କଟକ

ଚିନ୍ତା ବଢ଼ାଇଛନ୍ତି ୧୯ଟିକିଆ ହାତୀପଲ

ଖୁଣ୍ଟୁଣୀ/ଚୌଦ୍ୱାର,୧୯l୧୧(ଡି.ଏନ୍‌.ଏ): ଚନ୍ଦକାରୁ ୧୫ଦିନ ହେଲା ପଳାଇ ଆସିଥିବା ୧୯ଟିକିଆ ହାତୀପଲ ଖୁଣ୍ଟୁଣୀ ବନାଞ୍ଚଳର ସୁନିଆଁମୁହଁ ସଂରକ୍ଷିତ ଜଙ୍ଗଲରେ ବିଚରଣ କରୁଥିତ୍ଲା ବେଳେ ଶୁକ୍ରବାର ଭୋର ସମୟରେ କୁଶପଙ୍ଗି ଦେଇ ୫୫ନଂ ଜାତୀୟ ରାଜପଥ ପାର୍ଶ୍ୱ ଡିହସାହିକୁ ଚାଲି ଆସିଛନ୍ତି। ସେମାନେ...

ବାଲିଯାତ୍ରା: ସମ୍ପୂର୍ଣ୍ଣ ଆୟବ୍ୟୟର ଅଡିଟ୍‌ ହେଉ

କଟକ ଅଫିସ,୧୯ା୧୧: ଐତିହାସିକ କଟକ ବାଲିଯାତ୍ରା ଗୁରୁବାର ଶେଷ ହୋଇଛି। ବାଲିଯାତ୍ରାରେ ଜିଲା ପ୍ରଶାସନ ମନମୁଖି କାର୍ଯ୍ୟକ୍ରମ କରିଥିବା ନେଇ ସ୍ଥାନୀୟ ସର୍କିଟ୍‌ ହାଉସ୍‌ଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ କଟକ ମହାନଗର ପୂଜା କମିଟି ଓ ଶାନ୍ତି କମିଟି...

ସରିଲା ଐତିହାସିକ କଟକ ବାଲିଯାତ୍ରା: ୨୦୦ କୋଟିର ବ୍ୟବସାୟ

କଟକ ଅଫିସ,୧୮ା୧୧: ଦୀର୍ଘ ୧୦ ଦିନ ଧରି ପ୍ରବଳ ଜନ ସମାଗମ ମଧ୍ୟରେ ଚାଲିଥିବା ଐତିହାସିକ କଟକ ବାଲିଯାତ୍ରା ଗୁରୁବାର ଶେଷ ହୋଇଛି। ଏଥିସହ ବ୍ୟବସାୟ ଓ ସ୍ବତନ୍ତ୍ର ଆୟୋଜନ ବିଗତ ବର୍ଷଗୁଡ଼ିକର ରେକର୍ଡ ଭାଙ୍ଗିଛି। ରାଜ୍ୟ ସରକାରଙ୍କ ସହଯୋଗରେ...

ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ

କଟକ ଅଫିସ,୧୮ା୧୧:ଭୁବନେଶ୍ୱର ଲୋକସେବା ଭବନ ନିକଟ ଜମିରେ ବହୁତଳ ପ୍ରାସାଦ ବିଶିଷ୍ଟ ବିଧାୟକ କଲୋନି ନିର୍ମାଣ ପାଇଁ ବେଆଇନ ଭାବେ ଗଛ କଟା ନେଇ ହାଇକୋର୍ଟରେ ଆଗତ ଜନସ୍ବାର୍ଥ ମାମଲାର ଶୁଣାଣି ଗୁରୁବାର ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ...

ବାଲିଯାତ୍ରାରେ କାର୍ଯ୍ୟକ୍ରମ କରିବା ଗର୍ବର କଥା: ମଣ୍ଟୁ ଛୁରିଆ

କଟକ ଅଫିସ, ୧୭ା୧୧: ଦୁଇବର୍ଷ ପରେ ବାଲିଯାତ୍ରା ହେଉଥିବାରୁ ଲୋକଙ୍କ ଗହଳି ଜମୁଛି। ଏହି ଭିଡ ଭିତରେ ସଙ୍ଗୀତ ପରିବେଷଣ କରିବା ନିଆରା। ଦର୍ଶକଙ୍କ ସହଯୋଗ ଓ ପ୍ରଶଂସା ମୋତେ ଅଧିକ ଉତ୍ସାହିତ କରିଛି। ମୁଁ ଆଗରୁ ବାଲିଯାତ୍ରା ବୁଲିଛି।...

ବାଲିଯାତ୍ରା ପଥୋତ୍ସବରେ ନବୀନ ବନ୍ଦନା

କଟକ ଅଫିସ,୧୭ା୧୧:ପୁରୀରେ ହବିଷିଆଳିଙ୍କ ଦ୍ୱାରା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବନ୍ଦନା ଗାନ କରାଯାଇଥିଲା। ସେତେବେଳେ ଏହା ବିଭିନ୍ନ ମହଲରେ ଚର୍ଚ୍ଚାର ବିଷୟ ହୋଇଥିଲା। ଏବେ ଏହି ନବୀନ ବନ୍ଦନାର ପୁନରାବୃତ୍ତି ଘଟିଛି କଟକ ବାଲିଯାତ୍ରାରେ, ଯାହାକୁ ନେଇ ପୁଣି ଥରେ...

