କଟକ

ସବୁଜ ବିପ୍ଳବ ଆଣିବ ହାଇଡ୍ରୋପୋନିକ ପ୍ରଣାଳୀ ଚାଷ

କଟକ,୧୧ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ବିନା ମାଟିରେ ପରିବା ଓ ଫଳ ଉତ୍ପାଦନ ହୋଇପାରିବ। ହାଇଡ୍ରୋପୋନିକ ଚାଷ ମାଧ୍ୟମରେ ଏହା ସମ୍ଭବ। ଏହି ନିର୍ଦ୍ଦିଷ୍ଟ ପ୍ରଣାଳୀକୁ ଉପଯୋଗ କରି ଫସଲ ଉତ୍ପାଦନ ପାଇଁ ରେଭେନ୍‌ଶା ବିଶ୍ୱବିଶ୍ୱବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଗବେଷଣା କରାଯାଉଛି।…

ବାଲିଯାତ୍ରା ସଫେଇ ପାଇଁ ସଂସ୍ଥାକୁ ୩୪ ଲକ୍ଷ

କଟକ,୧୦ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ)୯ ଦିନ ଧରି ଚାଲିଥିବା କଟକ ବାଲିଯାତ୍ରା ମଙ୍ଗଳବାର ଶେଷ ହୋଇଛି। ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ମଧ୍ୟ ବାଲିଯାତ୍ରା ପଡିଆରେ କୁଢ କୁଢ ଆବର୍ଜନା ଜମି ରହିଥିଲା। ଏହାକୁ ସଫା କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଅଭିଯାନ…

ବାଲିଯାତ୍ରାରେ ସିଏମ୍‌ସି ଖର୍ଚ୍ଚକୁ ନେଇ ବିବାଦ

କଟକ,୬।୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ଐତିହାସିକ କଟକ ବାଲିଯାତ୍ରା ମଙ୍ଗଳବାର ଶେଷ ହୋଇଛି। ହେଲେ ଏଥିପାଇଁ ହୋଇଥିବା ଖର୍ଚ୍ଚକୁ ନେଇ ବିବାଦ ମୁଣ୍ଡ ଟେକିଛି। ଚଳିତବର୍ଷ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ବାଲିଯାତ୍ରା ପାଇଁ ୩ରୁ ୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ସଫେଇଠାରୁ…

ପ୍ରତ୍ୟୁଷାଙ୍କୁ ଏବେ ବିବାହ କରିପାରିବେନି ବିଜୟଶଙ୍କର

କଟକ,୬।୧୨(କାର୍ତ୍ତିକ ସାହୁ):ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ବିବାହ ପଞ୍ଜୀକରଣ ଆବେଦନକୁ ମଙ୍ଗଳବାର କଟକସ୍ଥିତ ବିବାହ ପଞ୍ଜୀକରଣ ଅଧିକାରୀ ଖାରଜ କରିଛନ୍ତି। ଆବେଦନପତ୍ରରେ ଭୁଲ୍‌ ତଥ୍ୟ ଦେଇଥିବାରୁ ସହପାଠିନୀ ପ୍ରତ୍ୟୁଷା ନନ୍ଦଙ୍କୁ ବିଜୟ ଏବେ ବିବାହ କରିପାରିବେ ନାହିଁ ବୋଲି ଦର୍ଶାଇ ଆବେଦନ…

ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ବଢ଼ାଇଲେ ସରକାର

ଭୁବନେଶ୍ୱର,୪ା୧୨: କଟକର ପ୍ରସିଦ୍ଧ ବାଲିଯାତ୍ରା ଆଉ ଗୋଟିଏ ଦିନ ବଢ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଜନସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଏହି ଐତିହାସିକ ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ପାଇଁ ବଢ଼ାଇଛନ୍ତି। ଏସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ…

ଦିନରୁ ରାତିଯାଏ ଅସମ୍ଭାଳ ଭିଡ଼

କଟକ,୪ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ଐତିହାସିକ କଟକ ବାଲିଯାତ୍ରାର ସପ୍ତମ ଦିନ ରବିବାର ସମ୍ପୂର୍ଣ୍ଣ ଭିନ୍ନ ଥିଲା, ଯାହାକୁ ନ ଦେଖିଲେ କଥାରେ କହି ବୁଝାଇ ହେବ ନାହିଁ। ଯୁଆଡ଼େ ଚାହିଁଲେ ଜନସମୁଦ୍ର। ରବିବାର ଛୁଟିଦିନ ଥିବାରୁ ଦିନରୁ ରାତି ପର୍ଯ୍ୟନ୍ତ ଅସମ୍ଭାଳ ଭିଡ଼…

ନିଶ୍ଚିନ୍ତକୋଇଲି ପୋଲିସର ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ ଆହତ

ନିଶ୍ଚିନ୍ତକୋଇଲି, ୩।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ପୋଲିସ ଶନିବାର ବିଳମ୍ବିତ ରାତିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ(ଲିପୁ)ଙ୍କୁ ଏନକାଉଣ୍ଟର କରିଛି। ତାଙ୍କ ବାମ ଗୋଡରେ ଗୁଳି ବାଜିଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର…

ମୁକୁଳା ବୋର୍‌ଓ୍ବେଲରେ ପଡ଼ି ବୃଦ୍ଧା ମୃତ୍ୟୁ ମାମଲା ସୁବର୍ଣ୍ଣପୁର ଜିଲାପାଳଙ୍କୁ ଓଏଚ୍‌ଆର୍‌ସିଙ୍କ ନୋଟିସ

କଟକ,୧ା୧୨ (କାର୍ତ୍ତିକ ସାହୁ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକର ଖଲିଆପାଲି ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମର ବୃଦ୍ଧା ଦୁଃଖୀ ନେଗିଙ୍କ ବୋର୍‌ଓ୍ବେଲରେ ପଡ଼ି ମୃତ୍ୟୁ ମାମଲାରେ ଓଡ଼ିଶା ମାନବିକ ଅଧିକାର ଆୟୋଗ (ଓଏଚ୍‌ଆର୍‌ସି) ସ୍ଥାନୀୟ ଜିଲାପାଳଙ୍କୁ ଶୁକ୍ରବାର ନୋଟିସ ଜାରି କରିଛନ୍ତି।…

୮ରେ ଚୂଡ଼ାନ୍ତ ଶୁଣାଣି

କଟକ,୧ା୧୨ (କାର୍ତ୍ତିକ ସାହୁ):ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀର ଚୟନ ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ଦୁଇଜଣିଆ ଖଣ୍ଡପୀଠ ଜାରି କରିଥିବା ସ୍ଥଗିତାଦେଶ ବଳବତ୍ତର ରହିଛି। ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ମୁରାହରି ଶ୍ରୀରମଣଙ୍କୁ ନେଇ…

ବାଲିଯାତ୍ରାରେ ‘ଜୀ ସାର୍ଥକ’ କଳାକାରଙ୍କୁ ଭେଟିବେ ଦର୍ଶକ

ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା): ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରାରେ ଘରୋଇ ମନୋରଞ୍ଜନ ଚ୍ୟାନେଲ ‘ଜୀ ସାର୍ଥକ’ ପକ୍ଷରୁ ଏକ ଷ୍ଟଲ ଖୋଲାଯାଇଛି। ଏହି ଷ୍ଟଲରେ ଜୀ ସାର୍ଥକ ଦର୍ଶକଙ୍କ ଭରପୁର ମନୋରଞ୍ଜନ କରିବା ସହ ଛୋଟ ଛୋଟ ପ୍ରତିଯୋଗିତା ମାଧ୍ୟମରେ ଆକର୍ଷଣୀୟ ପୁରସ୍କାର ମଧ୍ୟ…

କଳାଧନ: ସୁପ୍ରିମକୋର୍ଟଙ୍କୁ ଦିଆଗଲାଣି ୮ ରିପୋର୍ଟ

କଟକ,୨୯।୧୧ (କାର୍ତ୍ତିକ ସାହୁ): କଟକ ତେଲେଙ୍ଗାବଜାରସ୍ଥିତ ଜଷ୍ଟିସ ଅରିଜିତ ପଶାୟତଙ୍କ ବାସଭବନରେ ସ୍ପେଶାଲ ଇନ୍‌ଭେଷ୍ଟିଗେସନ୍‌ ଟିମ୍‌ (ଏସ୍‌ଆଇଟି)ର ଦଶମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜଷ୍ଟିସ ପଶାୟତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କଳାଧନ ରୋକିବା ଦିଗରେ ବିଭିନ୍ନ ତଦନ୍ତକାରୀ ସଂସ୍ଥାର ଉଚ୍ଚପଦସ୍ଥ…

ବୈପାରୀଗୁଡା ଆଇଆଇସି ଗିରଫ

ଭୁବନେଶ୍ୱର,୨୮।୧୧: ବୈପାରୀଗୁଡା ଆଇଆଇସି ସୁଶାନ୍ତ ଶତପଥୀ ଗିରଫ। ବିପୁଳ ଟଙ୍କା ଧରାପଡିବା ନେଇ ଗିରଫ କରିଛି ଭିଜିଲାନ୍ସ। ସୁଶାନ୍ତଙ୍କର ମୋଟ ୩୭ଲକ୍ଷ ଟଙ୍କା ପାଇଲା ଭିଜିଲାନ୍ସ। ଗତକାଲି ୨ଲକ୍ଷ ୭୦ହଜାର ଟଙ୍କା ସହ ଧରା ପଡିଥିଲେ। ବସରେ ବୈପାରୀଗୁଡା ଆସୁଥିବା ସମୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri