ଦେବଗଡ଼

ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡିବସିଲା ବାରକୋଟ ପୋଲିସ, ୫୫ କେଜି…

ଦେବଗଡ,୪।୯(ଶଶାଙ୍କ ଶେଖର ଝାଙ୍କର): ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡିବସିଲା ବାରକୋଟ ଥାନା ପୋଲିସ । ଚଢାଉ କରାଯାଇ ଏକ ଡିଜାୟାର କାର ସହିତ ୫୫ କିଲୋଗ୍ରାମ ବେଆଇନ ଗଞ୍ଜେଇ ଜବତ କରାଯାଇଛି । ଏଥିସହିତ ଚାରା ଚାଲାଣକାରୀକୁ ଗିରଫ କରାଯାଇଥିବା…

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି । ମୋବାଇଲ ଟାୱାର ଉପରେ ଥିବା ଯୁବକ ହେଉଛନ୍ତି ନୁଭୁ ନାୟକ(୨୪)। ସେ ମୋବାଇଲ…

୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ଦେବଗଡ଼ ଜିଲାର ବାଜିମାତ: ହାତେଇଲେ ୮ ସ୍ୱର୍ଣ୍ଣ, ୧ ରୌପ୍ୟ…

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): କଟକର ସରସ୍ୱତୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ୍ ଅଡିଟୋରିୟମଠାରେ ଅଗଷ୍ଟ ୨୯ରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁଇ ଦିନ ଧରି ଅନୁଷ୍ଠିତ ୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ଟୁର୍ନାମେଣ୍ଟରେ ଦେବଗଡ଼ ଜିଲାର ଖେଳାଳିମାନେ ଚିତ୍ତାକର୍ଷକ…

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ କଲା ପ୍ୟାକ୍ସ (PACS)ର ପୂର୍ବତନ ସମ୍ପାଦକ…

ଘରେ ପଶି ସାତ ବର୍ଷର ନାବାଳିକାଙ୍କୁ ବଳାତ୍କାର; ଚିତ୍କାର ଶୁଣି ଭାଇ ଆସିବା ପରେ….

ଦେବଗଡ଼,୧।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ହେଲେ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖଇରପାଲି ଗ୍ରାମର…

ଯାତ୍ରା ଚାଲିଥିବା ବେଳେ ମଞ୍ଚରେ ପଡିଗଲେ ଅଭିନେତା ପିୟୁଷ, ତାପରେ….

ଦେବଗଡ଼,୨୭ା୮(ଶଶାଙ୍କ ଶେଖର ଝାଙ୍କର): ମୁଣ୍ଡ ବୁଲାଇ ମଞ୍ଚରେ ପଡିଗଲେ ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀ । ବାରକୋଟ ବ୍ଳକ ବାସୁପାଲି ଗାଁରେ ଯାତ୍ରା ପରିବେଷଣ ବେଳେ ଏହି ଅଘଟଣ ଘଟିଛି। ଘଟଣା ପରେ ଯାତ୍ରା ଦେଖୁଥିବା ଦର୍ଶକମାନେ ମଧ୍ୟ ଚିନ୍ତିତ ହୋଇଥିଲେ…

ପୋଖରୀରେ ବୁଡି ବୃଦ୍ଧା ମୃତ

ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ ବୃଦ୍ଧା ସେହି ଗ୍ରାମର ସ୍ବର୍ଗତ ଶଙ୍କର ମୁଣ୍ଡାଙ୍କ ସ୍ତ୍ରୀ ମାସିରୀ ମୁଣ୍ଡା (୬୧)…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି ଦେବଗଡ଼ ଥାନା ପୋଲିସ। ପୀଡ଼ିତା ଯୁବତୀ ଜଣକ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଏକ ମାଈ ହାତୀର ମୃତଦେହ ଠାବ କରିଛି। ସୂଚନା ଅନୁଯାୟୀ, ଶୁକ୍ରବାର…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଛୁରି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ ବାପାଙ୍କ ମୃତ୍ୟୁ ଘଟିଥିବାବେଳେ ପୁଅ ଗୁରୁତର ଆହତ ଅଛନ୍ତି। ସାମାନ୍ୟ ବଚସାକୁ କେନ୍ଦ୍ର…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ ଗତ ମେ’ ମାସ ୧୫ରେ ଜନ୍ମିତ ଗ୍ରାମର ଗୌତମ କିସାନଙ୍କ ତିନି…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ଜଣାପଡିଛି । ଆହତ ବ୍ୟକ୍ତି ଦ୍ୱୟ ଗୁରୁସଙ୍ଗ ଗ୍ରାମର ନନ୍ଦ ଧିବର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?