ନାବାଳକ ଛାତ୍ରଙ୍କୁ ରାଗିଂ ଘଟଣା, ୨୦ ଦିନ ବିତିଯାଇଥିଲେ ସୁଦ୍ଧା ହୋଇନି କାର୍ଯ୍ୟାନୁଷ୍ଠାନ
ଦେବଗଡ,୪।୮(ଶଶାଙ୍କ ଶେଖର ଝାଙ୍କର): ଯୁକ୍ତଦୁଇ ଛାତ୍ରଙ୍କ ଦ୍ୱାରା ନବମ ଓ ଦଶମ ଶ୍ରେଣୀର ଛାତ୍ର ରାଗିଂର ଶିକାର ହୋଇଛନ୍ତି । ଛାତ୍ର ଆହତ ହୋଇଥିବା ଘଟଣାରେ ୨୦ ଦିନ ବିତିଥିଲେ ସୁଦ୍ଧା ସମସ୍ତେ ଚୁପ୍ ରହିଛନ୍ତି । ପୋଲିସ ମାମଲା ରୁଜୁ…
ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍ ପାଉନି ପୋଲିସ, କାହା ଚାପରେ…
ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ। ସୂଚନା ଥାଉ କି , ଛୁଟିରେ ଶିଶୁଗୃହକୁ…
ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…
ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି। ଏହା ସହିତ ଏକ ଦେଶୀ ପିସ୍ତଲ ଏବଂ ଏକନଳୀ (ସିଙ୍ଗେଲ ବ୍ୟାରେଲ) ବନ୍ଧୁକର…
ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….
ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ ମଙ୍ଗଳବାର କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନିଶମ ବିଭାଗ ପକ୍ଷରୁ ଖୋଜିବାକୁ ଉଦ୍ୟମ କରାଯାଇଥିଲେ ହେଁ ରାତ୍ରୀ ହୋଇଯିବାରୁ ଏହା ସମ୍ଭବ…
ଶାରୀରିକ ସମ୍ପର୍କ ନ ରଖିଲେ ମାରିଦେବି ସ୍ବାମୀକୁ, ଧମକ ଦେଇ ବିବାହିତା ମହିଳାଙ୍କୁ…
ଦେବଗଡ, ୨୯।୭ (ଶଶାଙ୍କ ଶେଖର ଝାଙ୍କର): ବିଭିନ୍ନ ଧମକ ଚମକ ଦେଇ ଜନୈକା ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦେବଗଡ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ କରିଛି । ଗିରଫ ଅଭିଯୁକ୍ତ ରିଆମାଳ ଥାନା ଅନ୍ତର୍ଗତ ଜାମୁନାଳି ଗ୍ରାମର ଗଣେଶ୍ୱର…
ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…
ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି ଜଣେ ୩ ବର୍ଷର ଶିଶୁପୁତ୍ରର ମୃତ୍ୟୁ ଘଟିଛି। ମୃତ ଶିଶୁଜଣକ ସ୍ଥାନୀୟ ଅଞ୍ଚଳର…
ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ
ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର ମୃତ୍ୟୁ ଘଟିଛି। ଗାଈ ଜଗୁଆଳି ତଥା ଗ୍ରାମବାସୀ ଏ ଘଟଣା ଜାଣିଲା ପରେ…
ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…
ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ ଏଘଟଣାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସେହିପରି…
ଜୁନିଅରଙ୍କୁ କ୍ରିକେଟ ବ୍ୟାଟ୍ରେ ନିସ୍ତୁକ ପିଟିଲେ ସିନିୟର: ଥାନାରେ ଅଭିଯୋଗ ପରେ…
ଦେବଗଡ଼,୧୬।୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସୁନାମୁଣ୍ଡା ସ୍ଥିତ ନବୋଦୟ ବିଦ୍ୟାଳୟ ଛାତ୍ରାବାସରେ ରାଗିଂ ଅଭିଯୋଗ। ମିଳିଥିବା ସୂଚନାନୁଯାୟୀ, ଯୁକ୍ତ ଦୁଇ ପିଲାଙ୍କ ଦ୍ୱାରା ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ରାଗିଂ କରାଯାଇଛି। ବୁଧବାର ବିଳମ୍ବିତ ରାତି ରାଗିଂ ହେଇଥିବା ନେଇ…
୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…
ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ ଦେବଗଡ ଜିଲା କଂଗ୍ରେସ ସଭାପତି ସେମ ହେମ୍ରମ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ…
କୋର୍ଟ ମ୍ୟାରେଜ୍ ହୋଇସାରିଥିବା କହି ପୀଡ଼ିତାଙ୍କୁ ବିଶ୍ୱାସ କରାଇ ଅଦାଲତରୁ ମାମଲା ପ୍ରତ୍ୟାହାର : ପରେ ପୁଣି ପ୍ରତାରଣା
ଦେବଗଡ଼, ୧୨।୭ (ଶଶାଙ୍କ ଶେଖର ଝାଙ୍କର): ଟଙ୍କା ଠକେଇ ଓ ବଳାତ୍କାର ଭଳି ସଙ୍ଗୀନ ଅଭିଯୋଗରେ ରୁଜୁ ହୋଇଥିବା ମାମଲା ଅଦାଲତରୁ ପ୍ରତ୍ୟାହାର କରାଇବା ପରେ ପୀଡ଼ିତାଙ୍କୁ ପ୍ରତାରଣା କରିଥିବା ଅଭିଯୋଗରେ ବାରକୋଟ ଥାନା ପୋଲିସ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିଛି।…
ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ
ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି । ଏନେଇ ନିଖୋଜ ଶ୍ରମିକଙ୍କ ସ୍ତ୍ରୀ ଥାନାରେ ଲିଖିତ ଅଭିଯୋଗ କରିବାରୁ ପୋଲିସ ଏକ…

