କଟକ

କୌଳିକ ବୃତ୍ତିରେ ବାପାଙ୍କ ସହ ଉଚ୍ଚଶିକ୍ଷିତା କନ୍ୟା

କଟକ,୪ା୭ (କାର୍ତ୍ତିକ ସାହୁ)ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମେତ ଚତୁର୍ଦ୍ଧାମୂର୍ତ୍ତି ଜ୍ୱରରୁ ଆରୋଗ୍ୟ ଲାଭ କରିଛନ୍ତି। ଆଉ ୨ ଦିନ ପରେ ନବଯୌବନ ଦର୍ଶନ। ଭକ୍ତମାନେ ଅତ୍ୟନ୍ତ ଆଗ୍ରହରେ ଅପେକ୍ଷା କରିଛନ୍ତି ଏହି ଦିନକୁ। ହେଲେ ଦେବସ୍ନାନ ପୂର୍ଣ୍ଣିମା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଣସର ବା…

ଓଏସ୍‌ଏସ୍‌ସି ପରୀକ୍ଷାର୍ଥୀଙ୍କୁ ଅପହରଣ ପରେ ଲୁଟ୍‌: ଦୁଇ ଗିରଫ

କଟକ,୩ା୭(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସଏସସି) ପରୀକ୍ଷା ଦେବାକୁ ଆସିଥିବା ଜଣେ ପରୀକ୍ଷାର୍ଥୀ ଅପହରଣ ପରେ ଲୁଟ୍‌ର ଶିକାର ହୋଇଛନ୍ତି। ପରୀକ୍ଷାର୍ଥୀଙ୍କ ଘର କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଜାମୁଦା ଅଞ୍ଚଳରେ। ଏନେଇ ସିଡିଏ ଫେଜ ୨ ଥାନାରେ…

ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ହେବନି ସ୍ଥାୟୀ ନିର୍ମାଣ: ହାଇକୋର୍ଟ

କଟକ,୩ା୭ (କାର୍ତ୍ତିକ ସାହୁ): ପୁରୀ ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ମୁଖ୍ୟ ରାସ୍ତା ପାର୍ଶ୍ୱରେ କୌଣସି ସ୍ଥାୟୀ ନିର୍ମାଣ ହେବ ନାହିଁ। ଏପରିକି ବ୍ୟବସାୟିକ ଉଦ୍ଦେଶ୍ୟରେ କୌଣସି ଅସ୍ଥାୟୀ ନିର୍ମାଣ ପାଇଁ ମଧ୍ୟ ଅନୁମତି ମିଳିବ ନାହିଁ। ହାଇକୋର୍ଟର ମୁଖ୍ୟ ବିଚାରପତି…

କଟକର ସମସ୍ତ ବେଆଇନ ହସ୍ପିଟାଲ ବନ୍ଦ ପାଇଁ ନିର୍ଦ୍ଦେଶ

କଟକ,୨ା୭ (କାର୍ତ୍ତିକ ସାହୁ) :କଟକରେ ବିନା ରେଜିଷ୍ଟ୍ରେଶନରେ ଚାଲିଥିବା ଏକ ନିର୍ଦ୍ଦିଷ୍ଟ ହସ୍ପିଟାଲ ସମେତ ଅନ୍ୟ କେତେକ ହସ୍ପିଟାଲକୁ ତୁରନ୍ତ ବନ୍ଦ କରିବାକୁ ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ରାଜ୍ୟ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦିଷ୍ଟ ହସ୍ପିଟାଲକୁ ବନ୍ଦ…

ଭାଜପା-ବିଜେଡି କର୍ମୀ ମାର୍‌ପିଟ୍‌

ଖୁଣ୍ଟୁଣୀ,୨ା୭(ସଚ୍ଚିଦାନନ୍ଦ ପଣ୍ଡା):କଟକ ଜିଲା ଆଠଗଡ଼ ବ୍ଲକ ଅଧୀନ ଖୁଣ୍ଟୁଣୀ ସରକାରୀ ଡାକ୍ତରଖାନାର ନୂତନ ଗୃହ ନିର୍ମାଣ ପାଇଁ ସୋମବାର ଭୂମିପୂଜାବେଳେ ଭାଜପା ନେତା ଅଭୟ ବାରିକଙ୍କ ଉପସ୍ଥିତିକୁ ନେଇ ବିଜେଡି-ଭାଜପା କର୍ମୀ ମୁହାଁମୁହିଁ ହୋଇଥିଲେ। ଏପରି କି ବିଜେଡି କର୍ମୀଙ୍କୁ ଭାଜପା…

ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ମୋ’ ବସ୍‌

କଟକ,୨୮ା୬: କଟକର ସିଡିଏ ସେକ୍ଟର-୯ରେ ମୋ’ ବସ୍‌ରେ ନିଆଁ ଲାଗିଯାଇଛି। ଫଳରେ ବସ୍‌ଟି ସମ୍ପୂର୍ଣ୍ଣ ଜଳିପୋଡ଼ି ଛାରଖାର ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ପ୍ରଥମେ ବସ୍‌ର ସମ୍ମୁଖ ଭାବରେ ନିଆଁ ଲାଗିଥିବା ଦେଖି ଚାଳକ…

