ଦେବଗଡ଼

ଜଙ୍ଗଲରେ ବନରକ୍ଷୀଙ୍କୁ ଆକ୍ରମଣ, ସରକାରୀ ଗାଡି ଭଙ୍ଗାରୁଜା

ଦେବଗଡ଼,୨୨ା୪(ଡି.ଏନ.ଏ): ଦେବଗଡ ବନଖଣ୍ଡ କୁଣ୍ଢେଇଗୋଳା ସେକ୍ସନ ଅଧୀନ ସଂଘାପଶି ଜଙ୍ଗଲରେ ବନରକ୍ଷୀ କାର୍ତ୍ତିକେୟ ପ୍ରଧାନଙ୍କୁ ଆକ୍ରମଣ ହୋଇଛି। ପଡୋଶୀ ଅନଗୋଳ ଜିଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ପାଟକୁମୁଣ୍ଡା ଗ୍ରାମର କେତେକ ବ୍ୟକ୍ତି ତାଙ୍କୁ ଆକ୍ରମଣ କରିଛନ୍ତି। ଏମାନେ ଗଛ କାଟି...

ଘରକୁ ଘର ବୁଲି ଚାଲିଛି ସର୍ଭେ

ଦେବଗଡ଼,୨୨ା୪(ଡି.ଏନ.ଏ)-ଦେବଗଡ଼ ଜିଲାରେ କରୋନା ସଂକ୍ରମଣକୁ ରୋକିବା ପାଇଁ ମିଶନ ମୁଡ୍‌ରେ ଚାଲିଛି ସର୍ଭେ ା ଅଙ୍ଗନଓ୍ବାଡି କର୍ମୀ, ସହାୟିକା, ଏଏନଏମ୍‌ ଏବଂ ଆଶାକର୍ମୀଙ୍କ ଟିମ୍‌ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ପ୍ରତି ଘରକୁ ଯାଇ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସର୍ଭେ କରୁଛନ୍ତି ା...

ମାଛ ବିକ୍ରି ଆରମ୍ଭ କଲେ ସ୍ବୟଂ ସହାୟକ ଗୋଷ୍ଠୀ

ଦେବଗଡ,୨୨ା୪(ଡି.ଏନ.ଏ.)-ଲକ୍‌ ଡାଉନ ସମୟରେ ଜୀବନ ଓ ଜୀବିକା ଗୁରୁତ୍ୱପୂର୍ଣ୍ଣ ା ଏହା ହୃଦୟଙ୍ଗମ କରି ରାଜ୍ୟ ସରକାର କେତେକ କ୍ଷେତ୍ରରେ କରୋନା ପାଇଁ ନିଆଯାଇଥିବା କେତେକ କଟକଣାକୁ ସାମାନ୍ୟ କୋହଳ କରିଛନ୍ତି ା ଏହାକୁ ଆଖି ଆଗରେ ରଖି ଦେବଗଡ଼...

ପ୍ରଭାବ ପକାଇଛି ଲକ୍‌ ଡାଉନ, ଭୋକ୍‌ ଉପାସରେ କଟୁଛି ଦିନ

ବାରକୋଟ, ୧୯।୪ (ଡି.ଏନ.ଏ.)- ଲକ୍‌ ଡାଉନ ପ୍ରଭାବରେ ଦିନ ମଜୁରିଆଙ୍କ ଅବସ୍ଥା ଦୟନୀୟ ସ୍ଥିତିରେ ପହଞ୍ଚତ୍ଛି। ଏମାନଙ୍କ ଲାଗି ଅବଶ୍ୟ ସରକାରୀ ସହାୟତା କିଛି ମାତ୍ରାରେ ସହାୟକ ହେଉଛି। ତଥାପି ଅନେକ ଯୋଗ୍ୟ ହିତାଧିକାରୀ ସରକାରୀ ସହାୟତାରୁ ବଞ୍ଚତ୍ତ ହୋଇଛନ୍ତି।...

ମାସ୍କ ପିନ୍ଧିଲେନି, ଜରିମାନା ଦେଲେ

ଦେବଗଡ,୧୯।୪ (ଡି.ଏନ.ଏ.)-ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି। ଏହାକୁ ଅବମାନନା କରିଥିବା ବ୍ୟକ୍ତିଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ଶନିବାର ଦେବଗଡ ଜିଲାର ୧୨୯ଜଣ ଅମାନିଆଙ୍କଠାରୁ ୨୫ହଜାର ୮୦୦ଟଙ୍କା ଜରିମାନା ଆଦାୟ କରାଯାଇଛି ା

ବାର୍‌ହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ୍‌ ତାର, ସଂସ୍ପର୍ଶରେ ଆସି ଯୁବକ ଗୁରୁତର,

ଦେବଗଡ଼,୧୮ା୪(ଡ଼ି.ଏନ୍‌.ଏ.) ଦେବଗଡ଼ ଜିଲା ବାରକୋଟ ବ୍ଲକ ବଲଣ୍ଡା ଗ୍ରାମ ନିକଟ ଜଙ୍ଗଲରେ ବାର୍‌ହା ଶିକାରପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଯୁବକ ଜଣକ ହେଲେ ବିଭୂତି ଭୂୟାଁ(୨୬)। ଗୁରୁତର ଅବସ୍ଥାରେ ତାଙ୍କୁ ବୁର୍ଲା...

