କଟକ

ଦିଅରଙ୍କ ସହ ବାଇକ୍‌ରେ ଯାଉଥିଲେ ମହିଳା, ଧକ୍କା ଦେଲା ହାଇଓ୍ବା: ଜଣେ ମୃତ

ଆଠଗଡ,୧୯।୨(ସତ୍ୟପ୍ରସାଦ ରଥ): ତିଗିରିଆ ଥାନା ପାଞ୍ଚଗାଁ ଛକରେ ସୋମବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକହାଇୱା ଧକ୍କାରେ ମହିଳା ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ବଡ଼ମ୍ବା ଥାନା ଅନ୍ତର୍ଗତ ନୂଆ ମଙ୍ଗରାଜପୁର ଗ୍ରାମର…

ସୁନାଚେନ୍‌ ଛିନ୍‌ତାଇ ଗ୍ୟାଙ୍ଗ୍‌ର ୩ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ,୧୮ା୨(କାର୍ତ୍ତିକ ସାହୁ): ପୁରୀଘାଟ ଥାନା ପୋଲିସ ଏକ ସୁନାଚେନ୍‌ ଛିନ୍‌ତାଇ ଗ୍ୟାଙ୍ଗ୍‌ର ୩ ସଦସ୍ୟଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଯାଜପୁର ଜିଲା ଯଖପୁରା ଥାନା ଅନ୍ତର୍ଗତ ଦଶମାଣିଆର ଦୀପକ ପ୍ରଧାନ (୧୯), ଭୋଳା ପ୍ରଧାନ (୨୪)…

ଚଢ଼ିଗଲା ଟ୍ରକ୍‌: ମା’ଙ୍କ ଜୀବନ ଗଲା, ବାପ-ଝିଅ ଗୁରୁତର

କଟକ,୧୮ା୨(କାର୍ତ୍ତିକ ସାହୁ): କଟକର ନୂଆବଜାର ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଚଢ଼ିଯିବାରୁ ମା’ଙ୍କର ମୃତ୍ୟୁ ହୋଇଥିବା ବେଳେ ବାପ-ଝିଅ ଗୁରୁତର ଅଛନ୍ତି। ଉଭୟ ଗୁରୁତରଙ୍କୁ କଟକ ବଡ଼ ଡାକ୍ତରଖାନା ପଠାଯାଇଛି। ତେବେ ମୃତାହତ କନ୍ଦରପୁରର କୋରପଦା…

ମାଟ୍ରିକ ପରୀକ୍ଷା ୨୦୨୪: ଚାଲିବ ଏଆଇ କଣ୍ଟ୍ରୋଲ ରୁମ୍‌

କଟକ,୧୮ା୨ (କାର୍ତ୍ତିକ ସାହୁ)ଚଳିତବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଆସନ୍ତା ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପରୀକ୍ଷା ପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କଟକସ୍ଥିତ…

ଯୁବବର୍ଗଙ୍କ ପାଇଁ ଖୁସିଖବର: ନିଯୁକ୍ତି ପରେ ନିଯୁକ୍ତି, କଟକ ଚୌଦ୍ୱାରରେ ନୂତନ ଶିଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଚୌଦ୍ବାର,୧୭।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଚୌଦ୍ୱାରରେ ନୂତନ ଶିଳ୍ପର ଶିଳାନ୍ୟାସ କରିଛନ୍ତି । ୱେଲସ୍ପନ ଇଣ୍ଟିଗ୍ରେଟେଡ ଟେକ୍ସଟାଇଲ ପାର୍କ ନିର୍ମିତ ହେବ । ପ୍ରକଳ୍ପ ପାଇଁ ୩ ହଜାର କୋଟି ଟଙ୍କା ନିବେଶ ହେବ । ୧୦ ହଜାର…

ବିଜେଡି ଭାଜପା ବାହାଘର: ମୋଦି ବରକୁ ନବୀନ କନ୍ୟା

ନିଶ୍ଚିନ୍ତକୋଇଲି,୧୭।୨ (ଅଶୋକ କୁମାର ମହାପାତ୍ର ): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ବନ୍ଦନ ମଣ୍ଡପରେ ଏକ ନିଆରା ବାହାଘର ଦେଖିବାକୁ ମିଳଛି। ଏହି ବାହାଘରକୁ କଂଗ୍ରସେ କର୍ମୀ ଆୟୋଜନ କରିଛନ୍ତି। କଂଗ୍ରେସ ପିସିସି ସଭ୍ୟ ପ୍ରଦୀପ୍ତ ଦାସ ଦାୟିତ୍ୱ ତୁଲାଇଛନ୍ତି। କଂଗ୍ରସେ…

ବିଧାୟକ ପ୍ରତାପ ଜେନାଙ୍କ କ୍ରିମିନାଲ ରିଭିଜନ୍‌ ପିଟିସନ୍‌ ମାମଲା: ଆବେଦନ ଶୁଣାଣିରୁ ଓହରିଲେ ବିଚାରପତି

କଟକ,୧୬ା୨ (କାର୍ତ୍ତିକ ସାହୁ): ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ପ୍ରତାପ ଜେନାଙ୍କ ପକ୍ଷରୁ ରୁଜୁ ରିଭିଜନ ପିଟିସନ ମାମଲାର ଶୁଣାଣି କରୁଥିବା ଖଣ୍ଡପୀଠ ଏଥିରୁ ଓହରି ଯାଇଥିବାରୁ ମୁଖ୍ୟ ବିଚାରପତିଙ୍କ…

ସାଇକେଲରୁ ପଡ଼ିଯାଇଥିବା ୭ ବର୍ଷର ନାବାଳିକାଙ୍କୁ ମେଡିକାଲ ନେବା ନାଁରେ କଲେ ଗଣବଳାତ୍କାର: ଏନ୍‌ଏଚ୍‌ଆର୍‌ସିରେ ମାମଲା ରୁଜୁ

କଟକ,୧୬ା୨ (କାର୍ତ୍ତିକ ସାହୁ) ମଧୁପାଟଣା ଥାନା ଅଧୀନ ନୂଆପଡ଼ା ବାଲିସାହି ଅଞ୍ଚଳରେ ଜଣେ ୭ ବର୍ଷୀୟ ନାବାଳିକାଙ୍କୁ ଗଣ ବଳାତ୍କାର କରାଯାଇଛି। ସରସ୍ବତୀ ପୂଜାରେ ଏଭଳି ଏକ ସ୍ପର୍ଶକାତର, ଅମାନୁଷିକ କାଣ୍ଡକୁ ନେଇ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ରେ ଶୁକ୍ରବାର ଏକ ମାମଲା…

ରତ୍ନଭଣ୍ଡାର ଖୋଲି ଅଳଙ୍କାର ଗଣତି ମାମଲା: ୪ ସପ୍ତାହ ମଧ୍ୟରେ କମିଟି ଅଧ୍ୟକ୍ଷ ନିଯୁକ୍ତି ନିର୍ଦ୍ଦେଶ

କଟକ,୧୬ା୨(କାର୍ତ୍ତିକ ସାହୁ): ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲି ସେଥିରେ ଥିବା ଅଳଙ୍କାର ଓ ଅନ୍ୟାନ୍ୟ ଜିନିଷ ଗଣନା ପାଇଁ ଗଠିତ ଉଚ୍ଚ ସ୍ତରୀୟ କମିଟିର ଅଧକ୍ଷ ନିଯୁକ୍ତି ୪ ସପ୍ତାହ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ…

କଟକରେ ନାବାଳିକାଙ୍କୁ ଟେକିନେଇ ଗଣବଳାତ୍କାର, ଏସସିବି ହସ୍ପିଟାଲରେ ଭର୍ତ୍ତି

କଟକ,୧୬।୨: ସରସ୍ବତୀ ପୂଜାରେ ଅଭାବନୀୟ ଘଟଣା। ଜଣେ ନାବାଳିକାଙ୍କୁ ଦୁର୍ବୃତ୍ତମାନେ ଟେକିନେଇ ଗଣଦୁଷ୍କର୍ମ କରିଥିବା ଚାଞ୍ଚଲ୍ୟକର ଅଭିଯୋଗ ହୋଇଛି। ମଧୁପାଟଣା ଥାନାରେ ଏ ସଂକ୍ରାନ୍ତରେ ପୀଡ଼ିତା ବୟାନ ଦେବା ପରେ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ…

ମାଟ୍ରିକ ପରୀକ୍ଷାରେ ଏଆଇ ସର୍ଭିଲାନ୍ସ

କଟକ,୧୬ା୨ (କାର୍ତ୍ତିକ ସାହୁ):ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସର୍ଭିଲାନ୍ସର ଉପଯୋଗ କରାଯାଉଛି। ଏଭଳି ବ୍ୟବସ୍ଥା ଦେଶରେ ପ୍ରଥମଥର ପାଇଁ ହେଉଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ଥିବା ପ୍ରାୟ ୧୫୦ଟି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା କେନ୍ଦ୍ରକୁ ଏଆଇ ସର୍ଭିଲାନ୍ସ ଜରିଆରେ ନିୟନ୍ତ୍ରଣ…

ବାପାଙ୍କୁ ଜାବୁଡ଼ି ଧରି ଶେଷଥର ପାଇଁ ଗେଲ କରି କାନ୍ଦିଲେ ଅନୁଭବ

କଟକ,୧୫ା୨: ଓଲିଉଡ୍‌ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତିଙ୍କର ଗୁରୁବାର ପରଲୋକ ହୋଇଛି। ଏଥିରେ ପୂରା ଭାଙ୍ଗି ପଡ଼ିଛନ୍ତି ପରିବାର ଲୋକେ। ଦୀର୍ଘଦିନ ଧରି ଅନୁଭବଙ୍କ ବାପା କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ। ତେବେ ଆଜି ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?