କଟକ

୩ ବିଧାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

କଟକ,୫ା୮: ୩ ବିଧାୟକଙ୍କୁ ନୋଟିସ୍‌ କରିଛନ୍ତି ହାଇକୋର୍ଟ। ନିର୍ବାଚନୀ ଅନିୟମିତତା ନେଇ ବିଧାୟକ ଟଙ୍କଧର ତ୍ରିପାଠୀ, ଅଶ୍ବିନୀ ପାତ୍ର ଏବଂ ବ୍ୟୋମକେଶ ରାୟଙ୍କୁ ହାଇକୋର୍ଟ ନୋଟିସ୍‌ କରିବା ସହ ଜବାବ ଦାଖଲ କରିବାକୁ କହିଛନ୍ତି।

ପାଣି ଉଠାଇବା ବେଳେ ଭାସିଯାଇଥିଲେ କାଉଡିଆ, ମୃତଦେହ ମିଳିବା ପରେ ଦୁଃଖରେ ଭାଙ୍ଗିପଡ଼ୁଛି ପରିବାର 

କଟକ,୫।୮: କଟକ ମହାନଦୀରେ ରବିବାର ଭାସି ଯାଇଥିବା କାଉଡ଼ିଆ ବିଶ୍ୱଜିତ ବେହେରାଙ୍କ ମୃତଦେହ ସେମବାର ଉଦ୍ଧାର ହୋଇଛି। ଭଦିମୂଳ ଘାଟ ନିକଟରୁ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି । ପାଣି ଉଠାଇଲା ବେଳେ ତିନିଘରିଆର ବିଶ୍ୱଜିତ ବେହେରା ଭାସି ଯାଇଥିଲେ…

ଏସ୍‌ସିବିରେ ପାଳନ ହେଉନି ସ୍ବାସ୍ଥ୍ୟ ବିଭାଗ ନିୟମ

କଟକ,୫ା୮(ଶିଳ୍ପା ପ୍ରିୟଦର୍ଶିନୀ): ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ (ଏସ୍‌ସିବି)ମେଡିକାଲର ବିଭିନ୍ନ ସ୍ଥାନରେ ପାନ, ଗୁଟ୍‌ଖା ଛେପ ନ ପକାଇବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କଡ଼ା ନିୟମ ଲାଗୁ କରାଯାଇଥିଲା। ଏହି ନିୟମ ନ ମାନିଲେ ଜରିମାନା ଆଦାୟ…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କଟକ,୫ା୮: କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ସୋମବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଏକକାଳୀନ ୧୨ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ ଜାରି ରହିଛି। କଟକ, ଭୁବନେଶ୍ବର, ଖୋର୍ଦ୍ଧା, ଭଦ୍ରକ ଓ ଯାଜପୁରରେ ରେଡ୍‌ ଚାଲିଛି।…

ବିଷ ପିଇ ମା’ବାପାଙ୍କ ମୃତ୍ୟୁ: ପୁଅ ଗୁରୁତର

କଟକ,୪।୮: କଟକ ସିଡିଏରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ରବିବାର ରାତିରେ ବିଷ ପିଇ ଗୋଟିଏ ପରିବାରର ୩ଜଣ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ମା’, ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଅ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।…

ମହାନଦୀରେ ଭାସିଗଲେ କାଉଡ଼ିଆ

କଟକ,୪।୮: ମହାନଦୀର ଭଦିମୂଳ ଘାଟରେ ରବିବାର ଏକ ଅଘଟଣ ଘଟିଛି। ଘାଟରେ ପାଣି ଉଠାଇବା ବେଳେ ଜଣେ କାଉଡ଼ିଆ ଭାସିଯାଇ ନିଖୋଜ ହୋଇଯାଇଛନ୍ତି। ତାଙ୍କ ପରିଚୟ ମିଳିପାରି ନାହିଁ। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଖୋଜାଖୋଜି ଆରମ୍ଭ…

ତ୍ରିଶୁଳିଆ ବ୍ରିଜ୍‌ ଉପରେ କାର, ଆଉ ଚପଲ: ନିଖୋଜ ପୂର୍ବରୁ ଘରକୁ ପଠାଇଲେ ସେଲଫି  

କଟକ,୨।୮(କାର୍ତ୍ତିକ ସାହୁ): କଟକ ତ୍ରିଶୁଳିଆ ବ୍ରିଜ୍‌ରୁ ପୁଣି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଉକ୍ତ ଯୁବକ ଜଣକ ଗୁଜୁରାଟୀ ବ୍ୟବସାୟୀ ତୁଷାର ଭଟ୍ଟ। ସେ ବ୍ରିଜ ଉପରେ କାର ଓ ଚପଲ ଥୋଇ ବ୍ରିଜ ଉପରୁ କାଠଯୋଡି ନଦୀକୁ ଡେଇଁ ଆତ୍ମହତ୍ୟା…

ଶିଶୁପୁତ୍ରକୁ ଚୋରି କରି ନେଇଗଲେ ମାଉସୀ!

