ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ
ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ ଝଡ ତୋଫାନ ସହିତ ପ୍ରବଳ ବର୍ଷା ହୋଇଥିଲା । ଫଳରେ ବିଭିନ୍ନ ସ୍ଥାନରେ…
ବିଦ୍ୟୁତ୍ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ
ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି ଦେବଗଡ଼ ଥାନା ପୁରୁକୁଣ୍ଡା ଗ୍ରାମରେ। ମୃତକ…
ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….
ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ ଅଭିଯୋଗ ହୋଇଛି । ମହିଳାଙ୍କ ଦରପୋଡା ଶବ ଗାଁରେ ପଡି ରହିଛି ।…
ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି
ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି ନିଜ ସ୍ତ୍ରୀ ନାମରେ ପ୍ରିୟଦର୍ଶନୀ ପରିଡ଼ା (ଅଂଶୁମାନ ଟ୍ରେଡସ) ଜିଏସଟି ବିଲ କରି…
ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ଛୁରୀ ମାଡ଼ରେ ଯୁବକ ଗୁରୁତର
ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର):ଜଙ୍ଗଲ ପୂଜା ସମୟରେ ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ବାରକୋଟ ଥାନାଅଞ୍ଚଳର ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଛୁରୀ ଭୁଷି ହତ୍ୟା ଉଦ୍ୟମ କରିବାପରେ ଫେରାର ହୋଇଯାଇଥିବା ଜଣାପଡିଛି। ଅନ୍ୟପକ୍ଷରେ ଛୁରୀ ମାଡରେ ଆକ୍ରମଣ ଯୁବକ…
ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ
ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦) ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଏକ ସିଙ୍ଗଲ ବ୍ୟାରେଲ ଦେଶୀ ବନ୍ଧୁକ ଓ…
ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼
ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା…
ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା
ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ ଦୁର୍ଗା ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ…
ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା
ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ ଅଖଣ୍ଡ ଦୀପ ପ୍ରଜ୍ଜ୍ୱଳନ କରିଥିଲେ। ଗୁରୁବାର ମା’ କନକ ଦୁର୍ଗା ଶୈଳପୁତ୍ରୀ ବେଶରେ…
ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ
ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ ଭର୍ତ୍ତି ହୋଇଥିଲେ। ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ରମେଶ ଗରିଆରଙ୍କ ମୃତ୍ୟୁ ଘଟିଛି। ସ୍ତ୍ରୀ,…
ହତ୍ୟା କରି ପାଣିଟାଙ୍କି ଉପରେ ଲୁଚିଥିବା ଅଭିଯୁକ୍ତ ପିଇଦେଲେ ବିଷ, ତା’ପରେ…
ଦେବଗଡ଼,୧୪।୩(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାରେ ଚାଞ୍ଚଲ୍ୟ। ହତ୍ୟା କରି ଫେରାର୍ ହୋଇଯାଇଥିବା ଅଭିଯୁକ୍ତ ଗାଁର ପାଣି ଟାଙ୍କି ଉପରେ ଲୁଚିଥିବା ଦେଖିବାକୁ ମିଳିଛି। ତେବେ ଅଭିଯୁକ୍ତ ଜଣଙ୍କ ପାଣିଟାଙ୍କି ଉପରେ ବିଷ ପିଇ…
ସ୍ତ୍ରୀ, ବୋହୁ, ନାତୁଣୀଙ୍କୁ ହାତୁଡିରେ ପିଟି ନିର୍ମମ ହତ୍ୟା: ପାଣିଟାଙ୍କି ଉପରେ ଲୁଚିଛନ୍ତି ଫେରାର୍ ଅଭିଯୁକ୍ତ
ଦେବଗଡ଼,୧୪।୩(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣା। ଗାଁର ପାଣି ଟାଙ୍କି ଉପରେ ଲୁଚିଛନ୍ତି ଫେରାର୍ ହତ୍ୟା ଅଭିଯୁକ୍ତ। ଅଭିଯୁକ୍ତଙ୍କୁ ଧରିବା ପାଇଁ ପାଣିଟାଙ୍କି ତଳେ ଘେରି ଯାଇଛନ୍ତି ଗାଁ ଲୋକେ। ସ୍ତ୍ରୀ , ବୋହୂ…

