ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….
ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ ବିବାହିତ ବ୍ୟକ୍ତିକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ମାତ୍ର ଅଦାଲତରେ…
ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର
ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ସେ ହେଲେ ସ୍ଥାନୀୟ ପ୍ରଭାଶୁଣି ଗ୍ରାମର ଶଶୀ କିଷାନ(୪୫)। ବୁଧବାର ଯୁବତୀଙ୍କ…
ଜମିରେ ପଡ଼ିଛି ମୃତଦେହ, ଉପରେ ପଡ଼ିଛି ସାଇକେଲ, ହତ୍ୟା ଅଭିଯୋଗ ଆଣି…
ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ବାରକୋଟ ଥାନା ଦଣ୍ଡାସିଂହା ଗ୍ରାମ ନିକଟ ରାସ୍ତାକଡ଼ରୁ ଏକ ମୃତଦେହ ଜବତ ହୋଇଛି। ମୃତକ ଦଣ୍ଡାସିଂହା ଗ୍ରାମର ଶଙ୍କର ଦେହୁରୀ ବୋଲି ଜଣାପଡ଼ିଛି। ରାସ୍ତାକଡ଼ ଚାଷଜମି ଭିତରେ ଶଙ୍କରଙ୍କ ମୃତଦେହ ପଡ଼ିଥିବାବେଳେ ଉପରେ…
ଦେବଗଡରେ ବୁଲା କୁକୁର ଆତଙ୍କ, ଯାହାକୁ ଦେଖୁଛି….
ଦେବଗଡ,୨୧ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସହରରେ କୁକୁର ଆତଙ୍କ । ବୁଲା କୁକୁର ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡୁଥିବା ନେଇ ଅଭିଯୋଗ ହୋଇଛି । ଛୋଟ ଛୁଆଠୁ ଆରମ୍ଭ କରି ବଡ଼ ଲୋକଙ୍କୁ ବି କାମୁଡି ଥିବା ନଜରକୁ ଆସିଛି ।…
ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍ ହେଲା ବିସ୍ଫୋରଣ, ଆଉ ତା’ ପରେ…
ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ନିମନ୍ତେ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।…
ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ
ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ ବୟସର ହାତୀ ଛୁଆର ମୃତ୍ୟୁ ଘଟିଛି। ସମ୍ପର୍କରେ ରେଞ୍ଜ ଅଫିସର, ବାରକୋଟଙ୍କଠାରୁ ସୂଚନା…
ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର
ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି । ତାଙ୍କୁ ସଙ୍ଘବଦ୍ଧ ହତ୍ୟା ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ଗୁରୁତର…
ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…
ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ ଜିଲା ଶିଶୁ ସୁରକ୍ଷା ୟୁନିଟର ତତ୍ତ୍ୱାବଧାନରେ ସପୋର୍ଟ ଅନୁଷ୍ଠାନ ଦ୍ୱାରା ପରିଚାଳିତ ସ୍ବତନ୍ତ୍ର…
ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ
ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା ହାଇସ୍କୁଲ ଶିକ୍ଷକ ତପନ କୁମାର ମିଶ୍ରଙ୍କ ନାମରେ ଛାତ୍ରୀଙ୍କ ମା’ ଦେଇଥିବା ଅଭିଯୋଗ…
ପ୍ରେମର ପାଠପଢାଇ ଫସିଲେ ବିଜ୍ଞାନ ଶିକ୍ଷକ: ସ୍କୁଲ ଫାଟକରେ ତାଲା, ଥାନାରେ ପହଞ୍ଚିଲା ମାମଲା…
ଦେବଗଡ,୧୩।୨(ଶଶାଙ୍କ ଶେଖର ଝାଙ୍କର): ସ୍କୁଲ ଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷକଙ୍କ ଅଶାଳୀନ ବ୍ୟବହାର। କୁଣ୍ଢେଇଗୋଳା ହାଇସ୍କୁଲ ଶିକ୍ଷକ ତପନ ମିଶ୍ର ଥାନାରେ ଅଟକ। ଛାତ୍ରୀଙ୍କ ମା’ ଦେଇଥିବା ଅଭିଯୋଗ ଆଧାରରେ ଅଟକ ରଖିଛି ପୋଲିସ। ଶିକ୍ଷକଙ୍କ ଅଶାଳୀନ ବ୍ୟବହାର ପ୍ରତିବାଦରେ ସ୍କୁଲ ଫାଟକରେ…
ଦେବଗଡ ଥାନା ପୋଲିସକୁ ସଫଳତା, ଚୋରି ସାମଗ୍ରୀ ଠାବ ସହ ୨ଜଣଙ୍କୁ ବାନ୍ଧିଲା
ଦେବଗଡ,୧୩|୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ପୋଲିସ ବହୁ ପରିମାଣର ଚୋରି ସାମଗ୍ରୀ ଉଦ୍ଧାର କରିବାସହ ବସାଲଇ ଗ୍ରାମର ଦୁଷ୍ମନ୍ତ ପ୍ରଧାନ (୨୨) ଓ ବଣିଆକିଲିଣ୍ଡା ଗ୍ରାମର ରଞ୍ଜିତ ପାତ୍ର(୩୯)କୁ ଗିରଫ କରିଛି । ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ…
ସ୍କୁଲରେ ବିଜ୍ଞାନ ଶିକ୍ଷକଙ୍କ ‘ପ୍ରେମ ପାଠ’: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ଥାନାରେ ମାମଲା ରୁଜୁ
ଦେବଗଡ,୧୨।୨(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟାଳୟରେ ଶିକ୍ଷକଙ୍କ ଅଭଦ୍ରାମି। ବିଜ୍ଞାନ ପାଠ ବଦଳରେ ଛାତ୍ରୀଙ୍କୁ ପଚାରୁଛନ୍ତି ‘ହଗ୍-ଡେ’ ଓ ‘ପ୍ରପୋଜ୍-ଡେ’। ଦେବଗଡ଼ ଜିଲା ରିଆମାଳ ବ୍ଲକରୁ ଆସିଛି ଏଭଳି ଏକ ସମ୍ବେଦନଶୀଳ ଖବର। କୁଣ୍ଢେଇଗୋଳା ସରକାରୀ ଉଚ୍ଚ ବିଦ୍ୟାଳୟର ଜଣେ ବିଜ୍ଞାନ ଶିକ୍ଷକଙ୍କ…
Archives


