ଦେବଗଡ଼

ଓଲଟିଲା ଯାତ୍ରାପାର୍ଟି ବସ୍‌, ଗୁରୁତର ହୋଇ ୧୫ କଳାକାର ଜିଲା ଚିକିତ୍ସାଳୟରେ ଭର୍ତ୍ତି

ଦେବଗଡ଼,୨ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ରିଆମାଳ ଥାନା ତଥା କଂସର ଫାଣ୍ଡି ଅନ୍ତର୍ଗତ ଡଙ୍ଗା ପଥର ଗ୍ରାମ ନିକଟସ୍ଥ ଗୁରୁଲିଆ ଘାଟିରେ ଏକ ଯାତ୍ରପାର୍ଟି ବସ୍‌ ଓଲଟି ପଡ଼ିବାରୁ ବସର ଚାଳକ ଓ କଳାକାରଙ୍କ ସମେତ ମୋଟ ୨୦ ଜଣ ଆହତ…

ଓଲଟିଲା ଯାତ୍ରା ପାର୍ଟି ବସ୍‌: ୨୦ରୁ ଅଧିକ କଳାକାର ଆହତ

ଦେବଗଡ,୨।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ ଓପେରା ୱେଷ୍ଟର୍ଣ୍ଣ ଓଡିଶା ଯାତ୍ରା ପାର୍ଟି ବସ ଓଲଟି ୨୦ରୁ ଅଧିକ କଳାକାର ଆହତ ହୋଇଛନ୍ତି । ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଡଙ୍ଗାପଥର ଘାଟିରେ ଭାରସାମ୍ୟ ହରାଇ ବସ ଓଲଟି ପଡିଥିବା…

ବାଣ ବିସ୍ଫୋରଣରେ ୨ ଶିଶୁ ଗୁରୁତର: ଅଫୁଟା ବାଣକୁ ଫୁଟାଇବାକୁ ଉଦ୍ୟମ କରୁଥିବାବେଳେ…

ଦେବଗଡ,୨।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଗୁଣ୍ଡିଆପାଲି ଗ୍ରାମରେ ରାସ୍ତାରେ ପଡିଥିବା ଏକ ଅଫୁଟା ବାଣ ବିସ୍ଫୋରଣରେ ୨ ଜଣ ଶିଶୁ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତ ହୋଇଥିବା ଶିଶୁ ଦ୍ୱୟ ଗୁଣ୍ଡିଆପାଲି ଗ୍ରାମର…

ଯୁବତୀଙ୍କୁ ବଳାତ୍କାର କରି ବନ୍ଧା ହେଲେ ଯୁବକ

ଦେବଗଡ଼,୨୭ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ଅଞ୍ଚଳର ଯୁବତୀଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି। ଉକ୍ତ ଘଟଣାରେ ପୋଲିସ ଝରଝରିଖୋଳ ଗ୍ରାମର ଲିପୁନ ପ୍ରଧାନ (୨୩)ଙ୍କୁ ଗିରଫ କରିଛି। ସୂଚନାନୁଯାୟୀ, ଲିପୁନ ୪ ବର୍ଷ ହେଲା ସଂପୃକ୍ତ…

ସ୍ବାମୀ-ସ୍ତ୍ରୀ ମଧ୍ୟରେ ଲାଗିଲା କଳି, ରାଗିକି ସ୍ବାମୀ ନେଲେ ଏମିତି ପଦକ୍ଷେପ

ଦେବଗଡ଼,୨୬ା୨(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ବରଡାତଇଲା ଗ୍ରାମରେ ସ୍ବାମୀ-ସ୍ତ୍ରୀ ଗଣ୍ଡଗୋଳର କରୁଣ ପରିଣତି ଦେଖିବାକୁ ମିଳିଛି। ଗଣ୍ଡଗୋଳ ପରେ ରାଗିଯାଇ ସ୍ତ୍ରୀ ବାପଘରକୁ ପଳାଇ ଥିବାବେଳେ ଘର ଭିତରେ ସ୍ବାମୀ ଆତ୍ମହତ୍ୟା କରିଥିବା ଜଣାପଡିଛି। ମୃତକ ହେଲେ…

ସମ୍ପର୍କୀୟଙ୍କୁ ମରଣାନ୍ତକ ଆକ୍ରମଣ, ହତ୍ୟା ଧମକ: ଅଭିଯୁକ୍ତ ଯୁବକ ଗିରଫ

ଦେବଗଡ,୨୫।୨(ଶଶାଙ୍କ ଶେଖର ଝାଙ୍କର): ସମ୍ପର୍କୀୟଙ୍କୁ ମରଣାନ୍ତକ ଆକ୍ରମଣ ସହିତ ହତ୍ୟା ଧମକ ଅଭିଯୋଗରେ କୁଣ୍ଢେଇଗୋଳା ଥାନା ପୋଲିସ କୋରଡପୋଶି ଗ୍ରାମର ଜଣେ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଛି । ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୨…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ ବିବାହିତ ବ୍ୟକ୍ତିକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ମାତ୍ର ଅଦାଲତରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ସେ ହେଲେ ସ୍ଥାନୀୟ ପ୍ରଭାଶୁଣି ଗ୍ରାମର ଶଶୀ କିଷାନ(୪୫)। ବୁଧବାର ଯୁବତୀଙ୍କ…

ଜମିରେ ପଡ଼ିଛି ମୃତଦେହ, ଉପରେ ପଡ଼ିଛି ସାଇକେଲ, ହତ୍ୟା ଅଭିଯୋଗ ଆଣି…

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ବାରକୋଟ ଥାନା ଦଣ୍ଡାସିଂହା ଗ୍ରାମ ନିକଟ ରାସ୍ତାକଡ଼ରୁ ଏକ ମୃତଦେହ ଜବତ ହୋଇଛି। ମୃତକ ଦଣ୍ଡାସିଂହା ଗ୍ରାମର ଶଙ୍କର ଦେହୁରୀ ବୋଲି ଜଣାପଡ଼ିଛି। ରାସ୍ତାକଡ଼ ଚାଷଜମି ଭିତରେ ଶଙ୍କରଙ୍କ ମୃତଦେହ ପଡ଼ିଥିବାବେଳେ ଉପରେ…

ଦେବଗଡରେ ବୁଲା କୁକୁର ଆତଙ୍କ, ଯାହାକୁ ଦେଖୁଛି….

ଦେବଗଡ,୨୧ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସହରରେ କୁକୁର ଆତଙ୍କ । ବୁଲା କୁକୁର ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡୁଥିବା ନେଇ ଅଭିଯୋଗ ହୋଇଛି । ଛୋଟ ଛୁଆଠୁ ଆରମ୍ଭ କରି ବଡ଼ ଲୋକଙ୍କୁ ବି କାମୁଡି ଥିବା ନଜରକୁ ଆସିଛି ।…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ନିମନ୍ତେ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ ବୟସର ହାତୀ ଛୁଆର ମୃତ୍ୟୁ ଘଟିଛି। ସମ୍ପର୍କରେ ରେଞ୍ଜ ଅଫିସର, ବାରକୋଟଙ୍କଠାରୁ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?