କଟକ

ନଭେମ୍ବର ୨୭ରୁ କଟକ ବାଲିଯାତ୍ରା

କଟକ,୧୪ା୧୦ (କାର୍ତ୍ତିକ ସାହୁ): ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରା ନଭେମ୍ବର ୨୭ରୁ ଡିସେମ୍ବର ୪ ତାରିଖ ଯାଏ ଅନୁଷ୍ଠିତ ହେବ। ବାଲିଯାତ୍ରାକୁ ଅଧିକ ଚିତ୍ତାକର୍ଷକ, ସୁରକ୍ଷିତ ଓ ଜନାଦୃତ କରିବା ସହ ଉତ୍ତମ ସମନ୍ବୟ ରକ୍ଷା କରିବା ଉପରେ ଅତିରିକ୍ତ ମୁଖ୍ୟ…

ଆବେଦନର ୭ବର୍ଷ ପରେ ବି ମିଳିଲାନି ଭତ୍ତା

ନିଶ୍ଚିନ୍ତକୋଇଲି,୧୩ା୧୦(ଅଶୋକ କୁମାର ମହାପାତ୍ର): ସରକାର ସାମାଜିକ ସୁରକ୍ଷା ଉପରେ ଗୁରୁତ୍ୱ ଦେଇ ଗ୍ରାମାଞ୍ଚଳ ଗରିବଙ୍କୁ ଭତ୍ତା ପ୍ରଦାନ କରୁଛନ୍ତି। କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଉଦାସୀନତା ପାଇଁ ନିଶ୍ଚିନ୍ତକୋଇଲି ବ୍ଲକରେ ସାମାଜିକ ସୁରକ୍ଷା ବିପର୍ଯ୍ୟସ୍ତ ହୋଇପଡିଛି। ବହୁ ବୃଦ୍ଧାବୃଦ୍ଧ, ମହିଳା ଓ ଭିନ୍ନକ୍ଷମ…

ଲମ୍ପି ଭାଇରସ୍‌, ବହୁ ଗୋରୁ ଆକ୍ରାନ୍ତ

ନିଶ୍ଚିନ୍ତକୋଇଲି,୧୩ା୧୦(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଗତବର୍ଷ ଲମ୍ପି ଭାଇରସ ଯୋଗୁ ବହୁ ଗୋରୁ ଆକ୍ରାନ୍ତ ହୋଇ ମୃତ୍ୟୁ ମୁଖରେ ପଡିଥିଲେ। ଏହା ଗୋପାଳକମାନଙ୍କ ନିଦ ହଜାଇ ଦେଇଥିଲା। ବର୍ଷେ ପରେ ପୁଣି ଥରେ ବ୍ଲକ ଅଞ୍ଚଳରେ…

ପୂଜା ମଣ୍ଡପରେ ଲାଗିବ ବିଦ୍ୟୁତ୍‌ ମିଟର

କଟକ,୧୨ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ)ଚଳିତବର୍ଷ ପ୍ରତ୍ୟେକ ପୂଜା ମଣ୍ଡପରେ ବିଦ୍ୟୁତ୍‌ ମିଟର ଲଗାଯିବ। ଏନେଇ ବିଦ୍ୟୁତ୍‌ ବିତରକ କମ୍ପାନୀ ଟାଟା ପାୱାର୍‌ ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ନିଷ୍ପତ୍ତି ହୋଇଛି । ଏହାକୁ ନେଇ ପୂଜା କମିଟି କର୍ମକର୍ତ୍ତାମାନଙ୍କ ମଧ୍ୟରେ ଅସନ୍ତୋଷ…

ଗଛ କାଟି ଖାନ୍‌ନଗର ରିଂରୋଡ୍‌ ପ୍ରଶସ୍ତୀକରଣ

କଟକ,୧୨ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ)ଦିନେ ଯେଉଁ ରାସ୍ତାର ସବୁଜିମା ଲୋକଙ୍କୁ କଟକ ବାହାର ସ୍ଥାନକୁ ନେବା ଭଳି ଅନୁଭୂତି ଦେଉଥିଲା ତାହା ବର୍ତ୍ତମାନ ଗଛଶୂନ୍ୟ ହୋଇଯିବ। ଏବେ ଉନ୍ନତୀକରଣ ନାମରେ କଟାଚାଲିଛି ବହୁ ପୁରୁଣା ଗଛ। ରିଙ୍ଗରୋଡକୁ ୬ ଟିକିଆ କରିବା ନାମରେ ବର,…

କରିଡର ନଷ୍ଟ ଦ୍ୱାରା ପ୍ରଭାବିତ ହେଉଛନ୍ତି ହାତୀ

କଟକ,୧୨ା୧୦ (କାର୍ତ୍ତିକ ସାହୁ)ରାଜ୍ୟରେ ହାତୀ ସୁରକ୍ଷା ଦିଗରେ ହାଇକୋର୍ଟ ପ୍ରଥମ ଥର ପାଇଁ ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି। ହାତୀ ମୃତ୍ୟୁ ଓ ସେମାନଙ୍କ ସୁରକ୍ଷା ଭଳି ସମ୍ବେଦନଶୀଳ ପ୍ରସଙ୍ଗ ଉପରେ ହାଇକୋର୍ଟ ସମ୍ମିଳନୀ କକ୍ଷରେ ଏକ ବୈଠକ ବୁଧବାର…

‘ଛାଡ଼ପତ୍ରକୁ ସ୍ବୀକାର କରନ୍ତୁ ବର୍ଷା’

କଟକ,୧୧।୧୦(କାର୍ତ୍ତିକ ସାହୁ): କୌଣସି ପ୍ରକାର ଚରିତ୍ର ସଂହାର କରିବାର ଉଦ୍ଦେଶ୍ୟ ମୋର ନାହିଁ। ଏ ଭିଡିଓ ମୁଁ ସମ୍ମାନର ସହ ସୁଟ୍‌ କରୁଛି। ମୋ ବାପା ବହୁତ କଷ୍ଟରେ ଅଛନ୍ତି। ପରିବାରର କେହି ଶୋଇବି ପାରୁ ନାହାନ୍ତି। ଆମ ପରିବାର ତରଫରୁ…

ଏଏସ୍‌ଓ ପରୀକ୍ଷା ଅନିୟମିତତା ମାମଲା:ରହିତାଦେଶ ବଳବତ୍ତର

କଟକ,୧୦ା୧୦(କାର୍ତ୍ତିକ ସାହୁ):ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀର ଚୟନ ପରୀକ୍ଷା ଅନିୟମିତତା ମାମଲାରେ ଜଣିକିଆ ବିଚାରପତିଙ୍କ ରାୟ ଉପରେ ଜାରି ହୋଇଥିବା ରହିତାଦେଶକୁ ସୋମବାର ହାଇକୋର୍ଟ ବଳବତ୍ତର ରଖିଛନ୍ତି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ…

ଛାତ୍ରୀଛାତ୍ରଙ୍କ ପାଇଁ ପ୍ରକାଶ ପାଇଲା କୋଶ୍ଚିନ ବ୍ୟାଙ୍କ

ଭୁବନେଶ୍ୱର, ୮।୧୦(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବା ଦ୍ୱାଦଶ ପରୀକ୍ଷା ୨୦୨୪ ଫେବୃୟାରୀ ୧୪ରୁ ଆରମ୍ଭ ହେବ। ଏଥିପାଇଁ ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥର ଯୁକ୍ତ୨ ପରୀକ୍ଷା ଦେବାକୁ ପ୍ରସ୍ତୁତ ହେଉଥିବା…

କୁଳିଆ ବଜାର ହତ୍ୟାକାଣ୍ଡର ପର୍ଦ୍ଦାଫାଶ, ପୁତୁରା ସମେତ ୫ ଗିରଫ

ସାଲେପୁର/ନିଶ୍ଚିନ୍ତକୋଇଲି, 8।୧୦ (ଅରବିନ୍ଦ ଭୂୟାଁ/ଅଶୋକ ମହାପାତ୍ର)ସାଲେପୁର ଥାନା ଅନ୍ତର୍ଗତ କୁଳିଆ ବଜାର ପୋଲ ନିକଟରେ ଚା’ ଏବଂ ଜଳଖିଆ ଦୋକାନ କରିଥିବା ଦମ୍ପତିଙ୍କୁ ୪ ତାରିଖ ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଫଳରେ ହରେକୃଷ୍ଣ ପୃଷ୍ଟିଙ୍କ ମୃତ୍ୟୁ ଘଟିଥିବାବେଳେ ସ୍ତ୍ରୀ ଅନ୍ନପୂର୍ଣ୍ଣା…

ମହାନଦୀରୁ ୨ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ଖୁଣ୍ଟୁଣୀ, (ସଚ୍ଚିଦାନନ୍ଦ ପଣ୍ଡା)/ମଙ୍ଗୁଳି-ଜଗତପୁର,୮ା୧୦(ମାନସ ସାମଲ)ଗୁରୁଡିଝାଟିଆ ଥାନା ଅନ୍ତର୍ଗତ ମଞ୍ଚେଶ୍ୱର ପଞ୍ଚାୟତର ପ୍ରସନ୍ନାପୁର ମହାନଦୀ ଘାଟରୁ ଜଣେ ଅଚିହ୍ନା ମହିଳାଙ୍କ ଗଳିତ ମୃତଦେହକୁ ଶନିବାର ପୋଲିସ ଜବତ କରିଛି। ତାଙ୍କ ବୟସ ପ୍ରାୟ ୩୫ ବର୍ଷ ହେବ ବୋଲି ଅନୁମାନ କରାଯାଉଥିବାବେଳେ ସେ…

ପୋଲିସ କାର୍ଯ୍ୟାନୁଷ୍ଠାନ ନେଲାନି, ହାଇକୋର୍ଟରେ ମାମଲା

କଟକ,୮ା୧୦ (କାର୍ତ୍ତିକ ସାହୁ)ସଙ୍ଗୀତ ନାଟକ ଏକାଡେମୀ ଭଳି ସରକାରୀ ସଂସ୍ଥାରେ ଡିଗ୍ରୀ ପାଠ୍ୟକ୍ରମରେ ଶାସ୍ତ୍ରୀୟ ନୃତ୍ୟ ପିଲାମାନଙ୍କୁ ପଢ଼ାଯାଉଛି। ହେଲେ ପାଠ୍ୟକ୍ରମ ସମାପ୍ତ ପରେ ଡିଗ୍ରୀ ସାର୍ଟିଫିକେଟ ପ୍ରଦାନ କରାଯାଉନାହିଁ। ଯଦ୍ଦ୍ବାରା ବଲାଙ୍ଗୀରର ଜଣେ ଛାତ୍ରୀ ଠକାମିର ଶିକାର ହୋଇଥିବା ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri