ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ: ଟ୍ୟୁସନ ବାହାନାରେ ନାବାଳକଙ୍କୁ ବଳାତ୍କାର କରି ଫସିଲେ ଶିକ୍ଷକ, ପୂରା ଘଟଣା ଜାଣିଲେ…
କଟକ,୨୪।୬(ପ୍ରଭୁ କଲ୍ୟାଣ ପାଲ): ଅପ୍ରାକୃତିକ ଯୌନ ଲାଳସା ହେଲା କାଳ। ନାବାଳକଙ୍କୁ ବଳାତ୍କାର କରି ଫସିଲେ ଉର୍ଦ୍ଦୁ ଶିକ୍ଷକ। ଟ୍ୟୁସନ ବାହାନାରେ ନାବାଳକକୁ ବାରମ୍ବାର ପକାଉଥିଲେ ଲୋଲୁପ ଦୃଷ୍ଟି। ଆଉ ଶେଷରେ କରି ବସିଲେ ଏପରି କାମ, ଯାହା ଗୁରୁ ଶିଷ୍ୟ…
ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…
କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍): ନୃଶଂସତାର ସୀମା ପାର୍ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ କଟକ ସ୍ବତନ୍ତ୍ର ପକ୍ସୋ ଅଦାଲତ। ଅଭିଯୁକ୍ତି ପ୍ରଶାନ୍ତ କୁମାର ମହୁନ୍ତକୁ ୨୦ ବର୍ଷ…
ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ
କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି। ଜିଲାରେ ଥିବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଆଦର୍ଶ ବିଦ୍ୟାଳୟ ସମେତ ସମସ୍ତ…
ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…
କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି … ମଙ୍ଗଳବାର ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ଏପରିକି ଚନ୍ଦ୍ରିକାଙ୍କ ମା’, ଭାଇ ଏବଂ ସମ୍ପର୍କୀୟଙ୍କୁ…
କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା:ଅନୁମତି ପତ୍ର ଦେଇ ଫେରାଇନେଲା ପୋଲିସ ପ୍ରଶାସନ
କଟକ ସଦର,୧୫।୬(ସୁଶାନ୍ତ କୁମାର ଜେନା) ୪୨ ମୌଜା ଅନ୍ତର୍ଗତ କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା ଉପରେ ୟୁନିୟନ ଫର କଟକ ସଦର ଡେଭଲପମେଣ୍ଟର ସଭାପତି ଘଟଣାର ରହସ୍ୟ ଉନ୍ମୋଚନ କରିଛନ୍ତି। ପୋଲିସ ପ୍ରଶାସନ ଅନୁମତି ପତ୍ର ପ୍ରଦାନ କରି ଟିକେ…
ଲାଗିଗଲା ଡ୍ରାଇଭରଙ୍କ ଆଖି, ଗଛରେ ପିଟି ହୋଇ କେନାଲରେ ପଶିଗଲା ହାଇଓ୍ବା
ବାରଙ୍ଗ,୧୨।୬(ଲିଙ୍ଗରାଜ ରାଉତ): ଭାରସାମ୍ୟ ହରାଇ କେନାଲ ଭିତରକୁ ପଶିଲା ହାଇଓ୍ବା । ଗୁରୁବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଏକ ଦୃତଗାମୀ ହାଇଓ୍ବା ଷଣ୍ଢପୁର ନିକଟରେ ପୁରୀ ମେନ କେନାଲ ଭିତରକୁ ପଶିଯାଇଛି । ଗାଡ଼ିଟି ଦୃତଗତିରେ ବାରଙ୍ଗରୁ ଗୋଡିସାହି ପଟକୁ…
ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ
କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ସ୍ଵତନ୍ତ୍ର ଯାଞ୍ଚ ହୋଇଥିଲା। ସ୍ଲିପର୍ ବସ୍ଗୁଡ଼ିକରେ…
କୁଆଡେ ଗଲା ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାର ରହସ୍ୟମୟ ରିପୋର୍ଟ? ବଡ଼ ବୟାନ ଦେଲେ ତଦନ୍ତ କମିଶନ ଅଧ୍ୟକ୍ଷ
କଟକ,୧୧।୬(ପ୍ରଭୁକଲ୍ୟାଣ ପାଲ): ବହୁ ଚର୍ଚ୍ଚିତ କନ୍ଧମାଳ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ଘଟଣାର ତଦନ୍ତ କମିଶନ ରିପୋର୍ଟ ଗାଏବ ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ତଦନ୍ତ କମିଶନ ଅଧ୍ୟକ୍ଷ ଜଷ୍ଟିସ ଏ ଏସ ନାଇଡୁ । ଏହା କେଉଁଠି ରହିଯାଇଥାଇ…
ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ
କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ ପୁରୁଷବନ୍ଧୁ ଭୀମସେନ ପ୍ରସାଦ ଟୁଡୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗତ ୮ ତାରିଖରେ…
ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି
କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତକୁ…
ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁକୁ ନେଇ ପ୍ରତିକ୍ରିୟା ରଖିଲେ ଡିସିପି, କହିଲେ…
କଟକ,୮।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ଘଟଣାରେ କଟକ ଡିସିପି ଖିଲାରୀ ରିଷିକେଶ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଡିସିପି କହିଛନ୍ତି, ଚନ୍ଦ୍ରିକା ବ୍ରିଜ ନିକଟକୁ ପ୍ରାଇଭେଟ ଗାଡ଼ିରେ ଆସିଥିବା ସିସିଟିଭି ଫୁଟେଜରୁ ମିଳିଛି। ଅନ୍ୟପକ୍ଷେ ପରିବାର ଲୋକ ଯେଉଁ…
ଓପିଏସସି ପରୀକ୍ଷାରେ ଫିଲ୍ମ ଷ୍ଟାଇଲ୍ରେ କପି କରୁଥିଲେ ପରୀକ୍ଷାର୍ଥୀ; ପ୍ୟାଣ୍ଟରେ ଫୋନ, କାନରେ ଇୟରବଡ ଲଗାଇ…
କଟକ,୮ା୬(ପ୍ରଭୁ କଲ୍ୟାଣ ପାଲ୍): ଓପିଏସସି ପରୀକ୍ଷାରେ କପି କରିବାର ନିଆରା ଅନ୍ଦାଜ ।ଓପିଏସ୍ସି ପରୀକ୍ଷାରେ କପି କରି ଗିରଫ ହେଲେ ପରୀକ୍ଷାର୍ଥୀ । ଫିଲ୍ମ ଷ୍ଟାଇଲ୍ରେ କପି କରୁଥିବା ବେଳେ ଗିରଫ କରିଛି ପୋଲିସ । ପ୍ୟାଣ୍ଟ ଭିତରେ ଫୋନ ରଖି…

