ଦେବଗଡ଼

ପ୍ରଭାବ ପକାଇଛି ଲକ୍‌ ଡାଉନ, ଭୋକ୍‌ ଉପାସରେ କଟୁଛି ଦିନ

ବାରକୋଟ, ୧୯।୪ (ଡି.ଏନ.ଏ.)- ଲକ୍‌ ଡାଉନ ପ୍ରଭାବରେ ଦିନ ମଜୁରିଆଙ୍କ ଅବସ୍ଥା ଦୟନୀୟ ସ୍ଥିତିରେ ପହଞ୍ଚତ୍ଛି। ଏମାନଙ୍କ ଲାଗି ଅବଶ୍ୟ ସରକାରୀ ସହାୟତା କିଛି ମାତ୍ରାରେ ସହାୟକ…

4 years ago

ମାସ୍କ ପିନ୍ଧିଲେନି, ଜରିମାନା ଦେଲେ

ଦେବଗଡ,୧୯।୪ (ଡି.ଏନ.ଏ.)-ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି। ଏହାକୁ ଅବମାନନା କରିଥିବା ବ୍ୟକ୍ତିଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ଶନିବାର ଦେବଗଡ…

4 years ago

ବାର୍‌ହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ୍‌ ତାର, ସଂସ୍ପର୍ଶରେ ଆସି ଯୁବକ ଗୁରୁତର,

ଦେବଗଡ଼,୧୮ା୪(ଡ଼ି.ଏନ୍‌.ଏ.) ଦେବଗଡ଼ ଜିଲା ବାରକୋଟ ବ୍ଲକ ବଲଣ୍ଡା ଗ୍ରାମ ନିକଟ ଜଙ୍ଗଲରେ ବାର୍‌ହା ଶିକାରପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବକ ଗୁରୁତର ହୋଇଛନ୍ତି।…

4 years ago

ନାବାଳକ ପୁଅ ନେଲେ ବାପାଙ୍କ ଜୀବନ

ଦେବଗଡ଼,୧୫।୪ (ଡି.ଏନ.ଏ.)-ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଝରାକଣ୍ଢଳ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି । ନାବାଳକ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ…

4 years ago

ଟ୍ୟୁସନ ଫି ଦାନ କଲେ ଛାତ୍ରୀଛାତ୍ର

ଦେବଗଡ଼,୧୫।୪ (ଡି.ଏନ.ଏ.)-ଦେବଗଡ଼ ଜିଲା ବାରକୋଟ ବ୍ଲକ ସଦର ମହକୁମାର ବ୍ୟବସାୟୀ ଓ ଜଣେ ଠିକାଦାର ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଅର୍ଥ ପ୍ରଦାନ କରିଛନ୍ତି। ବିବେକାନନ୍ଦ…

4 years ago

ଟଙ୍କା ଉଠାଣ ପାଇଁ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ

ଦେବଗଡ଼,୧୫।୪(ଡି.ଏନ.ଏ.)-ବୁଧବାର ଦେବଗଡ଼ ସହରରେ ଥିବା ବିଭିନ୍ନ ବ୍ୟାଙ୍କରେ ପ୍ରବଳ ଜନଗହଳି ଦେଖିବାକୁ ମିଳିଥିଲା। କେନ୍ଦ୍ର ସରକାର ଜନଧନ ଜମା ଖାତାରେ ୫ଶହ ଟଙ୍କା ସହାୟତା ରାଶି ପ୍ରଦାନ…

4 years ago

ଦିଅର ଠେଙ୍ଗାମାଡରେ ଭାଉଜ ଜୀବନ ଗଲା

ଦେବଗଡ,୧୧ା୪(ଡି.ଏନ.ଏ):ଦେବଗଡ ଥାନା ଅଧୀନ ସାନ ଶିରଡିହି ଗ୍ରାମରେ ଦିଅରର ଠେଙ୍ଗାମାଡରେ ଭାଉଜଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ସ୍ବର୍ଗତ ବିଜୟ ବାଙ୍କିରାଙ୍କ ସ୍ତ୍ରୀ ଶନିବାରୀ…

4 years ago

ଏସ୍‌ଏଚ୍‌ଜି ସଦସ୍ୟାଙ୍କୁ ରୋଜଗାର ଦେଉଛି ମାସ୍କ

ଦେବଗଡ,୧୦ା୪(ଡି.ଏନ.ଏ): ଦେବଗଡ଼ ଜିଲା ବାରକୋଟ ବ୍ଲକ ଅଧୀନ କଣ୍ଢଳ ଓ ବଳମ ପଞ୍ଚାୟତର ମା’ ମହାଲକ୍ଷ୍ମୀ, ମା’ ଶୁଭଲକ୍ଷ୍ମୀ, ମା’ ତାରିଣୀ ସ୍ବୟଂ ସହାୟିକା ଗୋଷ୍ଠି ଓ…

4 years ago

ଲକ୍‌ ଡାଉନକୁ ଚୋରା ମଦ ବ୍ୟବସାୟୀଙ୍କ ଭୟ ନାହିଁ

ଦେବଗଡ,୧୦ା୪(ଡି.ଏନ.ଏ):କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ ଡାଉନ୍‌ ସତ୍ତ୍ୱେ ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଦେଶୀ ଓ ବିଦେଶୀ ମଦ କାରବାର ଜାରି ରହିଛି।…

4 years ago

ପ୍ରଶାସନର ରନ୍ଧାଖାଦ୍ୟ ଲୋକଙ୍କୁ ଭରସା

ଦେବଗଡ,୧୦ା୪(ଡି.ଏନ.ଏ.):ଦେବଗଡ଼ ଜିଲାର ୩ଟି ବ୍ଲକର ୫୮ଟି ପଞ୍ଚାୟତରେ ୨୨୦୯ ଏବଂ ପୌରାଞ୍ଚଳର ୩୦୦ଜଣ ଅସହାୟ, ନିରାଶ୍ରୟ ଏବଂ ଶ୍ରମିକ ଶ୍ରେଣୀର ଲୋକଙ୍କୁ ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ ଦିଆଯାଇଛି।…

4 years ago