ଦେବଗଡ଼

ଦେବଗଡ ଜୋନ ପାଇଁ ନୂତନ କାର୍ଯ୍ୟକାରୀ ସଭାପତି ହେଲେ ଦୟା ଶଙ୍କର ଦ୍ୱିବେଦୀ

ଦେବଗଡ,୧୮।୧(ଶଶାଙ୍କ ଶେଖର ଝାଙ୍କର): ରେଙ୍ଗାଲି ବନ୍ଧ ସୁରକ୍ଷା ସମିତି ଦେବଗଡ ପାଲଲହଡ଼ା କମିଟିର ଦେବଗଡ ଜୋନ ପାଇଁ ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦେବଗଡ଼ ସହରର ଯୁବ ନେତା ଦୟା ଶଙ୍କର ଦ୍ୱିବେଦୀଙ୍କୁ ମନୋନୀତ କରିଥିବା ଜଣାପଡ଼ିଛି। କମିଟିର ସଂପାଦକ ତଥା…

ଏହି କାରଣ ପାଇଁ ସ୍ତ୍ରୀଙ୍କୁ ମାରିଦେଲେ, ସ୍ବାମୀଙ୍କ ସହ ବନ୍ଧା ହେଲେ …

ଦେବଗଡ଼,୧୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଢୋଲତୈଲା ଗ୍ରାମର ଶଶି ଗଡତିଆଙ୍କ ସ୍ତ୍ରୀ ନଳିନୀ ସୁହୁଳାଙ୍କୁ ଯୌତୁକ ଜନିତ ହତ୍ୟା ଘଟଣାରେ ସାମିଲ ଥିବା ଆଉ ୩ ଜଣଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରାଯାଇଛି।…

ଧାନ କଟଣି ଛଟଣି ବନ୍ଦ ଦାବି : ଆଜିଠୁ ଆମରଣ ଅନଶନରେ ବସିବ ଜିଲା କଂଗ୍ରେସ, ସମାଧାନ ନ ହେବା ଯାଏ…

ଦେବଗଡ,୧୩ା୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ପ୍ରଶାସନ ଓ ମିଲର୍ସଙ୍କ ମଧୁଚନ୍ଦ୍ରିକାରେ ଚାଷୀ ଶୋଷଣର ଶିକାର ହେଉଥିବା ଜିଲା କଂଗ୍ରେସ ଅଭିଯୋଗ କରିଛି l ଏହାର ପ୍ରତିବାଦରେ ଜିଲାର ଚାଷୀଙ୍କ ଧାନ ବିକ୍ରି ସମସ୍ୟାର ପୁର୍ଣ୍ଣ ସମାଧାନ ନ ହେବା ପର୍ଯ୍ୟନ୍ତ ମଙ୍ଗଳବାର…

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।ଦେବଗଡ ସ୍ଥିତ ଟିପିଡବ୍ଲୁଓଡିଏଲ୍ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା…

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଥିଲେ। ବର୍ତ୍ତମାନ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ସାରା…

ଛାତ ଉପରକୁ ଯାଇଥିବାବେଳେ ମାଙ୍କଡ କଲା ଆକ୍ରମଣ, ଉପରୁ ତଳକୁ ଖସି ପଡି ମହିଳା ଗୁରୁତର

ଦେବଗଡ,୨୩।୧୨(ଶଶାଙ୍କ ଶେଖର ଝାଙ୍କର): ମାଙ୍କଡ ଆକ୍ରମଣରେ ଦେବଗଡ ପୌରାଞ୍ଚଳର ଜଣେ ମହିଲା ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଦେବଗଡ଼ ପୌରାଞ୍ଚଳ ଖପର ସାହି ସୁମନ ମହାକୁଳ ସକାଳୁ ଘର ଛାତ ଉପରକୁ ଯାଇଥିବା ସମୟରେ ୧୦/୧୨ମାଙ୍କଡ଼ଙ୍କ ଏକ…

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ ସନ୍ଧ୍ୟା ୬ ଯାଏ ବନ୍ଦ ଡାକରା ଦିଆଯାଇଛି । ୪୯ ନଂ ଜାତୀୟ ରାଜପଥ…

ଦେବଗଡ ବନ୍ଦ ପ୍ରସଙ୍ଗ : ଆନ୍ଦୋଳନର ନେତୃତ୍ୱ ନେବ ଜିଲା ମହିଳା ଏକତା ମଞ୍ଚ

ଦେବଗଡ, ୧୫ା୧୨ (ଶଶାଙ୍କ ଶେଖର ଝାଙ୍କର):ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ କୋଠାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟ ସେବା ଦାବିରେ ଜିଲା ଯୁବ ଏକତା ମଞ୍ଚ ପକ୍ଷରୁ ଦୀର୍ଘ ମାସ ଧରି ଜାରି ରହିଥିବା ଆନ୍ଦୋଳନକୁ ଅଧିକ ପ୍ରଭାବି କରିବା ଉଦେଶ୍ୟରେ ଯୁବ…

ଥାନାରେ କୀଟନାଶକ ଔଷଧ ଖାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କ ଅନ୍ୟତ୍ର ବିବାହ ପ୍ରସ୍ତୁତି ଖବର ପାଇ..

ଦେବଗଡ, ୧୨।୧୨ (ଶଶାଙ୍କ ଶେଖର ଝାଙ୍କର): ଅଭିଯୋଗ କରିବାକୁ ଆସିଥିବା ମହିଳା ଦେବଗଡ ଥାନା ଭିତରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପୋଲିସ ଉଦ୍ଧାର କରି ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି । ଚିକିତ୍ସା ପରେ…

ଜଙ୍ଗଲକୁ ଟେକିନେଇ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କଲେ ୪୩ ବର୍ଷୀୟ ବ୍ୟକ୍ତି, ଧରାପଡିବା ପରେ…

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଲଇମୁରା ଥାନା ଅଞ୍ଚଳରେ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ…

ଘରକୁ ଡାକି ବଳାତ୍କାର କରିଥିଲେ ବୃଦ୍ଧ, ହେଲା ଆଜୀବନ କାରାଦଣ୍ଡ

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ନାବାଳିକା ବଳାତ୍କାର ମାମଲାର ବିଚାରକରି ଅତିରିକ୍ତ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ ଜଣେ ବୃଦ୍ଧଙ୍କୁ ଗୁରୁବାର ଆଜୀବନ କାରାଦଣ୍ଡ ସହ ୧୦,୦୦୦ ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୬ ମାସ କାରାଦଣ୍ଡ ଭୋଗିବାକୁ ପଡିବ…

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ ବ୍ଲକ ସଦର ମହକୁମାରେ ସୋମବାର ବିଳମ୍ବିତ ରାତି ଏଭଳି ଅଘଟଣ ଦେଖାଦେଇଛି । ବାରକୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?