ବସ୍ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ
ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିରଦ ଶ୍ରୀ ମାତାଜୀ(୮୦)। ମିଳିଥିବା ସୂଚନା ଅନୁଯାୟୀ, ମାତାଜୀ ଜୈନ ଧର୍ମ ପ୍ରଚାର…
ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର
କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା ହାଇକୋର୍ଟରେ ରୁଜୁ କରିଥିବା ମାମଲାରେ ରଞ୍ଜିତ ବରାଳ ଓ ରାଜ୍ୟ ସରକାରଙ୍କ ପକ୍ଷରୁ…
କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ
ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼ ଲଢେଇ। ବିଜେଡିରୁ ଇସ୍ତଫା ଦେବା ପରେ ଭର୍ତ୍ତୃହରି ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ଅନ୍ୟପଟେ…
ଭର୍ତ୍ତୁହରିଙ୍କ ହୋଲି ବନ୍ଧୁମିଳନରେ ଅନୁଭବ,ଭାଜପା ନେତା
କଟକ, ୨୮ା୩(ଶିଳ୍ପା ପ୍ରିୟଦର୍ଶିନୀ)ହୋଲି ପର୍ବ ବା ହୋଲି ବନ୍ଧୁମିଳନ ପ୍ରତିବର୍ଷ ପରି ଏବର୍ଷ ବି ପାଳିଛନ୍ତି କଟକ ଏମ୍ପି ଭର୍ତ୍ତୃହରି ମହତାବ। କିଛିଦିନ ବ୍ୟବଧାନରେ ସେ ବିଜେଡିରୁ ଇସ୍ତଫା ଦେବା ସହ ଦଳ ସମ୍ପର୍କରେ ବିଭିନ୍ନ ମନ୍ତବ୍ୟ ଗଣମାଧ୍ୟମକୁ ଦେଇ ବେଶ୍…
ବାରବାଟୀ-କଟକ ଉପରେ ନଜର
କଟକ,୨୮ା୩(ଶିଳ୍ପା ପ୍ରିୟଦର୍ଶିନୀ)ବିଜେଡି ପକ୍ଷରୁ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀ ତାଲିକା ବୁଧବାର ଘୋଷଣା କରାଯାଇଛି। ବିଧାନସଭା ଆସନ ପାଇଁ ଚୌଦ୍ୱାର-କଟକରୁ ପ୍ରାର୍ଥୀ ଭାବେ ସୌଭିକ୍ ବିଶ୍ୱାଳ, କଟକ ସଦରରୁ ଚନ୍ଦ୍ରସାରଥି ବେହେରା, ନିଆଳିରୁ ପ୍ରମୋଦ ମଲ୍ଲିକ, ବାଙ୍କୀରୁ ଦେବୀରଞ୍ଜନ ତ୍ରିପାଠୀ,…
ହୀରାକୁଦରେ ହଇଜା ବ୍ୟାପିବା ଘଟଣା: ଓଏଚ୍ଆର୍ସିରେ ମାମଲା ରୁଜୁ
କଟକ,୨୭ା୩(କାର୍ତ୍ତିକ ସାହୁ): ସମ୍ବଲପୁର ଜିଲା ହୀରାକୁଦ ଅଞ୍ଚଳରେ ହଇଜା ବ୍ୟାପିବା ଘଟଣାରେ ଓଡ଼ିଶା ମାନବିକ ଆୟୋଗ(ଓଏଚ୍ଆର୍ସି)ରେ ଏକ ମାମଲା ବୁଧବାର ରୁଜୁ ହୋଇଛି। ମାମଲାର ପକ୍ଷମାନଙ୍କୁ ଆୟୋଗଙ୍କ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍ ଜାରି କରିବା ପାଇଁ ଆବେଦନକାରୀ ହାଇକୋର୍ଟର ଆଇନଜୀବୀ…
କନଷ୍ଟେବଳଙ୍କ ମୃତଦେହ ନେବାପାଇଁ ୨ ସ୍ତ୍ରୀ-ମା’ଙ୍କ ମଧ୍ୟରେ ଟଣାଓଟରା
କଟକ,୨୭।୩(ଶିଳ୍ପା ପ୍ରିୟଦର୍ଶିନୀ): ଏସସିବି ମେଡିକାଲରେ ବୁଧବାର ଜଣେ କନଷ୍ଟେବଳଙ୍କ ମୃତ୍ୟପରେ ମୃତଦେହ ନେବା ପାଇଁ କନଷ୍ଟେବଳଙ୍କ ସ୍ତ୍ରୀ ଏବଂ ମା’ଙ୍କ ମଧ୍ୟରେ ଟଣାଓଟରା। ମୃତଦେହ ନେବା ପାଇଁ ଏସସିବି ମେଡିକାଲ ଶବଗ୍ରୁହ ନିକଟରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ। ଘଟଣା ଅନୁଯାୟୀ, କଟକ…
ହୋଲି ଖେଳ ହେଲା କାଳ
ବାରଙ୍ଗ/ପାରାଦୀପ/ସମ୍ବଲପୁର,୨୬।୩(ଲିଙ୍ଗରାଜ ରାଉତ/ ଶରତ ରାଉତ/ ପ୍ରମୋଦ ବହିଦାର): ହୋଲି ଖେଳ ହେଲା କାଳ। ହୋଲି ଖେଳି ଗାଧୋଇବାକୁ ଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ପାଣିରେ ବୁଡି ୨ ନାବାଳକ ଏବଂ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ହୋଲି ଖେଳି ବାରଙ୍ଗ-ପୁରୀ ମେନ୍…
ହୋଲି ଅଘଟଣ: ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଛାତ୍ର
ଭୁବନେଶ୍ୱର,୨୬।୩: ରଙ୍ଗର ପର୍ବ ହୋଲିରେ ଘଟିଛି ଅଘଟଣ । ପୋଖରୀରେ ଗାଧୋଇଲା ବେଳେ ବୁଡ଼ି ୨ଜଣଙ୍କ ମୃତ୍ୟୁ ଘଟିଛି। କଟକ ଜିଲା ସାଲେପୁର ଥାନା ଅଧୀନ କରମୁଆଁ ଗାଁରେ ପୋଖରୀରେ ବୁଡ଼ି ଜଣେ ଯୁକ୍ତ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର…
ଭୋଟ୍ ଫର୍ ମୋଦି ବାର୍ତ୍ତା ନେଇ ତାମିଲନାଡ଼ୁରୁ ଦିଲ୍ଲୀ ଅଭିମୁଖେ ରାଜଲକ୍ଷ୍ମୀ
କଟକ,୨୫।୩(ଶିଳ୍ପା ପ୍ରିୟଦର୍ଶିନୀ): ଭୋଟ ଫର୍ ନେଶନ ବାର୍ତ୍ତା ନେଇ ତାମିଲନାଡୁ ମଦୁରାଇରୁ ବାଇକ୍ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ରାଜଲକ୍ଷ୍ମୀ ମାଣ୍ଡା। ଇତିମଧ୍ୟରେ ସେ ୮ଟି ରାଜ୍ୟ ବୁଲି ସାରିଥିବାବେଳେ ୯ମ ରାଜ୍ୟ ଭାବେ ଓଡ଼ିଶା ଆସିଛନ୍ତି। ଏହି…
ବନ୍ଧୁକ କାରବାର ମାମଲା: ବିହାରରୁ ଧରାପଡ଼ିଲେ କିଙ୍ଗପିନ
କଟକ, ୨୪ା୩ (କାର୍ତ୍ତିକ ସାହୁ)- ବେଆଇନ ବନ୍ଧୁକ କାରବାର ମାମଲାରେ କମିଶନରେଟ୍ ପୋଲିସ ୨ ଜଣଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉକ୍ତ କାରବାରର ମୁଖ୍ୟ ଅଭିଯୁକ୍ତ ତଥା କିଙ୍ଗପିନ ବିହାର ମୁଙ୍ଗେର ଅଞ୍ଚଳର ଗୋଲ୍ଡେନ୍…
ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବାକୁ ଦାବି
କଟକ,୨୪ା୩(କାର୍ତ୍ତିକ ସାହୁ): ରେଭେନ୍ଶା ବିଶ୍ୱବିଦ୍ୟାଳୟର ୟୁଜି ପ୍ରଥମ ବର୍ଷ ଛାତ୍ରୀଛାତ୍ରମାନେ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ପାଇଁ ଦାବି କରି କୁଳପତିଙ୍କୁ ଶନିବାର ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଗତ ୧୪ ତାରିଖ ବିଜ୍ଞପ୍ତି ଅନୁଯାୟୀ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଆସନ୍ତା ଏପ୍ରିଲ…
Archives


