କଟକ

ପିଲା ଗାଡ଼ି ଚଳାଇଲେ ମା’ବାପାଙ୍କୁ ଜେଲ

କଟକ,୩୦ା୭ (କାର୍ତ୍ତିକ ସାହୁ):ଏଣିକି ୧୬ ବର୍ଷରୁ କମ୍‌ ବୟସର ପିଲାଙ୍କ ଗାଡ଼ି ଚାଳନା ଉପରେ ଲାଗିବ ରୋକ୍‌। ଏହି ପିଲାମାନେ ଗାଡ଼ି ଚଳାଉଥିବାବେଳେ ଧରାପଡ଼ିଲେ ସେମାନଙ୍କ ମା’ ବାପା ଜେଲ ଯିବେ। ଏଥିସହ ସମ୍ପୃକ୍ତ ପିଲାଙ୍କୁ ୨୫ ବର୍ଷ ନ ହେବା…

କଟକ ମେୟରଙ୍କୁ ଓସିଏ ସମ୍ପାଦକଙ୍କ ଟାର୍ଗେଟ୍‌

କଟକ,୨୯।୭(ଶିଳ୍ପା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମ ନବୀକରଣ କାର୍ଯ୍ୟ ନେଇ ଲାଗି ରହିଥିବା ବିବାଦ ବଢ଼ିବାରେ ଲାଗିଛି। ଏହି ପ୍ରସଙ୍ଗରେ କଟକ ମେୟର ସୁବାସ ସିଂଙ୍କୁ ଟାର୍ଗେଟ କରିଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା। ସୁବାସ ଦ୍ୱନ୍ଦ୍ୱରେ ରହି ଗଣମାଧ୍ୟମ ସମ୍ମୁଖରେ ବିଭ୍ରାନ୍ତିକର…

କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର୍, ଜଣେ ମୃତ

ଭୁବନେଶ୍ୱର,୨୯।୭: ସକାଳୁ ସକାଳୁ କାଉଡ଼ିଆଙ୍କ ଉପରେ ମାଡ଼ିଗଲା, ଜଣେ ମୃତ। ସାଲେପୁର ନିଶ୍ଟିନ୍ତକୋଇଲି ତହସିଲ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା। ବାବୁଜଙ୍ଗରୁ ୩୭ ଜଣ କାଉଡ଼ିଆ ମିଶି ପାଣି ନେଇ ପାଇକରାପୁର ଯାଉଥିବା ସମୟରେ ଏକ ଦ୍ରୁତଗାମୀ କାର୍ କଉଡିଆଙ୍କ…

ଗଡ଼ଗଡ଼ିଆ ଘାଟରେ ବୁଡ଼ିଗଲେ ୨ କାଉଡ଼ିଆ

କଟକ,୨୮ା୭(କାର୍ତ୍ତିକ ସାହୁ): କାଲି ଶ୍ରାବଣ ମାସର ଦ୍ୱିତୀୟ ସୋମବାର। ଏନେଇ ରବିବାର ନଦୀ, ପୋଖରୀ ଘାଟରୁ ପାଣି ଉଠାଇ ମହାଦେବଙ୍କ ନିକଟରେ ଜଳ ଲାଗି କରିବାକୁ ସବୁଠି କାଉଡିଆଙ୍କ ଭିଡ଼ ଜମିଛି। ଏଭଳି ସ୍ଥିତିରେ କଟକ ଗଡ଼ଗଡ଼ିଆ ଘାଟରେ ମଧ୍ୟ କାଉଡିଆଙ୍କ…

ବାରବାଟୀ ନବୀକରଣକୁ ସରକାର ନା କହିବା ଦୁର୍ଭାଗ୍ୟଜନକ: ସୁବାସ

କଟକ,୨୮।୭(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡି ସରକାର କଟକ ବାରବାଟୀ ଷ୍ଟାଡିୟମର ନବୀକରଣ କରିବା ସହ ଏହାକୁ ବିଶ୍ୱସ୍ତରୀୟ ରୂପ ଦେବାକୁ ୭୦୦ କୋଟି ଟଙ୍କାର ବ୍ୟୟବରାଦ କରିଥିଲେ। ତତ୍କାଳୀନ ସରକାରଙ୍କ ଦ୍ୱାରା ଏଥିପାଇଁ ଭିଭିପ୍ରସ୍ତର ସ୍ଥାପନ କରାଯାଇଥିଲା। ହେଲେ ବିଧାନସଭାରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ…

ଦମ୍‌ରେ ଆଳୁ ନାହିଁ

କଟକ,୨୮ା୭(କାର୍ତ୍ତିକ ସାହୁ): ଖାଉଟିଙ୍କୁ ଘାଇଲା କରିଛି ବର୍ଦ୍ଧିତ ଆଳୁ ଦର। ଓଡ଼ିଶା ବଜାରକୁ ପଶ୍ଚିମବଙ୍ଗ ଆଳୁ ପର୍ଯ୍ୟାପ୍ତ ଭାବେ ନ ଆସିବା କାରଣରୁ ପରିସ୍ଥିତି ସଙ୍ଗିନ ହୋଇଛି। ଗୃହିଣୀଙ୍କ ହାଣ୍ଡିଶାଳଠାରୁ ଆରମ୍ଭକରି ରାସ୍ତାକଡ଼ ବ୍ୟବସାୟୀଙ୍କ ଖାଦ୍ୟ ବେପାର ପ୍ରଭାବିତ ହୋଇଛି। ବିଶେଷକରି…

