କଟକ

ନିରାମୟ କେନ୍ଦ୍ରରେ ମିଳୁନି ଡାଇବେଟିସ୍‌ ଔଷଧ

କଟକ,୧୬ା୧୧(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲର ନିରାମୟ କେନ୍ଦ୍ରରେ ପ୍ରାୟ ୨ ମାସ ହେବ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଔଷଧ ମିଳୁ ନ ଥିବା ଅଭିଯୋଗ ହୋଇଛି। ଏସ୍‌ସିବି ମେଡିକାଲ ପରିସରରେ ଦୁଇଟି ନିରାମୟ କେନ୍ଦ୍ର ରହିଛି। ହେଲେ ସେଠାରେ ଡାଇବେଟିସ୍‌ ଔଷଧ ଉପଲବ୍ଧ…

ବାରବାଟୀ-କଟକ ନିର୍ବାଚନୀ ମାମଲା: ମହଲତ ପାଇଁ ବିଧାୟକଙ୍କୁ ୧୦ ହଜାର ଜରିମାନା

କଟକ,୧୪ା୧୧ (କାର୍ତ୍ତିକ ସାହୁ): ବାରବାଟୀ-କଟକ ନିର୍ବାଚନୀ ମାମଲାର ବିଧାୟକ ମହମ୍ମଦ ମୋକିମ୍‌ଙ୍କ ପକ୍ଷରୁ ଯୁକ୍ତି ବାଢ଼ିବାକୁ ଓକିଲ ମହଲତ ମାଗିବାରୁ ହାଇକୋର୍ଟ ୧୦ ହଜାର ଟଙ୍କା ଜରିମାନା ଦାଖଲ କରିବାକୁ ଆଦେଶ ଦେଇଛନ୍ତି। ସୋମବାର ଶୁଣାଣିରେ ବିଧାୟକଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ…

ଫ୍ଲିପ୍‌କାର୍ଟ ଅଫିସରେ ପଶି ଦୁର୍ବୃତ୍ତମାନେ ବନ୍ଧୁକମୁନରେ ଲୁଟିନେଲେ ଟଙ୍କା ବାକ୍ସ

କଟକ,୧୩ା୧୧: ମୁଖା ପିନ୍ଧି ଦୁଇ ଦୁର୍ବୃତ୍ତ ଫ୍ଲିପ୍‌କାର୍ଟ ଅଫିସରେ ପଶି ବନ୍ଧୁକମୁନରେ ଟଙ୍କା ବାକ୍ସ ଲୁଟିନେଇଛନ୍ତି। ଏପରି ଘଟଣା କଟକ ଜିଲା ଆଠଗଡ଼ ଥାନା ଅନ୍ତର୍ଗତ ଅଶୋକନଗର ସ୍ଥିତ ଫ୍ଲିପ୍‌କ୍ଲାର୍ଟ ଅଫିସରେ ଘଟିଛି। ସୋମବାର ଏହି ଦୁଇ ଦୁର୍ବୃତ୍ତ ଏକ ବାଇକ୍‌ରେ…

ଦୀପାବଳି: ଡିମାଣ୍ଡରେ ଫ୍ୟାନି୍ସ ଦୀପ

କଟକ,୧୨ା୧୧(ଶିଳ୍ପା ପ୍ରିୟଦର୍ଶିନୀ)ରବିବାର ଆଲୋକର ପର୍ବ ଦୀପାବଳି। ଏନେଇ ଚଳଚଞ୍ଚଳ ହୋଇଛି କଟକ ସହର। ଦୀପାବଳିରେ ଘର ସଜାଇବା ପାଇଁ ସହରବାସୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏଥିପାଇଁ ସହରର ଅନେକ ସ୍ଥାନରେ ଭଳିକି ଭଳି ମୁରୁଜ (ରଙ୍ଗୋଲି) ଓ ଦୀପ ବିକ୍ରି…

କୋଟି କୋଟି ଟଙ୍କା ଠକି ମାଆ-ପୁଅ ଗିରଫ

କଟକ,୧୧ା୧୧ (କାର୍ତ୍ତିକ ସାହୁ): ପ୍ଲଟ୍‌ ବିକ୍ରି ନାମରେ ଏକ ବଡ଼ ଧରଣର ଠକେଇ ହୋଇଛି। ଜମି ଦେବାକୁ କହି ଲୋକଙ୍କଠାରୁ କୋଟି କୋଟି ଟଙ୍କା ଠକେଇ ଅଭିଯୋଗରେ ବାଦାମବାଡ଼ି ଥାନା ପୋଲିସ ମାଆ-ପୁଅଙ୍କୁ ଗିରଫ ପରେ ଶୁକ୍ରବାର କୋର୍ଟ ଚାଲାଣ କରିଛି।…

ସବୁଜ ବାଣ ଦର ଆକାଶଛୁଆଁ

କଟକ,୧୧ା୧୧(ସୁପ୍ରିୟା ପ୍ରିୟଦର୍ଶିନୀ): ଏଥର ମହଙ୍ଗା ହେବ ଦୀପାବଳି। ସବୁଜ ବାଣ ଫୁଟାଇବାକୁ ଅନୁମତି ମିଳିଥିଲେ ବି ବଜାରରେ ଏହି ବାଣ ଦର ମୂଲ୍ୟ ଆକାଶଛୁଆଁ ରହିଛି। ଅନ୍ୟପଟେ ପାରମ୍ପରିକ ବାଣ ଓ ରାସାୟନିକ ବାଣ ଫୁଟାଇବା ଓ ବିକ୍ରି ଉପରେ କଟକଣା…

ଲୁଟି ନେଲେ ଟଙ୍କା ଭର୍ତ୍ତି ଭ୍ୟାନ, ସଫା କରିଦେଲେ ଦେଢ଼ କୋଟି

ଆଠଗଡ଼,୧୦।୧୧: ଦିନ ଦ୍ୱିପ୍ରହରରେ ଲୁଟି ନେଲେ ଟଙ୍କା ଭର୍ତ୍ତି ଭ୍ୟାନ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ଆଠଗଡ଼ ତିଗିରିଆ ଥାନା ଅନ୍ତର୍ଗତ ଗୋଡ଼ିଝରିଆ ଅଞ୍ଚଳରେ। ପ୍ରାରମ୍ଭିକ ସୂଚନା ଅନୁଯାୟୀ ତିଗିରିଆ ଥାନା ଗୋଡ଼ିଝରିଆ ନୂଆ ରାସ୍ତାରୁ ଏହି ଲୁଟ୍ ହୋଇଛି।…

ବାଲିଯାତ୍ରା: ୧୫ ପାର୍କିଂ ସ୍ଥାନ ଚିହ୍ନଟ

କଟକ,୧୦ା୧୧(ସୁପ୍ରିୟା ପ୍ରିୟଦର୍ଶିନୀ): କଟକ ବାଲିଯାତ୍ରା ପାଇଁ ପ୍ରସ୍ତୁତି ଜୋର୍‌ ଧରିଛି। ଗତବର୍ଷ ଭଳି ଚଳିତବର୍ଷ ବାଲିଯାତ୍ରାରେ ଚଢା ପାର୍କିଂ ଦରକୁ ନେଇ ଅସନ୍ତୋଷ ଦେଖାଦେଇଛି। ଚଳିତବର୍ଷ ବାଲିଯାତ୍ରାରେ ଗାଡି ପାର୍କିଂ ପାଇଁ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ୧୫ଟି ପାର୍କିଂସ୍ଥଳ…

ସେତୁ ନିର୍ମାଣ କାର୍ଯ୍ୟ ନିମ୍ନମାନର: ସ୍ଥାୟିତ୍ୱ ନେଇ ସନ୍ଦେହ

ନିିଶ୍ଚିନ୍ତକୋଇଲି,୬।୧୧(ଅଶୋକ କୁମାର ମହାପାତ୍ର): ନିଶ୍ଚିନ୍ତକୋଇଲି ବ୍ଲକ ୮ ନମ୍ବର କେନାଲ ଉପରେ ନିର୍ମାଣାଧୀନ ସେତୁ କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଫଳରେ ସେତୁର ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କେନ୍ଦୁପାଟଣା ଜଳ ସମ୍ପଦ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ…

କୀଟନାଶକ ପରିବର୍ତ୍ତେ ଏବେ ଆଲୋକ ଯନ୍ତା

କଟକ,୬ା୧୧ (ସୁପ୍ରିୟା ପ୍ରିୟଦର୍ଶିନୀ): ଏଣିକି ଫସଲ ନଷ୍ଟ କରୁଥିବା ପୋକ ବା କୀଟମାନଙ୍କୁ ମାରିବା ପାଇଁ ଚାଷୀଙ୍କୁ ଆଉ କ୍ଷତିକାରକ ରସାୟନ ପ୍ରୟୋଗ କରିବାକୁ ପଡ଼ିବ ନାହିଁ। ଫସଲକୁ କୀଟ ଦାଉରୁ ରକ୍ଷା କରିବା ପାଇଁ ଉଦ୍ଭାବନ ହୋଇଛି ଏକ ଯନ୍ତା,…

ସରକାରଙ୍କ ଅଧୀନକୁ ଯିବ ବୋର୍ଡ ହାଇସ୍କୁଲ

କଟକ,୩ା୧୧(ସୁପ୍ରିୟା ପ୍ରିୟଦର୍ଶିନୀ): ସରକାରଙ୍କ ଅଧୀନକୁ ଯିବ କଟକ ବଜ୍ରକବାଟିସ୍ଥିତ ବୋର୍ଡ ଅଫ୍‌ ସେକେଣ୍ଡାରୀ ହାଇସ୍କୁଲ। ୧୯୫୯ରେ ସ୍ଥାପିତ ସହରର ଏହି ପୁରାତନ ବିଦ୍ୟାଳୟର ପରିଚାଳନା ଦାୟିତ୍ୱ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ନିର୍ବାହ କରିଆସୁଥିଲା। ହେଲେ ଏବେ ବିଦ୍ୟାଳୟର ପରିଚାଳନା ଦାୟିତ୍ୱ…

ଚକ୍ରଧାରୀ ହେବେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

କଟକ,୩ା୧୧(କାର୍ତ୍ତିକ ସାହୁ): ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ ନିଯୁକ୍ତ ହେବେ। ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଡି.ୱାଇ. ଚନ୍ଦ୍ରଚୁଡ଼, ବିଚାରପତି ସଞ୍ଜୟ କିଶାନ କାଉଲ୍‌, ବିଚାରପତି ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ୍‌ ଜଷ୍ଟିସ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri