କଟକ

ଝାଡ଼ାବାନ୍ତିରେ ୧୦ ଆକ୍ରାନ୍ତ

କଟକ,୨୪।୧: କଟକ ଜିଲା ଆଠଗଡ଼ ବ୍ଲକ ଅନ୍ତର୍ଗତ ବାଉଁଶଟାଙ୍ଗର ଗାଁରେ ଝାଡ଼ାବାନ୍ତି ବ୍ୟାପିଛି। ଗାଁର ୧୦ ଜଣରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଶିଶୁ ଥିବା ଜଣାପଡ଼ିଛି। ତେବେ କେଉଁ କାରଣ…

ପରପାରିରେ ଏସସିବି ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣା

କଟକ,୨୪।୧: କଟକ ବଡ଼ ମେଡିକାଲର ଏସସିବି ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। ଭୁବନାନନ୍ଦ ମହାରଣା ମସ୍ତିଷ୍କାଘାତରେ ପୀଡିତ ହେବା ପରେ,ଏସସିବି ନ୍ୟୁରୋ ସର୍ଜରୀ ବିଭାଗରେ ଚିକିତ୍ସାଧୀନ ଥିଲେ। ତାଙ୍କର…

ବିଜେଡିକୁ ଅଣଦେଖା, ନିଜେ ଶୋଭାଯାତ୍ରା କଲେ ଅରିନ୍ଦମ୍‌

କଟକ,୨୪।୧(ଶିଳ୍ପା ପ୍ରିୟଦର୍ଶିନୀ): ଦଳୀୟ କାର୍ଯ୍ୟକ୍ରମରୁ ବାହାରି ନିଜସ୍ବ ପଦଯାତ୍ରା କରିଛନ୍ତି ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ତଥା ଅଭିନେତା ଅରିନ୍ଦମ୍‌ ରାଏ। କଲେଜ ଛକସ୍ଥିତ ରେଭେନ୍ସା ବିଶ୍ୱବିଦ୍ୟାଳୟ ସମ୍ମୁଖରୁ ବାହାରି ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟଠାରେ ନିଜ ସମର୍ଥକମାନଙ୍କୁ ନେଇ ସେ ପହଞ୍ଚତ୍ଥିଲେ।…

୩ ମାସ ପଟ ପରିବର୍ତ୍ତନ ପାଇଁ ଯଥେଷ୍ଟ: ମୋକିମ

କଟକ,୨୪।୧(ଶିଳ୍ପା ପ୍ରିୟଦର୍ଶିନୀ): କଂଗ୍ରେସ ନେତା ତଥା ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମଙ୍କ ଉପରୁ ନିଲମ୍ବନ ହଟିବା ପରେ ଖୁସି ପ୍ରକାଶ କରିଛନ୍ତି ବିଧାୟକ ମୋକିମ। ଏନେଇ ଶେଲ୍‌ଟର ଛକସ୍ଥିତ କଂଗ୍ରେସ କାର୍ଯ୍ୟାଳୟଠାରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୋକିମ କହିଛନ୍ତି, ନିଲମ୍ବନ…

ବିଶ୍ୱସ୍ତରୀୟ ପଥରେ କଟକ ରେଳଷ୍ଟେସନ: ବିମାନବନ୍ଦର ଢାଞ୍ଚାରେ ପ୍ରବେଶ, ମୁଖ୍ୟକୋଠାରେ ନୌବାଣିଜ୍ୟର ଝଲକ

କଟକ,୨୩ା୧ (କାର୍ତ୍ତିକ ସାହୁ) ବିଶ୍ୱସ୍ତରୀୟ ରେଳଷ୍ଟେସନର ମାନ୍ୟତା ପାଇବାକୁ ଯାଉଛି କଟକ ରେଳଷ୍ଟେସନ। ରେଳଷ୍ଟେସନର ନୂତନ କୋଠାରେ ଆକର୍ଷଣୀୟ ରୂପରେ ଶୋଭାପାଇବ ନୌବାଣିଜ୍ୟର ମନୋରମ ଭାସ୍କର୍ଯ୍ୟ। ଓଡ଼ିଆ ନୌବାଣିଜ୍ୟର ସ୍ମୃତି ରୋମନ୍ଥନ ସହ ଐତିହାସିକ ବାଲିଯାତ୍ରାକୁ ବର୍ଷତମାମ ମନେ ପକାଇଦେବ ଏହି…

ଜନ୍ମସ୍ଥାନରେ ନେତାଜୀ ଜୟନ୍ତୀ

କଟକ,୨୩ା୧ (କାର୍ତ୍ତିକ ସାହୁ) ମହାନ୍‌ ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୭ତମ ଜୟନ୍ତୀ ସମାରୋହ ଓଡ଼ିଆବଜାରସ୍ଥିତ ତାଙ୍କ ଜନ୍ମସ୍ଥାନରେ ମଙ୍ଗଳବାର ପାଳିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ଅବକାରୀ ମନ୍ତ୍ରୀ ଅଶ୍ୱିନୀ କୁମାର…

୩ ବରିଷ୍ଠ ନେତାଙ୍କ ଉପରୁ ହଟିଲା ନିଲମ୍ବନ ଆଦେଶ 

କଟକ,୨୩।୧: ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ତାର ଘର ସଜଡ଼ା ଆରମ୍ଭ କରି ଦେଇଛି । ମଙ୍ଗଳବାର ୩ ବରିଷ୍ଠ ନେତାଙ୍କ ଉପରୁ  କଂଗ୍ରେସ ନିଲମ୍ବନ  ଆଦେଶ  ଉଠାଇଛି।  ସେମାନେ  ହେଲେ,  କଟକ-ବାରବାଟୀ ବିଧାୟକ  ମହମ୍ମଦ ମୋକିମ୍‌, ବରିଷ୍ଠ କଂଗ୍ରେସ ନେତା…

ବରିଷ୍ଠ ସାମ୍ବାଦିକ ଅରୁଣ କୁମାର ପଣ୍ଡାଙ୍କ ପରଲୋକ

କଟକ,୨୨ା୧(କାର୍ତ୍ତିକ ସାହୁ): ବରିଷ୍ଠ ସାମ୍ବାଦିକ, ସାହିତି୍ୟକ ତଥା ସ୍ତମ୍ଭକାର ଅରୁଣ କୁମାର ପଣ୍ଡାଙ୍କର ୭୬ବର୍ଷ ବୟସରେ କଟକ ସିଡିଏ ସେକ୍ଟର-୬ସ୍ଥିତ ବାସଭବନରେ ସୋମବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ସେ କିଛିଦିନ ହେବ କର୍କଟ ରୋଗରେ ପୀଡ଼ିତ ଥାଇ ଚିକିତ୍ସାଧୀନ ଥିଲେ। ଏଥିସହ…

‘ସତ୍ୟମେବ ଜୟତି’ର ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା

କଟକ,୨୨ା୧ (କାର୍ତ୍ତିକ ସାହୁ) ଜାତୀୟତାର ପ୍ରତୀକ ବହନ କରୁଥିବା ଚିହ୍ନରେ ଲେଖାଥିବା ‘ସତ୍ୟମେବ ଜୟତି’ ଉକ୍ତିର ଅପବ୍ୟବହାର କରାଯାଉଛି। ଏନେଇ ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରିଛି ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡିର ଏକ ସ୍ବେଚ୍ଛାସେବୀ ସଂଗଠନ ଏଲୋନ୍‌ ଟ୍ରଷ୍ଟ। ଟ୍ରଷ୍ଟ ପକ୍ଷରୁ ହାଇକୋର୍ଟରେ…

ଜଙ୍ଗଲ ବିଭାଗ ଅନୁମତି ବିନା ଗଛ କାଟିଲା ପ୍ରଶାସନ

ମାହାଙ୍ଗା,୨୨ା୧(ଯଯାତି ସିଂହ): ତହସିଲ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷାଧିକ ଟଙ୍କା ମୂଲ୍ୟର ଆକାଶୀ ଓ ତାଳଗଛକୁ ତରବରିଆ ଭାବେ କମ୍‌ ଦାମ୍‌ରେ ନିଲାମ କରି କାଟି ଦିଆଯାଇଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଗଛ କାଟିବା ପାଇଁ ଜଙ୍ଗଲ…

ମଙ୍ଗୁଳି ଛକରେ ଟ୍ରକ୍‌କୁ ପିଟିଲା କାର୍‌, ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର

ଚୌଦ୍ୱାର,୨୧।୧(ମାନସ କୁମାର ସାମଲ): ଓଡିଆ ସିନେଜଗତର ଲୋକପ୍ରିୟ ସିନେ ନିର୍ଦ୍ଦେଶକ ସୁଧାକର ବସନ୍ତ ଦୁର୍ଘଟଣାର ଶିକାର ହୋଇଛନ୍ତି। କଟକ ମଙ୍ଗୁଳିସ୍ଥିତ ବଜରଙ୍ଗୀ ଓ୍ବେ ବ୍ରିଜ୍‌ ନିକଟରେ ତାଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଏସସିବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ନିଜକୁ ଡାକ୍ତର ପରିଚୟ ଦେଇ ବ୍ୟାଙ୍କରୁ ଉଠାଉଥିଲେ ଋଣ, ବନ୍ଧାହେଲେ ଯୁବକ

କଟକ,୨୦ା୧(କାର୍ତ୍ତିକ ସାହୁ): ନକଲି କାଗଜପତ୍ର ଦ୍ୱାରା ବ୍ୟାଙ୍କରୁ ଋଣ ଉଠାଇ ଅର୍ଥ ଆତ୍ମସାତ୍‌ କରୁଥିବା ଜଣେ ଯୁବକଙ୍କୁ ସଦର ଥାନା ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ନିଜକୁ ଡାକ୍ତର ବୋଲି ପରିଚୟ ଦେଇ ବ୍ୟାଙ୍କ ଅଧିକାରୀଙ୍କ ନିକଟତର ହୋଇଥିଲେ। ଆଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri