ଦେବଗଡ଼

ବ୍ୟବସାୟୀଙ୍କୁ ଛୁରାମାଡ କରି ଲୁଟିନେଲେ ୬୦ହଜାର ଟଙ୍କା

ଦେବଗଡ, ୨୪।୧୦(ଶଶାଙ୍କ ଶେଖର ଝାଙ୍କର) ଦେବଗଡ ତିଳେଇବଣି ବ୍ଲକ ସଦର ମହକୁମାରେ ବ୍ୟବସାୟୀଙ୍କୁ ଛୁରାମାଡ। ଦେବଗଡ ଖପରସାହିର ବ୍ୟବସାୟୀ କୁନା ନାୟକଙ୍କୁ ଦୁର୍ବୃତ୍ତ ଛୁରାମାଡ କରିଥିବା ଜଣାପଡିଛି। ଛୁରାମାଡରେ କୁନା ଗୁରୁତର ହୋଇପଡିଛନ୍ତି। ଛୁରାମାଡ କରି ତାଙ୍କ ଠାରୁ ୬୦ ହଜାର…

ଆଗକୁ ନିର୍ବାଚନ: ଗାଁମୁହାଁ ସହର ନେତା

ଦେବଗଡ଼, ୨୨।୧୦(ଶଶାଙ୍କ ଶେଖର ଝାଙ୍କର): ଆଗକୁ ନିର୍ବାଚନ। ଏବେଠାରୁ ଦେବଗଡ଼ ଜିଲାରେ ନିର୍ବାଚନୀ ଉଷ୍ମତା ବଢିଲାଣି। ଦେବଗଡ଼ ଆୟତନରେ ଏକ ଛୋଟ ଜିଲା। କିନ୍ତୁ ରାଜନୀତି ପାଇଁ ଏଠି ଚର୍ଚ୍ଚା ବେଶି ହୁଏ। ଜିଲାର ୭୦ଟି ପଞ୍ଚାୟତ, ତିନୋଟି ବ୍ଲକ ଓ…

ମରଣମୁହଁରୁ ପୁଅକୁ ଛଡାଇ ଆଣିଲେ ବାପା

ଦେବଗଡ଼, ୨୧।୧୧(ଶଶାଙ୍କ ଶେଖର ଝାଙ୍କର): ପୁଅକୁ ମରଣମୁହଁରୁ ଛଡାଇ ଆଣିଛନ୍ତି ବାପା। ଏଭଳି ଏକ ଘଟଣା ଘଟିଛି ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ବମ୍ପରଡା ଗ୍ରାମରେ। ମିଳିଥିବା ସୂଚନା ଅନୁଯାୟୀ ବମ୍ପରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସଫେଇ କର୍ମଚାରୀ ଭାବେ କାର୍ଯ୍ୟରତ…

ଘରକୁ ଫେରୁଥିବା ବେଳେ ବାଇକ୍‌ ଦୁର୍ଘଟଣା: ଚାଲିଗଲା ଜୀବନ

ଦେବଗଡ଼,୨୧।୧୦(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅଧୀନ କୈଳାଶ-ଲଇମୁରା ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଯୁବକ ଆହତ ହୋଇଛନ୍ତି।…

୧୦ ଲକ୍ଷ ଟଙ୍କା ନେଇ ଚମ୍ପଟ ମହିଳା

ଦେବଗଡ, ୨୦ /୧୦ (ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ଅନ୍ତର୍ଗତ ଗୋଗୁଆ ଗ୍ରାମର ୧୩ ଜଣ ମହିଳାଙ୍କ ୧୦ ଲକ୍ଷ ଟଙ୍କା ନେଇ ଜଣେ ମହିଳା ଚମ୍ପଟ ମାରିଥିବା ନେଇ ଦେବଗଡ ଥାନାରେ ଲିଖିତ ଅଭିଯୋଗ ହୋଇଥିବା ବେଳେ ପୋଲିସ…

ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହା ହେଲେ ରୋଗୀ

ରିଆମାଳ,୧୪।୧୦(ନିରଞ୍ଜନ ବେହେରା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ବରଡାତଇଲା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସରକାର ରାସ୍ତା, ଶିକ୍ଷା, ସ୍ବାସ୍ଥ୍ୟ, ଜଳସେଚନ ଆଦି ଉନ୍ନତି କ୍ଷେତ୍ରରେ ଡିଣ୍ଡିମ ପିଟୁଥିବା ବେଳେ ଗ୍ରାମକୁ ରାସ୍ତା ନ ଥିବାରୁ ଖଟିଆରେ…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତାଲା ପକାଇଲେ ଲୋକେ

ଦେବଗଡ଼, ୧୨ା୧୦ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଚିକିତ୍ସା ଅବହେଳାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ କରି ସ୍ଥାନୀୟ ଲୋକେ ସ୍ବାସ୍ଥ୍ୟକେନ୍ଦ୍ରରେ ତାଲା ପକାଇ ଦେଇଥିଲେ। ମିଳିଥିବା ସୂଚନା ମୁତାବକ,…

ଚୋରା ମଦ ଚାଲାଣକାରୀ ଗିରଫ

ଦେବଗଡ଼,୮ା୧୦(ଶଶାଙ୍କ ଶେଖର ଝାଙ୍କର): ଦେଶୀ ରନ୍ଧା ମଦ ଚୋରା ଚାଲାଣ ହେଉଥିବା ବେଳେ ଦେବଗଡ଼ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ମତ ସହ ଏକ ବାଇକ୍‌କୁ ମଧ୍ୟ ଜବତ କରାଯାଇଛି। ଏଥିସହ ଚୋରା ଚାଲାଣକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଭୁୁଶୁଡ଼ିଲା ବିଦ୍ୟାଳୟ ଶ୍ରେଣୀ କୋଠରି ବାରଣ୍ଡା

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ତିଲେଇବଣି ବ୍ଲକ କଲଣ୍ଡା ପଞ୍ଚାୟତ ସାମନ୍ତ୍ରାପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅସୁରକ୍ଷିତ ଘୋଷିତ ଶ୍ରେଣୀ କୋଠରୀ ବାରଣ୍ଡାର ଖୁମ୍ବ ଓ କଂକ୍ରିଟ ଛାତ ଭୁଷୁଡି ପଡିଛି। ତେବେ ଏଥିରେ କାହାରି କିଛି…

୧୦ଟଙ୍କା ଦେଇ ମାଗଣା ଚାଉଳ ନେଲେ ହିତାଧିକାରୀ

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍‌ ବ୍ୟାଘାତ ଯୋଗୁ ପ୍ରତ୍ୟେକ ୧୦ଟଙ୍କା ଲେଖାଏଁ ଦେଇ ମାଗଣା ଚାଉଳ ସଂଗ୍ରହ କଲେ ୫୦ରୁ ଊର୍ଦ୍ଧ୍ୱ ହିତାଧିକାରୀ। ଏଭଳି ଏକ ଘଟଣା ଘଟିଛି ଅନୁନ୍ନତ ତଥା ଆଦିବାସୀ ଅଧ୍ୟୁଷିତ ତିଲେଇବଣି ବ୍ଲକ ଝରାଗୋଗୁଆ ପଞ୍ଚାୟତରେ। ସୂଚନା…

ବଜ୍ରପାତରେ ଗଲା ୪ ଜୀବନ

ବେହେରା/ରିଆମାଳ,୨୬।: (ଭୂପେଶ ତିୱାରୀ/ ନିରଞ୍ଜନ ବେହେରା): ମଙ୍ଗଳବାର ବଜ୍ରପାତରେ କଳାହାଣ୍ଡି ଓ ଦେବଗଡ ଜିଲାର ୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ କଳାହାଣ୍ଡି ଜିଲାର ଏକ ଚାଷୀ ପରିବାରର ୩ ମହିଳା ଥିବାବେଳେ ଦେବଗଡ ଜିଲା ରିଆମାଳ ବ୍ଲକ ଜୋଡାଗୋଳା…

ପୋଲିସ କର୍ମଚାରୀଙ୍କ ଦାୟିତ୍ୱହୀନତା: ନାବାଳିକା ଅପହରଣ ଅଭିଯୁକ୍ତ ଫେରାର

ଦେବଗଡ଼,୨୫।୯(ଶଶାଙ୍କ ଶେଖର ଝାଙ୍କର ): ପୋଲିସ କର୍ମଚାରୀଙ୍କ ଅବହେଳା ଓ ଦାୟିତ୍ୱହୀନତା ଯୋଗୁ ଜଣେ ନାବାଳିକା ଅପହରଣ ଅଭିଯୁକ୍ତ ଦେବଗଡ ସ୍ବତନ୍ତ୍ର ଉପକାରାଗାର ସମ୍ମୂଖରୁ ଫେରାର ହୋଇଯାଇଥିବା ଜଣାପଡିଛି। ସୂଚନା ଅନୁଯାୟୀ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଏକ ନିର୍ଦ୍ଦିଷ୍ଟ ଗ୍ରାମର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?