କଟକ

୧୫ ତାରିଖରୁ ମାଟ୍ରିକ ଖାତା ଦେଖା ଆରମ୍ଭ: ୧୫ ଦିନ ଭିତରେ ମୂଲ୍ୟାୟନ 

କଟକ,୫।୩ : ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ସୋମବାର ଶେଷ ହୋଇଛି। ତେବେ ଆସନ୍ତା ୧୫ ତାରିଖରୁ ଖାତା ଦେଖା ଆରମ୍ଭ ହେବ । ରାଜ୍ୟର ୩୧୩ଟି ନୋଡାଲ ସେଣ୍ଟରରୁ ଉତ୍ତର ଖାତା ସଂଗ୍ରହ ପାଇଁ ବୋର୍ଡ ଗଠନ କରିଥିବା ଟିମ…

ଆଗକୁ ନିର୍ବାଚନ: କଟକରେ ଯବାନଙ୍କ ଫ୍ଲାଗ୍‌ମାର୍ଚ୍ଚ

କଟକ,୪ା୩ (କାର୍ତ୍ତିକ ସାହୁ): ଆଗକୁ ସାଧାରଣ ନିର୍ବାଚନ। ନିର୍ବାଚନକୁ ଶାନ୍ତି, ଶୃଙ୍ଖଳା ସହ ଅବାଧ, ନିରପେକ୍ଷ ପରିଚାଳନା ପାଇଁ କେନ୍ଦ୍ରୀୟ ସୁରକ୍ଷା ବଳ(ସିଆରପିଏଫ୍‌) ଯବାନମାନେ କଟକରେ ପହଞ୍ଚିଛନ୍ତି। କଟକ କମିସନରେଟ ପୋଲିସ ସହିତ ମିଳିତ ଭାବେ ସିଆର୍‌ପିଏଫ ଯବାନ ସୋମବାର ସହର…

ଛୁରାମାଡ଼ରେ ଚାଲିଗଲା ମହିଳାଙ୍କ ଜୀବନ

କଟକ,୪ା୩(କାର୍ତ୍ତିକ ସାହୁ): ଛୁରାମାଡ଼ରେ ଜଣେ ମହିଳାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସିଆର୍‌ଆର୍‌ଆଇ ଥାନା ଅଧୀନ ନେହେରୁ ପଲ୍ଲୀ ବସ୍ତିରେ ଏଭଳି ଅମାନବୀୟ ଘଟଣା ଘଟିଛି। ମୃତକ ଜଣକ ହେଲେ ବସ୍ତିର ଭାରତୀ ସାହୁ(୪୦)। ସୋମବାର ରାତିରେ ବଚସାରୁ ଜଣେ ଯୁବକ ଏଭଳି…

ମୋକିମଙ୍କ ନିର୍ବାଚନ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

କଟକ,୪ା୨(କାର୍ତ୍ତିକ ସାହୁ): ବାରବାଟୀ-କଟକ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ହାଇକୋର୍ଟ ଅସିଦ୍ଧ ଘୋଷଣା କରିଛନ୍ତି। ହାଇକୋର୍ଟର ବିଚାରପତି ସଙ୍ଗମ କୁମାର ସାହୁ ମାମଲାର ରାୟ ପ୍ରକାଶ କରି ମୋକିମ ପ୍ରାର୍ଥିପତ୍ର ଦାଖଲ ବେଳେ ଆପରାଧିକ ମାମଲାର ସବିଶେଷ…

କଟକ ରୁପା ତାରକସିକୁ ମିଳିଲା ଜିଆଇ ଟ୍ୟାଗ୍‌

କଟକ,୨ା୩(କାର୍ତ୍ତିକ ସାହୁ): ବହୁଦିନର ଦାବି ଆଜି ପୂରଣ ହୋଇଛି। ପ୍ରାଚୀନ କଟକ ସହରର ଅନ୍ୟତମ ଐତିହ୍ୟ ଭାବେ ପରିଗଣିତ ରୁପା ତାରକସିକୁ ଶନିବାର ଜିଆଇ ଟ୍ୟାଗ୍‌ ମିଳିଛି। ଏହାଦ୍ୱାରା ଓଡ଼ିଶାର ଜିଆଇ ଟ୍ୟାଗ୍‌ ତାଲିକାରେ ରୁପା ତାରକସି ୨୬ ନମ୍ବର ସ୍ଥାନରେ…

ଏଥର କିଡ୍‌ନୀ ବାହାରକୁ ଯାଉନାହିଁ

କଟକ/ପଟ୍ଟାମୁଣ୍ଡାଇ, ୨ା୩(ଶିଳ୍ପା ପ୍ରିୟଦର୍ଶିନୀ/କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଶ୍ରୀଓମ୍‌ ଶିବୁ(୧୮)ଙ୍କ ମୃତ୍ୟୁ ପରେ ତାଙ୍କ କିଡ୍‌ନୀ ୨ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଉଛି। ରମେଶ ଚନ୍ଦ୍ର ଦାସ ଓ ରଶ୍ମିତା ଦାସଙ୍କ ପୁଅ ଶିବୁଙ୍କର ମୁଣ୍ଡ ବିନ୍ଧିବା ସହ ଆଖିକୁ…