ଆଠଗଡ଼,୧ା୮: କଟକ ଜିଲା ଆଠଗଡ଼ର ଖୁଣ୍ଟୁଣୀ ମେଡିକାଲ ପରିସରରୁ ଶିଶୁପୁତ୍ର ଚୋରି ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ୪ ମାସର ପୁଅକୁ ଆଣି ଖୁଣ୍ଟୁଣୀ ମେଡିକାଲ ଆସିଥିଲେ ଝିଆରୀ। ତେବେ ଝିଆରୀଙ୍କୁ ଔଷଧ ପାଇଁ ପଠାଇ ଶିଶୁପୁତ୍ରକୁ ନେଇ ପଳାଇଥିଲେ ମାଉସୀ।…

ବ୍ରିଜ୍‌ ଉପରେ ଥୁଆ ହୋଇଛି ସ୍କୁଟି, କାଠଯୋଡି ନଦୀକୁ କେହି ଡେଇଁପଡ଼ିଥିବା ସନ୍ଦେହ

କଟକ,୩୧।୭: (କାର୍ତ୍ତିକ ସାହୁ): କାଠଯୋଡି ନଦୀକୁ କେହି ଡେଇଁପଡ଼ିଥିବା ସନ୍ଦେହ କରାଯାଉଛି। ହେଲେ ଚାଳକଙ୍କ ପତ୍ତା ମିଳୁନି । ତେବେ ସେ ନଦୀକୁ ଡେଇଁ ପଡିଥିବା ଅନୁମାନ କରାଯାଉଛି। ଖବର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ଟିମ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛି।…

ନାବାଳକ ଗାଡ଼ି ଚଳାଇଲେ ରଦ୍ଦ ହେବ ରେଜିଷ୍ଟ୍ରେଶନ

କଟକ,୩୧।୭ (କାର୍ତ୍ତିକ ସାହୁ): ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ) ପକ୍ଷରୁ ସୋମବାରଠାରୁ ଆରମ୍ଭ ହୋଇଥିବା ସ୍ବତନ୍ତ୍ର ଧରପଗଡ଼ ଅଭିଯାନରେ ବିଶେଷ ସଫଳତା ମିଳିଛି। ନାବାଳକ ଚାଳକଙ୍କୁ ଗାଡ଼ି ଚାଳନାରୁ ନିବୃତ୍ତ କରିବା ପାଇଁ ଏସ୍‌ଟିଏ ଏମ୍‌ଭି ଆକ୍ଟ ୧୯୯(କ) ଧାରାକୁ ପାଳନ କରିବା…

ନାବାଳକ ଗାଡ଼ି ଚଳାଇଲେ ରଦ୍ଦ ହେବ ରେଜିଷ୍ଟ୍ରେଶନ

କଟକ,୩୧ା୭ (କାର୍ତ୍ତିକ ସାହୁ): ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ) ପକ୍ଷରୁ ସୋମବାରଠାରୁ ଆରମ୍ଭ ହୋଇଥିବା ସ୍ବତନ୍ତ୍ର ଧରପଗଡ଼ ଅଭିଯାନରେ ବିଶେଷ ସଫଳତା ମିଳିଛି। ନାବାଳକ ଚାଳକଙ୍କୁ ଗାଡ଼ି ଚାଳନାରୁ ନିବୃତ୍ତ କରିବା ପାଇଁ ଏସ୍‌ଟିଏ ଏମ୍‌ଭି ଆକ୍ଟ ୧୯୯(କ) ଧାରାକୁ ପାଳନ କରିବା…

କେରଳରେ ଓଡ଼ିଆ ଡାକ୍ତର ନିଖୋଜ

ଚୌଦ୍ୱାର,୩୧ା୭(ଆଶୁତୋଷ ଦାସ): କେରଳ ବୁଲିବାକୁ ଯାଇଥିଲେ ୨ ଓଡ଼ିଆ ଡାକ୍ତର ଓ ସେମାନଙ୍କ ସ୍ତ୍ରୀ। ହେଲେ ସେଠାରେ ଘଟିଥିବା ଭୂସ୍ଖଳନରେ ଡାକ୍ତର ଦ୍ୱୟ ନିଖୋଜ ହୋଇଯାଇଥିବାବେଳେ ସେମାନଙ୍କ ସ୍ତ୍ରୀ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ନିଖୋଜ ଡାକ୍ତରଙ୍କୁ ଉଦ୍ଧାର କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?