ଚକ ଭାଙ୍ଗିଯିବାରୁ କ୍ରେନ୍ରେ ଟଣାହେଲା ରଥ
ଦେବଗଡ଼,୭।୭(ଶଶାଙ୍କ ଶେଖର ଝାଙ୍କର): ଚକ ଭାଙ୍ଗିଯିବାରୁ କ୍ରେନ ଦ୍ୱାରା ଟଣାହେଲା ରଥ। ସୁରକ୍ଷିତ ଭାବେ ମାଉସୀ ମା’ ମନ୍ଦିରରେ ପହଞ୍ଚିଲେ ଚତୁର୍ଦ୍ଧା ମୂର୍ତ୍ତି। ଏ ଭଳି ଏକ ଘଟଣା ଦେଖିବାକୁ ମିଳିଛି ଦେବଗଡ ଜିଲା ବାରକୋଟ ବ୍ଲକ ସଦର ମହକୁମାରେ। ମିଳିଥିବା…
ପ୍ରେମିକାଙ୍କ ତଣ୍ଟି କାଟି ନିଜ ତଣ୍ଟି କାଟି ଆତ୍ମହତ୍ୟା କଲେ ପ୍ରେମିକ
ଦେବଗଡ଼,୮ା୬:ବିଚ୍ ରାସ୍ତାରେ ପ୍ରେମିକାଙ୍କ ତଣ୍ଟି କାଟିଦେଲେ ପ୍ରେମିକ। ପ୍ରେମିକାଙ୍କ ତଣ୍ଟି କାଟିବା ପରେ ନିଜ ତଣ୍ଟି କାଟି ଆତ୍ମହତ୍ୟା ବି କରିଛନ୍ତି ପ୍ରେମିକ ଜଣକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଦେବଗଡ଼ ପୌରାଞ୍ଚଳ ୪ ନମ୍ବର ଓ୍ବାର୍ଡ ଗୁରୁସାହିରେ।…
ଦେବଗଡ଼ରେ ଜିତିଲା ବିଜେଡି
ଦେବଗଡ,୪ା୬(ଶଶାଙ୍କଶେଖର ଝାଙ୍କର): ଦେବଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରୋମାଞ୍ଚରଞ୍ଜନ ବିଶ୍ୱାଳ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାଜପା ପ୍ରାର୍ଥୀ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ୧୫୭୯୨ଟି ଭୋଟରେ ପରାସ୍ତ କରି ବିଜୟୀ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ବିଶ୍ୱାଳ ୮୯୦୭୪ ଖଣ୍ଡ ଭୋଟ ପାଇଥିବାବେଳେ…
ମାଟ୍ରିକ ପରୀକ୍ଷାରେ ଦେବଗଡ଼ ଜିଲା ଟପ୍ପର ହେଲେ ସାଇପ୍ରଜ୍ଞା
ଦେବଗଡ଼,୨୬ା୫(ଶଶାଙ୍କ ଶେଖର ଝାଙ୍କର): ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଦେବଗଡ଼ ଜିଲାର ସହର ଶିଶୁମନ୍ଦିର ଛାତ୍ରୀ ଓ୍ବାର୍ଡନମ୍ବର ୩ ମଠ ସାହିର ମା’ ରଞ୍ଜୟିନୀ ନାୟକ,ବାପା ଦେବଗଡ଼ ତିଲେଇବନି କୁରଡ଼ ପ୍ରାଥମିକ ବିଦ୍ୟାଳୟର ସହ ଶିକ୍ଷକ ତପନ…
ବେଆଇନ ମହୁଲ ବୋଝେଇ ପିକଅପ ଭ୍ୟାନ ଜବତ: ୪ ଗିରଫ
ଦେବଗଡ଼,୧୬।୫(ଶଶାଙ୍କ ଶେଖର ଝାଙ୍କର):ଚୋରା ଚାଲାଣ ବେଳେ ଅବକାରୀ ବିଭାଗ ଚଢଉ କରି ଏକ ମହୁଲ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅବକାରୀ ବିଭାଗ ପକ୍ଷରୁ ସୂଚନା ଅନୁଯାୟୀ, ଦେବଗଡ…
ଦେବଗଡ଼ରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର
ଦେବଗଡ଼,୧୬।୫(ଶଶାଙ୍କ ଶେଖର ଝାଙ୍କର)ସମ୍ବଲପୁର ମୋର ପ୍ରିୟ ଭାଇ ଓ ଭଉଣୀମାନେ ସମସ୍ତଙ୍କୁ ମୋର୍ ଜୁହାର୍। ବିଏସକେୱାଇ ଯୋଜନା ଭଲ କି? ମିଶନ ଶକ୍ତି, ମମତା ଯୋଜନା, ଲକ୍ଷ୍ମୀ ବସ, ୫-ଟି ସ୍କୁଲ, କାଳିଆ ଯୋଜନା, ମଧୁବାବୁ ପେନସନ ଯୋଜନା, ମା’ ସମଲେଇ…
