ଦେବଗଡ଼

ସୋସିଆଲ ମିଡିଆରେ ପୋଷ୍ଟକରି ବିଧାୟକ ହେବାର ସ୍ବପ୍ନ

ଦେବଗଡ଼,୧୦।୨(ଡି.ଏନ୍‌.ଏ.): ଫେସ୍‌ ବୁକ, ହ୍ବାଟ୍ସଆପ, ୟୁଟୁବ ଆଦି ସୋସିଆଲ ମିଡ଼ିଆରେ ପ୍ରତ୍ୟେକ ଦିନ କିଛି ନା କିଛି ପୋଷ୍ଟ କରି ଦେବଗଡ଼ ଜିଲା ତଥା ସହରର କେତେକ ନେତା, କର୍ମୀ ସିଧାସଳଖ ବିଧାୟକ ହେବାର ସ୍ବପ୍ନ ଦେଖୁଛନ୍ତି। ଯାହା ବର୍ତ୍ତମାନ ଦେବଗଡ଼ରେ…

ପୋଖରୀ ଏରିଆ ଚିହ୍ନଟ କଲା ଜିଲା ପ୍ରଶାସନ

ଦେବଗଡ଼, ୪।୨(ଡି.ଏନ.ଏ.): ଦେବଗଡ଼ ସହର କଲେଜ ରୋଡ ଶନିମନ୍ଦିର ନିକଟ ଷୋହଳ ବଖରି କଟା (ପୋଖରୀ) ଉନ୍ନତିକରଣ କରାଯାଉଛି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ପୋଖରୀ ଏରିଆ ମପାଯାଇ ଚିହ୍ନଟ କରାଯାଇଛି। ତହସିଲଦାର ଏଜଲିନ ବାରା, ପୌର ନିର୍ବାହୀ ଅଧିକାରୀ…

୨.୫ କୋଟି ବ୍ୟୟରେ ହେବ ପୋଖରୀ ଉନ୍ନତିକରଣ

ଦେବଗଡ଼, ୩।୧(ଡି.ଏନ.ଏ.): ଦେବଗଡ଼ ସହର କଲେଜ ରୋଡ ଶନିମନ୍ଦିର ନିକଟ ଷୋହଳ ବଖରି କଟା (ପୋଖରୀ) ଉନ୍ନତିକରଣ କରାଯାଉଛି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ପୋଖରୀ ଏରିଆ ମପାଯାଇ ଚିହ୍ନଟ କରାଯାଇଛି। ତହସିଲଦାର ଏଜଲିନ ବାରା, ପୌର ନିର୍ବାହୀ ଅଧିକାରୀ…

ଖମାର ରେଞ୍ଜର ନିଲମ୍ବିତ

ଖମାର,୨୬।୧(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ଖମାର ବନାଞ୍ଚଳ ରେଞ୍ଜର ଚନ୍ଦ୍ର ଶେଖର ଗଡ଼ନାୟକଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଳା, ବିଭିନ୍ନ ଅନିୟମିତତା ଏବଂ ସହ କର୍ମଚାରୀଙ୍କୁ ଦୁର୍ବ୍ୟବହାର ପାଇଁ ତାଙ୍କୁ ଦେବଗଡ଼ ପ୍ରଧାନ ବନ ସଂରକ୍ଷକ ନିଲମ୍ବନ କରିଛନ୍ତି। ମିଳିଥିବା ସୂଚନା…

ବିଜେଡିକୁ କଳାପତାକା ଦେଖାଇ ବିରୋଧ: ଭାଜପା କର୍ମୀ ଅଟକ

ଦେବଗଡ଼,୨୪।୧(ଡି.ଏନ୍‌.ଏ.): ବିଜେଡିକୁ କଳାପତାକା ଦେଖାଇ ବିରୋଧ  ବେଳେ ଭାଜପା କର୍ମୀ ଅଟକ। ଏଭଳି ଘଟଣା ଘଟିଛି ଦେବଗଡ଼ ଜିଲା ଶାସନସାହି ଛକରେ । ବିଜେଡ ପ୍ରତିଷ୍ଠା ଦିବସ ପାଳନ ଅବସରରେ ବିଜେଡି ଶୋଭାଯାତ୍ରାକୁ ବିରୋଧ କରାଯାଇଥିଲା। ଏହି ଘଟଣାରେ ଜିଲା ଭାଜପା…

ମଦ ଦୋକାନ ମ୍ୟାନେଜରଙ୍କ ଘରୁ ଦୁର୍ବୃତ୍ତ ଲୁଟିନେଲେ ନଗଦ ସାଢ଼େ ୪ ଲକ୍ଷ ଟଙ୍କା

ଦେବଗଡ଼,୨୩ା୧(ଡି.ଏନ୍‌.ଏ.): ଦେବଗଡ଼ ପୌର କାର୍ଯ୍ୟାଳୟ ପାଖ ଏକ ଘରୁ କେତେକ ଦୁର୍ବୃତ୍ତ ଜଣେ ବିଦେଶୀ ମଦ ଦୋକାନ ମ୍ୟାନେଜରଙ୍କ ଘର କବାଟ ତାଡ଼ି ଆଲମିରାରୁ ଦୋକାନର ବିକ୍ରି ହୋଇଥିବା ପ୍ରାୟ ସାଢ଼େ ୪ ଲକ୍ଷ ଟଙ୍କା ଲୁଟି ନେଇଥିବା ଜଣାପଡ଼ିଛି। ସହରରେ…

ପ୍ରଧାନପାଟ ଉତ୍ସବରେ ଅତିଥି ଚୟନକୁ ନେଇ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ଅସନ୍ତୋଷ

ଦେବଗଡ଼, ୨୧।୧(ଡି.ଏନ୍‌.ଏ.): ପ୍ରଧାନପାଟସ୍ଥିତ ବଡ଼ବଗିଚାଠାରେ ଜାନୁୟାରୀ ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଉତ୍ସବ ପ୍ରଧାନପାଟ ଅନୁଷ୍ଠିତ ହେଉଛି। ତେବେ ପ୍ରଧାନପାଟ ଉତ୍ସବରେ ଅତିଥି ଚୟନକୁ ନେଇ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇଛି।…

୨ ବର୍ଷର ଝିଅକୁ କଚାଡ଼ି ମାରିଲେ ବାପା

ଦେବଗଡ଼,୧୬ା୧(ଡି.ଏନ୍‌.ଏ.): ଦୁଇ ବର୍ଷର ଝିଅକୁ କଚାଡ଼ି ମାରିଛନ୍ତି ବାପା। ଏପରି ଅମାନବୀୟ ଘଟଣା ଦେଖିବାକୁ ମିଳିଛି ଦେବଗଡ଼ ଜଲା ନବଗଠିତ ଲଇମୁରା ଥାନା ଅନ୍ତର୍ଗତ ଲମ୍ବଡୁରା ଗ୍ରାମରେ। ବାପା ବିଜୁ କିଷାନଙ୍କୁ ପୋଲିସ ଅଟକ ରଖିଥିବା ଜଣାପଡ଼ିଛି। ଖବର ଅନୁଯାୟୀ, ତିଳେଇବଣି…

ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିକଲା ବିଜେଡି

ଦେବଗଡ଼/ଭୁବନେଶ୍ୱର (ବ୍ୟୁରୋ), ୧୧ା୧(ଡି.ଏନ.ଏ.): ମୁକ୍ତା ଯୋଜନାରେ ଏସ୍‌ଏଚ୍‌ଜି ମହିଳା ମାନେ ନିର୍ମାଣ କରିଥିବା ଟାଉନ ହଲ୍‌ ପାଚେରି ଭଙ୍ଗାରୁଜା ଘଟଣାକୁ ନେଇ ଦେବଗଡ଼ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ବିରୋଧରେ ଅସନ୍ତୋଷ ବଢିବାରେ ଲାଗିଛି। ଏହି ଭଙ୍ଗାରୁଜାକୁ ନେଇ ବିଧାୟକ ପାଣିଗ୍ରାହୀଙ୍କୁ…

ମୁକ୍ତା ଯୋଜନାରେ ନିର୍ମାଣଧୀନ କାର୍ଯ୍ୟକୁ ବିଧାୟକଙ୍କ ଉପସ୍ଥିତିରେ ଭଙ୍ଗା ଘଟଣା: ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି

ଦେବଗଡ଼,୧୦।୧(ଡି.ଏନ୍‌.ଏ.): ଦେବଗଡ଼ ପୌରପରିଷଦ ପକ୍ଷରୁ ମୁକ୍ତା ଯୋଜନାରେ ମିଶନ ଶକ୍ତି ମହିଳା ଏସଏଚଜି ପକ୍ଷରୁ ନିର୍ମାଣଧୀନ ପ୍ରକଳ୍ପବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ଉପସ୍ଥିତିରେ ଭାଜପା ସମର୍ଥକଙ୍କ ଭଙ୍ଗାରୁଜା କରିଥିଲେ ଏହି ଘଟଣାରେ ମଙ୍ଗଳବାର ଜିଲା ବିଜେଡି ପକ୍ଷରୁ ଦୃଢ ନିନ୍ଦା କରାଯିବା…

ପୌରପରିଷଦ ନିର୍ବାହୀ ଅଧିକାରୀ, କର୍ମଚାରୀଙ୍କୁ ଗିରଫ ଦାବିରେ ବିକ୍ଷୋଭ

ଦେବଗଡ଼,୧୦।୧(ଡି.ଏନ୍‌.ଏ.): ୨ ତାରିଖ ଦେବଗଡ଼ ପୌରପରିଷଦର ନିର୍ବାହୀ ଅଧିକାରୀ ତପନ ମହାପାତ୍ର ଅଫିସରେ କାର୍ଯ୍ୟ କରୁଥିବା ସମୟରେ ଉପନଗରପାଳ ପ୍ରଜିତ ଭୋଜ ଓ ସ୍ବାଧୀନ କାଉନସିଲର ଧର୍ମେନ୍ଦ୍ର ଦେବତା ତାଙ୍କୁ ମାଡ଼ ମାରିବା ସହିତ ଆକ୍ରମଣ କରିଥିବା ନେଇ ମହାପାତ୍ର ଦେବଗଡ଼…

ଉନ୍ନୟନ କାର୍ଯ୍ୟକୁ ଭାଙ୍ଗିଲେ ବିଧାୟକଙ୍କ ସମର୍ଥକ

ଦେବଗଡ଼, ୧୦।୧(ଡି.ଏନ୍‌.ଏ.): ଦେବଗଡ଼ର ଭାଜପା ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ସମର୍ଥକମାନେ ମହିଳା ସଶକ୍ତିକରଣ କାର୍ଯ୍ୟକୁ ବିରୋଧ କରିଛନ୍ତି। ପୌର ପରିଷଦ ପକ୍ଷରୁ ମୁକ୍ତା ଯୋଜନାରେ ମିଶନ ଶକ୍ତି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ଦ୍ୱାରା ନିର୍ମାଣ କରାଯାଇଥିବା ଟାଉନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri