ଦେବଗଡ଼

ବିଦ୍ୟୁତ୍‌ ଫାଶ ପକାଇ ବନ୍ୟଜନ୍ତୁ ଶିକାର: ୨ ଗିରଫ

ଦେବଗଡ,୧୬।୧୧(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ କପାଗୋଳା ଗ୍ରାମ ନିକଟସ୍ଥ ଜଙ୍ଗଲରେ ବିଦ୍ୟୁତ୍‌ ଫାଶ ପକାଇ ବନ୍ୟଜନ୍ତୁ ଶିକାର ପାଇଁ ଉଦ୍ୟମ କରୁଥିବା ବେଳେ ବନ ବିଭାଗ ଦ୍ୱାରା ୨ ଶିକାରୀ ଗିରଫ ହୋଇଛନ୍ତି । ସୂଚନା ଅନୁଯାୟୀ,…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ନାବାଳକ: ଜଣାପଡ଼ିବା ପରେ ଘଟିଲା…

ଦେବଗଡ଼,୮।୧୧(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ନାବାଳକ ଗିରଫ। ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳରେ ଏଭଳି ଏକ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି । ଅପହୃତା ନାବାଳିକାଙ୍କୁ ଉଦ୍ଧାର କରାଯାଇଥିବାବେଳେ ଅପହରଣ କରିଥିବା ୧୭ ବର୍ଷର ନାବାଳକକୁ ଗିରଫ…

୩ ବାର୍‌ହାଙ୍କ ମୃତଦେହ ଜବତ, ୧୧ ଶିକାରୀଙ୍କୁ ଗିରଫ କଲା ବନ ବିଭାଗ

ଦେବଗଡ଼,୭ା୧୧(ଶଶାଙ୍କ ଶେଖର ଝାଙ୍କର): ବନ ବିଭାଗ ପକ୍ଷରୁ ରାତ୍ର କାଳୀନ ପାଟ୍ରୋଲିଂ ଚାଲିଥିବାବେଳେ ଦେବଗଡ଼ ବନଖଣ୍ଡ ତଥା ଦେବଗଡ଼ ବନାଞ୍ଚଳ ଓ ଦେବଗଡ଼ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ସୁନାମୁଣ୍ଡା ଖସଡ଼ା ଜଙ୍ଗଲରୁ ୩ଟି ଜଙ୍ଗଲୀ ବାର୍‌ହାଙ୍କର ମୃତଦେହ ଜବତ କରାଯାଇଛି। ସେହିପରି…

ବିଦ୍ୟୁତ୍‌ ଫାଶ ଲଗାଇ ଜଙ୍ଗଲୀ ଜନ୍ତୁ ଶିକାର ଉଦ୍ୟମ, ଶିକାରୀଙ୍କୁ ଗିରଫ କଲା ବନ ବିଭାଗ

ଦେଗଗଡ଼,୭ା୧୧(ଶଶାଙ୍କ ଶେଖର ଝାଙ୍କର): ଜିଆଇ ତାର ଯୋଗେ ବିଦ୍ୟୁତ ଫାଶ ଲଗାଇ ଜଙ୍ଗଲୀ ଜନ୍ତୁ ଶିକାର ଉଦ୍ୟମ ବେଳେ ବନ ବିଭାଗ ଚଢ଼ାଉ କରି ଜଣେ ଶିକାରୀଙ୍କୁ ଗିରଫ କରିଛି। ଦେବଗଡ଼ ବନଖଣ୍ଡ ଅଧିକାରିଣୀ ରଶ୍ମି ଜୀଙ୍କ ନିର୍ଦ୍ଦେଶ କ୍ରମେ ବାରକୋଟ…

ମାମୁଘରକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଶିଶୁକନ୍ୟାର ଜୀବନ

ଦେବଗଡ଼,୧ା୧୧(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ଥାନା ଅଧୀନ ନାଉଲିପଡ଼ା ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି। ମାମୁଘରକୁ ଆସି ପୋଖରୀକୁ ଏକୁଟିଆ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଶିଶୁକନ୍ୟାର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ଶିଶୁକନ୍ୟା ସୁନ୍ଦରଗଡ଼…

ପୁରୁଣା ଡ଼ାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ପ୍ରସଙ୍ଗ: ଭାଜପାର ଅଭିଯୋଗକୁ ଜିଲା ଯୁବକ ଏକତା ମଞ୍ଚର ଖଣ୍ଡନ

ଦେବଗଡ,୨୩।୧୦(ଶଶାଙ୍କ ଶେଖର ଝାଙ୍କର): ନୂତନ କୋଠାକୁ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ହେବା ଦିନଠାରୁ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ଦାବି ହୋଇ ଆସୁଛି । ଦେବଗଡ ଜିଲା ଯୁବ ଏକତା ମଞ୍ଚର ଆହ୍ବାନ କ୍ରମେ…

ଅବସରପ୍ରାପ୍ତ ଫରେଷ୍ଟରଙ୍କୁ ବାନ୍ଧିଲା ବନବିଭାଗ: ଘରୁ ମିଳିଲା ଏସବୁ ଜିନିଷ…

ଦେବଗଡ,୧୩।୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ବନଖଣ୍ଡର ଅବସରପ୍ରାପ୍ତ ଫରେଷ୍ଟର କିଶୋର ଚନ୍ଦ୍ର ପ୍ରଧାନଙ୍କୁ ଗିରଫ କରିଛି ବନ ବିଭାଗ। ତାଙ୍କୁ ବାରକୋଟ ଥାନା ଅକ୍ଷରଶିଳା ଗାଁରୁ ଗିରଫ କରାଯାଇଛି। ଘରୁ ହରିଣ ଛାଲ ଓ ମୟୂର ପକ୍ଷୀ ମିଳିବାରୁ ତାଙ୍କୁ ଗିରଫ…

ଜନ୍ତୁ ଶିକାର ପାଇଁ ବିଛାଇଥିଲେ ବିଦ୍ୟୁତ ଫାଶ: ୨ ଶିକାରୀ ଗିରଫ

ଦେବଗଡ,୧୩।୧୦(ଶଶାଙ୍କ ଶେଖର ଝାଙ୍କର): ଜଙ୍ଗଲୀ ଜନ୍ତୁ ଶିକାର ନିମନ୍ତେ ବିଛାଯାଇଥିବା ବିଦ୍ୟୁତ ଫାଶ ଠାବ କରିବା ସହିତ ୨ ଜଣ ଶିକାରୀଙ୍କୁ ଗିରଫ କରି ବନବିଭାଗ କୋର୍ଟଚାଲାଣ କରିଛି । ରିଆମାଳ ବନାଂଚଳ କୁଣ୍ଢେଇଗୋଳା ସେକ୍ସନ ବୁଢାପାଲ ବିଟ ଅନ୍ତର୍ଗତ କପାଗୋଳା…

ଯୁବ ଚାଷୀଙ୍କୁ ପାଦରେ ଦଳିଦେଲା ହାତୀ: ଫସଲ ଜଗିବାକୁ ଯାଉଥିବାବେଳେ…

ଦେବଗଡ,୧୨।୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ବନଖଣ୍ଡରେ ଜାରି ରହିଛି ହାତୀ-ମଣିଷ ଲଢେଇ । ଏହି କ୍ରମରେ ଶନିବାର ସଂଧ୍ୟାରେ ଦେବଗଡ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖୋଲଡିହୀ ଗ୍ରମ ଜଙ୍ଗଲରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି ।…

ବାପାଙ୍କୁ ହାଣି ମାଟିରେ ପୋତିଦେଲେ ପୁଅ

ଦେବଗଡ଼,୮ା୧୦(ଶଶାଙ୍କ ଶେଖର ଝାଙ୍କର): ନିଜ ଜନ୍ମଦାତାଙ୍କୁ ଟାଙ୍ଗିଆରେ ହାଣି ମାଟିରେ ପୋତିଦେଇଛନ୍ତି ଜଣେ ନୃଶଂସ ପୁଅ। ଏଭଳି ଅଭାବନୀୟ କାଣ୍ଡ ଘଟିଛି ଦେବଗଡ଼ ଜିଲା ବାରକୋଟ ଥାନା ଔତଳ ଗାଁରେ। ସୂଚନା ଅନୁଯାୟୀ, ବୁଧବାର ସକାଳେ ପୁଅ ହୃଦାନନ୍ଦ ବେହେରା ଘରେ…

ଦ୍ୱିଦିବସୀୟ ହକି ପ୍ରତିଯୋଗିତାରେ ଜୀବନ ଜ୍ୟୋତି କ୍ଲବ ଚାମ୍ପିୟନ, ବିଜେତା ଦଳକୁ ମିଳିଲା ଟ୍ରଫି ସହ ବଡ ଖାସି

ଦେବଗଡ,୮।୧୦(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ଗଜୁରିବଣୀ ଗ୍ରାମରେ ପିଜି କ୍ଲବ ଆନୁକୂଲ୍ୟରେ ଆୟୋଜିତ ଦ୍ୱିଦିବସୀୟ ହକି ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ୧୬ ଟି ଦଳକୁ ନେଇ ଅନୁଷ୍ଠିତ ଏହି ପ୍ରତିଯୋଗିତାର ଫାଇନାଲ ମ୍ୟାଚରେ ରାଜଗାଙ୍ଗପୁର ରାମବାହାଳ ଆର୍‌ଏମ୍‌ବିଏଲ କ୍ଲବକୁ…

ରିଆମାଳ ବନାଞ୍ଚଳ ଦନ୍ତା ହାତୀର ମୃତହେହ ଠାବ, ମୃତ୍ୟୁର କାରଣ ଅସ୍ପଷ୍ଟ

ଦେବଗଡ,୮।୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ରିଆମାଳ ବନାଞ୍ଚଳ ଏକ ଦନ୍ତା ହାତୀ ମୃତ। ରେଙ୍ଗାଳବେ ସେକ୍ସନ ଅନର୍ଗତ କାଉଁସିତଇଲା ଗାଁ ରାସ୍ତା ନିକଟରେ ହାତୀର ମୃତ ହେହ ଠାବ ହୋଇଛି। ହାତୀର ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକ ବନବିଭାଗକୁ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?