ଲିଙ୍ଗ ନିରୂପଣ ଅଭିଯୋଗ: ଡାକ୍ତରଙ୍କ ଘରେ ସ୍ବାସ୍ଥ୍ୟ ବିଭାଗର ଚଢ଼ାଉ
କଟକ,୯ା୨(ଶିଳ୍ପା ପ୍ରିୟଦର୍ଶିନୀ): ବେଆଇନ ଲିଙ୍ଗ ନିରପୂଣ ଅଭିଯୋଗରେ କଟକର ଫ୍ରେଣ୍ଡ୍ସ କଲୋନୀସ୍ଥିତ ଡାକ୍ତର ପୁଣ୍ୟଶ୍ଳୋକ ଦାସଙ୍କ ଘରେ ଶୁକ୍ରବାର ଚଢ଼ାଉ କରିଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଉକ୍ତ ଚଢ଼ାଉରେ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ସ୍ବାସ୍ଥ୍ୟ ଅଧିକାରୀ ପ୍ରଶାନ୍ତ ସାମଲ, ସଦର…
ବରିଷ୍ଠ ନେତୃବୃନ୍ଦଙ୍କ ବିନା ଗଗନଙ୍କ ଶକ୍ତି ପ୍ରଦର୍ଶନ
କଟକ, ୯ା୨(ଶିଳ୍ପା ପ୍ରିୟଦର୍ଶିନୀ):ସାଧାରଣ ନିର୍ବାଚନ ଲାଗି ବାରବାଟୀ-କଟକ ନିର୍ବାଚନମଣ୍ଡଳୀରେ ଭାଜପାର ଆଶାୟୀଙ୍କ ନାମ ସାମ୍ନାକୁ ଆସି ନ ଥିବାବେଳେ କଟକ ମହାନଗର ନିଗମ(ସିଏମ୍ସି) ଅଧୀନ ୨୬ନଂ. ଓ୍ବାର୍ଡର କର୍ପୋରେଟର ତଥା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଗଗନ ଓଝା ଗୁରୁବାର ଜନସମ୍ପର୍କ ପଦଯାତ୍ରା…
ସିଏନ୍ବିଟିରେ ପ୍ରବେଶ ଶୁଳ୍କ ନ ଦେବାକୁ ମାଲିକ ସଂଘର ନିଷ୍ପତ୍ତି
କଟକ,୮ା୨(କାର୍ତ୍ତିକ ସାହୁ): କଟକ ଘରୋଇ ବସ୍ ମାଲିକ ସଂଘ ଏବଂ ମୋଟର ଯାନ କର୍ମଚାରୀ ସଂଘ ମଧ୍ୟରେ ବିବାଦ ଘଟି ସିଏନ୍ବିଟିରେ ପ୍ରବେଶ ଶୁଳ୍କ ନ ଦେବାକୁ ମାଲିକ ସଂଘ ନିଷ୍ପତ୍ତି ନେଇଛି। ଏନେଇ ସଂଘ ପକ୍ଷରୁ ସିଏନ୍ବିଟି କର୍ତ୍ତୃପକ୍ଷଙ୍କୁ ଅବଗତ…
ଏସ୍ସିବି ପରିସରରେ ଜେରକ୍ସ ସୁବିଧା ନାହିଁ
କଟକ,୮ା୨(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍ସିବି ମେଡିକାଲ ପରିସରରେ ଜେରକ୍ସ ସୁବିଧା ନ ଥିବା ରୋଗୀ ସମ୍ପର୍କୀୟମାନେ ଅଭିଯୋଗ କରିଛନ୍ତି। ଫଳରେ ଜେରକ୍ସ କରିବା ପାଇଁ ସେମାନଙ୍କୁ ମେଡିକାଲ ବାହାରକୁ ଯିବାକୁ ପଡୁଛି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ତୁରନ୍ତ ମେଡିକାଲ କର୍ତ୍ତୃପକ୍ଷ…
ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ
କଟକ,୭ା୨ (କାର୍ତ୍ତିକ ସାହୁ) ରାଜ୍ୟ ସରକାରଙ୍କ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପ୍ରକଳ୍ପ ଚୟନ ଓ ସେଗୁଡ଼ିକର କାର୍ଯ୍ୟକାରିତା କ୍ଷେତ୍ରରେ ପଞ୍ଚାୟତର ନିର୍ବାଚିତ ଲୋକପ୍ରତିନିଧିଙ୍କର ସହଭାଗିତା ରହିବା ଉଚିତ ବୋଲି ମତ ଦେଇଛନ୍ତି ହାଇକୋର୍ଟ। ରାଜ୍ୟ ସରକାର ତୃଣମୂଳ ସ୍ତରର…
ଜାଣନ୍ତୁ କିଏ ହେଲେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି
କଟକ,୭।୨: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ବୁଧବାର ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଶପଥ ନେଇଛନ୍ତି । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ ରାଜ୍ୟ…
OAVET Result: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନାମଲେଖା ପାଇଁ ଏଣ୍ଟ୍ରାନ୍ସ ରେଜଲ୍ଟ ପ୍ରକାଶ, ଜାଣନ୍ତୁ କିଭଳି ଜାଣିବେ…
କଟକ,୬।୨: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏଣ୍ଟ୍ରାନ୍ସ ଟେଷ୍ଟ (OAVET)ର ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ OAVET ସହିତ ଓ ମାଇନିଂ ଆଦର୍ଶ ବିଦ୍ୟାଳୟ ଏଣ୍ଟ୍ରାନ୍ସ ଟେଷ୍ଟ (OMAVET)…
ସୁବାସ ସିଂ, ଅରିନ୍ଦମଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା
କଟକ,୫ା୨(ଶିଳ୍ପା ପ୍ରିୟଦର୍ଶିନୀ):ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ନେଇ ରବିବାର ବାରବାଟୀ-କଟକ ନିର୍ବାଚନମଣ୍ଡଳୀ ପକ୍ଷରୁ ଜିଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବରିଷ୍ଠ ବିଜେଡି ନେତା, ବିଜୁ ଯୁବ ଛାତ୍ର ନେତା, ସମସ୍ତ…
ପ୍ରଥମେ କଂଗ୍ରେସ, ପରେ ଭାଜପା ସହ ଲଢ଼େଇ ହେବ: ଦେବାଶିଷ
କଟକ,୫ା୨(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସମ୍ବଲପୁର ଗସ୍ତ କରିଥିଲେ। ତେବେ ଓଡ଼ିଶାରେ ଭାଜପା ସରକାର ଗଢ଼ିବାକୁ ମୋଦି ଗ୍ୟାରେଣ୍ଟି ପରି ଭାଜପା ନୂଆ ସ୍ଲୋଗାନ ଦେଇଥିବାବେଳେ ମଞ୍ଚ ଉପରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ହାତ ମିଳାଇଥିଲେ। ଏହି ଫଟୋ ସାମାଜିକ…
ହାଇକୋର୍ଟରେ ବେଆଇନ ବାଲିଉଠା ମାମଲା: ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର, ପରବର୍ତ୍ତି ଶୁଣାଣି…
କଟକ,୫ା୨:(କାର୍ତ୍ତିକ ସାହୁ): ବାଲିଘାଟ ଚାଲିବାର ଆବଶ୍ୟକତା ସଂକ୍ରାନ୍ତରେ ହାଇକୋର୍ଟଙ୍କୁ ସତ୍ୟପାଠ ଜରିଆରେ ରାଜ୍ୟ ସରକାର ସୋମବାର ଅବଗତ କରାଇଛନ୍ତି। ବାଲିଘାଟରୁ ମେଶିିନ୍ ଦ୍ୱାରା ବାଲି ଉତ୍ତୋଳନ କରିବାର ପ୍ରଚଳିତ ନିୟମ ଓ ଅନ୍ୟାନ୍ୟ ବ୍ୟବସ୍ଥା ବାବଦରେ ରାଜ୍ୟ ସରକାର ସତ୍ୟପାଠରେ ଦର୍ଶାଇଛନ୍ତି।…
ଅଳଙ୍କାର ଦୋକାନରେ ଅଗ୍ନିକାଣ୍ଡ
କଟକ,୫ା୨(କାର୍ତ୍ତିକ ସାହୁ): କଟକ ଜିଲା ନିମଚଉଡ଼ିସ୍ଥିତ ଓମ୍ ଅଳଙ୍କାର ନାମକ ଗହଣା ଦୋକାନରେ ସୋମବାର ସରେ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ବକ୍ସିବଜାର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ଛି। ଜିଲା ଅଗ୍ନିଶମ ଅଧିକାରୀ ସଞ୍ଜୀବ ବେହେରାଙ୍କ ନେତୃତ୍ୱରେ ଅଗ୍ନିଶମ କର୍ମଚାରୀମାନେ ନିଆଁ ଲିଭା…
ବାରବାଟୀ-କଟକ ନିର୍ବାଚନମଣ୍ଡଳୀରେ ବିଜେଡିର ବିଜୟ ନିଶ୍ଚିତ: ଦେବାଶିଷ
କଟକ,୫।୨:(ଶିଳ୍ପା ପ୍ରିୟଦର୍ଶିନୀ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସମ୍ବଲପୁର ଗସ୍ତ କରିଥିଲେ। ତେବେ ଓଡ଼ିଶାରେ ଭାଜପା ସରକାର ଗଢ଼ିବାକୁ ମୋଦି ଗ୍ୟାରେଣ୍ଟି ପରି ଭାଜପା ନୂଆ ସ୍ଲୋଗାନ ଦେଇଥିବାବେଳେ ମଞ୍ଚ ଉପରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ହାତ ମିଳାଇଥିଲେ। ଏହି ଫଟୋ…
Archives