ହାଜର ହେଲେ ଅନୁଭବ, ହେଲାନି ସାକ୍ଷ୍ୟ ଗ୍ରହଣ

କଟକ,୨୮ା୬(କାର୍ତ୍ତିକ ସାହୁ):ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନିର୍ଯାତନା ମାମଲାରେ ଗୁରୁବାର କଟକ ଜେଏମ୍‌ଏଫ୍‌ସି (ଏମ୍‌ପି/ଏମ୍‌ଏଲ୍‌ଏ ସ୍ବତନ୍ତ୍ର କୋର୍ଟ)ରେ ଅଭିନେତା ତଥା ପୂର୍ବତନ ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ଦୁଇ ସହଯୋଗୀ ହାଜର ହୋଇଛନ୍ତି। ପୂର୍ବ ଶୁଣାଣି ୨୫ ତାରିଖରେ ପ୍ରତିପକ୍ଷମାନେ କେହି…

ବିଦ୍ୟାଳୟ ସମ୍ପର୍କିତ ତଥ୍ୟ ନେଇ ଓ୍ବେବସାଇଟ୍‌ରେ ରହିବ ଦୁଇଟି ଫର୍ମାଟ୍‌ର ସୂଚନା

କଟକ,୨୮ା୬(କାର୍ତ୍ତିକ ସାହୁ): ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ରହିଥିବା ମୌଳିକ ସୁବିଧାଗୁଡ଼ିକ ସଂକ୍ରାନ୍ତରେ ଆମିକସ୍‌ କ୍ୟୁରିଙ୍କ ପକ୍ଷରୁ ପ୍ରସ୍ତୁତ ଫର୍ମାଟ୍‌କୁ ରାଜ୍ୟ ସରକାର ଗ୍ରହଣ କରିଥିବା ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ଆମିକସ୍‌ କ୍ୟୁରିଙ୍କ ପ୍ରଦତ୍ତ ଫର୍ମାଟ୍‌ ଆଧାରରେ ବିଦ୍ୟାଳୟ ସମ୍ପର୍କିତ ତଥ୍ୟ ଦର୍ଶାଇ…

ଏସ୍‌ସିବିରେ ରକ୍ତ ପାଇଁ ମଗାଯାଉଛି ଟଙ୍କା

କଟକ,୨୮।୬(ଶିଳ୍ପା ପ୍ରିୟଦର୍ଶିନୀ): ଚିକିତ୍ସା କ୍ଷେତ୍ରରେ ଇତିହାସ ରଚୁଥିବା ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିିକାଲ କଲେଜ ଆଣ୍ଡ ହସ୍ପିଟାଲ(ଏସ୍‌ସିବି)ର ବିକଳ ଚିତ୍ର ଗୋଟିକ ପରେ ଗୋଟିଏ ସାମ୍ନାକୁ ଆସିବାରେ ଲାଗିଛି। ଏସ୍‌ସିବି ରକ୍ତ ଭଣ୍ଡାରରେ ରକ୍ତ ପାଇଁ ରୋଗୀ ଓ ସମ୍ପର୍କୀୟଙ୍କୁ ଟଙ୍କା ମଗାଯାଉଛି।…

ଲାଗୁ ହେଲା ନୂଆ ଟ୍ରାଫିକ କଟକଣା

ଭୁବନେଶ୍ୱର,୨୭।୬: କଟକ ସହରରେ ଟ୍ରାଫିକ ସମସ୍ୟାରେ ସୁଧାର ଆଣିବାକୁ ନୂଆ ଟ୍ରାଫିକ କଟକଣା ଲାଗୁ ହୋଇଛି। କଟକ ସହରର ପ୍ରମୁଖ ୧୯ଟି ରୁଟକୁ କମିଶନରେଟ ପୋଲିସ ନୋ ପାର୍କିଂ ଜୋନ ଘୋଷଣା କରିଛି । ନୋ ପାର୍କିଂ ରୁଟରେ ବେଆଇନ ଭାବେ…

ଏସ୍‌ସିବିରେ ରୋଗୀ, ଡାକ୍ତରଙ୍କ ସହ ଆଲୋଚନା କଲେ ସ୍ବାସ୍ଥ୍ୟମନ୍ତ୍ରୀ

କଟକ,୨୫।୬(ଶିଳ୍ପା ପ୍ରିୟଦର୍ଶିନୀ): ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମଙ୍ଗଳବାର ଏସ୍‌ସିବି ମେଡିକାଲ ଗସ୍ତ କରିଛନ୍ତି। ମେଡିକାଲରେ ସମସ୍ତ ବିଭାଗ ଭ୍ରମଣ କରିବା ସହ ଏସ୍‌ସବି ଅଧିକ୍ଷକ ଏବଂ ବରିଷ୍ଠ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ନୂଆ ସରକାର ଗଠନ…

ବର୍ଷେ ପରେ ବି କାମରେ ଆସୁନି

କଟକ, ୨୩ା୬(ଶିଳ୍ପା ପ୍ରିୟଦର୍ଶିନୀ): ରାଜ୍ୟରେ ଶିଶୁ ରୋଗ ଚିକିତ୍ସା ଦିଗରେ କଟକ ଶିଶୁଭବନ ଗୁରୁତ୍ୱପୂର୍ଣ ଭୂମିକା ବହନ କରିଆସୁଛି। ତେଣୁ ରୋଗୀମାନଙ୍କୁ ଉତ୍ତମ ସେବା ଯୋଗାଇଦେବା ଲକ୍ଷ୍ୟରେ ୧୨୭ କୋଟି ଟଙ୍କା ବ୍ୟୟରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ସ୍ନାତକୋତ୍ତର ଶିଶୁରୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?