କଟକ

କେନାଲ ଅବରୋଧ କରି ଗାର୍ଡୱାଲ ନିର୍ମାଣ

ନିିଶ୍ଚିନ୍ତକୋଇଲି,୫।୪(ଅଶୋକ କୁମାର ମହାପାତ୍ର): ଠିକାଦାର ରାସ୍ତା ନିର୍ମାଣ ନିମନ୍ତେ ଦୀର୍ଘ ବର୍ଷର ଏକ କେନାଲକୁ ପୋତି ଦେଇଥିବାର ଚାଷୀମହଲରେ ଅଭିଯୋଗ ହୋଇଛି। ଫଳରେ ଚାଷୀମାନେ ଚଳିତ ବର୍ଷ ଚାଷ ଜମିରେ ଜଳସେଚନ ନିମନ୍ତେ ନାହିଁ ନଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେବା ନେଇ…

ଅଟକିଛି ବିଜେଡିର ସାଲେପୁର ପ୍ରାର୍ଥୀ ଘୋଷଣା

କଟକ,୫ା୪(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା ସରିଛି। ହେଲେ ଏବେ ବି ସାଲେପୁର ଓ ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇନାହିଁ। ୫ଦିନ ତଳେ ଭାଜପାରୁ ଇସ୍ତଫା ଦେଇଥିବା ପୂର୍ବତନ ବିଧାୟକ ପ୍ରକାଶ ବେହେରା…

ହାଇକୋର୍ଟରେ ହାଜର ହେଲା ଜାହାଜ ଚଳାଚଳ ମନ୍ତ୍ରଣାଳୟ

କଟକ,୫ା୪ (କାର୍ତ୍ତିକ ସାହୁ): ପାରାଦ୍ୱୀପ ନିକଟ ସମୁଦ୍ରରେ ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ଗୁରୁବାର ହୋଇଛି। ଶୁଣାଣିବେଳେ ଜାହାଜ ଚଳାଚଳ ମନ୍ତ୍ରଣାଳୟ ହାଇକୋର୍ଟରେ ହାଜର ହୋଇ ନିଜର ପକ୍ଷ ରଖିଛି।…

ମୁକୁଳା ଡ୍ରେନ୍‌ରେ ପଡ଼ି ଚାଲିଗଲା ରାଜମିସ୍ତ୍ରୀଙ୍କ ଜୀବନ

କଟକ,୪ା୪(କାର୍ତ୍ତିକ ସାହୁ): ମୁକୁଳା ଡ୍ରେନ୍‌ରେ ପଡ଼ି ପୁଣି ଜଣକର ଜୀବନ ଯାଇଛି। ସିଆର୍‌ଆର୍‌ଆଇ ଥାନା ଅନ୍ତର୍ଗତ ନୂଆବଜାର ମହିମାନଗରରେ ଘଟିଛି ଏହି ଅଘଟଣ। ଗୁରୁବାର ସକାଳୁୁ ମୃତକ ଜଣକ ରାସ୍ତା ପାର୍ଶ୍ୱ ମୁକୁଳା ଡ୍ରେନ୍‌ରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବା ପରେ…

‘ହାରିବା ପ୍ରାର୍ଥୀ ନୁହଁ, ନୂଆ ମୁହଁ ଦିଅ’

ମଙ୍ଗୁଳି-ଜଗତପୁର,୪ା୪(ମାନସ ସାମଲ): କ୍ରମାଗତ ୫ଥର ବିଧାନସଭା ନିର୍ବାଚନରେ ହାରିଥିବା ନୟନ କିଶୋର ମହାନ୍ତିଙ୍କୁ ଚଳିତବର୍ଷ ଷଷ୍ଠ ଥର ପାଇଁ ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀରୁ ପ୍ରାର୍ଥୀ କରାଯାଇଛି। ଏଭଳି ନିଷ୍ପତ୍ତିକୁ ସ୍ଥଗିତ ରଖି ଏହାର ପୁନଃ ବିଚାର କରାଯିବା ପାଇଁ ଜଗତ୍‌ପୁରସ୍ଥିତ କୃଷ୍ଣେଶ୍ୱର…

ବୁଥ୍‌କୁ ଯିବା ରାସ୍ତା ଶୋଚନୀୟ

ସାଲେପୁର,୪।୪ (ଅରବିନ୍ଦ ଭୂୟଁା)ସାଲେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜୁନ୍‌ ୧ ତାରିଖରେ ଭୋଟ ଗ୍ରହଣ ହେବ। ଏହି ନିର୍ବାଚନରେ ସାଲେପୁର ବ୍ଲକ୍‌ର ବଲ୍ଲଭପୁର ପ୍ରାଥମିକ ବିଦ୍ୟାଳୟ ବୁଥ୍‌ ନଂ. ୨୨୩ରେ ବଲ୍ଲଭପୁର, ନଈଗୁଅଁା ଓ ବାଲିଆ ରାଜସ୍ବ ଗ୍ରାମର ପ୍ରାୟ ୧୨ଶହରୁ…

କନ୍ଦରପୁର କଲେଜ ଅବସରପ୍ରାପ୍ତ ଅଧ୍ୟକ୍ଷ ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

କଟକ,୩ା୪ (କାର୍ତ୍ତିକ ସାହୁ: କନ୍ଦରପୁର କଲେଜର ପୂର୍ବତନ ଅଧ୍ୟକ୍ଷ ସୁଦର୍ଶନ ଶତପଥୀଙ୍କ ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। କଟକ ଦ୍ୱିତୀୟ ଅତିରିକ୍ତ ଦୌରାଜଜ୍‌ ଅଭିଯୁକ୍ତ ଅର୍ଜୁନ ଜେନା(୪୩)ଙ୍କୁ ଆଜୀବନ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କାର…

ଭାରସାମ୍ୟ ହରାଇ ଦୋକାନ ଭିତରେ ପଶିଲା ହାଇଓ୍ବା, ୭ ବାଇକ୍‌ ଚୁରମାର୍‌ ; ମାଲିକ ଗୁରୁତର

ତିଗିରିଆ, ୩।୪(ଜାଫର ଖାଁ ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଜେମାଦେଇପୁର ସ୍ଥିତ ମଙ୍ଗଳାବଜାରରେ ବୁଧବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ଆଠଗଡ ପଟୁ ବଡମ୍ବା ଆଡକୁ ଦ୍ରୁତଗତିରେ ଯାଉଥିବା ଏକ ହାଇୱା ଭାରସାମ୍ୟ ହରାଇ ୩ ଦୋକାନ ଭାଙ୍ଗିବା…

ଆମ୍ବତୋଟାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ଜୀବନ ଗଲା

ତିଗିରିଆ, ୩।୪(ଜାଫର ଖାଁ ): ଆମ୍ବତୋଟାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଯିବାରୁ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ବାଲିପୁଟ ଗ୍ରାମର ବସନ୍ତ ଦେହୁରୀ(୬୨)। ସୂଚନାନୁଯାୟୀ, ବସନ୍ତ କାଳୀଚିଆବଲ୍ଲଭ ଜଙ୍ଗଲ ସଂଲଗ୍ନ…

ଆଜି ବିଜେଡିରେ ମିଶିବେ ପ୍ରକାଶ ବେହେରା, ସାଲେପୁରରୁ ମିଳିପାରେ ଟିକେଟ୍‌

କଟକ,୩।୪: ଆଜି ବିଜେଡିରେ ମିଶିବେ ପ୍ରକାଶ ବେହେରା । ସାଲେପୁରର ପୂର୍ବତନ ବିଧାୟକ ତଥା କଟକ ଜିଲା ଭାଜପାର ପୂର୍ବତନ ସଭାପତି । ବୁଧବାର ସମର୍ଥକଙ୍କ ସହ ଆନୁଷ୍ଠାନିକ ଭାବେ ବିଜେଡିର ଯୋଗ ଦେବା ସୂଚନା ରହିଛି । ସେପଟେ ସାଲେପୁରରୁ…

ଝୁଲିରହିଛି ବାରବାଟୀ-କଟକ, ସାଲେପୁର

କଟକ,୩।୪(ଶିଳ୍ପା ପ୍ରିୟଦର୍ଶିନୀ):ଭାଜପା ୧୧୨ ବିଧାନସଭା ଆସନରେ ପ୍ରାର୍ଥୀଙ୍କ ନାମ ମଙ୍ଗଳବାର ଘୋଷଣା କରିଛି। ଏଥିମଧ୍ୟରୁ କଟକ ଜିଲାର ୯ଟି ନିର୍ବାଚନମଣ୍ଡଳୀ ମଧ୍ୟରୁ ୭ଟି ତଥା ଚୌଦ୍ୱାର-କଟକରୁ ନୟନ କିଶୋର ମହାନ୍ତି, କଟକ ସଦରରୁ ପ୍ରକାଶ ସେଠୀ, ବାଙ୍କୀରୁ ତୁଷାରକାନ୍ତ ଚକ୍ରବର୍ତ୍ତୀ, ଆଠଗଡରୁ…

୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବ ସମ୍ବଲପୁର ବିଶ୍ୱବିଦ୍ୟାଳୟ

କଟକ,୩ା୪(କାର୍ତ୍ତିକ ସାହୁ):ସମ୍ବଲପୁର ବିଶ୍ୱବିଦ୍ୟାଳୟର ତ୍ରୁଟି ପାଇଁ ଜଣେ ଛାତ୍ରଙ୍କ ବୃତ୍ତିଗତ ଜୀବନ ୧୦ ବର୍ଷ ନଷ୍ଟ ହୋଇଛି। ଏନେଇ ହାଇକୋର୍ଟରେ ରୁଜୁ ମାମଲାର ବିଚାର କରି ବିଚାରପତି ଏସ୍‌. କେ. ପାଣିଗ୍ରାହୀ ସମ୍ପୃକ୍ତ ଛାତ୍ରଙ୍କୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?