ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ
ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ ଭାଜପାରୁ ଇସ୍ତଫା ଦେବାର ମାତ୍ର କିଛି ଘଣ୍ଟା ମଧ୍ୟରେ ଆନୁଷ୍ଠାନିକ ଭାବେ ବିଜେଡିରେ ଯୋଗ…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପ୍ରାଣୀଧନ ଚିକିତ୍ସାଧିକାରୀ
ଦେବଗଡ଼,ରିଆମାଳ,୨୨ା୩( ଶଶାଙ୍କ ଶେଖର ଝାଙ୍କର/ନିରଞ୍ଜନ ବେହେରା):କୁକୁଡା ଫାର୍ମ ପାଇଁ ବିଦ୍ୟୁତ୍ ସଂଯୋଗ ଓ ସବ୍ସିଡି ପ୍ରଦାନ ପାଇଁ ଜଣେ ଚାଷୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦେବଗଡ଼ ଜିଲା ରିଆମାଳ ସଦର ମହକୁମା ପ୍ରାଣୀଧନ ଚିକିତ୍ସାଳୟର ଚିକିତ୍ସାଧିକାରୀ ଡା. ସୁସ୍ମିତା…
କଂଗ୍ରେସ ସାଧାରଣ ସମ୍ପାଦିକା ନିଯୁକ୍ତ
ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ମହିଳା କଂଗ୍ରେସର ବରିଷ୍ଠ ନେତ୍ରୀ ମିନତୀ ନାଏକ ପ୍ରଦେଶ ମହିଳା କଂଗ୍ରେସର ସାଧାରଣ ସମ୍ପାଦିକା ଭାବେ ନିଯୁକ୍ତ ହୋଇଛନ୍ତି। ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ପ୍ରସ୍ତାବର ଅନୁମୋଦନ ପୂର୍ବକ…
ମୋର ଟିକେଟ ଫାଇନାଲ
ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ଗୋଟିଏ ବିଧାନସଭା ନିର୍ବାଚନମଣ୍ଡଳୀ। ଏଠାରେ ସବୁ ଦଳରେ ଅନେକ ଟିକେଟ ଆଶାୟୀ ଅଛନ୍ତି। ତେବେ ଟିକେଟ କିଏ ପାଇବ ତାହା ଭବିଷ୍ୟତ କହିବ। କିନ୍ତୁ ବିଭିନ୍ନ ଦଳର କେତେକ ନେତା ବାଟଘାଟରେ, ଚା…
ସ୍ବାମୀ-ପୁଅଙ୍କୁ ଛାଡି ପ୍ରେମିକଙ୍କ ସହ ଯାଇଥିଲେ, ମାଟିତଳୁ ମିଳିଲା ମୃତଦେହ
ଦେବଗଡ,୫।୩: ସ୍ବାମୀ ଓ ପୁଅକୁ ଛାଡି ପ୍ରେମିକ ସହ ଫେରାର ହୋଇଥିଲେ। ହେଲେ ଯେଉଁ ପ୍ରେମିକଙ୍କ ହାତ ଧରି ଘରର ଏରୁଣ୍ଡି ଡେଇଁଥିଲେ, ସିଏ ସାଜିଲା ହତ୍ୟାକାରୀ। ପ୍ରେମିକାର ଚରିତ୍ରକୁ ସନ୍ଦେହ କରି ତଣ୍ଟି ଚିପି ହତ୍ୟା କରଛନ୍ତି। ଏପରି ବୀଭତ୍ସ…
ମାଟିତଳୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ: କୁକୁର ଟାଣିଟାଣି କାଢ଼ୁଥିଲା
ଦେବଗଡ଼,୨।୩(ଶଶାଙ୍କ ଶେଖର ଝାଙ୍କର): ମାଟି ତଳେ ପୋତା ଯାଇଥିବା ମହିଳାଙ୍କ ଗଳିତ ମୃତଦେହ ଠାବ ହୋଇଛି। ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଏଭଳି ଘଟଣା ଘଟିଛି ଦେବଗଡ ଜିଲା ରିଆମାଳ ଥାନା ତାଳକୁଣ୍ଡି ପଞ୍ଚାୟତ ମଧ୍ୟପୁର ଗ୍ରାମରେ। ଖେଳ…
ଜଙ୍ଗଲ ଭିତରେ ନରକଙ୍କାଳ ଠାବ
ଦେଗଗଡ଼,୧୨ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା କାଉଁଶିବାହାଳ ଗାଁ ନିକଟ ଜଙ୍ଗଲ ଭିତରେ ସୋମବାର ଏକ ନରକଙ୍କାଳ ଠାବ କରାଯାଇଛି । ମଗରମୁହିଁ ହୁଲି ଜଙ୍ଗଲ ଭିତରେ ଏକ ନରକଙ୍କାଳ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ। ଘଟଣାସ୍ଥଳରେ ଦେବଗଡ଼…
ଲୁହାପଥର ଚୋରା ଚାଲାଣ କରୁଥିଲେ: ଧରାପଡ଼ିଲେ ପୋଲିସ କନଷ୍ଟେବଳ
ଦେବଗଡ଼,୯।୨(ଶଶାଙ୍କ ଶେଖର ଝାଙ୍କର): ଡେପୁଟି ଡାଇରେକ୍ଟର ଅଫ୍ ମାଇନ୍ସ ପକ୍ଷରୁ ଜବତ କରାଯାଇଥିବା ଲୁହାପଥର ଚାଲାଣ ବେଳେ ପୋଲିସ କନେଷ୍ଟବଳଙ୍କ ସହ ୪ଜଣ ଗିରଫ ହୋଇଛନ୍ତି। ଏପରି କି ଟ୍ରକ, ଜେସିବି ମେଶିନ ସହ ଏକ୍ ବୋଲେରୋ ଗାଡିକୁ ବାରକୋଟ ଥାନା…
ସ୍କର୍ପିଓ ଧକ୍କାରେ ଚାଲିଗଲା ଦମ୍ପତିଙ୍କ ଜୀବନ
ଦେବଗଡ଼,୩୧ା୧(ଶଶାଙ୍କ ଶେଖର ଝାଙ୍କର): ସ୍କର୍ପିଓ ଧକ୍କାରେ ସ୍କୁଟିରେ ଯାଉଥିବା ଦମ୍ପତିଙ୍କ ଜୀବନ ଯାଇଛି। ବାରକୋଟ ଥାନା ବମ୍ପରଡ଼ା ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ଦମ୍ପତି ବୁଧବାର ପାଲଲହଡ଼ା ପଟୁ ନିଜ ଘରକୁ ସ୍କୁଟିରେ ଫେରୁଥିବା ବେଳେ…
ହାତୀ ଦାନ୍ତ ଡିଲ୍ ବେଳେ ମାଡ଼ିବସିଲା ବନ ବିଭାଗ: ଧରାପଡ଼ିଲେ ୩ ଅଭିଯୁକ୍ତ
ଦେବଗଡ଼,୨୭।୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହରରେ ହାତୀ ଦାନ୍ତ ଡିଲ୍ ବେଳେ ମାଡ଼ିବସିଲା ବନ ବିଭାଗ। ହାତୀ ଦାନ୍ତ ଚୋରା ଚାଲାଣ ଅଭିଯୋଗରେ ଶନିବାର ବନ ବିଭାଗ ଦେବଗଡ଼ର ପ୍ରେମରାଜ ସାହୁ, ସମୀର କପରଦାର(ବାପି) ଓ ଦିଲ୍ଲୀର ରାଜେଶ କୁମାରଙ୍କୁ ଗିରଫ…
୨ଜଣଙ୍କୁ ଦଳି ମାରିଦେଲା ଦନ୍ତା
ଦେବଗଡ଼,୨୭।୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନ ଟିପିରିସିଙ୍ଗା ଗ୍ରାମରେ ଏକ ଅଘଟଣ। ଏକ ଦନ୍ତା ହାତୀ ଘର ଭାଙ୍ଗି ୨ଜଣଙ୍କୁ ଦଳି ଦେଇଛି। ମୃତକ ଦ୍ୱୟ ହେଲେ ସୁରୁବାଲି କିଷାନ ଏବଂ ଖଇରି କିଷାନ। ମିଳିଥିବା ସୂଚନା…
ଦେବଗଡ଼ରେ ବନ୍ଦର ପ୍ରଭାବ: ଯାନବାହନ ଚଳାଚଳ ବନ୍ଦ
ଦେବଗଡ଼,୧୬।୧(ଶଶାଙ୍କ ଶେଖର ଝାଙ୍କର): ଧାନମଣ୍ଡି ଅବ୍ୟବସ୍ଥା ନେଇ ମଙ୍ଗଳବାର ୧୨ ଘଣ୍ଟିଆ ଦେବଗଡ଼ ଜିଲା ବନ୍ଦ ପାଳନ କରାଯାଇଛି। ସକାଳ ୬ରୁ ସା ୬ ଯାଏ ଜିଲା କଂଗ୍ରେସ କମିଟି ବନ୍ଦ ଡାକରା ଦେଇଛି । ଏହି ବନ୍ଦକୁ ଜିଲା କୃଷକ…
Archives


