ଦେବଗଡ଼

ସଡ଼କ ଦୁର୍ଘଟଣା: ଦମ୍ପତିଙ୍କ ସହ ବଳଦ ମୃତ

ଦେବଗଡ଼,୨୪ା୧୧(ଡି.ଏନ୍‌.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ତିଳେଇବଣି ନିକଟ ୪୯ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଶଗଡ଼ ଉପରେ ଟ୍ରକ୍‌ ମାଡ଼ିଯିବାରୁ ଘଟଣାସ୍ଥଳରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ବେଳେ ଏକ ବଳଦର ମଧ୍ୟ ମୃତ୍ୟୁ…

ଶିଶୁ ବଳି ଯୋଜନା ପଣ୍ଡ

ଦେବଗଡ଼,୨୨ା୧୧(ଡି.ଏନ.ଏ): ମହାଦେବଙ୍କ ଦର୍ଶନ ପାଇଁ ଶିଶୁ ବଳି ଯୋଜନା ସହ ଜଣେ ଶିଶୁଙ୍କୁ ଅପହରଣ କରିବା ଅଭିଯୋଗରେ ଦେବଗଡ଼ ଆଦର୍ଶ ଥାନା ପୋଲିସ ଏକ ଦମ୍ପତି ଓ ଜଣେ ତଥାକଥିତ ତାନ୍ତ୍ରିକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ମାତ୍ର ଅଦାଲତରେ…

ସଫେଇ କର୍ମଚାରୀଙ୍କ କାମ ଛାଡ଼ ଆନ୍ଦୋଳନ

ଦେବଗଡ଼, ୧୫।୧୧: ଦେବଗଡ଼ ପୌର ପରିଷଦରେ କାର୍ଯ୍ୟରତ ସଫେଇ କର୍ମଚାରୀ ମଙ୍ଗଳବାର କାମ ଛାଡ଼ ଆନ୍ଦୋଳନ କରିଛନ୍ତି। ଫଳରେ ସହରର ମାର୍କେଟ, ବସ୍‌ଷ୍ଟାଣ୍ଡ ଭଳି ଜନଗହଳିପୂର୍ଣ୍ଣ ସ୍ଥାନ ସହ ସାହି, ଗଳିରେ ଅଳିଆ ଆବର୍ଜନା ପଡି ରହିଥିବା ଦେଖିବାକୁ ମିଳିଛି। ଦୀର୍ଘଦିନର…

ପୋଖରୀରେ ପଶିଲା ଟ୍ରକ: ଷ୍ଟିଅରିଂରେ ଚାପି ହୋଇ ଚାଲିଗଲା ଜୀବନ

ଦେବଗଡ଼,୧୪ା୧୧(ଡି.ଏନ.ଏ): ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇ ଦେବଗଡ ଥାନା ଅନ୍ତର୍ଗତ ସୁଗୁଡା ଗ୍ରାମରେ ରାଞ୍ଚତ୍-ବିଜୟୱାଡା ରାସ୍ତାକଡରେ ଥିବା ଏକ ପୋଖରୀ ମଧ୍ୟକୁ ଓଲଟିପଡିଛି। ଫଳରେ ଟ୍ରକ ଷ୍ଟିଅରିଂରେ ଚାପି ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତଦେହ ଉଦ୍ଧାର ପାଇଁ ଦେବଗଡ଼ ଆଦର୍ଶ…

ବିଦ୍ୟୁତତାର ସଂସ୍ପର୍ଶରେ ଆସି ମୃତ୍ୟୁ ଘଟଣା: ୯ ଗିରଫ

ଦେବଗଡ଼,୧୨ା୧୧(ଡି.ଏନ୍‌.ଏ.): ରିଆମାଳ ଥାନା ତାରଙ୍ଗ ପଞ୍ଚାୟତ ଅନ୍ତର୍ଗତ ନିଶାବିରା ଗ୍ରାମରେ ବନ୍ୟ ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ଜୀବନ୍ତ ବିଦ୍ୟୁତତାର ସଂସ୍ପର୍ଶରେ ଆସି ଗତ ସୋମବାର ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଥିଲା। ଏହି ମାମଲାରେ କେସ୍‌ ନମ୍ବର ୫୦୭/୨୨ରେ ୯…

ବିଦ୍ୟୁତ୍‌ ତାର ନେଲା ଜୀବନ

ଦେବଗଡ଼/ରିଆମାଲ,୮।୧୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଥାନା ତାରଙ୍ଗ ପଞ୍ଚାୟତ ଅଧୀନ ନିଶାବିରା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗ୍ରାମର ପତ୍ରାଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି।…

ବ୍ଲକ ଉପାଧ୍ୟକ୍ଷାଙ୍କ ସ୍ବାମୀଙ୍କ ନାଁରେ ଅଭିଯୋଗ

ଦେବଗଡ଼,୬ା୧୧(ଡି.ଏନ୍‌.ଏ.): ଭାଜପା ବ୍ଲକ ଅଧ୍ୟକ୍ଷାଙ୍କୁ ଅସମ୍ମାନ ଅଭିଯୋଗ କରି ଉପାଧ୍ୟକ୍ଷାଙ୍କ ସ୍ବାମୀ ଡିଆର୍‌ଡିଏର ଏପିଡି (ଟ୍ରେନିଂ) ଦୀପକ କୁମାର ବେହେରାଙ୍କୁ ଗାଳିଗୁଲଜ ସହ ହତ୍ୟା ଧମକ ଦେଇଥିବା ନେଇ ଦେବଗଡ଼ ଥାନାରେ ଲିଖିତ ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ବ୍ଲକ ଉପାଧ୍ୟକ୍ଷାଙ୍କ ସ୍ବାମୀ…

ଟ୍ରକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

ଦେବଗଡ଼,୫ା୧୧(ଡି.ଏନ୍‌.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ଖାରୁମୁଣ୍ଡା ଗ୍ରାମ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥରେ ଟ୍ରକ୍‌ ଧକ୍କାରେ ଜଣେ ଯୁବକର ଜୀବନ ଯାଇଛି। ମୃତକ ଜଣକ ବାରକୋଟ ଥାନା ଅନ୍ତର୍ଗତ ଝୁମ୍ପୁରା ଗ୍ରାମର ସନ୍ତୋଷ ପାତ୍ର ବୋଲି ଜଣାପଡ଼ିଛି। ସେ…

ଜୁଡୋ ପ୍ରତିଯୋଗିତାରେ ଦେବଗଡ଼ ଖେଳାଳିଙ୍କ ସଫଳତା

ଦେବଗଡ଼ ୫।୧୧(ଡି.ଏନ୍‌.ଏ.): ସୁରଟଠାରେ ଗତ ଅକ୍ଟୋବର ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହୋଇଥିବା ଅକ୍ଷୟ କୁମାର ଅର୍ନ୍ତଜାତୀୟ ଜୁଡୋ ପ୍ରତିଯୋଗିତାରେ ଦେବଗଡ଼କୁ ସଫଳତା ମିଳିଛି। ଏଥିରେ ଓଡ଼ିଶା ଦଳ ପକ୍ଷରୁ ଦେବଗଡ଼ ଜିଲାର ୧୦ଜଣ ପ୍ରତିଯୋଗୀ ସଫଳତା ଅର୍ଜନ କରିଛନ୍ତି।…

ପରକୀୟା ପ୍ରୀତିକୁ ସନ୍ଦେହ କରି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଦେଗଗଡ଼/ରିଆମାଳ,୨ା୧୧(ଡି.ଏନ୍‌.ଏ.): କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ତୋଟାବାରୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ସନ୍ଦେହ କରି ଏକ ଠେଙ୍ଗାରେ ପିଟିବା ସହିତ ପଥରରେ ଛେଚି ହତ୍ୟା କରିବା ପରେ ସ୍ବାମୀ ଫେରାର ହୋଇଯାଇଛନ୍ତି। ମୃତ ମହିଳା ଜଣକ…

ନିୟମିତ ଯାଞ୍ଚ ପାଇଁ ନିଷ୍ପତ୍ତି

ଦେବଗଡ଼,୨।୧୧(ଡି.ଏନ.ଏ):  ଦେବଗଡ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲା ସଡକ ସୁରକ୍ଷା କମିଟିର ଏକ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ପରିବହନ ବିଭାଗ ଆନୁକୂଲ୍ୟରେ ତଥା ଆଞ୍ଚଳିକ ପରିବହନ ଅଧିକାରୀ କେଶବ ଚନ୍ଦ୍ର ନାୟକଙ୍କ ଆବାହକତ୍ୱରେ ଆୟୋଜିତ ଏହି ବୈଠକରେ ଜିଲାପାଳ…

ଛାତ୍ରୀଙ୍କୁ ପ୍ରେମ ନିବେଦନ କରି ଗିରଫ ହେଲେ ଗଣିତ ଶିକ୍ଷକ

ଦେବଗଡ଼,୩୦।୧୦(ଡି.ଏନ୍‌.ଏ.): ପୁଣି କଳଙ୍କିତ ହେଲା ଗୁରୁ-ଶିଷ୍ୟଙ୍କ ସମ୍ପର୍କ l ନାବାଳିକା ଛାତ୍ରୀଙ୍କୁ ପ୍ରେମ ନିବେଦନ କରି ବଳପୂର୍ବକ ଆଲିଙ୍ଗନ କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଗଣିତ ଶିକ୍ଷକ l ଏଭଳି ଘଟଣା ଘଟିଛି ବାରକୋଟ ଥାନା ଅଧୀନ ବମ୍ପରଡା ନୋଡାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri