ମାହାଙ୍ଗା ଡବଲ ମର୍ଡର ମାମଲା: ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର
କଟକ,୨୧ା୨ (କାର୍ତ୍ତିକ ସାହୁ): ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କ ପକ୍ଷରୁ ଆଗତ କ୍ରିମିନାଲ ରିଭିଜନ୍ ପିଟିସନ୍ ମାମଲାର ଶୁଣାଣି ନିମନ୍ତେ ହାଇକୋର୍ଟରେ ବିଚାରପତିଙ୍କ ବେଞ୍ଚ ବଦଳିଥିବା ଜଣାଯାଇଛି। ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ନିଷ୍ପତ୍ତି କ୍ରମେ ବିଧାୟକ ପ୍ରତାପ…
ଏଆଇ ସର୍ଭିଲାନ୍ସରେ ମାଟ୍ରିକ ପରୀକ୍ଷା ଅବ୍ୟବସ୍ଥା: ୫ ଜିଲା ଶିକ୍ଷାଧିକାରୀଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ
କଟକ,୨୧ା୨(କାର୍ତ୍ତିକ ସାହୁ): ଚଳିତ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନ ମାତୃଭାଷା ପରୀକ୍ଷାରେ କେତେକ ପରୀକ୍ଷାକେନ୍ଦ୍ରର ଅବ୍ୟବସ୍ଥା ସମ୍ପର୍କରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି (ଏଆଇ) ସର୍ଭିଲାନ୍ସ ଅବଗତ କରାଇଛି। ପରୀକ୍ଷା ଡ୍ୟୁଟିରେ ଥିବା ଏଥିରେ ସମ୍ପୃକ୍ତ ଅଛନ୍ତି। ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ମୁଖ୍ୟାଳୟର କଣ୍ଟ୍ରୋଲ…
ନାବାଳିକା ବଳତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ
କଟକ,୨୦ା୨ (କାର୍ତ୍ତିକ ସାହୁ) କଟକ ଜିଲା ବୈଦେଶ୍ୱର ଥାନା ଅଞ୍ଚଳରେ ୨୦୧୯ ମସିହା ସେପ୍ଟେମ୍ବର ୧୬ ତାରିଖରେ ରୁଜୁ ହୋଇଥିବା ଏକ ନାବାଳିକା ବଳାତ୍କାର ମାମଲାରେ ରାୟ ମଙ୍ଗଳବାର ପ୍ରକାଶ ପାଇଛି। କଟକସ୍ଥିତ ଆଡହକ୍ ଆଡିସିନାଲ୍ ସେସନ୍ ତଥା ଏଫ୍ଟିଏସ୍ସି କୋର୍ଟ…
ଭଡ଼ାଘରେ ଝୁଲିପଡ଼ିଲେ ଆଇଟିଆଇ ଛାତ୍ର
କଟକ,୨୦ା୨ (କାର୍ତ୍ତିକ ସାହୁ):କଟକ ଜିଲା ମଧୁପାଟଣା ଥାନା ଅଧୀନ ନୟାଚୌକ ଅଞ୍ଚଳର ଏକ ଭଡ଼ାଘରୁ ଜଣେ ଛାତ୍ରଙ୍କ ମୃତଦେହକୁ ସୋମବାର ଅପରାହ୍ନରେ ପୋଲିସ ଜବତ କରିଛି। ସେ ହେଲେ କେନ୍ଦ୍ରାପଡ଼ା ଜିଲା କୋରୁଆ ଗ୍ରାମର ଅମରେନ୍ଦ୍ର ମୁଦୁଲିଙ୍କ ପୁତ୍ର ସନ୍ଦୀପ ମୁଦୁଲି(୧୮)।…
ବାରବାଟୀ-କଟକ ଆସନ ପାଇଁ ବିଜେଡିର ୫ ମୁହଁ
କଟକ, ୨୦ା୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଜିଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟ ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି ଜୋରଦାର ଆଲୋଚନା ହେଉଥିଲା। ତାଙ୍କୁ ରାଜ୍ୟ ସଭା ପ୍ରାର୍ଥୀ କରାଯାଇଥିବାରୁ କଟକରେ ରାଜନୈତିକ ପାଣିପାଗ ବଦଳିଛି। ଶାସକ…
ମାଟ୍ରିକ ପରୀକ୍ଷା: ସାଢ଼େ ୭ଟାରେ ପରୀକ୍ଷାର୍ଥୀଙ୍କ ପ୍ରବେଶ, ସିସିଟିଭି ନଜରରେ ନୋଡ଼ାଲ କେନ୍ଦ୍ର
କଟକ,୧୫ା୨ (କାର୍ତ୍ତିକ ସାହୁ): ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଏକ ସଙ୍ଗେ ଫେବୃଆରୀ ୨୦ତାରିଖ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ରହିଛି। ଏଥର ୫ ଲକ୍ଷ ୫୧ ହଜାର ୬୧୧ ଜଣ…
ଦିଅରଙ୍କ ସହ ବାଇକ୍ରେ ଯାଉଥିଲେ ମହିଳା, ଧକ୍କା ଦେଲା ହାଇଓ୍ବା: ଜଣେ ମୃତ
ଆଠଗଡ,୧୯।୨(ସତ୍ୟପ୍ରସାଦ ରଥ): ତିଗିରିଆ ଥାନା ପାଞ୍ଚଗାଁ ଛକରେ ସୋମବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକହାଇୱା ଧକ୍କାରେ ମହିଳା ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ବଡ଼ମ୍ବା ଥାନା ଅନ୍ତର୍ଗତ ନୂଆ ମଙ୍ଗରାଜପୁର ଗ୍ରାମର…
ସୁନାଚେନ୍ ଛିନ୍ତାଇ ଗ୍ୟାଙ୍ଗ୍ର ୩ ଜଣଙ୍କୁ ବାନ୍ଧିଲା ପୋଲିସ
କଟକ,୧୮ା୨(କାର୍ତ୍ତିକ ସାହୁ): ପୁରୀଘାଟ ଥାନା ପୋଲିସ ଏକ ସୁନାଚେନ୍ ଛିନ୍ତାଇ ଗ୍ୟାଙ୍ଗ୍ର ୩ ସଦସ୍ୟଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଯାଜପୁର ଜିଲା ଯଖପୁରା ଥାନା ଅନ୍ତର୍ଗତ ଦଶମାଣିଆର ଦୀପକ ପ୍ରଧାନ (୧୯), ଭୋଳା ପ୍ରଧାନ (୨୪)…
ଚଢ଼ିଗଲା ଟ୍ରକ୍: ମା’ଙ୍କ ଜୀବନ ଗଲା, ବାପ-ଝିଅ ଗୁରୁତର
କଟକ,୧୮ା୨(କାର୍ତ୍ତିକ ସାହୁ): କଟକର ନୂଆବଜାର ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଚଢ଼ିଯିବାରୁ ମା’ଙ୍କର ମୃତ୍ୟୁ ହୋଇଥିବା ବେଳେ ବାପ-ଝିଅ ଗୁରୁତର ଅଛନ୍ତି। ଉଭୟ ଗୁରୁତରଙ୍କୁ କଟକ ବଡ଼ ଡାକ୍ତରଖାନା ପଠାଯାଇଛି। ତେବେ ମୃତାହତ କନ୍ଦରପୁରର କୋରପଦା…
ମାଟ୍ରିକ ପରୀକ୍ଷା ୨୦୨୪: ଚାଲିବ ଏଆଇ କଣ୍ଟ୍ରୋଲ ରୁମ୍
କଟକ,୧୮ା୨ (କାର୍ତ୍ତିକ ସାହୁ)ଚଳିତବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଆସନ୍ତା ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପରୀକ୍ଷା ପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କଟକସ୍ଥିତ…
ଯୁବବର୍ଗଙ୍କ ପାଇଁ ଖୁସିଖବର: ନିଯୁକ୍ତି ପରେ ନିଯୁକ୍ତି, କଟକ ଚୌଦ୍ୱାରରେ ନୂତନ ଶିଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଚୌଦ୍ବାର,୧୭।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଚୌଦ୍ୱାରରେ ନୂତନ ଶିଳ୍ପର ଶିଳାନ୍ୟାସ କରିଛନ୍ତି । ୱେଲସ୍ପନ ଇଣ୍ଟିଗ୍ରେଟେଡ ଟେକ୍ସଟାଇଲ ପାର୍କ ନିର୍ମିତ ହେବ । ପ୍ରକଳ୍ପ ପାଇଁ ୩ ହଜାର କୋଟି ଟଙ୍କା ନିବେଶ ହେବ । ୧୦ ହଜାର…
ବିଜେଡି ଭାଜପା ବାହାଘର: ମୋଦି ବରକୁ ନବୀନ କନ୍ୟା
ନିଶ୍ଚିନ୍ତକୋଇଲି,୧୭।୨ (ଅଶୋକ କୁମାର ମହାପାତ୍ର ): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ବନ୍ଦନ ମଣ୍ଡପରେ ଏକ ନିଆରା ବାହାଘର ଦେଖିବାକୁ ମିଳଛି। ଏହି ବାହାଘରକୁ କଂଗ୍ରସେ କର୍ମୀ ଆୟୋଜନ କରିଛନ୍ତି। କଂଗ୍ରେସ ପିସିସି ସଭ୍ୟ ପ୍ରଦୀପ୍ତ ଦାସ ଦାୟିତ୍ୱ ତୁଲାଇଛନ୍ତି। କଂଗ୍ରସେ…
Archives


