ଦେବଗଡ଼

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁଯାୟୀ ଟୁସୁଳା ଗ୍ରାମର ଟିକେଶ୍ୱର ନାୟକ(୪୦) ସବୁଦିନ ଭଳି ରାତିରେ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ କର୍ମଚାରୀ ହେଲେ ରିଆମାଳ ଥାନା ଧରମପୁର ଗାଁର ଟୁନା ସାହୁ(୩୮) । ସୂଚନା…

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା । ଶନିବାର ଅପରାହ୍ନ ୫.୩୦ ସମୟରେ ଏକ ମାରୁତି ଡିଜାୟାର କାର (ଓଡି ୦୨…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼ ଜିଲା ବାରକୋଟ ବ୍ଲକ କାଳିଆପାଳ ଗ୍ରାମରେ ରବିବାର ସକାଳୁ ଏଭଳି ଏକ ଅଭାବନୀୟ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ ୯ ଜଣ ଛାତ୍ରୀ ହଠାତ ଅସୁସ୍ଥ ହୋଇପଡ଼ିଛନ୍ତି। ସମସ୍ତେ ତଳେ ଗଡ଼ିଯାଇ ଅସ୍ବାଭାବିକ…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି ଲେଖିଲେ ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ। ଅନିୟମିତ ଅଭିଯୋଗରେ ୨୦୨୪ରେ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଖାଇବା ପରେ ହଠାତ୍ ୪ ଜଣ ନାବାଳିକା…

ବାଲିଘାଟରୁ ଶ୍ରମିକଙ୍କ ଗଳିତ ମୃତଦେହ ଉଦ୍ଧାର ଘଟଣା : ଚାଳକଙ୍କୁ ଗିରଫ କରି କୋର୍ଟଚାଲାଣ କଲା ପୋଲିସ

ଦେବଗଡ,୧୧ା୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବ୍ଲକ ସିଂହଶାଳ ଗ୍ରାମ ପଂଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ଉଦ୍ଧାର ଘଟଣାରେ ବାରକୋଟ ଥାନା ପୋଲିସ ଏକ ହତ୍ୟା ମାମଲା ରୁଜୁକରି ଘଟଣାର ତଦନ୍ତ ଚଲାଇଥିଲା। ସୋମବାର ଏ ଘଟଣାର ଅନ୍ୟତମ ଅଭିଯୁକ୍ତ ତଥା…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର ଦୁର୍ଗମ ତଥା ଆଦିବାସୀ ବହୁଳ ଲଇମୁରା ଥାନାଂଚଳର ତିଲେଇମାଳ ଗ୍ରାମରେ । ସୂଚନା…

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଏକ ମାଈ ହାତୀର କଙ୍କାଳ ଠାବ କରିଛି l ସୂଚନା ମୁତାବକ, ଶୁକ୍ରବାର…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସେ ହେଲେ ଘନଶ୍ୟାମ ନାୟକ(୩୮)। ପୋଲିସ ସୂଚନା ମୁତାବକ, ଦେବଗଡ଼…

ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ

ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର ଜଣେ ଯୁବକଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଥିବା ଜଣାପଡିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?