ନାବାଳକ ପୁଅ ନେଲେ ବାପାଙ୍କ ଜୀବନ

ଦେବଗଡ଼,୧୫।୪ (ଡି.ଏନ.ଏ.)-ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଝରାକଣ୍ଢଳ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି । ନାବାଳକ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ ଘଟିଛି। ପୋଲିସ ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରିଛି । ୨ ନାବାଳକ...

ଟ୍ୟୁସନ ଫି ଦାନ କଲେ ଛାତ୍ରୀଛାତ୍ର

ଦେବଗଡ଼,୧୫।୪ (ଡି.ଏନ.ଏ.)-ଦେବଗଡ଼ ଜିଲା ବାରକୋଟ ବ୍ଲକ ସଦର ମହକୁମାର ବ୍ୟବସାୟୀ ଓ ଜଣେ ଠିକାଦାର ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଅର୍ଥ ପ୍ରଦାନ କରିଛନ୍ତି। ବିବେକାନନ୍ଦ ସାହୁ ୧୦ହଜାର ୫୫ ଟଙ୍କାର ଚେକ୍‌ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ପ୍ରଦାନ...

ଟଙ୍କା ଉଠାଣ ପାଇଁ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ

ଦେବଗଡ଼,୧୫।୪(ଡି.ଏନ.ଏ.)-ବୁଧବାର ଦେବଗଡ଼ ସହରରେ ଥିବା ବିଭିନ୍ନ ବ୍ୟାଙ୍କରେ ପ୍ରବଳ ଜନଗହଳି ଦେଖିବାକୁ ମିଳିଥିଲା। କେନ୍ଦ୍ର ସରକାର ଜନଧନ ଜମା ଖାତାରେ ୫ଶହ ଟଙ୍କା ସହାୟତା ରାଶି ପ୍ରଦାନ କରିଥିଲେ। ସେହି ଟଙ୍କା ଉଠାଣ ପାଇଁ ବ୍ୟାଙ୍କ ପରିସରରୁ ରାସ୍ତା ପର୍ଯ୍ୟନ୍ତ...

ଦିଅର ଠେଙ୍ଗାମାଡରେ ଭାଉଜ ଜୀବନ ଗଲା

ଦେବଗଡ,୧୧ା୪(ଡି.ଏନ.ଏ):ଦେବଗଡ ଥାନା ଅଧୀନ ସାନ ଶିରଡିହି ଗ୍ରାମରେ ଦିଅରର ଠେଙ୍ଗାମାଡରେ ଭାଉଜଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ସ୍ବର୍ଗତ ବିଜୟ ବାଙ୍କିରାଙ୍କ ସ୍ତ୍ରୀ ଶନିବାରୀ ବାଙ୍କିରା (୫୦)। ଏ ନେଇ ଶନିବାରୀଙ୍କ ପୁଅ କଙ୍କରୁ (୨୩) ଲିଖିତ...

ଏସ୍‌ଏଚ୍‌ଜି ସଦସ୍ୟାଙ୍କୁ ରୋଜଗାର ଦେଉଛି ମାସ୍କ

ଦେବଗଡ,୧୦ା୪(ଡି.ଏନ.ଏ): ଦେବଗଡ଼ ଜିଲା ବାରକୋଟ ବ୍ଲକ ଅଧୀନ କଣ୍ଢଳ ଓ ବଳମ ପଞ୍ଚାୟତର ମା’ ମହାଲକ୍ଷ୍ମୀ, ମା’ ଶୁଭଲକ୍ଷ୍ମୀ, ମା’ ତାରିଣୀ ସ୍ବୟଂ ସହାୟିକା ଗୋଷ୍ଠି ଓ ମହିଳା କିକାଶ ସମିତି ପକ୍ଷରୁ ଶୁକ୍ରବାର କଣ୍ଢଳ ପଞ୍ଚାୟତ ଅଧୀନ ବାଘମୁଣ୍ଡା...

ଲକ୍‌ ଡାଉନକୁ ଚୋରା ମଦ ବ୍ୟବସାୟୀଙ୍କ ଭୟ ନାହିଁ

ଦେବଗଡ,୧୦ା୪(ଡି.ଏନ.ଏ):କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ ଡାଉନ୍‌ ସତ୍ତ୍ୱେ ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଦେଶୀ ଓ ବିଦେଶୀ ମଦ କାରବାର ଜାରି ରହିଛି। ଶୁକ୍ରବାର ତେଲିମୁଣ୍ଡା ନିକଟସ୍ଥ ଏକ ବନ୍ଧ ହୁଡାରୁ ମଦ ପ୍ରସ୍ତୁତ ପାଇଁ...

Advertisement
Archives

Model This Week

Why Dharitri