ଦେବଗଡ଼

୨୬ରେ ଭୁବନେଶ୍ୱର ଯିବେ ଜିଲାର ଶତାଧିକ ସଦସ୍ୟା ସଦସ୍ୟ

ଦେବଗଡ଼,୨୨।୩(ଶଶାଙ୍କ ଶେଖର ଝାଙ୍କର): ଛଟେଇ ହୋଇଥିବା ବାହ୍ୟ ଠିକା କର୍ମଚାରୀମାନଙ୍କୁ ପୁନଃନିଯୁକ୍ତି, ସମାନ କାମକୁ ସମାନ ଦରମା ଏବଂ ବାହ୍ୟ ଠିକା କର୍ମଚାରୀମାନଙ୍କୁ ସ୍ଥାୟୀ କର୍ମଚାରୀ ମାନ୍ୟତା ଦାବିରେ ଶୁକ୍ରବାର ଓଡିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ଦେବଗଡ଼ ଶାଖା ପକ୍ଷରୁ…

ବିିଶୃଙ୍ଖଳିତ ଶିକ୍ଷକଙ୍କୁ ତୁରନ୍ତ ବଦଳି ପାଇଁ ଜୋର୍‌ ଧରିଲା ଦାବି

ଦେବଗଡ଼,୨୨।୩(ଶଶାଙ୍କ ଶେଖର ଝାଙ୍କର): ଧାର୍ଯ୍ୟ ସମୟରୁ ଢେର ବିଳମ୍ବରେ ବିଦ୍ୟାଳୟକୁ ଆସୁଛନ୍ତି ଶିକ୍ଷକ। କେବଳ ଏତିକି ନୁହେଁ, ପାନ ଓ ଗୁଟଖା ଖାଇ ଶ୍ରେଣୀ କକ୍ଷରେ ଛେପ ପକାଇବା ସହ ପାଠ ପଢାଇବା ବେଳେ ଛାତ୍ରୀଛାତ୍ରମାନଙ୍କୁ ବାଡିରେ ପିଟୁଛନ୍ତି। ପାଠପଢା ସମୟରେ…

ଶିଶୁବାଟିକାରେ ନାମଲେଖାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ର

ଦେବଗଡ଼,୨୧।୩(ଶଶାଙ୍କ ଶେଖର ଝାଙ୍କର): ସମଗ୍ର ଶିକ୍ଷା ଦେବଗଡ଼ ଆନୁକୂଲ୍ୟରେ ଜିଲାର ସରକାରୀ ବିଦ୍ୟାଳୟରେ ୫ ବର୍ଷରୁ ଊର୍ଦ୍ଧ୍ୱ ଶିଶୁମାନଙ୍କ ଶିଶୁବାଟିକା ଓ ୬ ବର୍ଷରୁ ଊଦ୍ଧ୍ୱର୍ର୍ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ଅଭିଭାବକମାନଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ପତ୍ର ବଣ୍ଟନର…

ଭାଲୁ ଆବୁଡ଼ରେ ପଡ଼ିଗଲେ ୨ ମହିଳା

ଦେବଗଡ଼,୧୮।୩(ଶାଶଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ତିଳେଇବଣି ବ୍ଳକ ଲଇମୁରା ଫରେଷ୍ଟ ସେକ୍ସନରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି। ଭାଲୁ ଆକ୍ରମଣରେ ମଙ୍ଗଳବାର ୨ଜଣ ମହିଳା ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ଛୁଆଳି ଘାଟିକୁ ୨ଜଣ ମହିଳା ମହୁଲ…

ଶୋଇଥିବା ବେଳେ ଘରୁ ଟାଣି ମହିଳାଙ୍କୁ ମାରିଦେଲା ଦନ୍ତା ହାତୀ

ଦେବଗଡ,୧୮ା୩( ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ବୁଢ଼ାପାଳ ଅଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ତିଲେଇପଶି ଗ୍ରାମରେ ଅଭାବନୀୟ ଘଟଣା। ବିଳମ୍ବିତ ରାତି ଘର ଭିତରେ ପଶି ଆକ୍ରମଣ କରିଛି ଦନ୍ତାହାତୀ। ଘର ଭିତରୁ ଟାଣି ଆଣି ମହିଳାଙ୍କୁ ଦନ୍ତାହାତୀ ଦଳିଦେଇଛି।…

ଶଗଡ଼କୁ ଧକ୍କା ଦେଇ XUV ଫେରାର, ବୃଦ୍ଧାଙ୍କ ସମେତ ବଳଦ ମୃତ

ଦେବଗଡ଼,୧୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ ଛତାବର ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ ଶଗଡ଼କୁ ଧକ୍କା ଦେଇ XUV ଗାଡି ଫେରାର ହୋଇଯାଇଛି। ଏହି ଦୁର୍ଘଟଣାରେ ଜଣେ ବୃଦ୍ଧାଙ୍କ ସମେତ ବଳଦର ମୃତ୍ୟୁ ଘଟିଛି।…

ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ଵାମୀ

ଦେବଗଡ଼,୨୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଝରାଡିହି ଗ୍ରାମରେ ଅଭାବନୀୟ ଘଟଣା। ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ଵାମୀ। ଏହାପରେ ଅଭିଯୁକ୍ତ ସ୍ୱାମୀ ଛତାବର ଡାକ୍ତରଖାନାରେ ମହିଳାଙ୍କ ଶବ ଛାଡି ଫେରାର ମାରିଛନ୍ତି।…

ପ୍ରେମିକାଙ୍କୁ ପାଇବା ପାଇଁ ନାବାଳକଙ୍କୁ ବାଟରୁ ହଟାଇଦେଲେ, ୨ ହତ୍ୟାକାରୀ ଗିରଫ

ଦେବଗଡ,୨୭।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ତୁଙ୍ଗାମାଳ ଗ୍ରାମରେ ନାବାଳକ ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ତ୍ରିକୋଣୀୟ ପ୍ରେମ ବ୍ୟାପରକୁ ନେଇ ହତ୍ୟାକାଣ୍ଡ ହୋଇଥିବା ପୋଲିସ ଖୁଲାସା କରିଛି । ଏହି ଘଟଣାରେ ୨ ହତ୍ୟାକାରୀଙ୍କୁ ଗିରଫ…

୧୭ ବର୍ଷୀୟ ନାବାଳକଙ୍କୁ ହତ୍ୟାକରି ଘୋଡ଼ାଇଦେଲେ ମହୁଲପତ୍ର

ରିଆମାଳ,୨୬।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ତୁଙ୍ଗାମାଳ ଗ୍ରାମରେ ୧୭ ବର୍ଷୀୟ ନାବାଳକଙ୍କୁ ହତ୍ୟା କରାଯାଇଛି। ହତ୍ୟା ପରେ ମୃତଦେହ ଉପରେ ମହୁଲପତ୍ର ଘୋଡ଼ାଇ ଦେଇଛନ୍ତି ହତ୍ୟାକାରୀ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ…

ଜୁଆଆଡ୍ଡାରେ ଚଢ଼ାଉ: ନଗଦ ୨୬୬୮୦ ଟଙ୍କା ଜବତ,୯ ଜଣଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼,୨୪ା୨(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ମସିନ୍ତା ଡୁଙ୍ଗରୀ ପାହାଡ଼ରେ କୁକୁଡା ଲଢ଼େଇ ଏବଂ ଜୁଆଆଡ୍ଡା ଚାଲିଥିବା ସୂଚନା ପାଇ ବାରକୋଟ ଥାନା ପୋଲିସ ଚଢ଼ାଉ କରିଥିଲା। ଏହି ସମୟରେ ଘଟଣାସ୍ଥଳରୁ ୧୧ଟି ବାଇକ୍‌, ୨ କୁକୁଡା ଏବଂ ନଗଦ ୨୬୬୮୦…

ଅସ୍ତିତ୍ୱ ହରାଉଛି ଜୀରାନଦୀ, ପଶୁଛି ନର୍ଦ୍ଦମା ପାଣି

ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ବହି ଯାଇଛି ଜୀରାନଦୀ। ଏହି ନଦୀକୁ ବରଗଡ଼ର ଜୀବନ ରେଖା ବୋଲି କୁହାଯାଏ। ମାତ୍ର ଦିନକୁ ଦିନ ଜୀରାନଦୀ ଅସ୍ତିତ୍ୱ ହରାଇ ବସିଛି। ଗୋଟିଏ ପଟେ ନଦୀକୁ ଜବରଦଖଲକାରୀମାନେ ମାଡ଼ି ବସିଛନ୍ତି। ଅନ୍ୟପଟେ…

କୋଇଲା ବୋଝେଇ ପିକଅପ୍‌ ଭ୍ୟାନ ଜବତ: ଜଣେ ଗିରଫ

ଦେବଗଡ,୨୩।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କରଳଗା ଛକରୁ ବେଆଇନ କୋଇଲା ବୋଝେଇ ଏକ ପିକଅପ୍‌ ଭ୍ୟାନ ଜବତ ହୋଇଛି। ଏଥିରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?