ଦେବଗଡ଼

ଜନ୍ତୁ ଶିକାର ପାଇଁ ବିଛାଇଥିଲେ ତାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼,୯।୧୨(ଡି.ଏନ୍‌.ଏ.): ଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଇଥିଲେ ବିଦ୍ୟୁତ ତାର। ହେଲେ ତାହା ସଂସ୍ପର୍ଶରେ ଆସି ଜଣେ ମହିଳା ଗୁରୁତର ହୋଇଥିଲେ। ଏହି ଘଟଣାରେ ଶୁକ୍ରବାର ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିିଛି । ଗିରଫଦ୍ୱୟ ହେଲେ ଟାଇଁସର ଗ୍ରାମର...

ଜଙ୍ଗଲରେ ବିଛା ଯାଇଥିଲା ବୋମା: ଚିହ୍ନଟ ପରେ କରାଗଲା ନିଷ୍କ୍ରିୟ

ଦେବଗଡ଼,୯।୧୨(ଡି.ଏନ୍‌.ଏ.): ଜଙ୍ଗଲରେ ବିଛା ଯାଇଥିଲା ବୋମା। ଗୁରୁବାର ବିଳମ୍ବିତ ରାତିରେ ପେଟ୍ରୋଲିଂ କରୁଥିବା ବେଳେ ବନ କର୍ମଚାରୀମାନେ ବୋମା ଖଞ୍ଜା ଯାଇଥିବା ଦେଖିବାକୁ ପାଇଥିଲେ। ସେମାନେ ସତର୍କତା ଅବଲମ୍ବନ କରି ସେଠାରୁ ଫେରି ଆସିଥିବା ଯୋଗୁ ଅଳ୍ପକେ ବର୍ତ୍ତି ଯାଇଥିଲେ।...

ଭେଣ୍ଡିଂ ଜୋନ୍‌ ନିର୍ମାଣକୁ ବିରୋଧ

ଦେବଗଡ଼,୭ା୧୨(ଡି.ଏନ୍‌.ଏ.): ସ୍ଥାନୀୟ ଟାଉନ୍‌ ହଲ୍‌ ସମ୍ମୁଖରେ ଭେଣ୍ଡିଂ ଜୋନ୍‌ ନିର୍ମାଣକୁ ବିରୋଧ କରି ବୁଧବାର ପୌରପରିଷଦର କେତେକ କାଉନସିଲର ଏସ୍‌ପି ପ୍ରମୋଦ କୁମାର ରଥଙ୍କୁ ସାକ୍ଷାତ କରି ଆଲୋଚନା କରିବା ସହ ଦାବିପତ୍ର ପ୍ରଦାନ କରିଥିଲେ। ଭେଣ୍ଡିଂ ଜୋନ୍‌ ନିର୍ମାଣ...

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମହିଳା ଗୁରୁତର

ଦେବଗଡ,୭।୧୨(ଡି.ଏନ୍‌.ଏ.): ଜନ୍ତୁ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମହିଳା ଗୁରୁତରା ଥାନା ଅନ୍ତର୍ଗତ ଟାଇଁସର ଗ୍ରାମରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ା ଜନ୍ତୁ ଶିକାର ପାଇଁ କେତେକ ଦୁର୍ବୃତ୍ତ ଟାଇଁସର ହାଇସ୍କୁଲ ପଛପଟେ...

କେବିସି ଲଟେରୀ ନାଁରେ ଠକେଇ : ୭ ଗିରଫ

ଦେବଗଡ଼ ୫।୧୨:( ଡି. ଏନ. ଏ.): ଲୋକଙ୍କୁ ଲୋଭ ଦେଖାଇ ଅନଲାଇନରେ ଲୁଟୁଛନ୍ତି ଲକ୍ଷ ଲକ୍ଷ ଟଙ୍କା। ଏଭଳି ଏକ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି ଦେବଗଡ଼ ପୋଲିସ। ଅନ୍‌ଲାଇନ ଲୁଟ୍‌ ଘଟଣାର ଛାନ୍‌ଭିନ୍‌ କରି ୭ ଜଣଙ୍କୁ ଗିରଫ କରିବା...

ସଡ଼କ ଦୁର୍ଘଟଣା: ଦମ୍ପତିଙ୍କ ସହ ବଳଦ ମୃତ

ଦେବଗଡ଼,୨୪ା୧୧(ଡି.ଏନ୍‌.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ତିଳେଇବଣି ନିକଟ ୪୯ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଶଗଡ଼ ଉପରେ ଟ୍ରକ୍‌ ମାଡ଼ିଯିବାରୁ ଘଟଣାସ୍ଥଳରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ବେଳେ ଏକ ବଳଦର ମଧ୍ୟ...

ଶିଶୁ ବଳି ଯୋଜନା ପଣ୍ଡ

ଦେବଗଡ଼,୨୨ା୧୧(ଡି.ଏନ.ଏ): ମହାଦେବଙ୍କ ଦର୍ଶନ ପାଇଁ ଶିଶୁ ବଳି ଯୋଜନା ସହ ଜଣେ ଶିଶୁଙ୍କୁ ଅପହରଣ କରିବା ଅଭିଯୋଗରେ ଦେବଗଡ଼ ଆଦର୍ଶ ଥାନା ପୋଲିସ ଏକ ଦମ୍ପତି ଓ ଜଣେ ତଥାକଥିତ ତାନ୍ତ୍ରିକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ମାତ୍ର...

ସଫେଇ କର୍ମଚାରୀଙ୍କ କାମ ଛାଡ଼ ଆନ୍ଦୋଳନ

ଦେବଗଡ଼, ୧୫।୧୧: ଦେବଗଡ଼ ପୌର ପରିଷଦରେ କାର୍ଯ୍ୟରତ ସଫେଇ କର୍ମଚାରୀ ମଙ୍ଗଳବାର କାମ ଛାଡ଼ ଆନ୍ଦୋଳନ କରିଛନ୍ତି। ଫଳରେ ସହରର ମାର୍କେଟ, ବସ୍‌ଷ୍ଟାଣ୍ଡ ଭଳି ଜନଗହଳିପୂର୍ଣ୍ଣ ସ୍ଥାନ ସହ ସାହି, ଗଳିରେ ଅଳିଆ ଆବର୍ଜନା ପଡି ରହିଥିବା ଦେଖିବାକୁ ମିଳିଛି।...

ପୋଖରୀରେ ପଶିଲା ଟ୍ରକ: ଷ୍ଟିଅରିଂରେ ଚାପି ହୋଇ ଚାଲିଗଲା ଜୀବନ

ଦେବଗଡ଼,୧୪ା୧୧(ଡି.ଏନ.ଏ): ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇ ଦେବଗଡ ଥାନା ଅନ୍ତର୍ଗତ ସୁଗୁଡା ଗ୍ରାମରେ ରାଞ୍ଚତ୍-ବିଜୟୱାଡା ରାସ୍ତାକଡରେ ଥିବା ଏକ ପୋଖରୀ ମଧ୍ୟକୁ ଓଲଟିପଡିଛି। ଫଳରେ ଟ୍ରକ ଷ୍ଟିଅରିଂରେ ଚାପି ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତଦେହ ଉଦ୍ଧାର ପାଇଁ ଦେବଗଡ଼...

ବିଦ୍ୟୁତତାର ସଂସ୍ପର୍ଶରେ ଆସି ମୃତ୍ୟୁ ଘଟଣା: ୯ ଗିରଫ

ଦେବଗଡ଼,୧୨ା୧୧(ଡି.ଏନ୍‌.ଏ.): ରିଆମାଳ ଥାନା ତାରଙ୍ଗ ପଞ୍ଚାୟତ ଅନ୍ତର୍ଗତ ନିଶାବିରା ଗ୍ରାମରେ ବନ୍ୟ ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ଜୀବନ୍ତ ବିଦ୍ୟୁତତାର ସଂସ୍ପର୍ଶରେ ଆସି ଗତ ସୋମବାର ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଥିଲା। ଏହି ମାମଲାରେ କେସ୍‌ ନମ୍ବର ୫୦୭/୨୨ରେ...

ବିଦ୍ୟୁତ୍‌ ତାର ନେଲା ଜୀବନ

ଦେବଗଡ଼/ରିଆମାଲ,୮।୧୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଥାନା ତାରଙ୍ଗ ପଞ୍ଚାୟତ ଅଧୀନ ନିଶାବିରା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗ୍ରାମର ପତ୍ରାଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମଙ୍ଗଳବାର ମୃତ୍ୟୁ...

ବ୍ଲକ ଉପାଧ୍ୟକ୍ଷାଙ୍କ ସ୍ବାମୀଙ୍କ ନାଁରେ ଅଭିଯୋଗ

ଦେବଗଡ଼,୬ା୧୧(ଡି.ଏନ୍‌.ଏ.): ଭାଜପା ବ୍ଲକ ଅଧ୍ୟକ୍ଷାଙ୍କୁ ଅସମ୍ମାନ ଅଭିଯୋଗ କରି ଉପାଧ୍ୟକ୍ଷାଙ୍କ ସ୍ବାମୀ ଡିଆର୍‌ଡିଏର ଏପିଡି (ଟ୍ରେନିଂ) ଦୀପକ କୁମାର ବେହେରାଙ୍କୁ ଗାଳିଗୁଲଜ ସହ ହତ୍ୟା ଧମକ ଦେଇଥିବା ନେଇ ଦେବଗଡ଼ ଥାନାରେ ଲିଖିତ ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ବ୍ଲକ ଉପାଧ୍ୟକ୍ଷାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri