ଦେବଗଡ଼

୧୭ ବର୍ଷୀୟ ନାବାଳକଙ୍କୁ ହତ୍ୟାକରି ଘୋଡ଼ାଇଦେଲେ ମହୁଲପତ୍ର

ରିଆମାଳ,୨୬।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ତୁଙ୍ଗାମାଳ ଗ୍ରାମରେ ୧୭ ବର୍ଷୀୟ ନାବାଳକଙ୍କୁ ହତ୍ୟା କରାଯାଇଛି। ହତ୍ୟା ପରେ ମୃତଦେହ ଉପରେ ମହୁଲପତ୍ର ଘୋଡ଼ାଇ ଦେଇଛନ୍ତି ହତ୍ୟାକାରୀ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ…

ଜୁଆଆଡ୍ଡାରେ ଚଢ଼ାଉ: ନଗଦ ୨୬୬୮୦ ଟଙ୍କା ଜବତ,୯ ଜଣଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼,୨୪ା୨(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ମସିନ୍ତା ଡୁଙ୍ଗରୀ ପାହାଡ଼ରେ କୁକୁଡା ଲଢ଼େଇ ଏବଂ ଜୁଆଆଡ୍ଡା ଚାଲିଥିବା ସୂଚନା ପାଇ ବାରକୋଟ ଥାନା ପୋଲିସ ଚଢ଼ାଉ କରିଥିଲା। ଏହି ସମୟରେ ଘଟଣାସ୍ଥଳରୁ ୧୧ଟି ବାଇକ୍‌, ୨ କୁକୁଡା ଏବଂ ନଗଦ ୨୬୬୮୦…

ଅସ୍ତିତ୍ୱ ହରାଉଛି ଜୀରାନଦୀ, ପଶୁଛି ନର୍ଦ୍ଦମା ପାଣି

ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ବହି ଯାଇଛି ଜୀରାନଦୀ। ଏହି ନଦୀକୁ ବରଗଡ଼ର ଜୀବନ ରେଖା ବୋଲି କୁହାଯାଏ। ମାତ୍ର ଦିନକୁ ଦିନ ଜୀରାନଦୀ ଅସ୍ତିତ୍ୱ ହରାଇ ବସିଛି। ଗୋଟିଏ ପଟେ ନଦୀକୁ ଜବରଦଖଲକାରୀମାନେ ମାଡ଼ି ବସିଛନ୍ତି। ଅନ୍ୟପଟେ…

କୋଇଲା ବୋଝେଇ ପିକଅପ୍‌ ଭ୍ୟାନ ଜବତ: ଜଣେ ଗିରଫ

ଦେବଗଡ,୨୩।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କରଳଗା ଛକରୁ ବେଆଇନ କୋଇଲା ବୋଝେଇ ଏକ ପିକଅପ୍‌ ଭ୍ୟାନ ଜବତ ହୋଇଛି। ଏଥିରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବା…

ବେଆଇନ କେନ୍ଦୁପତ୍ର ବୋଝେଇ ପିକଅପ ଭ୍ୟାନ୍‌ ଜବତ, ଦୁଇ ଗିରଫ 

ଦେବଗଡ଼,୨୩।୨(ଶଶାଙ୍କ ଶେଖର ଝାଙ୍କର): ବୌଦ୍ଧ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା କରଲଗା ଛକରୁ ବେଆଇନ କନ୍ଦୁପତ୍ର ବୋଝେଇ ଏକ ପିକଅପ୍‌ ଭ୍ୟାନ ଜବତ ହୋଇଛି। ଏହା ସହ ଦୁଇ ଜଣଙ୍କୁ  ଗିରଫକରାଯାଇଛି। ସୂଚନା ଅନୁଯାୟୀ, ବୁଢାପାଳ ପାର୍ଶ୍ୱରୁ କରଲଗା…

ଦେବଗଡ଼ ଜିଲା: ୩୩ କେନ୍ଦ୍ରରେ ୩୮୦୯ ଛାତ୍ରୀଛାତ୍ର

ଦେବଗଡ଼,୨୨।୨(ଶଶାଙ୍କ ଶେଖର ଝାଙ୍କର): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍‌ ପରୀକ୍ଷା ଫେବୃଆରୀ ୨୧ ତାରିଖରୁ ଆରମ୍ଭ ହେବ। ଦେବଗଡ଼ ଜିଲାରେ ଚଳିତବର୍ଷ ୩୩ଟି ସେଣ୍ଟର କରାଯାଇଥିବା ବେଳେ ୮୬ଟି ବିଦ୍ୟାଳୟର ୩୮୦୯ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ।…

ବିଦ୍ୟୁତ ତାର ସଂସ୍ପର୍ଶରେ ହାତୀ ମୃତ୍ୟୁ ଘଟଣା: ୪ ଶିକାରୀ ଗିରଫ

ଦେବଗଡ,୨୦।୨(ଶେଖର ଝାଙ୍କର): ରିଆମାଳ ବନ୍ୟାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଗରିଆପାଲି ନିକଟସ୍ଥ ଜଙ୍ଗଲ ମଧ୍ୟରେ ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେରେ ଆସି ହାତୀର ମୃତ୍ୟୁ ହୋଇଛି। ଏହି ଘଟଣାରେ ୪ ଜଣ ଶିକାରୀଙ୍କୁ ବନ ବିଭାଗ…

ବିଦ୍ୟୁତ୍‌ ତାରରେ ଲାଗି ଦନ୍ତାହାତୀ ମୃତ

ଦେବଗଡ଼,୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ରେଞ୍ଜ କୁଣ୍ଢେଇଗୋଳା ସେକ୍ସନରେ ଏକ ଅଘଟଣ ଘଟିଛି। ସେକ୍ସନ ଅଧୀନ ଗରିଆପାଲୀ ଗାଁ ରାସ୍ତାରୁ ମଙ୍ଗଳବାର ଏକ ଦନ୍ତା ହାତୀର ମୃତଦେହ ଠାବ ହୋଇଛି। ହେଲେ ବିଦ୍ୟୁତ୍‌ ତାର ଲାଗି ଦନ୍ତାହାତୀର ମୃତ୍ୟୁ…

ଲାଞ୍ଚ ନେଉଥିଲେ ମହିଳା କିରାଣି, ଧରିଲା ଭିଜିଲାନ୍ସ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ଲାଞ୍ଚ ନେବା ବେଳେ ମହିଳା କନିଷ୍ଠ କିରାଣିଙ୍କୁ ଧରିଛି ଭିଜିଲାନ୍ସ। ଦେବଗଡ଼ ମହାବିଦ୍ୟାଳୟ କନିଷ୍ଠ କିରାଣି ମଞ୍ଜୁଳା ପ୍ରଧାନ ଗିରଫ। ସାର୍ଟିଫିକେଟ ଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଦେବଗଡ଼ ଭିଜିଲାନ୍ସ ଚଢ଼ାଉ…

ସରକାରଙ୍କ କାର୍ଯ୍ୟାନୁଷ୍ଠାନ, କାର୍ଯ୍ୟରେ ଅବହେଳା ପାଇଁ ବିଦା ହେଲେ ପୌରାଧ୍ୟକ୍ଷା

ଭୁବନେଶ୍ୱର,୨୯।୧: ଦେବଗଡ଼ ପୌରାଧ୍ୟକ୍ଷା ଶାନ୍ତିମଞ୍ଜରୀ ଦେଈଙ୍କୁ ବହିଷ୍କାର କଲେ ସରକାର। ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନିୟମିତତା ଅଭିଯୋଗ ଥିଲା । ଜିଲାପାଳଙ୍କ ତଦନ୍ତ ରିପୋର୍ଟ ଆଧାରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଅଭିଯୋଗ…

ସାରକୁ ଲୁଣ ଭାବି ଲେମ୍ବୁରେ ମିଶାଇ ଖାଇଦେଲେ ୫ ଛାତ୍ର: ଆଉ ତାପରେ

ବାରକୋଟ,୧୯।୧: ଦେବଗଡ଼ ଜିଲା ବାରକୋଟ ଥାନା ସରୁଆଳି ଗାଁରେ ରବିବାର ଏକ ଅଘଟଣ ଘଟିଛି। ସାର ଖାଇ ୫ଜଣ ଛାତ୍ର ଅସୁସ୍ଥ ହୋଇପଡିଥିବା ଜଣାପଡିଛି। ସମସ୍ତଙ୍କୁ ପାଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମତାବକ, ଖେଳୁଥିବା…

ଦନ୍ତାହାତୀ ଆକ୍ରମଣରେ ପୁଣି ଜଣେ ଫରେଷ୍ଟ କର୍ମଚାରୀ ଗୁରୁତର

ଦେବଗଡ଼,୧୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ବନଖଣ୍ଡ ରିଆମାଳ ବନାଞ୍ଚଳ ସଙ୍ଘାପସି ଗ୍ରାମରେ ହାତୀ ଆତଙ୍କ। ଦନ୍ତାହାତୀ ଆକ୍ରମଣରେ ପୁଣି ଜଣେ ଫରେଷ୍ଟ ସ୍କ୍ବାଡ୍‌ କର୍ମଚାରୀ ଗୁରୁତର ହୋଇଛନ୍ତି। କୁରଡ଼ପୋସି ଗ୍ରାମର ନାରାୟଣ ସାହୁ ହାତୀ ଘଉଡାଇବା ପାଇଁ ନିୟୋଜିତ ହୋଇଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri