ଦେବଗଡ଼

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ ଦୁର୍ଗା ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ ଅଖଣ୍ଡ ଦୀପ ପ୍ରଜ୍ଜ୍ୱଳନ କରିଥିଲେ। ଗୁରୁବାର ମା’ କନକ ଦୁର୍ଗା ଶୈଳପୁତ୍ରୀ ବେଶରେ…

ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ 

ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ ଭର୍ତ୍ତି ହୋଇଥିଲେ। ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ରମେଶ ଗରିଆରଙ୍କ ମୃତ୍ୟୁ ଘଟିଛି। ସ୍ତ୍ରୀ,…

ହତ୍ୟା କରି ପାଣିଟାଙ୍କି ଉପରେ ଲୁଚିଥିବା ଅଭିଯୁକ୍ତ ପିଇଦେଲେ ବିଷ, ତା’ପରେ…

ଦେବଗଡ଼,୧୪।୩(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାରେ ଚାଞ୍ଚଲ୍ୟ। ହତ୍ୟା କରି ଫେରାର୍‌ ହୋଇଯାଇଥିବା ଅଭିଯୁକ୍ତ ଗାଁର ପାଣି ଟାଙ୍କି ଉପରେ ଲୁଚିଥିବା ଦେଖିବାକୁ ମିଳିଛି। ତେବେ ଅଭିଯୁକ୍ତ ଜଣଙ୍କ ପାଣିଟାଙ୍କି ଉପରେ ବିଷ ପିଇ…

ସ୍ତ୍ରୀ, ବୋହୁ, ନାତୁଣୀଙ୍କୁ ହାତୁଡିରେ ପିଟି ନିର୍ମମ ହତ୍ୟା: ପାଣିଟାଙ୍କି ଉପରେ ଲୁଚିଛନ୍ତି ଫେରାର୍‌ ଅଭିଯୁକ୍ତ

ଦେବଗଡ଼,୧୪।୩(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣା। ଗାଁର ପାଣି ଟାଙ୍କି ଉପରେ ଲୁଚିଛନ୍ତି ଫେରାର୍‌ ହତ୍ୟା ଅଭିଯୁକ୍ତ। ଅଭିଯୁକ୍ତଙ୍କୁ ଧରିବା ପାଇଁ ପାଣିଟାଙ୍କି ତଳେ ଘେରି ଯାଇଛନ୍ତି ଗାଁ ଲୋକେ। ସ୍ତ୍ରୀ , ବୋହୂ…

ନିଶା ସେବନ କରୁଥିଲେ ସ୍ତ୍ରୀ, ରାଗିଯାଇ ହତ୍ୟା କରିଥିଲେ ସ୍ବାମୀ, ବ୍ୟବଚ୍ଛେଦ ରିପୋର୍ଟରେ ବଡ଼ ଖୁଲାସା

ଦେବଗଡ,୧୩।୩(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଥାନା ବ୍ରାହ୍ମଣୀମାଳ ଗ୍ରାମରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ବ୍ୟବଚ୍ଛେଦ ତଥ୍ୟ ଆସିବା ପରେ ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ସ୍ପଷ୍ଟ କରିଛି। ହତ୍ୟାକାଣ୍ଡରେ ମୃତ ମହିଳାଙ୍କ ସ୍ବାମୀ ସମ୍ପୃକ୍ତ ଥିବା ଜଣାପଡିବାରୁ ପୋଲିସ ତାଙ୍କୁ…

ଶାରୀରିକ ସମ୍ପର୍କ ରଖିବାକୁ ମନା କଲେ ସ୍ତ୍ରୀ: ଏମିତି ପଦକ୍ଷେପ ନେଲେ ସ୍ବାମୀ, ଜାଣନ୍ତୁ ଲୋମଟଙ୍କୁରା ଘଟଣା

ଦେବଗଡ଼,୧୨ା୩(ଶଶାଙ୍କ ଶେଖର ଝାଙ୍କର): ଶାରୀରିକ ସମ୍ପର୍କ ପାଇଁ ମନା କରିବାରୁ ସ୍ତ୍ରୀଙ୍କୁ ମାଡ଼ ମାରି ହାତ ଭାଙ୍ଗିବା ଅଭିଯୋଗରେ ରିଆମାଳ ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ରିଆମାଳ ଥାନା ଅଞ୍ଚଳର ଅଭିଯୁକ୍ତ ଜଣଙ୍କ ପ୍ରତିଦିନ ନିଶାସକ୍ତ…

ଅଧରାତିରେ ପରିବାରର ୩ ଜଣଙ୍କୁ ହତ୍ୟା କରି ଫେରାର ବୃଦ୍ଧ: ଥାନାରେ ପହଞ୍ଚିଲେ ପୁଅ

ଦେବଗଡ଼,୧୨।୩(ଶଶାଙ୍କ ଶେଖର ଝାଙ୍କର) ଗୋଟିଏ ପରିବାରର ୩ ଜଣଙ୍କୁ ନିର୍ମମ ହତ୍ୟା। ଏଥିରେ କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଘଟିଛି ଏହି ଲୋମଟାଙ୍କୁରା ହତ୍ୟାକାଣ୍ଡ। ସ୍ତ୍ରୀ, ବୋହୂ ଓ ନାତୁଣୀଙ୍କୁ ହାଣି ରମେଶ ଗରିଆ ଫେରାର୍‌ ଥିବା ଜଣାପଡ଼ିଛି। ବିଳମ୍ବିତ ରାତି…

ଗ୍ରୋସେରି ଦୋକାନରେ ବିକ୍ରି କରୁଥିଲେ ମଦ: ମାଡ଼ିବସିଲା…

ଦେବଗଡ଼,୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ତୁଙ୍ଗାମାଳ ଗ୍ରାମରେ ରାମଚନ୍ଦ୍ର ବେହେରା (୫୮) ତାଙ୍କ ଗ୍ରୋସେରି ଦୋକାନରେ ବେଆଇନ ଭାବେ ଦେଶୀ ଓ ବିଦେଶୀ ମଦ ବିକ୍ରି କରୁଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ପୋଲିସ…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ ସ୍ତ୍ରୀଙ୍କ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅନୁମାନ କରାଯାଉଛି। ଅଭିଯୁକ୍ତ ସ୍ବାମୀକୁ ପୋଲିସ…

ପିସିସିଏଫଙ୍କୁ ବିଧାୟକଙ୍କ ଦାବି: ଇକୋ ଟୁରିଜିମ ସର୍କିଟର ଉନ୍ନୟନ…

ଦେବଗଡ,୬।୩(ଶଶାଙ୍କ ଶେଖର ଝାଙ୍କର):ପ୍ରଧାନପାଟ ଜଳ୍‌ପ୍ରପାତ ସମନ୍ବିତ ଇକୋ ଟୁରିଜିମ ସର୍କୀଟର ଉନ୍ନୟନ ନିମନ୍ତେ ଅନୁମତି ପ୍ରଦାନ ପାଇଁ ଦେବଗଡ ବିଧାୟକ ରୋମାଂଚ ରଞ୍ଜନ ବିଶ୍ୱାଳ ବନ ବିଭାଗର ପିସିସିଏଫଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ବିଧାୟକ ବିଶ୍ୱାଳ ଭୂବନେଶ୍ୱରର ଅରଣ୍ୟ…

ସ୍ବାମୀ ନାଁରେ କଳଙ୍କ! ସ୍ତ୍ରୀଙ୍କ ନଗ୍ନ ଫଟୋକୁ ଅନ୍ୟସହ ଯୋଡି ଇନଷ୍ଟାଗ୍ରାମରେ…

ଦେବଗଡ,୩/୩(ଶଶାଙ୍କ ଶେଖର ଝାଙ୍କର): ଯୁଗଯୁଗ ଧରି ସମାଜରେ ରାଗ, ରୋଷ, ଇର୍ଷା, ଦ୍ୱେଷ, ହିଂସା ଓ ପ୍ରତିଶୋଧ ଆଦି ଲାଗି ରହିଛି । ମାତ୍ର ପ୍ରତିଶୋଧ ପାଇଁ ନିଜ ସ୍ତ୍ରୀର ଫଟୋକୁ ଏଡିଟ କରିବା ସହ ପର ପୁରୁଷ ସହିର ଯୋଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?