ଭାଜପା ସରକାର ଜନବିରୋଧୀ ସରକାର: ପାଣ୍ଡିଆନ
ଦେବଗଡ଼,୧୫ା୫: ଦେବଗଡ଼ରେ ଦଳୀୟ କର୍ମୀଙ୍କ ପାଇଁ ବୁଧବାର ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ସମୟରେ ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଭାଜପା ସରକାର ଜନବିରୋଧୀ…
ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏହି ୩ ବଡ଼ ପ୍ରତିଶ୍ରୁତି, କହିଲେ…
ଦେବଗଡ଼,୧୫ା୫: ଦେବଗଡ଼ରେ ଦଳୀୟ କର୍ମୀଙ୍କ ପାଇଁ ବୁଧବାର ଜୋର୍ଦାର୍ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନା ଯଥା ବିଏସ୍କେଓ୍ବାଇ , ମିଶନ ଶକ୍ତି, ଲକ୍ଷ୍ମୀ ବସ୍, ମମତା ଯୋଜନା, ୫-ଟିସ୍କୁଲ, ନୂଆ ଓ ଛାତ୍ରବୃତ୍ତି…
କ୍ଷମତାକୁ ଆସିଲେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ: ଧର୍ମେନ୍ଦ୍ର
ଦେବଗଡ଼,୯।୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ଧାନର ସର୍ବନିମ୍ନ ଦର ୩୧ଶହ ଟଙ୍କା ଧାର୍ଯ୍ୟ ହେବ। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ ଦିଆଯିବ। କେନ୍ଦୁପତ୍ରର ମୂଲ୍ୟ ବୃଦ୍ଧି କରାଯାଇ ବିଡା ପ୍ରତି ୨ଟଙ୍କା ମୂଲ୍ୟ ଧାର୍ଯ୍ୟ…
ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ
ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋସକଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ…
ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ
ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ ଭାଜପାରୁ ଇସ୍ତଫା ଦେବାର ମାତ୍ର କିଛି ଘଣ୍ଟା ମଧ୍ୟରେ ଆନୁଷ୍ଠାନିକ ଭାବେ ବିଜେଡିରେ ଯୋଗ…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପ୍ରାଣୀଧନ ଚିକିତ୍ସାଧିକାରୀ
ଦେବଗଡ଼,ରିଆମାଳ,୨୨ା୩( ଶଶାଙ୍କ ଶେଖର ଝାଙ୍କର/ନିରଞ୍ଜନ ବେହେରା):କୁକୁଡା ଫାର୍ମ ପାଇଁ ବିଦ୍ୟୁତ୍ ସଂଯୋଗ ଓ ସବ୍ସିଡି ପ୍ରଦାନ ପାଇଁ ଜଣେ ଚାଷୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦେବଗଡ଼ ଜିଲା ରିଆମାଳ ସଦର ମହକୁମା ପ୍ରାଣୀଧନ ଚିକିତ୍ସାଳୟର ଚିକିତ୍ସାଧିକାରୀ ଡା. ସୁସ୍ମିତା…
Archives


