ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ମାମଲା: ହାଇକୋର୍ଟ ଦେଲେ ଏମିତି ରାୟ
କଟକ,୨୦।୧୧ (କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଡ. ସୁବାସ ମହାପାତ୍ର କରିଥିବା ନିର୍ବାଚନୀ ମକଦ୍ଦମାକୁ ହାଇକୋର୍ଟ ବୁଧବାର ଖାରଜ କରିଛନ୍ତି। ସମ୍ବଲପୁର ଲୋକ ସଭା ନିର୍ବାଚନୀ ମାମଲାରେ ହାଇକୋର୍ଟ ମହାପାତ୍ରଙ୍କ ଆବେଦନକୁ ଖାରଜ କରିବା ସହ ଧର୍ମେନ୍ଦ୍ରଙ୍କ ଆବେଦନକୁ…
ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ: ଏହି ଦିନଠୁ ଅନଲାଇନ, ଅଫଲାଇନରେ ଟିକେଟ୍ ବିକ୍ରି ଆରମ୍ଭ
ଭୁବନେଶ୍ୱର,୧୭।୧୧: ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ ପାଇଁ ଡିସେମ୍ବର ୫ରୁ ଟିକେଟ୍ ବିକ୍ରି ଆରମ୍ଭ ହେବ। ଏନେଇ ସୋମବାର OCA ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି। ଷ୍ଟାଡିୟମର ୬ଟି କାଉଣ୍ଟରରେ ଟିକେଟ୍ ବିକ୍ରି ହେବ। ଡିସେମ୍ବର ୧ ତାରିଖରେ ଅନଲାଇନରେ…
୮ ଏସ୍ସିବି ମେଡିକାଲ କର୍ମଚାରୀଙ୍କୁ ନୋଟିସ, ସରପ୍ରାଇଜ ଭିଜିଟ ସମୟରେ ଧରିଲେ ମେଡିକାଲ କର୍ତ୍ତୃପକ୍ଷ
କଟକ, ୧୫।୧୧ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍ସିବି ମେଡିକାଲରେ ଡ୍ୟୁଟି ସମୟରେ ଅନୁପସ୍ଥିତ ରହିଥିବା ୮ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ମେଡିକାଲ କର୍ତ୍ତୃପକ୍ଷ। ମେଡିକାଲର ଟ୍ରମା କାଜୁଆଲିଟି ଭଳି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଡ୍ୟୁଟି ସମୟରେ କେଉଁ କାରଣ…
ବାଲିଯାତ୍ରାର ଶେଷ ସନ୍ଧ୍ୟାରେ ପ୍ରବଳ ଭିଡ଼: ଠେଲାପେଲାରେ ୨ ଅଚେତ୍
କଟକ,୧୩।୧୧: କଟକ ବାଲିଯାତ୍ରାର ଶେଷ ସନ୍ଧ୍ୟାରେ ଲୋକଙ୍କ ପ୍ରବଳ ଭିଡ଼ ହୋଇଛି। ଏପରିକି ବଲିଉଡ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ କାର୍ଯ୍ୟକ୍ରମରେ ଠେଲାପେଲା ହୋଇ ୨ଜଣ ଦର୍ଶକ ଅଚେତ୍ ହୋଇଯାଇଥିବା ସୂଚନା ମିଳିଛି। ଆମ୍ବୁଲାନ୍ସ ଯୋଗେ ୨ ଅଚେତଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।…
ଜୟପୁର ଫାଣ୍ଡି ଅଧିକାରୀ ନିଲମ୍ବିତ
ନିଶ୍ଚିନ୍ତକୋଇଲି,୧୩।୧୧(ଅଶୋକ କୁମାର ମହାପାତ୍ର ): କଟକ ଜିଲା ମାହାଙ୍ଗା ଥାନା ଅଧୀନ କୁମୁଡା ଜୟପୁର ଫାଣ୍ଡି ଅଧିକାରୀ ମନୋଜ ବେହେରା ନିଲମ୍ବିତ ହୋଇଛନ୍ତି। ଗ୍ରାମାଞ୍ଚଳ ଏସ୍ପିଙ୍କ ଆଦେଶ ନଂ. ୨୯୮୮/୨୫ ତା ୧୩.୧୧.୨୫ ଅନୁଯାୟୀ ଏସ୍ଆଇ ମନଜଙ୍କୁ ମାହାଙ୍ଗା ଥାନା ଅଧିକାରୀ …
ବାଣ କାରିଗରଙ୍କ ଘରେ ଭୟଙ୍କର ବିସ୍ଫୋରଣ: ମହିଳା ଗୁରୁତର ହୋଇ…
ନିଶ୍ଚିନ୍ତକୋଇଲି,୧୨ା୧୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ନତକାଇ ଗ୍ରାମରେ ବାଣ ବିସ୍ଫୋରଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ନତକାଇ ଗ୍ରାମର ଜଣାଶୁଣା ବାଣ କାରିଗର ଭାଗ୍ୟଧର ମଳିକଙ୍କ ଘରେ ବୁଧବାର ମଧ୍ୟାହ୍ନରେ ଆକସ୍ମିକ ଭାବେ ବାଣ ବିସ୍ଫୋରଣ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଲିଯାତ୍ରା ଅବଧି ବଢ଼ାଇ କହିଲେ ଲୋକଙ୍କ…
ଭୁବନେଶ୍ୱର/କଟକ,୧୨ା୧୧: ବିଶ୍ୱ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଦ୍ୱାରା ବାଲିଯାତ୍ରା ଆଜି ଅର୍ଥାତ୍ ୧୨ ତାରିଖ ପରିବର୍ତ୍ତେ ଆସନ୍ତାକାଲି(ଗୁରୁବାର) ୧୩ ତାରିଖରେ ଉଦ୍ଯାପିତ…
କ୍ଷମା ପ୍ରାର୍ଥନା କଲେ ବ୍ରହ୍ମପୁର ଏସ୍ପି
କଟକ,୧୧।୧୧(କାର୍ତ୍ତିକ ସାହୁ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବିବାଦୀୟ ମନ୍ତବ୍ୟ ଦେଇଥିବା ବ୍ରହ୍ମପୁର ଏସ୍ପି ଶ୍ରବଣ ବିବେକ ଏମ୍ ହାଇକୋର୍ଟରେ ମଙ୍ଗଳବାର ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। କ୍ଷମା ପ୍ରାର୍ଥନାକ ହାଇକୋର୍ଟ ଗ୍ରହଣ କରିଛନ୍ତି। ଏଥିସହ ତାଙ୍କ ବିରୋଧରେ ମାମଲା…
ଆପାର୍ଟମେଣ୍ଟ ବାଲ୍କୋନି ଭୁଶୁଡ଼ି ୩ମୃତ
କଟକ,୯।୧୧(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା ପାଇଁ କଟକ ସହର ଚଳଚଞ୍ଚଳ ହୋଇ ଉଠିଥିବାବେଳେ ଶନିବାର ଅପରାହ୍ନରେ ମଣିସାହୁ ଛକ ନିକଟରେ ଘଟିଛି ଏକ ଅଘଟଣ। ଏକ ପୁରୁଣା ଆପାର୍ଟମେଣ୍ଟର ୫ମ ମହଲାରେ ଥିବା ବାଲ୍କୋନି ଭୁଶୁଡ଼ି ଆଜ୍ବେଷ୍ଟସ୍ ଘର ଉପରେ ଖସି…
ପୁଣି ପରୀକ୍ଷା ଦ୍ୱନ୍ଦ୍ୱ: ଗୋଟିଏ ସମୟରେ ୨ ପରୀକ୍ଷା
କଟକ,୮ା୧୧: ଆସନ୍ତାକାଲି ଗୋଟିଏ ଦିନରେ ଗୋଟିଏ ସମୟରେ ଦୁଇ ଦୁଇଟି ପରୀକ୍ଷା ରହିଛି। OPSC ପକ୍ଷରୁ ଆସନ୍ତାକାଲି ଅର୍ଥାତ୍ ରବିବାର ASO ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୯ଟା, ପୂର୍ବାହ୍ନ ୧୧ଟା ୩୦ ଓ ୨ଟା ୩୦ରେ ୩ଟି ସିଟିଂରେ…
ବାଲିଯାତ୍ରାରେ ଫୁଡ୍ ଷ୍ଟଲ ସିଲ୍ :ଏମିତି ଭୁଲକଲେ ବାଲିଯାତ୍ରାରେ ମିଳିବନି ଷ୍ଟଲ
କଟକ,୮।୧୧: କଟକ ବାଲିଯାତ୍ରା ପଡ଼ିଆରେ ଆକ୍ସନ ମୋଡରେ ପ୍ରଶାସନ। ଫୁଡ ସେଫ୍ଟିର ରେଡ ପରେ କଟକ ଅତିରିକ୍ତ ଜିଲାପାଳ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବାରମ୍ବାର ନିମ୍ନ ମାନର ଖାଦ୍ୟ ବିକ୍ରି କରୁଥିବା ଷ୍ଟଲ ଉପରେ ଆକ୍ସନ ନିଆଯିବ। ବାରମ୍ବାର ଅପମିଶ୍ରଣ…
ରାସ୍ତାରେ ପଢ଼ିଲେ ରେଭେନ୍ଶା ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର
କଟକ,୬ା୧୧: ରାସ୍ତାରେ ପାଠ ପଢ଼ିଛନ୍ତି ରେଭେନ୍ଶା ବିଶ୍ବବିଦ୍ୟାଳୟ ଛାତ୍ରୀଛାତ୍ର। ବିଶ୍ୱବିଦ୍ୟାଳୟରେ କ୍ଲାସ ରୁମ୍ ଅସୁରକ୍ଷିତ ଦର୍ଶାଇ ପ୍ରତିବାଦ କରିଛନ୍ତି। ଯୁକ୍ତ ୩ କଳାର ୨ୟ ବର୍ଷର ଛାତ୍ରୀଛାତ୍ର ରାସ୍ତାରେ ବସି ପଢ଼ିଛନ୍ତି। ଅଧ୍ୟାପକ ମଧ୍ୟ ରାସ୍ତାରେ ବସି ଛାତ୍ରୀଛାତ୍ରଙ୍କୁ ପଢ଼ାଇଛନ୍ତି। କ୍ଲାସରୁମ୍…
Archives


