କଟକ

ବର୍ଷାରେ ଓଦାହୋଇ ଧାରଣାରେ ବସିଲେ ଛାତ୍ର

କଟକ,୩ା୯(ସୁପ୍ରିୟା ପ୍ରିୟଦର୍ଶିନୀ)ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ୭ଜଣ ଛାତ୍ର ନିଲମ୍ବନ ଘଟଣାକୁ ନେଇ ଛାତ୍ରଙ୍କ ଧାରଣା ଶନିବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ହେଲେ କୁଳପତି କିମ୍ବା କର୍ତ୍ତୃପକ୍ଷ ସେମାନଙ୍କ ସହ ଆଲୋଚନା କରିବାକୁ ଆସି ନ ଥିଲେ। ଶନିବାର ପ୍ରବଳ ବର୍ଷାରେ ଓଦା ହୋଇ…

ମେୟର ମୋତେ ମାରିବାକୁ ଷଡ଼ଯନ୍ତ୍ର କରୁଛନ୍ତି: କାମେଶ୍ୱର

କଟକ,୩ା୯(ସୁପ୍ରିୟା ପ୍ରିୟଦର୍ଶିନୀ)କଟକ ମହାନଗର ନିଗମ(ସିଏମ୍‌ସି) ମେୟର ସୁବାସ ସିଂ ମୋତେ ମାରିବାକୁ ଷଡଯନ୍ତ୍ର କରୁଛନ୍ତି। ଗତ ସ୍ବାୟତ୍ତ ଶାସନ ଦିବସରେ ମୋତେ ଦୁର୍ବ୍ୟବହାର କରିବା ସହ କହିଲେ ଯା ତୁ ଗାଡ଼ି ଧକ୍କା ହୋଇ ମରିବୁ। ମୁଁ ମରିଗଲେ ମେୟର କ’ଣ…

ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ପ୍ରଘଟ ମାମଲା: କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୩ା୯ (କାର୍ତ୍ତିକ ସାହୁ)ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ଦ୍ୱାରା ପରିଚାଳିତ ଜୁନିୟର ଇଞ୍ଜିନିୟର (ସିଭିଲ୍‌) ପରୀକ୍ଷାର ପ୍ରଶ୍ନପତ୍ର ପ୍ରଘଟ ମାମଲାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ମାମଲାର ଗମ୍ଭୀରତାକୁ ବିଚାର କରି ହାଇକୋର୍ଟ କ୍ରାଇମବ୍ରାଞ୍ଚର ଜଣେ ଡିଆଇଜି ର଼୍ୟାଙ୍କ୍‌ର…

ଓଡ଼ିଶା ହାଇକୋର୍ଟରେ ୨ ନୂଆ ବିଚାରପତି ନିଯୁକ୍ତ

କଟକ,୩ା୯ (କାର୍ତ୍ତିକ ସାହୁ)ଓଡ଼ିଶା ହାଇକୋର୍ଟରେ ୨ ଜଣ ନୂଆ ବିଚାରପତିଙ୍କୁ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ନିଯୁକ୍ତି ଦେଇଛି। ସେମାନେ ହେଲେ ଆଇନଜୀବୀ ଶିବଶଙ୍କର ମିଶ୍ର ଓ ବିଚାର ବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରା। ଏ ସମ୍ପର୍କିତ ବିଜ୍ଞପ୍ତି ପତ୍ର ଓଡ଼ିଶା…

ବିରୂପା ନଦୀପଠାରୁ ଗଳିତ ଝୁଲନ୍ତା ମୃତଦେହ ଜବତ

ମଙ୍ଗୁଳି-ଜଗତପୁର,୧।୯(ମାନସ ସାମଲ)- ଜଗତପୁର ଥାନା ଅଧୀନ ବିରୂପା ନଦୀପଠାରୁ ଗଳିତ ଝୁଲନ୍ତା ମୃତଦେହକୁ ଜଗତପୁର ପୋଲିସ ଶୁକ୍ରବାର ଜବତ କରିଛି। ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନଥିବାବେଳେ ତଦନ୍ତ ଚଳାଇଛି। ଅପରପକ୍ଷେ ଏହି ପଠାଟିରେ ସାଧାରଣ ଲୋକଙ୍କ ଚଳାଚଳ ନ ଥିବାରୁ…

ଦିନକରେ ୨ ମୃତଦେହ ଜବତ

କଟକ ସଦର,୧।୯(ସୁଶାନ୍ତ ଜେନା) କିଶନ ନଗର ଥାନା ଅଞ୍ଚଳରେ ଶୁକ୍ରବାର ପୋଲିସ ୨ଟି ମୃତଦେହକୁ ଜବତ କରିଛି। ଏ ନେଇ ପୋଲିସ ୨ଟି ପୃଥକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ଏହି ଥାନା ଅନ୍ତର୍ଗତ ସିଙ୍ଘାଳ ଗ୍ରାମର…

