ସମ୍ପତ୍ତି ପାଇଁ ସୈତାନ ସାଜିଲେ ପଡ଼ୋଶୀ, ଶିଶୁପୁତ୍ରକୁ ବିଷ ଦେଇ ମାରିବାକୁ ଚେଷ୍ଟା!
ସାଲେପୁର,୮ା୬(ଅରବିନ୍ଦ ଭୂୟାଁ): ସମ୍ପତ୍ତି ଲୋଭରେ ଛୋଟ ଶିଶୁପୁତ୍ରକୁ ବିଷ ଖୁଆଇ ମାରିବାକୁ ଉଦ୍ୟମ କରାଯାଇଛି । କଟକ ଜିଲା ସାଲେପୁର ଥାନା ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଏହି ଘଟଣା ଘଟିଛି। ସମ୍ପୃକ୍ତ ଶିଶୁ ହେଲେ ଏହି ଗ୍ରାମର ଅଜୟ ମଲ୍ଲିକଙ୍କ ପୁଅ…
ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା
କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍.କେ ନାଜମୁଲ ଆରଫିନ ଓରଫ ମୁନା। ଅଭିଯୋଗ ମୁତାବକ, ମହିଳା ଜଣକ ସ୍ବାମୀଙ୍କ ମଦ ନିଶା ଛଡ଼ାଇବା…
କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…
କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ ବାଲେଶ୍ୱର ଏଫ୍.ଏମ୍. ମେଡିକାଲ କଲେଜ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ। ତାଙ୍କ ଘର ମୟୂରଭଞ୍ଜ…
କାଠଯୋଡି ନଦୀରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର: ବ୍ୟାଗ-ଚପଲ ରଖି…
କଟକ,୪।୬(ପ୍ରଭୁକଲ୍ୟାଣ ପାଲ୍/ଲିଙ୍ଗରାଜ ରାଉତ): କାଠଯୋଡି ନଦୀରୁ ପୁଣି ଏକ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। କଟକ ତ୍ରିଶୁଳିଆ ପୋଲ ତଳେ ଭାସୁଛି ମହିଳାଙ୍କ ମୃତଦେହ। ଉଦ୍ଧାର କଲା ଅଗ୍ନିଶମ ଟିମ। ଆଜି ସକାଳୁ ଏହି ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର କରିଛି…
ବିଜେଡି ଛାଡ଼ିଲେ ପୂର୍ବତନ କର୍ପୋରେଟର, ନବୀନଙ୍କୁ ଇସ୍ତଫାପତ୍ର ପଠାଇ କହିଲେ…
କଟକ,୩ା୬: ଜଣଙ୍କ ପରେ ଜଣେ ନେତା ବିଜେଡିର ହାତ ଛାଡୁଛନ୍ତି। ଦେବାଶିଷଙ୍କ ପରେ ଏବେ ବିଜେଡି ଛାଡ଼ିଛନ୍ତି କଟକର ପୂର୍ବତନ କର୍ପୋରେଟର ରଞ୍ଜନ ବିଶ୍ୱାଳ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ରଞ୍ଜନ ଜୀବନ ବିନ୍ଦୁ କଟକ…
ଓରିଙ୍ଗା ଜଙ୍ଗଲରେ ଭିଜିଲାନ୍ସ ଟିମ୍: ବନୀକରଣରେ ଦୁର୍ନୀତି ଗନ୍ଧ
ଆଠଗଡ,୨।୬(ସତ୍ୟ ପ୍ରସାଦ ରଥ):କଟକ ଜିଲା ଆଠଗଡ଼ ବନାଞ୍ଚଳ ଅନ୍ତର୍ଗତ ଓରିଙ୍ଗା ସଂରକ୍ଷିତ ଜଙ୍ଗଲରେ ୨୫ ହେକ୍ଟର ଜମିରେ କରାଯାଇଥିବା ବନୀକରଣ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ ଆସିବା ପରେ ବିଭାଗୀୟ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସୂଚନା ଅନୁଯାୟୀ, କଟକ…
କଟକ ମାଛ ମାର୍କେଟ୍ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା
କଟକ,୧ା୬: ପ୍ରେସ୍ ଛକ ମାଛ ମାର୍କେଟ୍ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି। ତେବେ ଏହି ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି। ପାଖରେ…
ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା
ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ ହାଇୱା ଦୃତ ଗତିରେ ଆସି ବାଇକକୁ ଧକ୍କା ଦେଇଥିଲା । ବାଇକ ଚାଳକଙ୍କ…
ସହମତିରେ ହୋଇଥିବା ଶାରୀରିକ ସମ୍ପର୍କ ବଳାତ୍କାର ନୁହେଁ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ
କଟକ,୨୯।୫(ପ୍ରଭୁ କଲ୍ୟାଣ ପାଲ ): ଦୁଇ ପ୍ରାପ୍ତବୟସ୍କଙ୍କ ମଧ୍ୟରେ ସହମତିରେ ହୋଇଥିବା ଶାରୀରିକ ସମ୍ପର୍କ ବଳାତ୍କାର ନୁହେଁ। ସହମତିରେ ଶାରୀରିକ ସମ୍ପର୍କ ରଖାଯିବା ପରେ ଯଦି ବୁଝାମଣା ଅଭାବ ହୁଏ ଓ ଦୁଇ ଜଣଙ୍କ ଭିତରେ ତିକ୍ତତା ଦେଖାଦିଏ, ତେବେ ପରବର୍ତ୍ତୀ…
ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ
ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି । ଆଜି ସକାଳୁ ସକାଳୁ ଜାତ ମୁଣ୍ଡିଆ ଜଙ୍ଗଲରୁ ହାତୀପଲ ବାହାରି ନିକଟ ଗାଁ…
ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ
କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ ହୋଇ ଜୁଲାଇ ୧୦ ତାରିଖରେ ଶେଷ ହେବ। ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର…
ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ
କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି। ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପତ୍ର ସଂଖ୍ୟା ୧୪୧୦୫/ଏଚ୍/ତା୧୯.୫.୨୦୨୬…

