି…

କେନାଲକୁ ଡେଇଁ ପଡ଼ିଲେ ଯୁବକ

କଟକ,୧୯ା୮(କାର୍ତ୍ତିକ ସାହୁ): କଟକ ଜିଲା ଜଗତପୁର-ମଧୁପୁର ବ୍ରିଜ୍‌ ଉପରୁ ସୋମବାର ଜଣେ ଯୁବକ କେନାଲକୁ ଡେଇଁ ପଡ଼ିଛନ୍ତି। ନିଖୋଜ ଯୁବକ ଜଣକ ବିହାରର ବିଟ୍ସ କୁମାର ଯାଦବ(୧୯) ବୋଲି ଜଣାପଡ଼ିଛି। ତେବେ ସେ କାହିଁକି ଡେଇଁଲେ ବର୍ତ୍ତମାନ ସୁଦ୍ଧା କାରଣ ଅସ୍ପଷ୍ଟ…

ବିଧବାଙ୍କୁ ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କଲେ ଯୁବକ

ଆଠଗଡ଼,୧୭ା୮: କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ପାଞ୍ଚ ଗାଁରେ ଶନିବାର ଏକ ଅଭାବନୀୟ କାଣ୍ଡ ଘଟିଛି। ବିଧବାଙ୍କୁ ଜଣେ ଯୁବକ ହତ୍ୟା କରିବା ପରେ ଥାନାରେ ଅଭିଯୁକ୍ତ ଆତ୍ମସମର୍ପଣ କରିଛନ୍ତି। ତେବେ ଉକ୍ତ ଯୁବକ ଜଣକ ବିଧବା ମହିଳାଙ୍କ ଘରେ…

ଥାନା ଆଗରେ ନିଜକୁ ଜାଳିଦେଲେ ମହିଳା

ମାହାଙ୍ଗା/କଟକ,୧୭ା୮(ଯଯାତି ସିଂହ/ଶିଳ୍ପା ପ୍ରିୟଦର୍ଶିନୀ): ଏକ ଚୋରି ମାମଲାରେ କଟକ ଜିଲା ମାହାଙ୍ଗା ପୋଲିସ ଅଟକ ରଖିଥିବା ଜଣେ ବ୍ୟକ୍ତି ନିର୍ଦ୍ଦୋଷ ବୋଲି ଦାବି କରିଥିଲେ ତାଙ୍କ ସ୍ତ୍ରୀ। ସେ ଅନେକ କାକୁତିମିନତି ହୋଇଥିଲେ, କିନ୍ତୁ ପୋଲିସ ତାଙ୍କୁ ପ୍ରବଳ ଗାଳି ଦେଇଥିଲା।…

ଥାନା ଆଗରେ ପେଟ୍ରୋଲ ଢାଳି ଦେହରେ ନିଆଁ ଲଗାଇଦେଲେ ମହିଳା

ସାଲେପୁର,୧୬।୮: କଟକ ଜିଲା ସାଲେପୁର ଥାନା ଆଗରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଥାନା ଆଗରେ ମହିଳା ଜଣକ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଟକ ସ୍ଥାନାନ୍ତର କରାଯାଇଛି। ମିଳିଥିବା…

ଅତି ଜରୁରୀ ନ ଥିଲେ ଏସ୍‌ସିବି ନ ଆସିବାକୁ ପରାମର୍ଶ ଦେଲେ ଅଧୀକ୍ଷକ

କଟକ,୧୬ା୮: ଅତିଜରୁରୀ ନ ଥିଲେ କେହି ଏସ୍‌ସିବି ମେଡିକାଲ ଆସନ୍ତୁ ନାହିଁ ବୋଲି ଅଧୀକ୍ଷକ ପରାମର୍ଶ ଦେଇଛନ୍ତି। ଡାକ୍ତରମାନଙ୍କ ଆନ୍ଦୋଳନକୁ ନେଇ ଅଧୀକ୍ଷକ ଏପରି କହିଛନ୍ତି। ସେ କହିଛନ୍ତି, ରୋଗୀ ସେବା ବ୍ୟାହତ ହୋଇନି, ଆଗକୁ କହି ହେବନି। ସମସ୍ତ ଫ୍ୟାକଲ୍ଟିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?