ପାନୀୟଜଳ ସମସ୍ୟା: ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ
ଦେବଗଡ଼,୨୯।୪,(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ଝରାଗୋଗୁଆ ଗ୍ରାମପଞ୍ଚାୟତ ଫୁଲପଥରଖୋଳ ଗ୍ରାମରେ ପାନୀୟଜଳ ସମସ୍ୟା ଦେଖାଦେଇଥିବା ବେଳେ ଏହାର ସମାଧାନ ନିମନ୍ତେ ଗ୍ରାମବାସୀ ଦେବଗଡ଼ ଜିଲାପାଳଙ୍କ ନିକଟରେ ଲିଖିତ ଗୁହାରୀ କରିଛନ୍ତି । ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ ପାନୀୟ ଜଳ ପାଇଁ…
ମନ୍ତ୍ରୀଙ୍କ ପାଖଲୋକ କହି ହାଇପ୍ରୋଫାଇଲ ଠକେଇ: ମାଡ଼ିବସିଲା ପୋଲିସ
ଦେବଗଡ,୨୮ା୪(ଶଶାଙ୍କ ଶେଖର ଝାଙ୍କର):ନିଜକୁ ପ୍ରଭାବଶାଳୀ ନେତା, ମନ୍ତ୍ରୀଙ୍କ ପାଖଲୋକ ଦର୍ଶାଇବା ସହ ସେମାନଙ୍କ ସହିତ ଉଠାଇଥିବା ଫଟୋ ଦେଖାଇ ଅଭିନବ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ କରିବା ଅଭିଯୋଗରେ ଦେବଗଡ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
କାର୍ଯ୍ୟାଳୟ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ବେଳେ ଉତ୍ତେଜନା: ସରକାରୀ ଜମି ଛାଡ଼ିବାକୁ ଗ୍ରାମବାସୀଙ୍କୁ ୪ ଦିନ ସମୟ
ଦେବଗଡ଼,୨୫ା୪(ଶଶାଙ୍କ ଶେଖର ଝାଙ୍କର): ସରକାରୀ କାର୍ଯ୍ୟାଳୟ ନିର୍ମାଣ ନିମନ୍ତେ ବାରକୋଟ ବ୍ଲକ ବିଜୟନଗର ପଞ୍ଚାୟତର ଅଁଳାପୋଶି (ଘୁରୁଡୁଖମଣ ରାଜସ୍ବ ଗ୍ରାମ ଅଧିନସ୍ଥ ପଡ଼ା ଗ୍ରାମ)ରେ ସରକାରଙ୍କ ପକ୍ଷରୁ ଜମି ଅଧିଗ୍ରହଣ ସମୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଅଁଳାପଶି ଗ୍ରାମର ବହୁ ପୁରୁଷ…
ମହିଳାଙ୍କୁ ଗଣବଳାତ୍କାର: ୫ ସମ୍ପର୍କୀୟ ଗିରଫ
ଦେବଗଡ,୨୫।୪(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନାଂଚଳର ଏକ ନିର୍ଦ୍ଦିଷ୍ଟ ଗ୍ରାମରେ ଘଟିଥିବା ଗଣବଳାତ୍କାର ଘଟଣାରେ କୁଣ୍ଢେଇଗୋଳା ଥାନା ପୋଲିସ ପୀଡିତାଙ୍କର ୫ ଜଣ ସମ୍ପର୍କୀୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୂଚନା ଅନୁଯାୟୀ, ଗତ ୧୯ ତାରିଖ ରାତ୍ରୀରେ…
ବିଭିନ୍ନ ଦାବି ନେଇ ଗର୍ଜିଲେ କେନ୍ଦୁପତ୍ର ତୋଳାଳି
ଦେବଗଡ଼ ,୧୮।୪,(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ କେନ୍ଦୁପତ୍ର ଡିଏଫଓଙ୍କ କାର୍ଯ୍ୟାଳୟର ସମ୍ମୁଖରେ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ଦେବଗଡ଼ ଡିଭିଜନ କମିଟି ପକ୍ଷରୁ କେନ୍ଦୁପତ୍ର ତୋଳାଳୀ ଓ ଶ୍ରମିକମାନଙ୍କ କଲ୍ୟାଣ ପାଇଁ ବଜେଟ ମଞ୍ଜୁରୀ ପ୍ରାପ୍ତ ୧୦୦ କୋଟି ଟଙ୍କାରୁ ୫୦…
ଶପଥ ନେଲେ ଓକିଲ ସଂଘର ନୂତନ କର୍ମକର୍ତ୍ତା
ଦେବଗଡ,୧୮।୪(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲା ନ୍ୟାୟଳୟ ପରିସରରେ ଗୁରୁବାର ଜିଲା ଓକିଲ ସଂଘ ନୂତନ କର୍ମକର୍ତ୍ତା ମାନଙ୍କର ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ଅଧିକାରୀ ରିଙ୍କୁ ନାଥଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦେବଗଡ…
ପ୍ରଧାନପାଟ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ବିଜେଡିର ପ୍ରତିବାଦ
ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ପୌରାଞ୍ଚଳ ପ୍ରଧାନପାଟ ସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ଜିଲା ବିଜେଡି ପକ୍ଷରୁ ପ୍ରତିବାଦ କରାଯାଇଛି । ବଲାଙ୍ଗୀର ଜିଲା ପାଟଣାଗଡ ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଏବଂ ରାଜ୍ୟରେ ଭାଜପା…
ଜନ୍ତୁ ଶିକାର ଉଦ୍ୟମ ପଣ୍ଡ: ବନ ବିଭାଗ ଦ୍ୱାରା ୨ ଗିରଫ
ଦେବଗଡ,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ବନଖଣ୍ଡ ତଥା ଦେବଗଡ ବନାଞ୍ଚଚଳ(ଦେବଗଡ ଫରେଷ୍ଟ ସେକ୍ସନ) ଅନ୍ତର୍ଗତ ଦେଓଝରଣ ଗ୍ରାମ ନିକଟସ୍ଥ ଝାଡେଶ୍ୱର ପିଆରଏଫ (ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲ)ମଧ୍ୟରେ ବଣ୍ୟଜନ୍ତୁ ଶିକାର ଉଦ୍ୟମବେଳେ ବନ ବିଭାଗ ୨ ଜଣ ଶିକାରୀଙ୍କୁ ଗିରଫ କରିଛି ।…
ଥାନା ସ୍ଥାପନ ଦାବି ତେଜିଲା
ଦେବଗଡ଼,୧୫।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ କଣ୍ଢଳ ଗ୍ରାମରେ ଥାନା କିମ୍ବା ପୋଲିସ ଫାଣ୍ଡି ସ୍ଥାପନ ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ସରକାରଙ୍କ ନିକଟରେ ଦାବି କରାଯାଇଛି । ଅଞ୍ଚଳବାସୀଙ୍କ ପକ୍ଷରୁ ସାମାଜିକ କର୍ମୀ ହିରାଲାଲ ସାହୁ ଜିଲାପାଳଙ୍କ…
ବିନା ଲାଇସେନ୍ସରେ ବେଆଇନ ମହୁଲ ଫୁଲ ସଂଗ୍ରହ: ପିକ୍ଅପ୍ ଜବତ, ଜଣେ ଗିରଫ
ଦେବଗଡ଼,୧୨ା୪(ଶଶାଙ୍କ ଶେଖର ଝାଙ୍କର): ବିନା ଲାଇସେନ୍ସରେ ବେଆଇନ ମହୁଲ ସଂଗ୍ରହ ବେଳେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୪ କ୍ୱିଣ୍ଟାଲ ମହୁଲ ଜବତ କରାଯିବା ସହ ଏଥିରେ ବ୍ୟବହୃତ ଏକ ପିକ୍ଅପ୍ ଭ୍ୟାନକୁ ଜବତ କରାଯାଇଛି। ସେହିପରି ଜବତ ପିକ୍ଅପ୍…
ଜଙ୍ଗଲୀ ବାର୍ହା ଶିକାର କରି ୪ ଅଟକ
ଦେବଗଡ଼,୧୧ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବନାଞ୍ଚଳ ବଳମ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ପଞ୍ଚମହଲା ଗ୍ରାମ ନିକଟ ଖସଡ଼ା ଜଙ୍ଗଲରେ ଏକ ବାର୍ହା ଶିକାର କରାଯାଇଛି। ଏହି ଘଟଣାରେ ୪ ଜଣଙ୍କୁ ଅଟକ ରଖି ବନବିଭାଗ ଅଧିକ ପଚରାଉଚରା କରୁଥିବା ଜଣାପଡ଼ିଛି। ଘୁରୁଡୁଖମଣ…
ଧାନ ଅମଳ ମେଶିନ ବୋଝେଇ ଟ୍ରାକ୍ଟରକୁ ଧକ୍କା ଦେଲା ହାଇୱା: ଜଣେ ମୃତ
ଦେବଗଡ଼,୮।୪:(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଆମ୍ବକଟା ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ଠିଆ ହୋଇଥିବା ଏକ ଧାନ ଅମଳ ମେଶିନ ବୋଝେଇ ଟ୍ରାକ୍ଟରକୁ ଏକ ହାଇୱା ଧକ୍କା ଦେବା ଫଳରେ ଧାନ ଅମଳ ମେଶିନ ଅପରେଟରଙ୍କ ମୃତ୍ୟୁ…
Archives


