କଟକ

ହାଇକୋର୍ଟ ଗଲେ ଅଙ୍ଗନଓ୍ବାଡି କର୍ମୀ: ବର୍ଦ୍ଧିତ ଦରମା, ଅବସର ସୁବିଧା ପାଇଁ ଆବେଦନ

କଟକ,୨ା୨ (କାର୍ତ୍ତିକ ସାହୁ): ରାଜ୍ୟରେ କାର୍ଯ୍ୟରତ ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଅନ୍ୟ ରାଜ୍ୟ ଭଳି ବର୍ଦ୍ଧିତ ଦରମା, ଚାକିରି ଭତ୍ତା, ଅବସରକାଳୀନ ସୁବିଧା ସହ ଅନ୍ୟାନ୍ୟ ସୁବିଧା ପ୍ରଦାନ କରାଯାଉ। ଏନେଇ କେତେଜଣ ଅଙ୍ଗନଓ୍ବାଡି କର୍ମୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେମାନଙ୍କ ଆବେଦନକୁ…

ରୋଗୀ ପାଇବେ ଉନ୍ନତମାନର ଚିକିତ୍ସା ସୁବିଧା

କଟକ,୨ା୨(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତା ୧୫ ଦିନ ମଧ୍ୟରେ ସିଟି ହସ୍ପିଟାଲ ବା କଟକ ଜିଲା ମୁଖ୍ୟ ଚିକିତ୍ସାଳୟର ନବୀକରଣ କାର୍ଯ୍ୟ ଶେଷ ହେବ। ୭କୋଟି ଟଙ୍କା ବ୍ୟୟରେ ଆର୍‌ଆଣ୍ଡବି ବିଭାଗ ଏହି କାମ କରୁଛି। ଆମ ହସ୍ପିଟାଲ ଯୋଜନାରେ ଏହି ଚିକିତ୍ସାଳୟକୁ…

ବିଧାୟକ ପ୍ରତାପ ଜେନାଙ୍କ ରିଭିଜନ୍‌ ପିଟିସନ୍‌ ମାମଲା: ବଢ଼ିଲା ଅନ୍ତରୀଣ ସୁରକ୍ଷା ଅବଧି

କଟକ,୧ା୨(କାର୍ତ୍ତିକ ସାହୁ): ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧିକୁ ହାଇକୋର୍ଟ ପୁଣି ଫେବୃଆରୀ ୧୩ ତାରିଖ ଯାଏ ବୃଦ୍ଧି କରିଛନ୍ତି। ସେ ପର୍ଯ୍ୟନ୍ତ ତାଙ୍କ ବିରୋଧରେ କୌଣସି ଆଇନ୍‌ଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ ନାହିଁ। ମାହାଙ୍ଗା ଡବଲ ମର୍ଡର…

ହାଇକୋର୍ଟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ,୩୧ା୧(କାର୍ତ୍ତିକ ସାହୁ): ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ଶୁଣାଣି ବୁଧବାର ଶେଷ ହୋଇଛି। ବିଚାରପତି ବିରଜା ପ୍ରସନ୍ନ ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ରାୟକୁ…

ସ୍କୁଲରୁ ଫେରିବା ସମୟରେ ନାବାଳିକାଙ୍କୁ ବଳାତ୍କାର: ଏନ୍‌ଏଚ୍‌ଆର୍‌ସିରେ ମାମଲା

କଟକ,୩୧ା୧(କାର୍ତ୍ତିକ ସାହୁ): ମାଲଗୋଦାମ ଥାନା ଅଞ୍ଚଳର ଚତୁର୍ଥ ଶ୍ରେଣୀରେ ପାଠ ପଢୁଥିବା ଜଣେ ୯ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ମାମଲା ଏବେ ଜାତୀୟ ମାନବାଧିକାର ଆୟୋଗଙ୍କ ନିକଟରେ ପହଞ୍ଚିଛି। ନ୍ୟାୟ ପାଇଁ ଲଢ଼େଇ ପରିବାର ଅନୁଷ୍ଠାନର ରାଜ୍ୟ ସଭାପତି ସୁବ୍ରତ କୁମାର…

ଏସ୍‌ସିବିରେ ପ୍ରଥମଥର ହେମୋଫିଲିଆ ଅସ୍ତ୍ରୋପଚାର ସଫଳ

କଟକ,୩।୧।୧(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପ୍ଲାଷ୍ଟିକ୍‌ ସର୍ଜରୀ ବିଭାଗରେ ପ୍ରଥମଥର ପାଇଁ ହେମୋଫିଲିଆ ରୋଗର ଅସ୍ତ୍ରୋପଚାର ସଫଳ ହୋଇଛି। ଫଳରେ ରୋଗୀ ଜଣଙ୍କ ସୁସ୍ଥ ହେବାରୁ ମଙ୍ଗଳବାର ଏସ୍‌ସିବିରୁ ତାଙ୍କୁ ଡିସ୍‌ଚାର୍ଜ କରାଯାଇଛି। ବାଲେଶ୍ୱର ଜିଲା ହଳଦିଆପଡା ଅଞ୍ଚଳର ଚନ୍ଦନ ମହାଲିକ…

ରାଜ୍ୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ମାମଲା: ହାଇକୋର୍ଟରେ ଆବେଦନକାରୀଙ୍କ ସତ୍ୟପାଠ ଦାଖଲ

କଟକ,୩୦ା୧ (କାର୍ତ୍ତିକ ସାହୁ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବାକୁ ନେଇ ଆଗତ ଜନସ୍ବାର୍ଥ ମାମଲାରେ ଆବେଦନାରୀଙ୍କ ପକ୍ଷରୁ ହାଇକୋର୍ଟରେ ସୋମବାର ସତ୍ୟପାଠ ଦାଖଲ କରାଯାଇଛି। ରାଜ୍ୟ ସରକାର ହାଇକୋର୍ଟଙ୍କ ନିକଟରେ ଜବାବ ଦାଖଲ ନ କରି ବିଭିନ୍ନ ଆଳ ଦେଖାଇ ପ୍ରସଙ୍ଗକୁ ଏଡ଼ାଇ…

‘ପ୍ରଶାସନକୁ ଲୋକାଭିମୁଖୀ କରିବା ପ୍ରାଥମିକତା ରହିବ’

କଟକ,୩୦ା୧ (କାର୍ତ୍ତିକ ସାହୁ):କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆର୍‌ଡିସି) ଭାବେ ୨୦୦୭ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ରଞ୍ଜନ କୁମାର ଦାସ ସୋମବାର ଅପରାହ୍ନରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ତାଙ୍କ ଚାକିରିକାଳ ମଧ୍ୟରେ ଯାଜପୁର ଜିଲାପାଳ, ସଂସ୍କୃତି ବିଭାଗ ସଚିବ ସମେତ ବହୁ ଗୁରୁତ୍ୱପୂର୍ଣ୍ଣ…

ମାତୃହତ୍ୟା ମାମଲା: ଆଜୀବନ ଦଣ୍ଡାଦେଶ ହାଇକୋର୍ଟରେ ଖାରଜ

କଟକ,୨୯ା୧ (କାର୍ତ୍ତିକ ସାହୁ): ମାତୃହତ୍ୟା ମାମଲାରେ ଅଭିଯୁକ୍ତ ପୁତ୍ରଙ୍କୁ ନିମ୍ନ ଅଦାଲତଙ୍କ ଆଜୀବନ ଦଣ୍ଡାଦେଶ ହାଇକୋର୍ଟରେ ଖାରଜ ହୋଇଛି। ପାରଳାଖେମୁଣ୍ଡି ଅତିରିକ୍ତ ସେସନ୍‌ ଜଜ୍‌ ମାମଲାର ଆବେଦନକାରୀ ତଥା ଅଭିଯୁକ୍ତ ସଞ୍ଜୟ ମଲ୍ଲିକ୍‌ଙ୍କୁ ମାତୃହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ କରି ଆଜୀବନ…

ଦଶମ ଶ୍ରେଣୀ ଛାତ୍ରଙ୍କ ବେକ କାଟି ଦୁର୍ବୃତ୍ତ ଛୁ’

ଆଠଗଡ଼,୨୯ା୧: କଟକ ଜିଲା ଆଠଗଡ଼ ଖୁଣ୍ଟୁଣୀ ଅଞ୍ଚଳର କୁଲେଇଲୋ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଛାତ୍ର ଜଣକ ଟ୍ୟୁଶନ ଯାଇଥିବା ବେଳେ ୨ ଦୁର୍ବୃତ୍ତ ସ୍ପଷ୍ଟ ଦିବାଲୋକରେ ଏକ ପଲ୍‌ସରରେ ଆସି ତାଙ୍କ ବେକ କାଟି ଛୁ’ ମାରିଛନ୍ତି।…

ଆଲିଙ୍ଗନକୁ ନେଇ ଚର୍ଚ୍ଚାରେ ଦେବାଶିଷ, ଅରିନ୍ଦମ୍‌

କଟକ,୨୫ା୧(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟ ଓ ଅଭିନେତା ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଅରିନ୍ଦମ ରାଏଙ୍କୁ ନେଇ ସହରରେ ଚର୍ଚ୍ଚା ହୋଇଛି। ବୁଧବାର କଟକ ବକ୍ସି ବଜାରଠାରେ ଅନୁଷ୍ଠିତ ବିପ୍ଳବୀ ବକ୍ସି ଜଗବନ୍ଧୁଙ୍କ ଶ୍ରାଦ୍ଧ…

ଶ୍ରୀମନ୍ଦିର ପରିଚାଳନା କମିଟିକୁ ଜମି କିଣାବିକା କ୍ଷମତା ପ୍ରଦାନ ବିରୋଧରେ ମାମଲା: ସମୟ ନେଲେ ରାଜ୍ୟ ସରକାର

କଟକ,୨୪ା୧(କାର୍ତ୍ତିକ ସାହୁ): ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିକୁ ରାଜ୍ୟ ସରକାର ନୂତନ ଆଇନ ବଳରେ ଶ୍ରୀଜଗନ୍ନାଥଙ୍କ ଜମି କିଣାବିକା କ୍ଷମତା ପ୍ରଦାନ କରିଛନ୍ତି। ଏହାକୁ ବିରୋଧ କରି ଆଗତ ମାମଲାରେ ହାଇକୋର୍ଟର ମୁଖ୍ୟ ବିଚାରପତି ଡ. ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri