ଦେବଗଡ଼

ବିଲରେ ପଚୁଛି ତରଭୁଜ

ଦେବଗଡ,୨୬ା୩(ଡି.ଏନ.ଏ.): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ କାଳ ବୈଶାଖି ପ୍ରଭାବରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ବ୍ୟାପକ ଫସଲ ନଷ୍ଟ ହୋଇଛି । ବାରକୋଟ ବ୍ଲକ ମଧ୍ୟପୁର ପଞ୍ଚାୟତର ଲାଣ୍ଡିଝରୀ ଗ୍ରାମରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ଘଟିଛି।...

ଓଲଟି ପଡ଼ିଲା ଯାତ୍ରୀବାହୀ ଅଟୋ

ଦେବଗଡ,୨୬।୩(ଡି.ଏନ.ଏ.): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଖିଲେଇ ଗ୍ରାମରେ ଏକ ଯାତ୍ରୀବାହୀ ଅଟୋ ଓଲଟି ପଡିଛି। ସେଥିରେ ବସିଥିବା ୪ ଜଣ ମହିଳାଙ୍କ ସମେତ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ନୂଆଁଲୋଇ ଗ୍ରାମର ଏକ ପରିବାର ତାଙ୍କର...

ଲକ୍‌ଡାଉନ୍‌ ସମୟରେ ସାହିଦାଣ୍ଡରେ ଭତ୍ତା ବଣ୍ଟନ: ଶତାଧିକ ହିତାଧିକାରୀଙ୍କ ଗହଳି

ଦେବଗଡ଼,୨୫।୩:(ଡି.ଏନ୍‌.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ସମ୍ପୂର୍ଣ୍ଣ ରାଜ୍ୟକୁ ଲକ୍‌ଡାଉନ୍‌ କରାଯାଇଥିବା ବେଳେ ଜନସାଧାରଣଙ୍କ ଗହଳି ଲାଗି କଟକଣା ଲାଗୁ କରାଯାଇଛି। ତେବେ ଦେବଗଡ଼ ପୌରାଞ୍ଚଳର ୪ନଂ. ୱାର୍ଡ ବରପାଲି ସାହିଠାରେ ମଙ୍ଗଳବାର ପୂର୍ବାହ୍ନରୁ ପୌର ପରିଷଦ ପକ୍ଷରୁ ୨,...

ଲକ୍‌ଡାଉନ୍‌ ସମୟରେ କଳାବଜାର ରୋକିବାକୁ ଜିଲା ପୋଲିସ ପକ୍ଷରୁ ବ୍ୟବସାୟୀ ସଂଘ ସହ ଆଲୋଚନା

ଦେବଗଡ଼,୨୫।୩:(ଡି.ଏନ୍‌.ଏ.): କରୋନା ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଓଡ଼ିଶାରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ଓ ଜନସାଧାରଣଙ୍କ ଚିନ୍ତା ବଢ଼ାଇଛି। ଏପରିସ୍ଥଳେ ରାଜ୍ୟକୁ ଲକ୍‌ଡାଉନ୍‌ କରାଯାଇଛି। କେବଳ ଅତ୍ୟାବଶ୍ୟକ ଦୋକାନଗୁଡ଼ିକ...

ଜନତା କର୍ଫ୍ୟୁ ପ୍ରଭାବ: ଦେବଗଡ଼ ଜନଶୂନ୍ୟ

ଦେବଗଡ଼,୨୨।୩(ଡି.ଏନ୍‌.ଏ.): ବିଶ୍ୱ ବ୍ୟାପୀ କରୋନା ଭୂତାଣୁ ସଂକ୍ରମଣ ରୋକିବା ନେଇ ପ୍ରଧାନମନ୍ତ୍ରୀଙ୍କ ‘ଜନତା କର୍ଫ୍ୟୁ’ ଆହ୍ବାନ ପରେ ରବିବାର ଦେବଗଡ଼ ଜିଲାରେ ଏହାର ପ୍ରଭାବ ପ୍ରତିଫଳିତ ହୋଇଛି। ସକାଳୁ ଦେବଗଡ଼ ଜିଲା ମହକୁମା ସମେତ ବିଭିନ୍ନ ଗ୍ରାମରେ ଜନସାଧାରଣ ସ୍ବତଃପ୍ରବୃତ୍ତ...

ଶନିମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି: ପୋଲିସ,ମାଜିଷ୍ଟ୍ରେଟଙ୍କ ହସ୍ତକ୍ଷେପ ପରେ ଖାଲି ହେଲା ମନ୍ଦିର

ଦେବଗଡ଼, ୨୧।୩ (ଡି.ଏନ.ଏ .): କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନ କରାଯାଉଛି l ଆସନ୍ତା ଏପ୍ରିଲ ୧ ପର୍ଯ୍ୟନ୍ତ ରାଜ୍ୟରେ ଥିବା ସମସ୍ତ ଧର୍ମାନୁଷ୍ଠାନରେ କେବଳ ଦୈନନ୍ଦିନ ରୀତିନୀତି ପରେ ବନ୍ଦ ପାଇଁ ସରକାର...

ବାଇପାସ୍‌ ଚିନ୍ତା

ଦେବଗଡ଼ ଜିଲା ସଦର ମହକୁମା ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥ ଅତ୍ୟନ୍ତ ଶୋଚନୀୟ ହୋଇପଡିଛି। ଏହାର ପ୍ରଶସ୍ତୀକରଣ ବିଳମ୍ବିତ ହେବାରେ ଲାଗିଛି। ରାଜପଥରେ ଯାନବାହନ ବୃଦ୍ଧି ସହିତ ସହରର ଜନସଂଖ୍ୟା ବୃଦ୍ଧି ପାଉଥିବାରୁ ଦୁର୍ଘଟଣା ମଧ୍ୟ ବଢୁଛି।...

ଦେବଗଡ଼ରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ଦେବଗଡ଼,୧।୩(ଡି.ଏନ.ଏ.)-ଦେବଗଡ଼ ମନ୍ଦାକିନୀ ବାଳିକା ଉନ୍ନୀତ ବିଦ୍ୟାଳୟରେ ଶନିବାର ପ୍ରଧାନ ଶିକ୍ଷୟିତ୍ରୀ ସୁବଣ୍ଣର୍ର୍ କପରଦାରଙ୍କ ତତ୍ତ୍ୱାବଧାନରେ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି ା ଏହି ଅବସରରେ ବିଦ୍ୟାଳୟର ଛାତ୍ରୀମାନଙ୍କ ମଧ୍ୟରେ ବିଜ୍ଞାନ , ବାୟୁ ପ୍ରଦୂଷଣ ଓ ସ୍ବାସ୍ଥ୍ୟରକ୍ଷା ସମ୍ବନ୍ଧୀୟ ଜଣାଅଜଣା...

ଶିକ୍ଷକ ନିଯୁକ୍ତି ଦାବିରେ ୩ଦିନ ହେଲା ସ୍କୁଲରେ ତାଲା

ଦେବଗଡ଼,୧।୩(ଡି.ଏନ.ଏ)-ଦେବଗଡ଼ ଜିଲା ରିଆମାଳ ବ୍ଲକ ଆଡସ ପଞ୍ଚାୟତ ଅନ୍ତର୍ଗତ ନବଡିହି କରଡାପାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବସନ୍ତ କୁମାର ବିଶ୍ୱାଳଙ୍କ ନେତୃତ୍ୱରେ ତିନିଦିନ ହେଲାଣି ବିଦ୍ୟାଳୟ ଫାଟକରେ ତାଲା...

ଦୈନିକ ପରିବା ବଜାର ପିଣ୍ଡି ତିଆର କରିବା ଘଟଣା : ଉଚ୍ଛେଦ ବେଳେ ଉତ୍ତେଜନା

ଦେବଗଡ଼, ୧୯।୨(ଡ଼ି.ଏନ୍‌.ଏ.) – ଦେବଗଡ଼ ସହରର ଦୈନିକ ପରିବା ବଜାରରେ ପିଣ୍ଡି ତିଆରି କରିବା ଘଟଣା କ୍ରମଶଃ ଜଟିଳ ହେଉଛି। ପରିବା ବ୍ୟବସାୟୀଙ୍କ ଦାବି ପୂରଣ ନ ହେଲେ ସେମାନେ ଉଠିବେ ନାହିଁ ବୋଲି ଜିଦରେ ଅଟଳ ଥିବାରୁ ଜିଲା...

‘ଉତ୍ସବ ପ୍ରଧାନପାଟ-୨୦୨୦’ର ଅନ୍ତିମସନ୍ଧ୍ୟା: ନାଚ, ଗୀତରେ ଝୁମିଲେ ଦର୍ଶକ

ଦେବଗଡ଼, ୧୫।୨(ଡି.ଏନ.ଏ)-ସ୍ଥାନୀୟ ପର୍ଯ୍ୟଟନସ୍ଥଳୀ ପ୍ରଧାନପାଟସ୍ଥିତ ମୁକ୍ତାକାଶ ରଙ୍ଗମଞ୍ଚରେ ୫ଦିନ ଧରି ଚାଲିଥିବା ‘ଉତ୍ସବ ପ୍ରଧାନପାଟ-୨୦୨୦’ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଅନ୍ତିମ ସନ୍ଧ୍ୟାରେ ଦର୍ଶକଙ୍କ ପ୍ରବଳ ଭିଡ ଜମିଥିଲା। ରାଜ୍ୟ ଓ ରାଜ୍ୟ ବାହାର କଳାକାରମାନଙ୍କ ନାଚଗୀତରେ ଦର୍ଶକ ଝୁମିଉଠିଥିଲେ। ଜିଲାପାଳ ସୁଧାଂଶୁ...

‘ଉତ୍ସବ ପ୍ରଧାନପାଟ-୨୦୨୦’ଉଦ୍‌ଘାଟିତ : ନୃତ୍ୟ ଓ ଗୀତର ତାଳେତାଳେ ଝୁମିଲେ ଦର୍ଶକ

ଦେବଗଡ, ୧୧ା୨(ଡି.ଏନ.ଏ) -ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତଥା ଦେବଗଡ ଜିଲାର ଗର୍ବ ଓ ଗୌରବ ପ୍ରଧାନପାଟ ଜଳପ୍ରପାତ ପାଦଦେଶରେ ନିର୍ମିତ ଶାଳବଣ ଘେରା ମୁକ୍ତାକାଶ ରଙ୍ଗମଞ୍ଚରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ସୋମବାର ଦେବଗଡ ଜିଲାର ସାଂସ୍କୃତିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri