ଦେବଗଡ଼

ପ୍ରେମିକଙ୍କ ଘର ଆଗରେ ଧାରଣା

ଦେବଗଡ଼,୭।୯(ଡି.ଏନ.ଏ): ବୋହୂର ମାନ୍ୟତା ଦାବିରେ ଜଣେ ଯୁବତୀ ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ ବାବରାକୋଟ ଗ୍ରାମ ସ୍ଥିତ ପ୍ରେମିକଙ୍କ ଘର ଆଗରେ ଧାରଣାରେ ବସିଛନ୍ତି। ଯୁବତୀ ଜଣକ ସୋମବାରଠାରୁ ସେଠାରେ ଧାରଣା ଦେଇଥିଲେ ମଧ୍ୟ ତାଙ୍କୁ ବୋହୂ ମାନ୍ୟତା ଦେବା…

ବୃଦ୍ଧାଙ୍କୁ କଚାଡ଼ି ମାରିଲା ଦନ୍ତା

ଦେବଗଡ଼,୫ା୯(ଡି.ଏନ୍‌.ଏ.): ଦେବଗଡ଼ ଜିଲା ବାରକୋଟ ବ୍ଲକ ବସାଲଇ ପଞ୍ଚାୟତ କାଲକାଠ ନିକଟ ଫଟାଟାଙ୍ଗର ଗ୍ରାମରେ ଦନ୍ତାହାତୀ ଆକ୍ରମଣରେ ଯଶପିନ କୁଜୁର (୬୨)ଙ୍କ ମୃତ୍ୟୁ ଘଟିଛି। ସେ ଉକ୍ତ ଗ୍ରାମର ସ୍ବର୍ଗତ ରାଜୁ କୁଜୁରଙ୍କ ସ୍ତ୍ରୀ। ଯଶପିନ ନିଜ ଚାଷଜମିରୁ ଏକ ଜଙ୍ଗଲିଆ…

କାଦୁଅ ରାସ୍ତାରେ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଲୋଇସିଂହା,୨୩।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବକଟି ପଞ୍ଚାୟତ ଅନ୍ତର୍ଗତ ବଡଖଲିଆପଲି ଗାଁର ପିଲାମାନେ କାଦୁଅ ରାସ୍ତାରେ ସ୍କୁଲକୁ ଯାଉଛନ୍ତି। ସ୍କୁଲ ରାସ୍ତାର ଉନ୍ନତୀକରଣ ପାଇଁ ଗ୍ରାମବାସୀ ସ୍ଥାନୀୟ ପଞ୍ଚାୟତର ସରପଞ୍ଚଙ୍କଠାରୁ ବ୍ଲକ ପ୍ରଶାସନ ଯାଏ ଜଣାଇଥିଲେ ବି ନିରାଶ ହେବାକୁ…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୭ ଗୁରୁତର

ଦେବଗଡ଼, ୨୨।୮(ଡି.ଏନ୍‌.ଏ.): ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୭ ଜଣ ଗୁରୁତର ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଦେବଗଡ଼ ଜିଲା ତିଳେଇବଣି ବ୍ଲକ ଛେପିଲିପାଲି ଗ୍ରାମରେ । ଗ୍ରାମର ରମେଶ ମହାନନ୍ଦଙ୍କ ପରିବାରର ୭ ଜଣ ମହିଳା…

ଆଜି ଦେବଗଡ଼ ବନ୍ଦ

ଦେବଗଡ଼,୨୨ା୮(ଡି.ଏନ୍‌.ଏ.): ଦେବଗଡ଼ ଜିଲାରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । କ୍ଷତିଗ୍ରସ୍ତ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ପ୍ରଦାନ ଦାବିରେ ଏହି ବନ୍ଦ ପାଳନ କରାଯାଉଛି। ଦେବଗଡ଼ ଜିଲା କୃଷକ ସଙ୍ଘର୍ଷ ସଂଘ ପକ୍ଷରୁ ସକାଳ ୬ରୁ…

୧୭ ପିଲା, ଶିକ୍ଷକ ଗୁରୁତର

ଦେବଗଡ଼, ୨୦ା୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ କୁଟୁରାପସି ପ୍ରାଥମିକ ବିଦ୍ୟାଳୟ ଉପରେ ବଜ୍ରପାତ ହେବାରୁ ୧୭ ଛାତ୍ରୀଛାତ୍ରଙ୍କ ସମେତ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ଶୁକ୍ରବାର ଅପରାହ୍ନ ପ୍ରାୟ ଗୋଟାଏ ସମୟରେ ଶ୍ରେଣୀ କୋଠରୀରେ ପାଠପଢ଼ା ଚାଲିଥିବାବେଳେ ଏହି ଘଟଣା…

ପାଠପଢ଼ା ବେଳେ ବିଦ୍ୟାଳୟରେ ବଜ୍ରପାତ: ୧୦ ଛାତ୍ରୀଛାତ୍ର ଗୁରୁତର

ଦେବଗଡ଼,୧୯।୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ କୁଟୁରାପଶି ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବିଦ୍ୟାଳୟରେ ପାଠପଢ଼ା ଚାଲିଥିବା ବେଳେ ବଜ୍ରପାତ ହୋଇଥିଲା। ଏଥିରେ ୧୦ଜଣ ଛାତ୍ରୀଛାତ୍ର ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତର ଛାତ୍ରୀଛାତ୍ରଙ୍କୁ ଚିକିତ୍ସା ପାଇଁ ଦେବଗଡ଼ ଜିଲା…

ଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ

ଦେବଗଡ଼,୧୯ା୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଆଉଁଳି ଗ୍ରାମରୁ ଶୁକ୍ରବାର ପ୍ରେମୀଯୁଗଳଙ୍କ ମୃତଦେହ ଜବତ କରାଯାଇଛି। ଏକ ମହୁଲ ଗଛରେ ରଶି ଲଗାଇ ଏହି ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ବେଳେ ଶୁକ୍ରବାର ସକାଳୁ ଗ୍ରାମବାସୀ ଦେଖିବାକୁ ପାଇଥିଲେ। ମୃତ ଯୁବକ ଆଉଁଳି…

ଭିଜିଲାନ୍ସ ଜାଲରେ ବାରକୋଟ ତହସିଲର ମୁଖ୍ୟ କିରାଣୀ

ଦେବଗଡ଼, ୧୬।୮(ଡି.ଏନ୍‌.ଏ.): ୫୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଗିରଫ ହେଲେ ତହସିଲ ଅଫିସର ମୁଖ୍ୟ କିରାଣୀ। ଦେବଗଡ଼ ଜିଲା ବାରକୋଟ ତହସିଲର ମୁଖ୍ୟ କିରାଣୀ ରାଜ କିଶୋର କାଲୋ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଗିରଫ…

ଜାତୀୟ ରାଜପଥ ଶୋଚନୀୟ: ଗାଡ଼ି ଚଳାଚଳ ବନ୍ଦ

ଦେବଗଡ଼,୧୫।୮(ଡି.ଏନ.ଏ.): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ କାଦୋପଡା ଗ୍ରାମ ଦେଇ ଯାଇଥିବା ରାଞ୍ଚି -ବିଜୟୱାଡା ୨୩ ନମ୍ବର ଜାତୀୟ ରାଜପଥ ଦୀର୍ଘ ଦିନ ଧରି ମରାମତି ଅଭାବରୁ ବ୍ୟବହାର ଉପଯୋଗୀ ହୋଇପାରୁ ନ ଥିବାବେଳେ ଗତ ଏକ ସପ୍ତାହ ଧରି…

ଜାତୀୟ ରାଜପଥ ଅବରୋଧ କଲା ଭାଜପା

ଦେବଗଡ଼,୩ା୮(ଡି.ଏନ୍‌.ଏ.): ଦେବଗଡ଼ ନୀଳବର୍ନି ସାହି ବାଇପାସ ଛକ ଠାରେ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛି ଭାଜପା। ଦେବଗଡ଼ ପୌରପରିଷଦରେ ହୋଇଥିବା ବିଭିନ୍ନ ଦୁର୍ନୀତିର ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତା ଅବରୋଧ କରାଯାଇଛି। ଅପରାହ୍ନ ୨ଟାରୁ ୪ଟା ପର୍ଯ୍ୟନ୍ତ…

୯ମ ଦିନରେ ଆମରଣ ଅନଶନ: ଅସୁସ୍ଥ ହୋଇପଡ଼ିବା ଯୋଗୁ ୨ କାଉନସିଲର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ଦେବଗଡ଼,୨।୮(ଡି.ଏନ୍‌.ଏ.) : ଦେବଗଡ଼ ପୌର ପରିଷଦ ମହାଦୁର୍ନୀତିର ତଦନ୍ତ ସହ ୧୫ ଦଫା ଦାବି ନେଇ ପୌର ପରିଷଦର ୭ କାଉନସିଲରଙ୍କ ଆମରଣ ଅନଶନ ମଙ୍ଗଳବାର ୯ମ ଦିନରେ ପହଞ୍ଚିଛି। ହେଲେ ଏଯାବତ ଏହାର କୌଣସି ସମାଧାନ ହୋଇ ପାରିନାହିଁ। ଜିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri