ଏହି ଦିନ ପ୍ରକାଶ ପାଇବ ମାଟ୍ରିକ୍ ଫରୀକ୍ଷାଫଳ
କଟକ,୧୭।୫: ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ଫରୀକ୍ଷାଫଳ। ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ ବୋଲି ଜଣାପଡିଛି। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସବୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।…
ଏନ୍ବିଡବ୍ଲ୍ୟୁରୁ ଆଶ୍ୱସ୍ତି ପାଇଲେ ଅନୁଭବ
କଟକ,୧୬ା୫ (କାର୍ତ୍ତିକ ସାହୁ): ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଜାମିନ୍ ବିହୀନ ଗିରଫ ପରୱାନା (ଏନ୍ବିଡବ୍ଲ୍ୟୁ)ରୁ ଗୁରୁବାର ଆଶ୍ୱସ୍ତି ପାଇଛନ୍ତି। କଟକ ଜେଏମ୍ଏଫ୍ସି କୋର୍ଟ ଅନୁଭବଙ୍କ ନାଁରେ ଜାରି କରିଥିବା ଏହି ଏନ୍ବିଡବ୍ଲ୍ୟୁ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଦେଇଛନ୍ତି। ଅନୁଭବ…
ବିପଦସଙ୍କୁଳ ଅବସ୍ଥାରେ ଶିଶୁ ଉଦ୍ୟାନ
ସାଲେପୁର,୧୭।୫(ଅରବିନ୍ଦ ଭୂୟାଁ): ସାଲେପୁରର ଏକମାତ୍ର ଶିଶୁ ଉଦ୍ୟାନ ଏବେ ବିପଦସଙ୍କୁଳ ହୋଇପଡ଼ିବା ସହ ଜରାଜୀର୍ଣ୍ଣ ହୋଇଯାଇଛି। ଏହି ଉଦ୍ୟାନ ଭିତରେ ନିୟମିତ ଛୋଟ ପିଲାମାନେ ଖେଳକୁଦ କରିବା ସହ ବ୍ୟାୟାମ କରିଥାନ୍ତି। କିନ୍ତୁ ରାଜନୈତିକ ଇଚ୍ଛାଶକ୍ତି ଅଭାବରୁ ଏହି ଏକମାତ୍ର ଶିଶୁ…
ସରକାର ଗଢ଼ିବାର ୬ଘଣ୍ଟାରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବୁ
କଟକ,୧୬ା୫(ଶିଳ୍ପା ପ୍ରିୟଦର୍ଶିନୀ)ଓଡ଼ିଶାରେ ଏଥର ଭାଜପା ନିଶ୍ଚିତ ସରକାର ଗଠନ କରିବ ବୋଲି ଭାଜପାର ବରିଷ୍ଠ ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। ବୁଧବାର କଟକରେ ରୋଡ୍ ଶୋ’ କରିବା ଅବସରରେ ଶାହା କହିଛନ୍ତି, ଭାଜପା ମୁଖ୍ୟମନ୍ତ୍ରୀ ଶପଥ ନେବାର ୬ଘଣ୍ଟା…
କଟକରେ ଶାହାଙ୍କ ରୋଡ୍ ଶୋ’
କଟକ,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ଆଜି ପ୍ରଥମେ ଗଞ୍ଜାମରେ…
ମାହାଙ୍ଗା ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ଅଙ୍କିତ
ଭୁବନେଶ୍ୱର,୧୪।୫: ମାହାଙ୍ଗା ବିଧାନସଭା ଆସନରୁ ବିଜେଡି ବିଧାୟକ ପ୍ରାର୍ଥୀ ଅଙ୍କିତ ପ୍ରତାପ ଜେନା ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ବେଳେ ବାପା ପ୍ରତାପ ଜେନାଙ୍କ ସହ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ। ସୂଚନା ଯୋଗ୍ୟ, ସୋମବାର ଅଙ୍କିତ ଶୋଭାଯାତ୍ରାରେ…
