ଅଳଙ୍କାର ଦୋକାନରେ ଅଗ୍ନିକାଣ୍ଡ
କଟକ,୫ା୨(କାର୍ତ୍ତିକ ସାହୁ): କଟକ ଜିଲା ନିମଚଉଡ଼ିସ୍ଥିତ ଓମ୍ ଅଳଙ୍କାର ନାମକ ଗହଣା ଦୋକାନରେ ସୋମବାର ସରେ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ବକ୍ସିବଜାର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ଛି। ଜିଲା ଅଗ୍ନିଶମ ଅଧିକାରୀ ସଞ୍ଜୀବ ବେହେରାଙ୍କ ନେତୃତ୍ୱରେ ଅଗ୍ନିଶମ କର୍ମଚାରୀମାନେ ନିଆଁ ଲିଭା…
ବାରବାଟୀ-କଟକ ନିର୍ବାଚନମଣ୍ଡଳୀରେ ବିଜେଡିର ବିଜୟ ନିଶ୍ଚିତ: ଦେବାଶିଷ
କଟକ,୫।୨:(ଶିଳ୍ପା ପ୍ରିୟଦର୍ଶିନୀ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସମ୍ବଲପୁର ଗସ୍ତ କରିଥିଲେ। ତେବେ ଓଡ଼ିଶାରେ ଭାଜପା ସରକାର ଗଢ଼ିବାକୁ ମୋଦି ଗ୍ୟାରେଣ୍ଟି ପରି ଭାଜପା ନୂଆ ସ୍ଲୋଗାନ ଦେଇଥିବାବେଳେ ମଞ୍ଚ ଉପରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ହାତ ମିଳାଇଥିଲେ। ଏହି ଫଟୋ…
ବାରବାଟୀ-କଟକ ନିର୍ବାଚନମଣ୍ଡଳୀ ବୈଠକ: ସୁବାସ ସିଂ, ଅରିନ୍ଦମଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା
କଟକ,୫।୨:(ଶିଳ୍ପା ପ୍ରିୟଦର୍ଶିନୀ) ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ନେଇ ରବିବାର ବାରବାଟୀ-କଟକ ନିର୍ବାଚନମଣ୍ଡଳୀ ପକ୍ଷରୁ ଜିଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବରିଷ୍ଠ ବିଜେଡି ନେତା, ବିଜୁ ଯୁବ ଛାତ୍ର ନେତା,…
ରୋଗୀଙ୍କୁ ଘରୋଇ ନର୍ସିଂହୋମ୍ ପଠାଉଛନ୍ତି ଡାକ୍ତର
କଟକ,୫ା୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍ସିବି ମେଡିକାଲରେ ରୋଗୀ ସେବାରେ ବିଭ୍ରାଟ ପରିଲକ୍ଷିତ ହୋଇଛି। ଏସ୍ସିବି କାଜୁଆଲ୍ଟିରେ ରୋଗୀଙ୍କୁ ଚିକିତ୍ସା କରିବା ପରିବର୍ତ୍ତେ ଘରୋଇ ନର୍ସିଂହୋମ ନେଇ ଅସ୍ତ୍ରୋପଚାର କରାଇବାକୁ ରୋଗୀ ସମ୍ପର୍କୀୟଙ୍କୁ ଡାକ୍ତର ବାଧ୍ୟ କରୁଛନ୍ତି। ଭୁବନେଶ୍ୱର ସାମନ୍ତରାପୁର ଅଞ୍ଚଳର ସନ୍ତୋଷ ପାଢ଼ୀ…
ଓଡ଼ିଶାର ଇଣ୍ଟିଗ୍ରେଟେଡ୍ ବି.ଏସ୍ସି ବି.ଏଡ୍ ପ୍ରମାଣପତ୍ର ବୈଧ ହେଲାନି
କଟକ,୪ା୨ (କାର୍ତ୍ତିକ ସାହୁ)ଓଡ଼ିଶାର ଇଣ୍ଟିଗ୍ରେଟେଡ୍ ବି.ଏଡ୍. ସିବିସିଏସ୍ ପାଠ୍ୟକ୍ରମରେ ଯୋଗ୍ୟତା ହାସଲ କରିଥିବା ୩୧ ଜଣ ଛାତ୍ରୀଛାତ୍ର ଜାତୀୟ ସ୍ତରୀୟ ନିଯୁକ୍ତିରୁ ବଞ୍ଚିତ ହୋଇଛନ୍ତି। ସେମାନେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଇ-ମେଲ୍ ଯୋଗେ ଅବଗତ କରାଇଥିବା ସୂଚନା ଦେଇଛନ୍ତି। ସୂଚନା…
୨୦୧୮ରେ ପୋଲିସ ଏନ୍କାଉଣ୍ଟର ମାମଲା: ଅପରାଧୀ ବୁଦ୍ଧିଆଙ୍କୁ ୭ ବର୍ଷ କାରାଦଣ୍ଡାଦେଶ
କଟକ,୩ା୨(କାର୍ତ୍ତିକ ସାହୁ): ସଦର ଥାନା ପୋଲିସ ୨୦୧୮ ଜାନୁଆରୀ ୪ ତାରିଖରେ ଗୋପାଳପୁର ଅଞ୍ଚଳରେ କରିଥିବା ଏନ୍କାଉଣ୍ଟର ମାମଲାରେ ରାୟ ପ୍ରକାଶ ପାଇଛି। କଟକ ଜିଲାର ବିଭିନ୍ନ ସ୍ଥାନରେ ଆପରାଧିକ ସାମ୍ରାଜ୍ୟ ବିସ୍ତାର କରିଥିବା ଅପରାଧୀ ବୁଦ୍ଧିଆ ଓରଫ ତ୍ରିଲୋଚନ ନାୟକଙ୍କୁ…
ଓଡ଼ିଶାର ଇଣ୍ଟିଗ୍ରେଟେଡ୍ ବିଏସ୍ସି ବିଏଡ୍ ପ୍ରମାଣପତ୍ର ବୈଧ ହେଲାନି, କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଇମେଲରେ ପଠାଇଲେ ଅଭିଯୋଗ
କଟକ,୩ା୨ (କାର୍ତ୍ତିକ ସାହୁ) ଓଡ଼ିଶାର ଇଣ୍ଟିଗ୍ରେଟେଡ୍ ବିଏଡ୍ ସିବିସିଏସ୍ ପାଠ୍ୟକ୍ରମରେ ଯୋଗ୍ୟତା ହାସଲ କରିଥିବା ୩୧ ଜଣ ଛାତ୍ରୀଛାତ୍ର ଜାତୀୟସ୍ତରୀୟ ନିଯୁକ୍ତିରୁ ବଞ୍ଚିତ ହୋଇଛନ୍ତି। ଏହି ଛାତ୍ରୀଛାତ୍ର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଇମେଲ ଯୋଗେ ଅବଗତ କରାଇଥିବା ସୂଚନା ଦେଇଛନ୍ତି।…
ପରୀକ୍ଷାର ଦେଢ଼ ଘଣ୍ଟା ପୂର୍ବରୁ ହଲ୍କୁ ପ୍ରବେଶ କରିବେ ପରୀକ୍ଷାର୍ଥୀ: ମାଧ୍ୟମିକ ଶିକ୍ଷା ପରିଷଦ
କଟକ,୩ା୨(କାର୍ତ୍ତିକ ସାହୁ): ଫେବୃଆରୀ ୨୦ରୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ଉକ୍ତ ପରୀକ୍ଷାକୁ ସୁବ୍ୟବସ୍ଥିତ କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟକ୍ରମ ଜାରି ରଖିଛି। କପି ରୋକିବା ଲାଗି ନୂଆ ଫର୍ମୂଲା ଆପଣାଇଛି ବୋର୍ଡ। ଏଣିକି ପରୀକ୍ଷା ପାଇଁ ଧାର୍ଯ୍ୟ…
ଅରୂପାନନ୍ଦ ଦାସ ହେଲେ ରାଜ୍ୟ ଆଇନଜୀବୀ ପରିଷଦର ଏକ୍ଜିକ୍ୟୁଟିଭ୍ କମିଟି ଅଧ୍ୟକ୍ଷ
କଟକ,୩ା୨(କାର୍ତ୍ତିକ ସାହୁ): ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦର ଏକ୍ଜିକ୍ୟୁଟିଭ୍ କମିଟି ଅଧ୍ୟକ୍ଷ ଭାବେ ପରିଷଦର ସଦସ୍ୟ ଆଇନଜୀବୀ ଅରୂପାନନ୍ଦ ଦାସ ସର୍ବସମ୍ମତି କ୍ରମେ ମନୋନୀତ ହୋଇଛନ୍ତି। ଶ୍ରୀ ଦାସ ଏବେ ହାଇକୋର୍ଟରେ ଅତିରିକ୍ତ ସରକାରୀ ଓକିଲ ଭାବେ କାର୍ଯ୍ୟରତ ଅଛନ୍ତି। ସେ…
ଭୋଜି ଖାଇ ଫେରୁଥିବା ବେଳେ କାନ୍ଥରେ ପିଟିହେଲା କାର୍: ଚାଲିଗଲା ୪ ଜୀବନ
ଆଠଗଡ଼,୩।୨: କଟକ ଜିଲା ତିଗିରିଆ ଥାନା ଗଦାଧରପୁର ନିକଟରେ ଏକ ଦୁର୍ଘଟଣା ଘଟିଛି। ବିବାହ ଉତ୍ସବରେ ଯୋଗଦେଇ ଫେରୁଥିବା ବେଳେ ଏକ କାର୍ ଭାରସାମ୍ୟ ହରାଇ ଏକ ଘର କାନ୍ଥରେ ପିଟି ହୋଇଯାଇଥିଲା। ଫଳରେ କାର୍ରେ ଥିବା ୪ଜଣଙ୍କ ମୃତ୍ୟୁ ଘଟିଛି।…
ବସ୍ ଧକ୍କାରେ ଚାଲିଗଲା ୨ ବାଇକ୍ ଆରୋହୀଙ୍କ ଜୀବନ
ନିଶ୍ଚିନ୍ତକୋଇଲି,୩।୨(ଅଶୋକ କୁମାର ମହାପାତ୍ର ): କଟକ ଜିଲା ସାଲିପୁର ଥାନା ଅଧୀନ କଟକ-ଚାନ୍ଦବାଲି ରାସ୍ତାର ଜହ୍ନିଆ ଛକ ନିକଟରେ ଶନିବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଧକ୍କାରେ ୨ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ…
ଓଡ଼ିଶାରେ ଲାଗୁ ହେଉ ଆୟୁଷ୍ମାନ ଭାରତ ଯୋଜନା
କଟକ,୨ା୨ (କାର୍ତ୍ତିକ ସାହୁ): ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା (ପିଏମ୍ଜେଏଓ୍ବାଇ) ଆୟୁଷ୍ମାନ ଭାରତକୁ ଓଡ଼ିଶାରେ କାର୍ଯ୍ୟକାରୀ କରିବା ଦିଗରେ ରାଜ୍ୟ ସରକାରୀ କର୍ତ୍ତୃପକ୍ଷ ନିଷ୍କ୍ରିୟତା ପ୍ରଦର୍ଶନ କରୁଛନ୍ତି। ଫଳରେ ରାଜ୍ୟର ସାଧାରଣ ଲୋକେ ଏହି ଯୋଜନାରେ ସ୍ବାସ୍ଥ୍ୟସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆୟୁଷ୍ମାନ…
Archives