୨ ବିଧାୟକଙ୍କୁ ହାଇକୋର୍ଟ ନୋଟିସ୍‌

କଟକ,୨୬ା୭ (କାର୍ତ୍ତିକ ସାହୁ):୨୦୨୪ ନିର୍ବାଚନରେ ଅନିୟମିତତା ଅଭିଯୋଗରେ ଦାଏର ମାମଲାର ପୃଥକ ଭାବେ ଶୁଣାଣି କରି ହାଇକୋର୍ଟ ୨ ବିଧାୟକଙ୍କୁ ଗୁରୁବାର ନୋଟିସ୍‌ ଜାରି କରିଛନ୍ତି। ବାଲେଶ୍ୱର ଜିଲା ସୋର ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ମାଧବ ଧଡ଼ା ଏବଂ କଳାହାଣ୍ଡି…

ଏସ୍‌ସିବିରେ ଜମିରହୁଛି ଆବର୍ଜନା

କଟକ,୨୫ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ (ଏସ୍‌ସିବି)ର ବିଭିନ୍ନ ବିଭାଗ ପରିସରରେ କୁଢ଼ କୁଢ଼ ଆବର୍ଜନା ଜମି ରହିଛି। ଏହାଦ୍ୱାରା ପୂତ୍ତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି। ଫଳରେ ସେହି ବାଟ ଦେଇ ଯାତାୟାତ କରୁଥିବା ଡାକ୍ତର,…

ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ସୁନ୍ଦରଗଡ଼,୨୨ା୭: ରାଉରକେଲା ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌ ହୋଇଛି। ବିଧାନସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସୋମବାର ହାଇକୋର୍ଟ ସାରଦାଙ୍କୁ ଏହି ନୋଟିସ୍‌ କରିଛନ୍ତି । ପ୍ରତିପକ୍ଷ ଦିଲୀପ ରାୟଙ୍କ ମାମଲା ଆଧାରରେ ନୋଟିସ କରିଛନ୍ତି କୋର୍ଟ। ଆସନ୍ତା ଅଗଷ୍ଟ…

ସରକାରୀ ପାଣ୍ଠି ନିଜ ଆକାଉଣ୍ଟକୁ ୧ କୋଟି ୫ ଲକ୍ଷ ଟ୍ରାନ୍ସଫର କରି ଫସିଲେ ସରକାରୀ ବାବୁ

କଟକ,୨୨ା୭: ସରକାରୀ ପାଣ୍ଠି ନିଜ ଖାତାକୁ ଟ୍ରାନ୍ସଫର କରି ଫସିଲେ ମତ୍ସ୍ୟ ସମ୍ପଦ ବିଭାଗ ଉପନିର୍ଦ୍ଦେଶକ। ସରକାରୀ ପାଣ୍ଠି ନିଜ ଖାତାକୁ ଟ୍ରାନ୍ସଫର କରିବା ଅଭିଯୋଗରେ ଉପନିର୍ଦ୍ଦେଶକ ବସନ୍ତ ଦାଶଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। କଟକ କାର୍ଯ୍ୟାଳୟ ସହ ଭୁବନେଶ୍ୱର,…

କେଉଁ ମାନଙ୍କ ପାଇଁ ଅଭାବ ହେବ ଜେଲ୍‌ର କୋଠରୀ: କାହାକୁ ଅଳିଆ କହିଲେ ଭର୍ତ୍ତୃହରି

ନିଶ୍ଚିନ୍ତକୋଇଲି,୧୯।୭(ଅଶୋକ କୁମାର ମହାପାତ୍ର):ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ବିଜେଡି ସରକାରଙ୍କୁ ଏମ୍‌ପି ଭର୍ତ୍ତୃହରି ମହତାବ ଟାର୍ଗେଟ କରିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ଅହମ୍ମଦ ବକ୍ସ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ରତ୍ନଭଣ୍ଡାର ପ୍ରସଙ୍ଗ ଉଠାଇ ସେ ବିଜେଡି ସରକାର ଉପରେ…

କାଉଡ଼ିଆଙ୍କ ପାଇଁ କଟକଣା: ଧବଳେଶ୍ୱର ପୀଠକୁ ଆଣିପାରିବେନି ପ୍ଲାଷ୍ଟିକ୍‌ ସାମଗ୍ରୀ

କଟକ,୧୮ା୭: ଆସୁଛି ଶ୍ରାବଣ ସୋମବାର। ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ କାଉଡ଼ିଆଙ୍କ ଭିଡ଼ ଲାଗିବ। ଏହା ପୂର୍ବରୁ ଦେବୋତ୍ତର ବିଭାଗ ଓ ପୂଜକ କମିଟି ବୈଠକରେ କଡ଼ା ନିଷ୍ପତ୍ତି ନିଆଯାଇଛି। କାଉଡ଼ିଆମାନେ କେବଳ ମାଟି ଓ ପିତ୍ତଳ କଳସ ଆଣି ଜଳ ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?