ଗାଡ଼ି ଭିତରେ ଯାଉଥିଲା ଗୋମାଂସ: ମାଡ଼ି ବସିଲେ ଯୁବକ

ନିଶ୍ଚିନ୍ତକୋଇଲି,୧।୩ (ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ଅଚ୍ୟୁତାନନ୍ଦ ମାର୍ଗ ବୁହାଲୋ ପଞ୍ଚଯାତ ବରପଡା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଗୋମାଂସା ବୋଝେଇ ଗାଡିକୁ କିଛି ଯୁବକ ଅଟକାଇଥିଲେ। ପରେ ଗାଡ଼ି ଚାଳକ ଗାଡ଼ି ଛାଛି…

ଶ୍ରୀଅରବିନ୍ଦ ସଂଗଠନର ଓଡ଼ିଶା ମୁଖ୍ୟ ଗଦାଧର ମିଶ୍ରଙ୍କ ପରଲୋକ

କଟକ,୨୯ା୨(କାର୍ତ୍ତିକ ସାହୁ): ଶ୍ରୀଅରବିନ୍ଦ ସଂଗଠନର ଓଡ଼ିଶା ମୁଖ୍ୟ ଗଦାଧର ମିଶ୍ରଙ୍କ ଗୁରୁବାର ପଣ୍ଡିଚେରୀସ୍ଥିତ ସରକାରୀ ହସ୍ପିଟାଲରେ ହୃତଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ସେ ମାମୁ ନାମରେ ରାଜ୍ୟର ଶ୍ରୀଅରବିନ୍ଦ ଶ୍ରଦ୍ଧାଳୁଙ୍କ ମଧ୍ୟରେ ପରିଚିତ ଥିଲେ। ଶ୍ରୀମା-ଶ୍ରୀଅରବିନ୍ଦଙ୍କ…

ଆଇନଜୀବୀଙ୍କୁ କାରଣ ଦର୍ଶାଅ ନୋଟିସ୍‌

କଟକ,୨୮ା୨(କାର୍ତ୍ତିକ ସାହୁ): ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ଆଇନଜୀବୀ ସମ୍ବିତ୍‌ ସାମଲଙ୍କୁ କାରଣ ଦର୍ଶାଅ ନୋଟିସ୍‌ ବୁଧବାର ଜାରି କରାଯାଇଛି। ତାଙ୍କ ବିରୋଧରେ ଆପରାଧିକ କାର୍ଯ୍ୟକଳାପ ନେଇ ଅଭିଯୋଗ ଦାୟର ହୋଇଛି। ଆଇନଜୀବୀ ସାମଲଙ୍କ ବିରୋଧରେ କ୍ରମାଗତ ଭାବେ ଆପରାଧିକ ମାମଲା…

ମାଟ୍ରିକ ପରୀକ୍ଷା: ହିନ୍ଦୀ, ସଂସ୍କୃତରେ କପି କରି ଧରାପଡ଼ିଲେ ୭

କଟକ,୨୮ା୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାର ବୁଧବାର ତୃତୀୟ ଭାଷା ପରୀକ୍ଷାରେ ୭ ଜଣ ପରୀକ୍ଷାର୍ଥୀ ଅସାଧୁ ଉପାୟ ଅବଲମ୍ବନ କରି ସ୍କ୍ବାଡ୍‌ ହାତରେ ଧରାପଡ଼ିଛନ୍ତି। ତେବେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ସୁଚାରୁ…

ମାର୍ଚ୍ଚ ୬ରୁ ୯ମ ଶ୍ରେଣୀ ବାର୍ଷିକ ପରୀକ୍ଷା

କଟକ,୨୮ା୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ହାଇସ୍କୁଲ ଓ ମଧ୍ୟମାର ନବମ ଶ୍ରେଣୀ ବାର୍ଷିକ ପରୀକ୍ଷା ମାର୍ଚ୍ଚ ୬ରୁ ଆରମ୍ଭ ହୋଇ ୧୫ରେ ଶେଷ ହେବ। ଛାତ୍ରୀଛାତ୍ର ବାର୍ଷିକ ପରୀକ୍ଷା ନିଜ ହାଇସ୍କୁଲ ଓ ଟୋଲ୍‌ରେ ଦେବେ।…

ଧୂଳିସାତ୍‌ ନୁହେଁ, ନବୀକରଣ ହେବ ବାରବାଟୀ

କଟକ, ୨୬।୨(ଶିଳ୍ପା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମକୁ ଧୂଳିସାତ୍‌ କରାଯିବ ବୋଲି ଯେଉଁ ପ୍ରଚାର କରାଯାଉଛି ତାହା ସମ୍ପୂର୍ଣ୍ଣ ଭିତ୍ତିହୀନ। ଏଥିରେ କୌଣସି ସତ୍ୟତା ନାହିଁ ବୋଲି ଓଡ଼ିଶା ଅଲିମ୍ପିକ ଏବଂ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?