ଦେବଗଡ଼

ନିଶା ସେବନ କରୁଥିଲେ ସ୍ତ୍ରୀ, ରାଗିଯାଇ ହତ୍ୟା କରିଥିଲେ ସ୍ବାମୀ, ବ୍ୟବଚ୍ଛେଦ ରିପୋର୍ଟରେ ବଡ଼ ଖୁଲାସା

ଦେବଗଡ,୧୩।୩(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଥାନା ବ୍ରାହ୍ମଣୀମାଳ ଗ୍ରାମରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ବ୍ୟବଚ୍ଛେଦ ତଥ୍ୟ ଆସିବା ପରେ ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ସ୍ପଷ୍ଟ କରିଛି। ହତ୍ୟାକାଣ୍ଡରେ ମୃତ ମହିଳାଙ୍କ ସ୍ବାମୀ ସମ୍ପୃକ୍ତ ଥିବା ଜଣାପଡିବାରୁ ପୋଲିସ ତାଙ୍କୁ…

ଶାରୀରିକ ସମ୍ପର୍କ ରଖିବାକୁ ମନା କଲେ ସ୍ତ୍ରୀ: ଏମିତି ପଦକ୍ଷେପ ନେଲେ ସ୍ବାମୀ, ଜାଣନ୍ତୁ ଲୋମଟଙ୍କୁରା ଘଟଣା

ଦେବଗଡ଼,୧୨ା୩(ଶଶାଙ୍କ ଶେଖର ଝାଙ୍କର): ଶାରୀରିକ ସମ୍ପର୍କ ପାଇଁ ମନା କରିବାରୁ ସ୍ତ୍ରୀଙ୍କୁ ମାଡ଼ ମାରି ହାତ ଭାଙ୍ଗିବା ଅଭିଯୋଗରେ ରିଆମାଳ ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ରିଆମାଳ ଥାନା ଅଞ୍ଚଳର ଅଭିଯୁକ୍ତ ଜଣଙ୍କ ପ୍ରତିଦିନ ନିଶାସକ୍ତ…

ଅଧରାତିରେ ପରିବାରର ୩ ଜଣଙ୍କୁ ହତ୍ୟା କରି ଫେରାର ବୃଦ୍ଧ: ଥାନାରେ ପହଞ୍ଚିଲେ ପୁଅ

ଦେବଗଡ଼,୧୨।୩(ଶଶାଙ୍କ ଶେଖର ଝାଙ୍କର) ଗୋଟିଏ ପରିବାରର ୩ ଜଣଙ୍କୁ ନିର୍ମମ ହତ୍ୟା। ଏଥିରେ କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଘଟିଛି ଏହି ଲୋମଟାଙ୍କୁରା ହତ୍ୟାକାଣ୍ଡ। ସ୍ତ୍ରୀ, ବୋହୂ ଓ ନାତୁଣୀଙ୍କୁ ହାଣି ରମେଶ ଗରିଆ ଫେରାର୍‌ ଥିବା ଜଣାପଡ଼ିଛି। ବିଳମ୍ବିତ ରାତି…

ଗ୍ରୋସେରି ଦୋକାନରେ ବିକ୍ରି କରୁଥିଲେ ମଦ: ମାଡ଼ିବସିଲା…

ଦେବଗଡ଼,୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ତୁଙ୍ଗାମାଳ ଗ୍ରାମରେ ରାମଚନ୍ଦ୍ର ବେହେରା (୫୮) ତାଙ୍କ ଗ୍ରୋସେରି ଦୋକାନରେ ବେଆଇନ ଭାବେ ଦେଶୀ ଓ ବିଦେଶୀ ମଦ ବିକ୍ରି କରୁଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ପୋଲିସ…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ ସ୍ତ୍ରୀଙ୍କ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅନୁମାନ କରାଯାଉଛି। ଅଭିଯୁକ୍ତ ସ୍ବାମୀକୁ ପୋଲିସ…

ପିସିସିଏଫଙ୍କୁ ବିଧାୟକଙ୍କ ଦାବି: ଇକୋ ଟୁରିଜିମ ସର୍କିଟର ଉନ୍ନୟନ…

ଦେବଗଡ,୬।୩(ଶଶାଙ୍କ ଶେଖର ଝାଙ୍କର):ପ୍ରଧାନପାଟ ଜଳ୍‌ପ୍ରପାତ ସମନ୍ବିତ ଇକୋ ଟୁରିଜିମ ସର୍କୀଟର ଉନ୍ନୟନ ନିମନ୍ତେ ଅନୁମତି ପ୍ରଦାନ ପାଇଁ ଦେବଗଡ ବିଧାୟକ ରୋମାଂଚ ରଞ୍ଜନ ବିଶ୍ୱାଳ ବନ ବିଭାଗର ପିସିସିଏଫଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ବିଧାୟକ ବିଶ୍ୱାଳ ଭୂବନେଶ୍ୱରର ଅରଣ୍ୟ…

ସ୍ବାମୀ ନାଁରେ କଳଙ୍କ! ସ୍ତ୍ରୀଙ୍କ ନଗ୍ନ ଫଟୋକୁ ଅନ୍ୟସହ ଯୋଡି ଇନଷ୍ଟାଗ୍ରାମରେ…

ଦେବଗଡ,୩/୩(ଶଶାଙ୍କ ଶେଖର ଝାଙ୍କର): ଯୁଗଯୁଗ ଧରି ସମାଜରେ ରାଗ, ରୋଷ, ଇର୍ଷା, ଦ୍ୱେଷ, ହିଂସା ଓ ପ୍ରତିଶୋଧ ଆଦି ଲାଗି ରହିଛି । ମାତ୍ର ପ୍ରତିଶୋଧ ପାଇଁ ନିଜ ସ୍ତ୍ରୀର ଫଟୋକୁ ଏଡିଟ କରିବା ସହ ପର ପୁରୁଷ ସହିର ଯୋଡ଼ି…

ଓଲଟିଲା ଯାତ୍ରାପାର୍ଟି ବସ୍‌, ଗୁରୁତର ହୋଇ ୧୫ କଳାକାର ଜିଲା ଚିକିତ୍ସାଳୟରେ ଭର୍ତ୍ତି

ଦେବଗଡ଼,୨ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ରିଆମାଳ ଥାନା ତଥା କଂସର ଫାଣ୍ଡି ଅନ୍ତର୍ଗତ ଡଙ୍ଗା ପଥର ଗ୍ରାମ ନିକଟସ୍ଥ ଗୁରୁଲିଆ ଘାଟିରେ ଏକ ଯାତ୍ରପାର୍ଟି ବସ୍‌ ଓଲଟି ପଡ଼ିବାରୁ ବସର ଚାଳକ ଓ କଳାକାରଙ୍କ ସମେତ ମୋଟ ୨୦ ଜଣ ଆହତ…

ଓଲଟିଲା ଯାତ୍ରା ପାର୍ଟି ବସ୍‌: ୨୦ରୁ ଅଧିକ କଳାକାର ଆହତ

ଦେବଗଡ,୨।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ ଓପେରା ୱେଷ୍ଟର୍ଣ୍ଣ ଓଡିଶା ଯାତ୍ରା ପାର୍ଟି ବସ ଓଲଟି ୨୦ରୁ ଅଧିକ କଳାକାର ଆହତ ହୋଇଛନ୍ତି । ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଡଙ୍ଗାପଥର ଘାଟିରେ ଭାରସାମ୍ୟ ହରାଇ ବସ ଓଲଟି ପଡିଥିବା…

ବାଣ ବିସ୍ଫୋରଣରେ ୨ ଶିଶୁ ଗୁରୁତର: ଅଫୁଟା ବାଣକୁ ଫୁଟାଇବାକୁ ଉଦ୍ୟମ କରୁଥିବାବେଳେ…

ଦେବଗଡ,୨।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଗୁଣ୍ଡିଆପାଲି ଗ୍ରାମରେ ରାସ୍ତାରେ ପଡିଥିବା ଏକ ଅଫୁଟା ବାଣ ବିସ୍ଫୋରଣରେ ୨ ଜଣ ଶିଶୁ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତ ହୋଇଥିବା ଶିଶୁ ଦ୍ୱୟ ଗୁଣ୍ଡିଆପାଲି ଗ୍ରାମର…

ଯୁବତୀଙ୍କୁ ବଳାତ୍କାର କରି ବନ୍ଧା ହେଲେ ଯୁବକ

ଦେବଗଡ଼,୨୭ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ଅଞ୍ଚଳର ଯୁବତୀଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି। ଉକ୍ତ ଘଟଣାରେ ପୋଲିସ ଝରଝରିଖୋଳ ଗ୍ରାମର ଲିପୁନ ପ୍ରଧାନ (୨୩)ଙ୍କୁ ଗିରଫ କରିଛି। ସୂଚନାନୁଯାୟୀ, ଲିପୁନ ୪ ବର୍ଷ ହେଲା ସଂପୃକ୍ତ…

ସ୍ବାମୀ-ସ୍ତ୍ରୀ ମଧ୍ୟରେ ଲାଗିଲା କଳି, ରାଗିକି ସ୍ବାମୀ ନେଲେ ଏମିତି ପଦକ୍ଷେପ

ଦେବଗଡ଼,୨୬ା୨(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ବରଡାତଇଲା ଗ୍ରାମରେ ସ୍ବାମୀ-ସ୍ତ୍ରୀ ଗଣ୍ଡଗୋଳର କରୁଣ ପରିଣତି ଦେଖିବାକୁ ମିଳିଛି। ଗଣ୍ଡଗୋଳ ପରେ ରାଗିଯାଇ ସ୍ତ୍ରୀ ବାପଘରକୁ ପଳାଇ ଥିବାବେଳେ ଘର ଭିତରେ ସ୍ବାମୀ ଆତ୍ମହତ୍ୟା କରିଥିବା ଜଣାପଡିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?