ଆସନ୍ତା ସପ୍ତାହରୁ ମିଳିବ ବାବା ଧବଳେଶ୍ୱରଙ୍କ ଦର୍ଶନ

କଟକ ଅଫିସ,୧୬ା୧୧: ଆସନ୍ତା ସପ୍ତାହରୁ ବାବା ଧବଳେଶ୍ୱରଙ୍କୁ ସାଧାରଣ ଲୋକେ ଦର୍ଶନ କରିପାରିବେ। ଏନେଇ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଉଥିବା ସୂଚନା ମିଳିଛି। ଡଙ୍ଗାରେ ଭକ୍ତମାନେ ନଦୀ ପାରି ହୋଇ ପ୍ରଭୁଙ୍କୁ ଦର୍ଶନ କରିପାରିବେ। ଉପଜିଲାପାଳ ହେମନ୍ତ କୁମାର ସ୍ବାଇଁ...

ଡଙ୍ଗା ତିଆରି କରିବାକୁ ଆସି ହଟହଟା

କଟକ ଅଫିସ, ୧୬ା୧୧: ଚଳିତବର୍ଷ ବାଲିଯାତ୍ରା ଅବସରରେ ଗିନିଜ୍‌ ଓ୍ବାଲ୍ଡ ରେକଡର୍‌ସରେ ସ୍ଥାନ ପାଇବା ପାଇଁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ବାରବାଟି ଷ୍ଟାଡିୟମରେ ଡଙ୍ଗା ପ୍ରସ୍ତୁତି କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା। ଏଥିରେ ସହରର ୨୨ଟି ସ୍କୁଲର ଛାତ୍ରୀଛାତ୍ରମାନେ...

ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡସ୍‌ରେ କଟକ ବାଲିଯାତ୍ରା

କଟକ ଅଫିସ, ୧୫ା୧୧: ୩୫ ମିନିଟ୍‌ରେ ୨୨,୪୭୩ କାଗଜ ଡଙ୍ଗା ପ୍ରସ୍ତୁତ କରି ଗିନିଜ୍‌ ଓ୍ବାଲ୍ଡ ରେକର୍ଡସ୍‌ରେ ସ୍ଥାନ ପାଇଛି କଟକ ବାଲିଯାତ୍ରା। ଐତିହାସିକ କଟକ ବାଲିଯାତ୍ରା ଅବସରରେ ମଙ୍ଗଳବାର ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ କାଗଜ ଡଙ୍ଗା ପ୍ରସ୍ତୁତି କାର୍ଯ୍ୟକ୍ରମ...

ଗୋଟିଏ ଦିନ ବଢିଲା ବାଲିଯାତ୍ରା

କଟକ ଅଫିସ,୧୫।୧୧: ଐତିହାସିକ କଟକ ବାଲିଯାତ୍ରା ଗୋଟିଏ ଦିନ ବଢିଲା। ଏ ନେଇ ସିଏମ୍‌ସି ମେୟର ସୁବାସ ସିଂ ମଙ୍ଗଳବାର ସୂଚନା ଦେଇଛନ୍ତି। ବୁଧବାର ବାଲିଯାତ୍ରା ଶେଷ ହେବାର ଥିଲା ବେଳେ ଏହା ଗୁରୁବାର ପର୍ଯ୍ୟନ୍ତ ଚାଲିବ। ବାଲିଯାତ୍ରା ଅବଧିକୁ...

୨ ଦିନ ବଢ଼ିପାରେ କଟକ ବାଲିଯାତ୍ରା

କଟକ ଅଫିସ, ୧୫।୧୧:ପ୍ରାୟ ଦୁଇ ବର୍ଷ ପରେ ବାଲିଯାତ୍ରା ହେବା ଓ ପର୍ଯ୍ୟଟକଙ୍କ ବୁଲିବା ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେଣୁ ଆଗକୁ ଆଉ ୨ ଦିନକୁ ବୃଦ୍ଧି ହୋଇପାରେ କଟକ ବାଲିଯାତ୍ରା। ପର୍ଯ୍ୟଟକ ଓ ବ୍ୟବସାୟୀଙ୍କ...

ମୁଖ୍ୟମନ୍ତ୍ରୀଙ୍କ ନାମରେ ଜମି ଦୁର୍ନୀତି ମାମଲା

କଟକ ଅଫିସ,୧୫ା୧୧:ଭୁବନେଶ୍ୱର ଭୀମପୁର ମୌଜାରେ ଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ୨ ଏକର ୧୩୩ ଡେସିମିଲ ଜମିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ଭଉଣୀ ଗୀତା ମେହେଟାଙ୍କ ନାମରେ ବେଆଇନ ଭାବେ ପଟ୍ଟାଭୁକ୍ତ କରାଯାଇଛି। ଏହି ଜମି ଦୁର୍ନୀତି ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri