କଟକ

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି। ଫଳରେ ଆଉ ସେହି ରାସ୍ତାରେ କୌଣସି ଯାନବାହନ ଚଳାଚଳ କରୁନାହିଁ। ବସ୍‌, ଟ୍ରକ୍‌…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ କୁମାର ସାହୁ, ପ୍ରଲିପ୍ତା ମିଶ୍ର, ଭାରତୀ ଟୁଡ଼ୁ, କିଶୋର କୁମାର କର ହାଇକୋର୍ଟରେ…

IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁର କିଛି ପ୍ରମାଣ ମିଳିଛି, ଡିସିପି କହିଲେ ମୋବାଇଲରୁ…

କଟକ,୧୭ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ ମିଳିଛି, ଏସ୍‌ଏଫ୍‌ଏଲ ରିପୋର୍ଟ ବି ହସ୍ତଗତ ହୋଇଛି। କିଛି ବ୍ୟକ୍ତିଙ୍କୁ ଉକ୍ତ ଘଟଣାରେ…

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ ସୃଷ୍ଟି କରୁଛି । ଲୋକେ ଘରୁ ବାହାରି ନପାରି ନାହିଁ ନଥିବା ସମସ୍ୟା…

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ଚଳଚ୍ଚିତ୍ରରେ ମହାପ୍ରଭୁଙ୍କ ସଂସ୍କୃତି, ରୀତିନୀତି ଏବଂ ପରମ୍ପରାକୁ କଦର୍ଥ କରାଯାଇଥିବା ଅଭିଯୋଗ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି କ୍ରାଇମବ୍ରାଞ୍ଚ ଗ୍ରହଣ କରିଛି। ଏସ୍‌ସିଇଆରଟି (SCERT)ର ନିର୍ଦ୍ଦେଶିକା ମଧୁସ୍ମିତା ସାହୁଙ୍କ ଲିଖିତ ଅଭିଯୋଗକୁ…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ପୂଜାର୍ଚ୍ଚନା କରାଯିବା ପରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭: କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ ପଛପଟୁ ଧକ୍କା ଦେବାରୁ ୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ,…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ । ୧୮ ନମ୍ବର୍ ରୁଟରେ ଯାଉଥିବା ବସଟି ନେତାଜୀ ବସ୍ ଟର୍ମିନାଲ ମଧ୍ୟକୁ ପ୍ରବେଶ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ ଭାସିଯାଇ ନିଖୋଜ ହୋଇଯାଇଛନ୍ତି। ଘଟଣା ପରେ ଅଞ୍ଚଳରେ ଉଦ୍ବେଗର ପରିବେଶ ସୃଷ୍ଟି ହୋଇଛି।…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ ଜିଲା ଆଠଗଡ ବ୍ଲକ ତଳଗଡ ଗ୍ରାମରେ ବନ୍ୟା ଜଳ ପ୍ରବେଶ କରିଥିବା ବେଳେ…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା ସହ କେଉଁ କାରଣ ପାଇଁ ସେ ଆତ୍ମହତ୍ୟା କଲେ, ତାହା ଜାଣିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?