କଣ୍ଠଶିଳ୍ପୀ ସୌରିନ୍‌ଙ୍କୁ ଗିରଫ ପାଇଁ ପୋଲିସ ଟିମ୍‌ ଗଠନ ହେବ

କଟକ,୧ା୯ (କାର୍ତ୍ତିକ ସାହୁ):ବଲିଉଡ୍‌ କଣ୍ଠଶିଳ୍ପୀ ସୌରିନ୍‌ ଭଟ୍ଟଙ୍କୁ ଗିରଫ କରିବା ପାଇଁ କମିଶନରେଟ୍‌ ପୋଲିସ ପ୍ରସ୍ତୁତି ଆରମ୍ଭ କରିଛି। ହାଇକୋର୍ଟରେ ସୌରିନ୍‌ଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହେବା ସହ ତାଙ୍କ ଉପରୁ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ହଟାଇ ଦେଇଛନ୍ତି। ଫଳରେ…

ସ୍କୁଲ ବ୍ୟାଗ୍‌ ବଣ୍ଟନରେ ଅନିୟମିତତା ଅଭିଯୋଗ

ନିଶ୍ଚିନ୍ତକୋଇଲି,୧।୯(ଅଶୋକ କୁମାର ମହାପାତ୍ର): ନିଶ୍ଚିନ୍ତକୋଇଲି ଶିକ୍ଷା ମଣ୍ଡଳ ଅଧୀନରେ ଥିବା ବିଭିନ୍ନ ବିଦ୍ୟାଳୟରେ ପିଲାମାନଙ୍କୁ ବ୍ୟାଗ ବଣ୍ଟନରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ବର୍ଷେ ହେବ ଅଧିକାଂଶ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ଏହି ବ୍ୟାଗ ମିଳି ନ ଥିବା ଚର୍ଚ୍ଚା ହେଉଛି।…

ତ୍ରୁଟି ଥିଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ: ଚନ୍ଦ୍ରିକା

କଟକ,୩୧।୮(ସୁପ୍ରିୟା ପ୍ରିୟଦର୍ଶିନୀ)କଟକର ଏକ ଘରୋଇ ନର୍ସିଂହୋମ୍‌ରେ ଜଣେ ରୋଗୀଙ୍କୁ ଭୁଲ୍‌ ରକ୍ତ ଦିଆଯିବାରୁ ତାଙ୍କ ଅବସ୍ଥା ଗୁରୁତର ରହିଛି। ରେଡ୍‌କ୍ରସ୍‌ ବ୍ଲଡ୍‌ ବ୍ୟାଙ୍କ ପକ୍ଷରୁ ତାଙ୍କୁ ଭୁଲ୍‌ ରକ୍ତ ଦିଆଯାଇଥିବା ଅଭିଯୋଗ ହୋଇଥିଲା। ଏ ନେଇ ରେଡ୍‌କ୍ରସ୍‌ ବ୍ଲଡ୍‌ ବ୍ୟାଙ୍କ ନିର୍ଦ୍ଦେଶକ…

୧୧ରେ ହାଇକୋର୍ଟରେ ବସିବ ବୈଠକ

କଟକ ୨୯ା୮(କାର୍ତ୍ତିକ ସାହୁ): ଆସନ୍ତା ସେପ୍ଟେମ୍ବର ୧୧ରେ ହାଇକୋର୍ଟରେ ହାତୀ ସୁରକ୍ଷା ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ରାଜ୍ୟରେ ହାତୀଙ୍କ ସୁରକ୍ଷା ଲାଗି କି କି ପଦକ୍ଷେପ ଗ୍ରହଣ କରାଯାଇଛି ଏବଂ କ’ଣ ସବୁ ଯୋଜନା କାର୍ଯ୍ୟକାରୀ ହୋଇଛି…

ମାଟ୍ରିକ ପରୀକ୍ଷା-୨୦୨୫ ଛାତ୍ରୀଛାତ୍ରଙ୍କ ପଞ୍ଜୀକରଣ ଅବଧି ବୃଦ୍ଧି

କଟକ,୩୦ା୮(ସୁପ୍ରିୟା ପ୍ରିୟଦର୍ଶିନୀ): ମାଟ୍ରିକ-୨୦୨୫ ପରୀକ୍ଷା ନିମନ୍ତେ ଛାତ୍ରୀଛାତ୍ରଙ୍କ ପାଇଁ ପଞ୍ଜୀକରଣ ଅବଧି ବୃଦ୍ଧି କରାଯାଇଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ସେପ୍ଟେମ୍ବର ୨ ତାରିଖ ପର୍ଯ୍ୟନ୍ତ ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନାମ…

ଦିନ ମଜୁରିଆରୁ ଅନ୍ତର୍ଜାତୀୟ କ୍ରିକେଟର

କଟକ,୨୯ା୮(ସୁପ୍ରିୟା ପ୍ରିୟଦର୍ଶିନୀ):କେନ୍ଦୁଝର ହାଟଡିହି ବ୍ଲକର ଜଞ୍ଜଣା ଗ୍ରାମର ଝିଲି ବିରୂଆ। ପିଲାଟିବେଳୁ ପରିବାରର ଦୁଃଖ, କଷଣ ସହି ଆସୁଥିବା ଝିଲ୍ଲୀ ଭାରତୀୟ ମହିଳା ଦୃଷ୍ଟିହୀନ କ୍ରିକେଟ ଦଳର ଅନ୍ୟତମ ପ୍ରମୁଖ ସଦସ୍ୟ ରହିଛନ୍ତି। ସେ ଇଂଲଣ୍ଡରୁ ଆଇବିଏସଏ ୱାଲର୍‌ଡ ଟୁର୍ଣ୍ଣମେଣ୍ଟର ଖେଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri