ଦେବଗଡ଼

ଜିଲା ପ୍ରଶାସନର ଖାମଖିଆଲ ମନୋଭାବ: ଜିଲାପାଳଙ୍କ ସୋସିଆଲ ମିଡ଼ିଆ ପୋଷ୍ଟକୁ ନେଇ ବଢୁଛି ଦ୍ୱନ୍ଦ୍ୱ

ଦେବଗଡ,୨୭।୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ପ୍ରଶାସନ ପକ୍ଷରୁ ପ୍ରଶାସନିକ ଯେକୌଣସି କାର୍ଯ୍ୟକ୍ରମ ସରିଲା ପରେ ନିଜର ସୋସିଆଲ ମିଡିଆରେ ପୋଷ୍ଟ କରିଥାନ୍ତି। ଯଦ୍ୱାରା ଜନସାଧାରଣଠୁ ଆରମ୍ଭ କରି ଛାତ୍ରୀଛାତ୍ରମାନେ ଦେଖି ଜାଣିପାରନ୍ତି ଯେ, ଜିଲାରେ କଣ କଣ କାର୍ଯ୍ୟକ୍ରମ ହେଉଛି।…

ଦେବଗଡ଼ରେ ଲଜ୍ଜା: ନାମଯଜ୍ଞ ଦେଖିବାକୁ ଯାଇ ବଳାତ୍କାରର ଶିକାର ହେଲେ ଶିଶୁକନ୍ୟା, ଚିତ୍କାର କରିବାରୁ…

ଦେବଗଡ଼,୨୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରବିବାର ରାତିରେ ନାମଯଜ୍ଞ ଦେଖିବାକୁ ଯାଇଥିବା ବେଳେ ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି। ବାରକୋଟ ଥାନା ବାଲିରୋଇ ଗ୍ରାମର ଉଦିତ ପାତ୍ର…

ରେଙ୍ଗାଲି ନଦୀବନ୍ଧ ବାସଚ୍ୟୁତ ପରିବାରଙ୍କ ସମସ୍ୟା ସମାଧାନ ନେଇ ରାଜସ୍ବ ମନ୍ତ୍ରୀଙ୍କ ସହ ଆଲୋଚନା

ଦେବଗଡ଼,୨୩ା୧(ଶଶାଙ୍କ ଶେଖର ଝାଙ୍କର): ରେଙ୍ଗାଲି ବନ୍ଧ ସୁରକ୍ଷା ସମିତି ଦେବଗଡ଼ ପାଲଲହଡ଼ା କମିଟିର ଦେବଗଡ଼ ଜୋନ୍‌ ପାଇଁ ନୂତନ କାର୍ଯ୍ୟକାରୀ ସଭାପତି ଦେବଗଡ଼ ସହରର ଯୁବନେତା ଦୟାଶଙ୍କର ଦ୍ୱିବେଦୀ ଓ କମିଟିର ସମ୍ପାଦକ ତଥା ଆଇନଜୀବୀ ଚୌଧୁରୀ ବେହେରା ଦେବଗଡ଼ ଗସ୍ତରେ…

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ ଛାତ୍ର ବୁଧବାର ସାରୁ ନିଖୋଜ ଥିଲେ। ଗାଁ ନିକଟ ଏକ ପାହାଡ଼ ଓ ଜଙ୍ଗଲ…

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି ହାତୀ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ଅପରାହ୍ନରେ ୧୮ ଟିକିଆ ହାତୀପଲ ବରନାଳି ଗ୍ରାମ…

ଦେବଗଡ ଜୋନ ପାଇଁ ନୂତନ କାର୍ଯ୍ୟକାରୀ ସଭାପତି ହେଲେ ଦୟା ଶଙ୍କର ଦ୍ୱିବେଦୀ

ଦେବଗଡ,୧୮।୧(ଶଶାଙ୍କ ଶେଖର ଝାଙ୍କର): ରେଙ୍ଗାଲି ବନ୍ଧ ସୁରକ୍ଷା ସମିତି ଦେବଗଡ ପାଲଲହଡ଼ା କମିଟିର ଦେବଗଡ ଜୋନ ପାଇଁ ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦେବଗଡ଼ ସହରର ଯୁବ ନେତା ଦୟା ଶଙ୍କର ଦ୍ୱିବେଦୀଙ୍କୁ ମନୋନୀତ କରିଥିବା ଜଣାପଡ଼ିଛି। କମିଟିର ସଂପାଦକ ତଥା…

ଏହି କାରଣ ପାଇଁ ସ୍ତ୍ରୀଙ୍କୁ ମାରିଦେଲେ, ସ୍ବାମୀଙ୍କ ସହ ବନ୍ଧା ହେଲେ …

ଦେବଗଡ଼,୧୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଢୋଲତୈଲା ଗ୍ରାମର ଶଶି ଗଡତିଆଙ୍କ ସ୍ତ୍ରୀ ନଳିନୀ ସୁହୁଳାଙ୍କୁ ଯୌତୁକ ଜନିତ ହତ୍ୟା ଘଟଣାରେ ସାମିଲ ଥିବା ଆଉ ୩ ଜଣଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରାଯାଇଛି।…

ଧାନ କଟଣି ଛଟଣି ବନ୍ଦ ଦାବି : ଆଜିଠୁ ଆମରଣ ଅନଶନରେ ବସିବ ଜିଲା କଂଗ୍ରେସ, ସମାଧାନ ନ ହେବା ଯାଏ…

ଦେବଗଡ,୧୩ା୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ପ୍ରଶାସନ ଓ ମିଲର୍ସଙ୍କ ମଧୁଚନ୍ଦ୍ରିକାରେ ଚାଷୀ ଶୋଷଣର ଶିକାର ହେଉଥିବା ଜିଲା କଂଗ୍ରେସ ଅଭିଯୋଗ କରିଛି l ଏହାର ପ୍ରତିବାଦରେ ଜିଲାର ଚାଷୀଙ୍କ ଧାନ ବିକ୍ରି ସମସ୍ୟାର ପୁର୍ଣ୍ଣ ସମାଧାନ ନ ହେବା ପର୍ଯ୍ୟନ୍ତ ମଙ୍ଗଳବାର…

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।ଦେବଗଡ ସ୍ଥିତ ଟିପିଡବ୍ଲୁଓଡିଏଲ୍ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା…

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଥିଲେ। ବର୍ତ୍ତମାନ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ସାରା…

ଛାତ ଉପରକୁ ଯାଇଥିବାବେଳେ ମାଙ୍କଡ କଲା ଆକ୍ରମଣ, ଉପରୁ ତଳକୁ ଖସି ପଡି ମହିଳା ଗୁରୁତର

ଦେବଗଡ,୨୩।୧୨(ଶଶାଙ୍କ ଶେଖର ଝାଙ୍କର): ମାଙ୍କଡ ଆକ୍ରମଣରେ ଦେବଗଡ ପୌରାଞ୍ଚଳର ଜଣେ ମହିଲା ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଦେବଗଡ଼ ପୌରାଞ୍ଚଳ ଖପର ସାହି ସୁମନ ମହାକୁଳ ସକାଳୁ ଘର ଛାତ ଉପରକୁ ଯାଇଥିବା ସମୟରେ ୧୦/୧୨ମାଙ୍କଡ଼ଙ୍କ ଏକ…

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ ସନ୍ଧ୍ୟା ୬ ଯାଏ ବନ୍ଦ ଡାକରା ଦିଆଯାଇଛି । ୪୯ ନଂ ଜାତୀୟ ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?