ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ
କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି । ସେହିପରି କଲ୍ ଡିଟେଲରୁ ମଧ୍ୟ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ପାଇଛି ପୋଲିସ…
ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଡିସିପିଙ୍କ ବଡ଼ ବୟାନ, ଯାଞ୍ଚ କରାଯିବ….
କଟକ,୬ା୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ବଡ଼ ପ୍ରତିକ୍ରିୟା ଦେଇଛନ୍ତି । ୨ ଆଇଆଇସି, ଜଣେ ଏସ୍ପି, ଅତିରିକ୍ତ ଡିସିପି ଘଟଣାର ତଦନ୍ତ କରୁଛନ୍ତି । ସ୍ୱାମୀଙ୍କ ସହ ୨ ଭଉଣୀଙ୍କ…
ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି
କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଏପରିକି ଜିଲାର ସବୁ କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ…
ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ
କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ ବନ୍ଧରେ ଭାସିଗଲେ ୩ ଯୁବକ । ୩ ଯୁବକ ମାଛୁଆ ବଜାର ଅଞ୍ଚଳର…
ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…
କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ ସହ କଥା ହୋଇଥିଲେ। କଥାବାର୍ତ୍ତାରେ ସେମିତି କିଛି ଅସ୍ବାଭାବିକ ଥିବା ଅନୁଭବ ହୋଇ…
କାହିଁକି ଆତ୍ମହତ୍ୟା କଲେ IIC: ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ ସିପି
କଟକ, ୪।୭ (ପ୍ରଭୁକଲ୍ୟାଣ ପାଲ): ଚାଉଳିଆଗଞ୍ଜ ଥାନାର ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ କଟକ-ଭୁବନେଶ୍ୱର ପୋଲିସ କମିଶନର ଏସ୍. ଦେବଦତ୍ତ ସିଂ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ପ୍ରତ୍ୟେକ ଆତ୍ମହତ୍ୟା ପଛରେ କିଛି ନା କିଛି କାରଣ…
କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ
କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ ନିଜ କ୍ୱାର୍ଟର୍ସରେ ଝୁଲିପଡ଼ିଛନ୍ତି। ମୃତ୍ୟର କାରଣ ଅସ୍ପଷ୍ଟ ରହିଥିଲାବେଳେ, ମୃତଦେହକୁ ଏସସିବି ମେଡିକାଲକୁ ପଠାଯାଇଛି। ଘଟଣା…
ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ
କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାର ତଦନ୍ତ ପାଇଁ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ…
ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର
କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ମିଳିଥିବା ସୂଚନା ମିଳିଛି। ଖବର ପାଇ ଅଗ୍ନିଶମ ବାହିନୀ ଖୋଜାଖୋଜି…
ଏସ୍ସିବି ମେଡିକାଲରୁ ବୃଦ୍ଧ ରୋଗୀ ନିଖୋଜ, ମଙ୍ଗଳାବାଗ ଥାନାରେ ଏତଲା
କଟକ, ୨୭/୬: କଟକସ୍ଥିତ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ଜଣେ ବୃଦ୍ଧ ରୋଗୀ ନିଖୋଜ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ପରିବାର ଲୋକେ ମଙ୍ଗଳାବାଗ ଥାନାରେ ଏତଲା ଦେଇଥିବାବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନା…
ଚଳନ୍ତା ଟ୍ରେନ୍ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍ସିବିରେ ଭର୍ତ୍ତି
କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍ରୁ ଜଣେ ଯୁବକ ସିଧା ନଦୀବାଲିକୁ ଖସିପଡ଼ି ଗୁରୁତର ଆହତ ହୋଇଛନ୍ତି। ତେବେ ପାଣି ପରିବର୍ତ୍ତେ ନଦୀବାଲିରେ…
ହାଇକୋର୍ଟଙ୍କ ବଡ଼ ରାୟ; ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି, ମନୋମାଳିନ୍ୟ…
କଟକ,୨୫।୬(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି କହିଛନ୍ତି ଯେ ‘ ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି’। ବୈବାହିକ ମନୋମାଳିନ୍ୟ ଯୋଗୁ ଘର ଛାଡ଼ି ଯାଇଥିବା ପତ୍ନୀଙ୍କୁ ଫେରାଇ ଆଣିବା ପାଇଁ ହେବିଅସ୍ କର୍ପସ ଆବେଦନ କରିଥିବା…

