କଟକ

ହ୍ୟାଟ୍ରିକ୍‌ ଲକ୍ଷ୍ୟରେ ସାରଥି, ଭାଜପାର ଭରସା ନୂଆ ପ୍ରାର୍ଥୀ

ନିିଶ୍ଚିନ୍ତକୋଇଲି,୧୪।୪(ଅଶୋକ କୁମାର ମହାପାତ୍ର)କଟକ ଜିଲା ଅଧୀନ କଟକ ସଦର ବିଧାନସଭା କ୍ଷେତ୍ର ପାଇଁ ଆସନ୍ତା ମେ’୨୫ରେ ନିର୍ବାଚନ ଅନୁଷ୍ଠିତ ହେବ। ବିଜେଡି ବିଧାୟକ ଚନ୍ଦ୍ରସାରଥି ବେହେରାଙ୍କୁ ପ୍ରାର୍ଥୀ କରାଇଥିବା ବେଳେ ଭାଜପା ପ୍ରକାଶ ସେଠୀଙ୍କୁ ନିର୍ବାଚନ ମଇଦାନକୁ ଓହ୍ଲାଇଛି। ଏଯାବତ୍‌ କଂଗ୍ରେସ…

ଶକ୍ତି ପ୍ରଦର୍ଶନ କଲେ ଧର୍ମେନ୍ଦ୍ର, ଭର୍ତ୍ତୃହରି, ନୟନ

କଟକ, ୧୪।୪(ଶିଳ୍ପା ପ୍ରିୟଦର୍ଶିନୀ)ଭାଜପାର ମିଶ୍ରଣ ପର୍ବ ଶନିବାର କଲେଜଛକ ଠାରେ ଅନୁଷ୍ଠିତ ହୋଇଯାଇଛି। ସିଡିଏ ବିଜୁ ପଟ୍ଟନାୟକ ପାର୍କ ନିକଟରୁ ପ୍ରଥମେ ଏକ ବାଇକ୍‌ ଶୋଭାଯାତ୍ରା ବାହାରି ବିହାରୀବାଗଠାରେ ପହଞ୍ଚତ୍ଥିଲା। ପରେ କାଳିଆବୁଦାଠାରେ ଥିବା ଗୁରୁଦ୍ୱାରାରେ ପହଞ୍ଚତ୍ ଶିଖ୍‌ ସମ୍ପ୍ରଦାୟର ଲୋକଙ୍କ…

ବାରବାଟୀ-କଟକ ବିଜେଡିରେ କନ୍ଦଳ

କଟକ,୧୩ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ଯେତେ ପାଖେଇ ଆସୁଛି ବାରବାଟୀ-କଟକ ବିଜେଡିରେ ସେତେ ମାତ୍ରାରେ ଗୋଷ୍ଠୀ କନ୍ଦଳ ପଦାକୁ ଆସୁଛି। ଯେମିତିକି ଏଠାରେ ଏବେ ଦୁଇ ସଙ୍ଗଠନ କାମ କରୁଥିବା ସାଧାରଣରେ ଆଲୋଚନା ହେଉଛି। ବାରବାଟୀ-କଟକରେ ଗୋଟିଏ ଦିନରେ ଦୁଇଟି କାର୍ଯ୍ୟକ୍ରମ କରାଯାଇଛି;…

ୟୁପିଆଇ ଆଇଡି ଟଙ୍କା କାରବାର ଉପରେ ରହିବ ନଜର

କଟକ,୧୨ା୪ (କାର୍ତ୍ତିକ ସାହୁ) ଆଗାମୀ ମେ’ ଓ ଜୁନ ମାସରେ ଚାରୋଟି ପର୍ଯ୍ୟାୟରେ ହେବାକୁ ଥିବା ସାଧାରଣ ନିର୍ବାଚନ ନିମନ୍ତେ ଓଡ଼ିଶା ପୋଲିସ ପକ୍ଷରୁ ପଡ଼ୋଶୀ ପଶ୍ଚିମବଙ୍ଗ ରାଜ୍ୟର ପୋଲିସ ସହ ଏକ ଆନ୍ତଃରାଜ୍ୟ ସମନ୍ବୟ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।…

ବିରୂପାରେ ଭାସିଗଲେ ୨ ଯୁବକ

କଟକ,୧୨।୪: ବିରୂପା ନଦୀରେ ଭାସିଯାଇ ୨ ଯୁବକ ମୃତ୍ୟୁ ହୋଇଛି। କଟକ ଏସିବିରେ ୨ ଯୁବକଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର। ୨ ଯୁବକ ଚୌଦ୍ୱାର ଖୋର୍ଦ୍ଧା ସାହିର ହୋଇଥିବା ସୂଚନା ମିଳିଛି।

କ୍ଲବ ଘର ବାହାରେ ପଡ଼ିଛି ଖଣ୍ଡା, ଭିତରେ ପଡ଼ିଛି ଯୁବକଙ୍କ ମୃତଦେହ

ବାଙ୍କୀ,୧୨ା୪: କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ହରିରାଜପୁର ଗାଁରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଥିବା ନୂଆସାହି କ୍ଲବ ଘର ଭିତରୁ ଜଣେ ଯୁବକଙ୍କର ମୃତଦେହ ଜବତ ହୋଇଥିବା ବେଳେ ଘର ବାହାରେ ଖଣ୍ଡା, ମୋବାଇଲ ଓ…

ନିଜକୁ ପ୍ରାର୍ଥୀ ଘୋଷଣା କରି ମାହାଙ୍ଗାରୁ ନିର୍ବାଚନ ଲଢ଼ିବାକୁ କଲେ ଘୋଷଣା

ଭୁବନେଶ୍ୱର,୧୨।୪: ଦଳ ଟିକେଟ ଦେବା ପୂର୍ବରୁ ନିଜକୁ ପ୍ରାର୍ଥୀ ଘୋଷଣା କରିଛନ୍ତି ପିସିସି ସାଧାରଣ ସମ୍ପାଦକ ପ୍ରଦୀପ୍ତ କୁମାର ଦାସ। ଏକ ସାଧାରଣ ସଭାରେ କଟକ ଜିଲା ମାହାଙ୍ଗା ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ଭାବେ ଲଢିବେ ବୋଲି ପ୍ରଦୀପ୍ତ ଘୋଷଣା…

ଭାଜପାରେ କନ୍ଦଳ: ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କୁ ବିରୋଧ

ମାଣିଆବନ୍ଧ, ୧୨।୪(ଅଖିଳ କୁମାର ସାହୁ):କଟକ ଭାଜପା ଏମ୍‌ପି ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଓ ବଡ଼ମ୍ବା ବିଧାୟକ ପ୍ରାର୍ଥୀ ସମ୍ବିତ ତ୍ରିପାଠୀ ଗୁରୁବାର ଦଳୀୟ ଅସନ୍ତୁଷ୍ଟ କର୍ମୀଙ୍କ ବିରୋଧର ସମ୍ମୁଖୀନ ହୋଇଥିଲେ। ମହତାବ ଏମ୍‌ପି ଟିକେଟ ପାଇବା ପରେ ପ୍ରଥମ ଥର ଲାଗି…

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ

କଟକ,୧୨ା୪: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସେ ଭୋଗରାଇର ପୂର୍ବତନ ବିଧାୟିକା ତଥା ପୂର୍ବତନ ଥିଲେ। ଫୁସ୍‌ଫୁସ୍‌ଜନିତ ସମସ୍ୟାରେ ପୀଡ଼ିତ ଥାଇ କଟକର ଏକ ଘରୋଇ ହସ୍ପିଟାଲରେ ସେ…

କଂଗ୍ରେସ ଖୋଜୁଛି ନୂଆ ମୁହଁ

ନିିଶ୍ଚିନ୍ତକୋଇଲି,୧୧ା୪(ଅଶୋକ କୁମାର ମହାପାତ୍ର)୨୦୨୪ ସାଧାରଣ ନିର୍ବାଚନ ପାଇଁ ମାହାଙ୍ଗା ନିର୍ବାଚନମଣ୍ଡଳୀ ଚଳଚଞ୍ଚଳ ହୋଇଉଠିଛି। ଭାଜପା ନୂଆ ମୁହଁ ଭାବେ ସୁମନ୍ତ ଘଡ଼େଇଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ଅଙ୍କିତ ପ୍ରତାପ ଜେନାଙ୍କ ନାମରେ ମୋହର ମାରିଥିଲା। କିନ୍ତୁ କଂଗ୍ରେସ ଏଯାବତ୍‌ ପ୍ରାର୍ଥୀଙ୍କ…

ଥାନାର ଦ୍ୱାରସ୍ଥ ହେଲେ ଅଭିନେତା ବୁଦ୍ଧାଦିତ୍ୟ

କଟକ,୧୧ା୪ (କାର୍ତ୍ତିକ ସାହୁ)ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ବିରୋଧରେ ଜଣେ ସିନେ ପ୍ରଯୋଜକ ସାମାଜିକ ଗଣମାଧ୍ୟମରେ ଅପପ୍ରଚାର କରୁଥିବା ନେଇ ସେ ବିଡ଼ାନାସୀ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଏନେଇ ଥାନାରେ ମାମଲା ରୁଜୁ ହୋଇନାହିଁ। ହେଲେ ଚଳଚ୍ଚିତ୍ର ପ୍ରଯୋଜକ ଓ କଳାକାରଙ୍କ ମଧ୍ୟରେ…

ରୋଗୀ ଆଟେଣ୍ଡାଣ୍ଟଙ୍କୁ ପିଟିଲା ପୋଲିସ

କଟକ, ୧୧ା୪(ଶିଳ୍ପା ପ୍ରିୟଦର୍ଶିନୀ)କଟକ ଏସ୍‌ସିବି ମେଡିକାଲରେ ରୋଗୀଙ୍କ ଆଟେଣ୍ଡାଣ୍ଟମାନଙ୍କୁ ମଙ୍ଗଳବାର ରାତିରେ ପୋଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ଏ ଦିଗରେ ପଦକ୍ଷେପ ନିଆଯିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?