ମେ ୧୫ରେ କଟକରେ ଅମିତ ଶାହାଙ୍କ ମେଗା ରୋଡ ଶୋ’
କଟକ,୧୪।୫: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମେ ୧୫ରେ କଟକରେ ଏକ ମେଗା ରୋଡ ଶୋ’ କରିବେ। ଏହି ରୋଡ ଶୋ’ ଅପରାହ୍ନ ୪ଟାରୁ ଆରମ୍ଭ ହେବ। ଏବେ କଟକ ନଗର ସଭାପତି ଲଲାଟେନ୍ଦୁ ବଡୁ ସୂଚନା ଦେଇଛନ୍ତି। ଏହି…
ଶୋଭାଯାତ୍ରାରେ ଆସି ପ୍ରାର୍ଥିପତ୍ର ଦାଖଲ କଲେନି ପ୍ରତାପ ଜେନାଙ୍କ ପୁଅ
କଟକ,୧୪ା୫(ଶିଳ୍ପା ପ୍ରିୟଦର୍ଶିନୀ):ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି। ସୋମବାର ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବାର ପ୍ରାୟ ୧ ଘଣ୍ଟା ପରେ ମାହାଙ୍ଗା ବିଜେଡି ପ୍ରାର୍ଥୀ ଅଙ୍କିତ୍ ପ୍ରତାପ ଜେନା ଓ ବିଧାୟକ ପ୍ରତାପ ଜେନା…
ଗିରଫ ହୋଇପାରନ୍ତି ଅନୁଭବ ମହାନ୍ତି
କଟକ,୧୩ା୫: ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତିଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା(ଏନ୍ବିଡ୍ଲ୍ୟୁ) ଜାରି ହୋଇଛି। କଟକ ଜେଏମ୍ଏଫ୍ସି (ଏମ୍ପି, ଏମ୍ଏଲ୍) କୋର୍ଟ ପକ୍ଷରୁ ଏନ୍ବିଡବ୍ଲ୍ୟୁ ଜାରି ହୋଇଛି। ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ ଆଧାରରେ ଏହି ପରଓ୍ବାନା ଜାରି ହୋଇଥିବା ଜଣାପଡ଼ିଛି।…
ଏସ୍ସିବିରେ ରୋଗୀ ସେବା ବିପର୍ଯ୍ୟସ୍ତ
କଟକ,୧୨ା୫(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍ସିବି ମେଡିକାଲକୁ ଏମ୍ସ ପ୍ଲସ୍ରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ମେଡିକାଲର ଭିତ୍ତିଭୂମୀକୁ ସୁଦୃଢ କରାଯାଉଛି। ହେଲେ ଏଠାରେ ରୋଗୀସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରୁ ଆସୁଥିବା ରୋଗୀଙ୍କୁ ଠିକ୍ଭାବେ ଚିକିତ୍ସା…
ନିର୍ବାଚନ ପାଇଁ ଜିଲାର ସମସ୍ତ ସରକାରୀ ଅଧିକାରୀ, କର୍ମଚାରୀଙ୍କ ଛୁଟି ବାତିଲ
କଟକ,୧୧।୫ (କାର୍ତ୍ତିକ ସାହୁ): ଚଳିତ ନିର୍ବାଚନ ପାଇଁ ଶନିବାର ଓ ରବିବାର ସମେତ ସମସ୍ତ ସାଧାରଣ ଛୁଟିକୁ ବାତିଲ କରାଯାଇଛି। ଫଳରେ ଶନିବାର ଓ ରବିବାର ପଡୁଥିବା ମେ’ ମାସର ୧୧, ୧୨, ୧୯, ୨୩, ୨୫, ୨୬, ୩୦ ଓ…
ଏଥର ହ୍ବାଟ୍ସଆପ୍ରେ ମିଳିବ ମାଟ୍ରିକ୍ ପରୀକ୍ଷାଫଳ
କଟକ,୧୦ା୫ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ପୂର୍ବରୁ ଏସ୍ଏମ୍ଏସ୍ ଓ ଓ୍ବେବ୍ସାଇଟ୍ରୁ ଡାଉନ୍ଲୋଡ୍ କରି ପରୀକ୍ଷାଫଳ ଜାଣୁଥିଲେ। ଏବେ ଆଉ ଏକ ନୂତନ…

