ଦେବଗଡ଼

ଉନ୍ନୟନ କାର୍ଯ୍ୟକୁ ଭାଙ୍ଗିଲେ ବିଧାୟକଙ୍କ ସମର୍ଥକ

ଦେବଗଡ଼, ୧୦।୧(ଡି.ଏନ୍‌.ଏ.): ଦେବଗଡ଼ର ଭାଜପା ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ସମର୍ଥକମାନେ ମହିଳା ସଶକ୍ତିକରଣ କାର୍ଯ୍ୟକୁ ବିରୋଧ କରିଛନ୍ତି। ପୌର ପରିଷଦ ପକ୍ଷରୁ ମୁକ୍ତା ଯୋଜନାରେ ମିଶନ…

3 years ago

ଗୋହିରା ଡ୍ୟାମ୍‌ରେ ଓଲଟିଲା ଡଙ୍ଗା: ମାଛ ବେପାରୀ ନିଖୋଜ

ଦେବଗଡ଼,୯।୧(ଡି.ଏନ୍‌.ଏ.): ଗୋହିରା ଡ୍ୟାମ୍‌ରେ ଏକ ଡଙ୍ଗା ଓଲଟି ଜଣେ ମାଛ ବେପାରୀ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ସେ ହେଲେ ବରଘାଟ ଗ୍ରାମର ନୀଳାମ୍ବର ସିଂ। ମିଳିଥିବା ସୂଚନା…

3 years ago

ପୌରପରିଷଦ ନିର୍ବାହୀ ଅଧିକାରୀ, କର୍ମଚାରୀଙ୍କୁ ଗିରଫ ଦାବିରେ ଭାଜପାର ବିକ୍ଷୋଭ

ଦେବଗଡ଼,୭।୧(ଡି.ଏନ୍‌.ଏ.): ଦେବଗଡ଼ ପୌରପରିଷଦର ନିର୍ବାହୀ ଅଧିକାରୀ ତପନ ମହାପାତ୍ର ୨ ତାରିଖରେ ଅଫିସରେ କାର୍ଯ୍ୟ କରୁଥିବା ସମୟରେ ଉପନଗରପାଳ ପ୍ରଜିତ ଭୋଜ ତାଙ୍କୁ ମାଡ଼ ମାରିବା ସହିତ…

3 years ago

ଉପନଗରପାଳ, କାଉନସିଲର ଗିରଫ

ଦେବଗଡ଼,୭ା୧(ଡି.ଏନ.ଏ): ଦେବଗଡ ପୌର ପରିଷଦର ନିର୍ବାହୀ ଅଧିକାରୀ ତପନ କୁମାର ମହାପାତ୍ରଙ୍କୁ ଆକ୍ରମଣ ଏବଂ ହତ୍ୟା ଧମକ ଅଭିଯୋଗ ଘଟଣାରେ ଶୁକ୍ରବାର ପୌର ପରିଷଦ ଉପାଧ୍ୟକ୍ଷ (ଉପନଗରପାଳ)…

3 years ago

ହକି ବିଶ୍ୱକପ୍‌କୁ ଭବ୍ୟ ସ୍ବାଗତ: ଶୋଭାଯାତ୍ରାରେ ୨୦୦ ଫୁଟର ଜାତୀୟ ପତାକା

ଦେବଗଡ଼,୫ା୧(ଡି.ଏନ୍‌.ଏ.) ପୁରୁଷ ହକି ବିଶ୍ୱକପ୍‌ ଟ୍ରଫିକୁ ଗୁରୁବାର ସକାଳେ ଦେବଗଡ଼ ଜିଲା ପ୍ରଶାସନ ପକ୍ଷରୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ଏହି ଅବସରରେ ଇନ୍ଧିରା ଗାନ୍ଧୀ ଷ୍ଟାଡିୟମଠାରୁ…

3 years ago

ହାତୀ ଆକ୍ରମଣରେ ଫରେଷ୍ଟର ଗୁରୁତର

ଦେବଗଡ଼,୫ା୧(ଡି.ଏନ୍‌.ଏ.): ହାତୀ ଆକ୍ରମଣରେ ଫରେଷ୍ଟର ଗୁରୁତର ହୋଇଛନ୍ତି। ଦେବଗଡ଼ ବନାଞ୍ଚଳ ବଞ୍ଜାରୀ ନିକଟ ବରହାମୂଷା ଜଙ୍ଗଲରେ ଏହି ଅଘଟଣ ଘଟିଛି। ଗୁରୁବାର ଟ୍ରାକିଂ ସମୟରେ ଦନ୍ତାହାତୀ ଆକ୍ରମଣ…

3 years ago

ନୂଆବର୍ଷରେ ଦୁଃଖଦ ଖବର: ଛୁରି ଭୁସି ବାପାଙ୍କ ଜୀବନ ନେଲେ ପୁଅ

ଦେବଗଡ଼,୧ା୧(ଡି.ଏନ୍‌.ଏ.): ନିଶାସକ୍ତ ଅବସ୍ଥାରେ ବାପାକୁ ହତ୍ୟା କରିଛନ୍ତି ଜଣେ ପୁଅ। ଦେବଗଡ଼ ଥାନା ଅନ୍ତର୍ଗତ ବାରକୋଟ ବ୍ଳକ କାଉଁଶିବାହାଳ ଗ୍ରାମରେ ନୂଆବର୍ଷରେ ଏପରି ଅଭାବନୀୟ ଘଟଣା ଦେଖିବାକୁ…

3 years ago

ବାମଣ୍ଡା କପ୍‌: କଟକକୁ ହରାଇ ସେମିରେ ସମ୍ବଲପୁର

ଦେବଗଡ଼,୨୫।୧୨(ଡି.ଏନ୍‌.ଏ.): ଦେବଗଡ଼ ଇନ୍ଦିରା ଗାନ୍ଧୀ ଷ୍ଟାଡ଼ିୟମରେ ୩୨ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟର ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ କଟକକୁ ହରାଇ ସମ୍ବଲପୁର ବିଜୟୀ ହୋଇଛି। କଟକ ରାଜିଜିଂ…

3 years ago

ବିଦ୍ୟୁତ୍‌ ତାର ଲାଗି ମାଈ ହାତୀର ମୃତ୍ୟୁ ଘଟଣା: ବନ୍ଧା ହେଲେ ୨ ଚାଷୀ

ଦେବଗଡ଼/ରିଆମାଳ,୧୮।୧୨(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଫରେଷ୍ଟ ରେଞ୍ଜ କୁଣ୍ଢେଇଗୋଳା ସେକ୍ସନ ଚଢେଇମରା ପଞ୍ଚାୟତ ଅନ୍ତର୍ଗତ ଖିଲୋବେର୍ଣ୍ଣି ଗ୍ରାମରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ମାଈ ହାତୀର…

3 years ago

ଖଳାରେ ଧାନ ଜଗିଥିବା ବେଳେ କଚାଡ଼ିଲା ହାତୀ, ଯୁବକଙ୍କ ଜୀବନ ଗଲା

ଦେବଗଡ଼,୧୮।୧୨(ଡି.ଏନ୍‌.ଏ.): ଖଳାରେ ଧାନ ଜଗିଥିବା ବେଳେ ଯୁବକଙ୍କୁ କଚାଡ଼ି ମାରିଲା ହାତୀ। ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳ ଚିରଗୁଣିକୁଦର ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି…

3 years ago